1 min read

ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ

ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ ଭୁବନେଶ୍ୱରରେ ଭୟାବହ ଅଗ୍ନିକାଣ୍ଡ ଘଟି କେତେକ ଦୋକାନର ସାମଗ୍ରୀ ଜଳିପୋଡ଼ିପାଉଁଶ ହୋଇଯାଇଛି।  ଭୁବନେଶ୍ୱର,୦୧-୧୧-୨୦୨୪(ପିପିଏସ):ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ ଭୁବନେଶ୍ୱରରେ ଭୟାବହଅଗ୍ନିକାଣ୍ଡଘଟିକେତେକଦୋକାନରସାମଗ୍ରୀଜଳିପୋଡ଼ିପାଉଁଶହୋଇଯାଇଛିମାର୍କେଟ ବିଲ୍ଡିଂରୁ ଏକ ନମ୍ବର ହାଟକୁ ସଂଯୋଗ କରୁଥିବା ଅଣ୍ଡର ଗ୍ରାଉଣ୍ଡରେ ନିଆଁଲାଗିଥିଲାଅଣ୍ଡର ଗ୍ରାଉଣ୍ଡ ମାର୍କେଟରେଥିବା କପଡା ଦୋକାନରେ ନିଆଁ ଲାଗିବା ଯୋଗୁଁ ଆଖପାଖ ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା।ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଅଣ୍ଡର ଗ୍ରାଉଣ୍ଡରେ ଲାଗିଥିବା ନିଆଁକୁ ଆୟତ୍ତ କରିଛନ୍ତି ।  ଅଣ୍ଡର ଗ୍ରାଉଣ୍ଡ ମାର୍କେଟରେଥିବା କପଡା ଦୋକାନରେ ନିଆଁ ଲାଗିବା ଯୋଗୁଁ ଆଖପାଖ ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା। ଖବର ପାଇ ଅଗ୍ନିଶମବାହିନୀଘଟଣାସ୍ଥଳରେପହଞ୍ଚିଅଣ୍ଡରଗ୍ରାଉଣ୍ଡରେଲାଗିଥିବାନିଆଁକୁଆୟତ୍ତକରିଛନ୍ତିନିଆଁ ଲିଭାଇବା ପାଇଁ ୧୦ଟି ଦମକଳ ଗାଡ଼ି ନିୟୋଜିତ ହୋଇଥିଲେ କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହାର କାରଣ ସ୍ପଷ୍ଟ ହୋଇନିବର୍ତ୍ତମାନ ଅଣ୍ଡର ଗ୍ରାଉଣ୍ଡ ମଧ୍ୟରେ କେତେ ଦୋକାନ ଓ ଧନସମ୍ପତ୍ତିର କ୍ଷୟକ୍ଷତି ହୋଇଛି ତାହାର କୌଣସି ଆକଳନ ହୋଇନାହିଁ । ଘଟଣାସ୍ଥଳରେ କ୍ୟାପିଟାଲ ଥାନା ପୁଲିସ ମଧ୍ୟ ମୁତୟନ ହୋଇଛନ୍ତି।

1 min read

ଜନ୍ମମାଟିରେ  କାଳୀ ପୂଜା ଓ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଦିନରେ  ନିଜ ଗାଁ ରାଇକଳାରେ କାଳୀ ପୂଜା ଓ ଦୀପାବଳି ଉତ୍ସବ ପାଳନ କରିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ତାଙ୍କର ପ୍ରଥମ କାଳୀ ପୂଜା ଓ ଦୀପାବଳି ଉତ୍ସବ ଏବଂ ଏହାକୁ ସେ ନିଜ ଗାଁରେ ପାଳନ କରିଛନ୍ତି। ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) :  କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଦିନରେ  ନିଜ […]

1 min read

ପୁରୀରେ ବାଣ ବିସ୍ଫୋରଣ

ଚିକିତ୍ସାଧୀନ ଅବସ୍ଥାରେ ଏସସିବିରେ ଆଖି ବୁଜିଲେ ଯୁବକ ପୁରୀ/ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : ପୁରୀ ସଦର ଥାନା ଅନ୍ତର୍ଗତ ବାଟ ଗାଁରେ ବାଣ ବିସ୍ଫୋରଣରେ ଜଣେ ଯୁବକ ଗୁରୁତର ଆହତ ହୋଇ ଏସସିବି ମେଡିକାଲରେ ଭର୍ତ୍ତି ହୋଇଥିଲେ। ହେଲେ ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ଖବର ମିଳିଛି । ମୃତକ ସ୍ଥାନୀୟ ଅଞ୍ଚଳର ଯୁବକ ସଞ୍ଜୟ ଜେନା ବୋଲି ଜଣା ପଡ଼ିଛି। ପୁରୀ ସଦର ଥାନା ଅନ୍ତର୍ଗତ ବାଟ ଗାଁରେ ବାଣ ବିସ୍ଫୋରଣରେ ଜଣେ […]

1 min read

ଏ ଏସ ଆଇର ମନମାନି:ସୂର୍ଯ୍ୟମନ୍ଦିରରେ ବଙ୍ଗୀୟ ପର୍ଯ୍ୟଟକ ଆହତ

ଆମ୍ବୁଲାନ୍ସ ପାଇଁ ବି ଫିଟୁନି ତାଲା କୋଣାର୍କ/ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ବିଶ୍ଵ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ସୁରକ୍ଷା ଓ ସଂରକ୍ଷଣ ଦାୟିତ୍ଵରେ ଥିବା ଏ ଏସ ଆଇର ମନମାନି ଦିନକୁ ଦିନ ବୃଦ୍ଧି ପାଉଥିବା ସାଧାରଣରେ ଅଭିଯୋଗ ହୋଇଛି। କେନ୍ଦ୍ର ସରକାରଙ୍କ ଅଧିନରେ ଥିବା ଏହି ସଂସ୍ଥା ଉପରେ ରାଜ୍ୟ ସରକାରଙ୍କର କୌଣସି ଅଙ୍କୁଶ ନଥିବାରୁ ଦିନକୁ ଦିନ ମନମାନି କରୁଥିବା ଜଣାପଡିଛି। ବାର୍ଷିକ କୋଟି କୋଟି ଟଙ୍କା ପ୍ରବେଶ ଶୁଳ୍କ ଭାବେ […]

1 min read

୪୦୮ ଗାଁକୁ ଡିବିରି ଭରସା: ପାଖରେ ଦୁଇଟି ଜଳବିଦ୍ୟୁତ୍‌ ପ୍ରକଳ୍ପ ଥାଇ ବି ଅନ୍ଧାରରେ ଗ୍ରାମବାସୀ

କୋରାପୁଟ ଜିଲ୍ଲାର ୪୦୮ଗାଁକୁ ବିଦ୍ୟୁତ୍‌ ସେବା ସ୍ବପ୍ନ ପାଲଟିଛି। ଡିବିର ଓ ଜହ୍ନ ଆଲୁଅ ଏହି ଗ୍ରାମବାସୀଙ୍କ ପାଇଁ ଆଲୋକର ମାଧ୍ୟମ ପାଲଟିଛି। ପାଠପଢ଼ାଠୁ ରାତ୍ରି ଭୋଜନ, ଜାନିଯାତ୍ରା, ସାଂସ୍କୃତିକ କାର୍ଯ୍ୟକ୍ରମ ସବୁକିଛି ଏମାନେ ଡିବିର ଆ‌ଲୁଅ ମାଧ୍ୟମରେ ହିଁ କରିଥାନ୍ତି। କୋରାପୁଟ/ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : କୋରାପୁଟ ଜିଲ୍ଲାର ୪୦୮ଗାଁକୁ ବିଦ୍ୟୁତ୍‌ ସେବା ସ୍ବପ୍ନ ପାଲଟିଛି। ଡିବିର ଓ ଜହ୍ନ ଆଲୁଅ ଏହି ଗ୍ରାମବାସୀଙ୍କ ପାଇଁ ଆଲୋକର ମାଧ୍ୟମ ପାଲଟିଛି। ପାଠପଢ଼ାଠୁ ରାତ୍ରି ଭୋଜନ, […]

1 min read

ପରକ୍ରିୟାରୁ ଗଡ଼ିଲା ୫ ମୁଣ୍ଡ

ସୁନ୍ଦରଗଡ଼ରେ ୩ ମହିଳାଙ୍କ ସମେତ ୫ ଜଣକୁ ନିର୍ମମ ହତ୍ୟା, ୪ ଗୁରୁତର ୨ ଯାଯାବର ଗୋଷ୍ଠୀ ମଧ୍ୟରେ ସଂଘର୍ଷ  ସୁନ୍ଦରଗଡ଼/ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ଗୋଷ୍ଠୀ ସଂଘର୍ଷ କାରଣରୁ ୩ ଜଣ ମହିଳାଙ୍କ ସମେତ ପାଞ୍ଚ ଜଣଙ୍କୁ ନିର୍ମମ ହତ୍ୟା କରାଯାଇଛି। ଏହି ଘଟଣାରେ ଅନ୍ୟ ୪ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୁନ୍ଦରଗଡ଼ ସଦର ଥାନା କରମଡିହି ନିକଟରେ ମଙ୍ଗଳବାର-ବୁଧବାର ରାତିରେ ଏହି ଅଭାବନୀୟ […]

1 min read

ଶ୍ରୀମନ୍ଦିରରେ ବନକଲାଗି ନୀତି: ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ

ପୁରୀ/ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ। ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ […]

1 min read

ରାମମୂର୍ତ୍ତି ଗମାଙ୍ଗଙ୍କୁ ଆଜୀବନ କାରାଦଣ୍ଡ

ପତ୍ନୀଙ୍କୁ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ରାୟଗଡ଼ା ଜିଲ୍ଲା ଗୁଣୁପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗୋଙ୍କୁ ଆଜୀବନ କାରାଦଣ୍ଡ ଆଦେଶ ପ୍ରଦାନ କରିଥିଲେ ଭୁବନେଶ୍ୱର ଏଡିଜେ କୋର୍ଟ। ଏହା ହାଇକୋର୍ଟରେ କାଏମ ରହିଛି। କଟକ, ୩୦-୧୦-୨୦୨୪ (ପିପିଏସ ): ପତ୍ନୀଙ୍କୁ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ରାୟଗଡ଼ା ଜିଲ୍ଲା ଗୁଣୁପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗୋଙ୍ଆଜୀବନ କାରାଦଣ୍ଡ ଆଦେଶ ପ୍ରଦାନ କରିଥିଲେ ଭୁବନେଶ୍ୱର ଏଡିଜେ କୋର୍ଟ। ଏହା ହାଇକୋର୍ଟରେ କାଏମ ରହିଛି। ଭୁବନେଶ୍ୱର ଅତିରିକ୍ତ ଜିଲ୍ଲା ଜଜଙ୍କ ଆଦେଶ ବିରୋଧରେ ଶ୍ରୀ ଗମାଙ୍ଗ ଦାଖଲ କରିଥିବା ଅପିଲ ଖାରଜ ହୋଇଛି। ରାମମୂର୍ତ୍ତି ଗମାଙ୍ଗଙ୍କୁ ଆଜୀବନ […]

1 min read

ଦୀପାବଳିରେ ଏସବୁ ରାଜ୍ୟ-କେନ୍ଦ୍ରଶାସିତ ଅଞ୍ଚଳରେ ବାଣଫୁଟା ବନ୍ଦ

ଦୀପାବଳି ଖୁସି ଏବଂ ଆଲୋକର ପ୍ରତୀକ। କିନ୍ତୁ ଚଳିତ ବର୍ଷ କେତେକ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ବାଣଫୁଟା ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି… ନୂଆଦିଲ୍ଲୀ/ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ପରିବେଶ ଏବଂ ସ୍ୱାସ୍ଥ୍ୟ ସମସ୍ୟାକୁ ଦୃଷ୍ଟିରେ ରଖି  ଚଳିତ ଦୀପାବଳିରେ  ଦେଶର ଅନେକ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରେ ବାଣଫୁଟାକୁ ବାରଣ କରାଯାଇଛି। ଦିଲ୍ଲୀ ସହିତ ମହାରାଷ୍ଟ୍ର ଏବଂ ବିହାର ଭଳି ପ୍ରମୁଖ ରାଜ୍ୟରେ ବାଣଫୁଟା ବନ୍ଦ କରାଯାଇଛି। ସାତୋଟି ରାଜ୍ୟ […]

1 min read

ଯାତ୍ରାରେ ଅଶ୍ଳୀଳ ନୃତ୍ୟ ରୋକିବା ପାଇଁ ଆଇନ ଆଣିବେ ସରକାର: ମନ୍ତ୍ରୀ

ଯାତ୍ରାରେ ଅଶ୍ଳୀଳ ନୃତ୍ୟ ରୋକିବା ପାଇଁ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଯାତ୍ରା ମାଲିକମାନେ ଏ ବାବଦରେ ନିଷ୍ପତ୍ତି ନିଅନ୍ତୁ କି ଯାତ୍ରାରେ ଅଶ୍ଳୀଳତା ଯେମିତି ରହିବ ନାହିଁ। ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ଯାତ୍ରାରେ ଅଶ୍ଳୀଳ ନୃତ୍ୟ ରୋକିବା ପାଇଁ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଯାତ୍ରାରେ ଏଭଳି ନାଚକୁ ନେଇ ଚର୍ଚ୍ଚା ହେଉଛି। ଯାତ୍ରାରେ ଏଭଳି ନୃତ୍ୟ ଓଡ଼ିଆ ସଂସ୍କୃତି ବିରୋଧୀ। […]