ପ୍ରମୁଖ ଖବର
ନୂଆଡିହି ଫରେଷ୍ଟରଙ୍କୁ ଗଛରେ ବାନ୍ଧିଲେ ଗ୍ରାମବାସୀ
ଦେବଗଡ଼ ଜିଲ୍ଲା ରିଆମାଳ ରେଞ୍ଜ ନୁଆଡିହି ଫରେଷ୍ଟର ଛବିଳ ବେହେରାଙ୍କ ଅବହେଳା ମନୋଭାବ କାର୍ଯ୍ୟ, ଅସଭ୍ୟ ବ୍ୟବହାର, ହାତୀ ନ ଘଉଡ଼ାଇବା ଯୋଗୁଁ ଉପଦ୍ରବ, ଉପଦ୍ରବରେ କ୍ଷୟକ୍ଷତିଙ୍କୁ ଅନୁକମ୍ପାମୂଳକ ସହାୟତା ନ ମିଳିବା ଆଦି ଅନେକ ଅଭିଯୋଗ ଆଣି ଗତ ଶୁକ୍ରବାର ରାତିରେ ଏକ ଗଛରେ ବାନ୍ଧି ରଖିଲେ ଉତ୍ତ୍ୟକ୍ତ ଲୋକେ। ରିଆମାଳ/ଭୁବନେଶ୍ୱର ୧୬-୧୧-୨୦୨୪(ପିପିଏସ) : ଦେବଗଡ଼ ଜିଲ୍ଲା ରିଆମାଳ ରେଞ୍ଜ ନୁଆଡିହି ଫରେଷ୍ଟର ଛବିଳ ବେହେରାଙ୍କ ଅବହେଳା ମନୋଭାବ କାର୍ଯ୍ୟ, ଅସଭ୍ୟ ବ୍ୟବହାର, ହାତୀ ନ […]
ମହାପ୍ରଭୁଙ୍କ ଜମି ବେଆଇନ୍ ଜବରଦଖଲ କରି ହସ୍ତାନ୍ତର ଉଦ୍ୟମ, ଥାନାରେ ଏତଲା
ପୁରୀ/ଭୁବନେଶ୍ୱର ୧୬-୧୧-୨୦୨୪(ପିପିଏସ) : ବିଶ୍ବ ନିୟନ୍ତାଙ୍କୁ ମଧ୍ୟ ଆମ ସମାଜର କିଛି ଲୋକ ଖାତିର କରୁ ନାହାନ୍ତି। ଯାହାଙ୍କ ନିର୍ଦ୍ଦେଶରେ ଏହି ଦୁନିଆ ପରିଚାଳିତ ହେଉଛି, ସେହି କାଳିଆ ଠାକୁରଙ୍କ ସଂପତ୍ତି ଉପରେ ମଧ୍ୟ ଖଳ ଲୋକମାନେ ନଜର ପକାଉଛନ୍ତି। ଏଭଳି ଏକ ଅଭିଯୋଗ ଆସିଛି। ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି ନେଇ ଥାନାରେ ଏତଲା ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୁରୀ ବାସେଳୀସାହି ଥାନାରେ ହୋଇଥିବା ଅଭିଯୋଗ ଅନୁସାରେ ମାଟିତୋଟା ମୌଜାରେ ମହାପ୍ରଭୁଙ୍କ ନାଁରେ ଥିବା ଜମିକୁ […]
ସେଣ୍ଟ ଜୋନ ଆମ୍ବୁଲାନ୍ସ ସେବା ଲୋଗୋ ଉନ୍ମୋଚନ
କଟକ,୧୬-୧୧-୨୦୨୪(ପିପିଏସ) : ସେଣ୍ଟ ଜୋନ ଆମ୍ବୁଲାନ୍ସ ର ଐତିହାସିକ ବାଲିଯାତ୍ରା ପାଇଁ ୩୨ ତମ ରାଜ୍ୟ ସ୍ତରୀୟ ସେବା କ୍ୟାମ୍ପର ଲୋଗୋ ସମ୍ମାନୀୟ ସାଂସଦ ରତ୍ନ ଶ୍ରୀଯୁକ୍ତ ଭର୍ତୁହରି ମହତାବଙ୍କ କର କମଳରେ ଉନ୍ମୋଚିତ ହୋଇଛି । ଜୀବନ ରକ୍ଷାକାରୀ ଆମୁଲାନ୍ସ ଓ ପ୍ରାଥମିକ ଚିକିତ୍ସା ସେବା ଯୋଗାଇ ଦେଉଥିବା ଅନୁଷ୍ଠାନର ସର୍ବ ଭାରତୀୟ ସ୍ତରରେ ମହାମାନ୍ୟ ରାଷ୍ଟ୍ରପତି ଓ ଓଡ଼ିଶାରେ ମହାମାନ୍ୟ ରାଜ୍ୟପାଳ ଯଥାକ୍ରମେ ସଭାପତି ଅଟନ୍ତି। ଦୀର୍ଘ ୩୨ ବର୍ଷ ଧରି ନିରବଚ୍ଛିନ୍ନ ଭାବେ […]
ଶକ୍ତିଶାଳୀ ରାଷ୍ଟ୍ରରେ ପରିଣତ ହେଉଛି ଭାରତ: ଭର୍ତ୍ତୃହରି ମହତାବ
ଭାରତ ଶକ୍ତିଶାଳୀ ରାଷ୍ଟ୍ରରେ ପରିଣତ ହେଉଛି। ଭାରତକୁ ୨୦୪୭ ମସିହା ସୁଦ୍ଧା ଏକ ବିକଶିତ ଓ ବିଶ୍ୱର ପ୍ରମୁଖ ସମୃଦ୍ଧଶାଳୀ ରାଷ୍ଟ୍ର ଭାବରେ ଗଢ଼ି ତୋଳିବା ପାଇଁ ସରକାର ଉଦ୍ୟମ କରୁଛନ୍ତି। ଭୁବନେଶ୍ୱର ୧୬-୧୧-୨୦୨୪(ପିପିଏସ) : ଭାରତ ଶକ୍ତିଶାଳୀ ରାଷ୍ଟ୍ରରେ ପରିଣତ ହେଉଛି। ଭାରତକୁ ୨୦୪୭ ମସିହା ସୁଦ୍ଧା ଏକ ବିକଶିତ ଓ ବିଶ୍ୱର ପ୍ରମୁଖ ସମୃଦ୍ଧଶାଳୀ ରାଷ୍ଟ୍ର ଭାବରେ ଗଢ଼ି ତୋଳିବା ପାଇଁ ସରକାର ଉଦ୍ୟମ କରୁଛନ୍ତି। ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ […]
ରୁପା ଆଚ୍ଛାଦିତ ହେବ ପତିତପାବନଙ୍କ ମନ୍ଦିର ଓ ସିଂହଦ୍ବାର ଜମଶିଳା
ଶ୍ରୀମନ୍ଦିର ସିଂହଦ୍ବାର ଜମଶିଳା ଓ ପତିତପାବନଙ୍କ ମନ୍ଦିର ସଂପୂର୍ଣ୍ଣ ରୁପା ଆଚ୍ଛାଦିତ କରାଯିବ। ଡିସେମ୍ବର ୨୫ ପୂର୍ବରୁ ଏହି କାମ ଶେଷ ହେବ। ଇଂରାଜୀ ନବବର୍ଷରେ ଶ୍ରୀମନ୍ଦିର ଓ ପତିତପାବନଙ୍କ ମନ୍ଦିରର ଏହି ନୂଆରୂପ ଭକ୍ତମାନେ ଦେଖିପାରିବେ। ପୁରୀ,ଭୁବନେଶ୍ୱର ୧୪-୧୧-୨୦୨୪ (ପିପିଏସ ) : ଶ୍ରୀମନ୍ଦିର ସିଂହଦ୍ବାର ଜମଶିଳା(ଦ୍ବାର ବନ୍ଧ) ଓ ପତିତପାବନଙ୍କ ମନ୍ଦିର ସଂପୂର୍ଣ୍ଣ ରୁପା ଆଚ୍ଛାଦିତ କରାଯିବ। ଡିସେମ୍ବର ୨୫ ପୂର୍ବରୁ ଏହି କାମ ଶେଷ ହେବ। ଇଂରାଜୀ ନବବର୍ଷରେ ଶ୍ରୀମନ୍ଦିର ଓ ପତିତପାବନଙ୍କ […]
ପୁଣି ମୁମ୍ବାଇ ବିମାନବନ୍ଦରକୁ ମିଳିଲା ବୋମା ଧମକ
ଗତ କିଛି ଦିନ ମଧ୍ୟରେ ଅନେକ ବିମାନକୁ ବୋମା ଧମକ ମିିଳି ସାରିଥିବା ବେଳେ ବୁଧବାର ଅପରାହ୍ନରେ ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରକୁ ବୋମା ଧମକ ମିଳିଛି। ମୁମ୍ବାଇ/ଭୁବନେଶ୍ୱର ୧୪-୧୧-୨୦୨୪ (ପିପିଏସ ) : ଥମୁନାହିଁ ବିମାନକୁ ବୋମା ଧମକ। କିଛି ଦିନ ଅନ୍ତରରେ ପୁଣି ଥରେ ଏକ ଅଜଣା ବ୍ୟକ୍ତି ବିମାନବନ୍ଦରକୁ ବୋମା ଧମକ ଦେଇଥିବାର ଏକ ମାମଲା ସାମ୍ନାକୁ ଆସିଛି। ଗତ କିଛି ଦିନ ମଧ୍ୟରେ ଅନେକ ବିମାନକୁ ବୋମା ଧମକ […]
ନୀଳମାଧବ ବସ୍ତି ଉଚ୍ଛେଦ ଓ ଥଇଥାନ: ରାସ୍ତାରେ ବିଜେପି-ବିଜେଡି ମୁହାଁମୁହିଁ
ନୀଳମାଧବ ବସ୍ତି ଉଚ୍ଛେଦ ଓ ଥଇଥାନକୁ ନେଇ ଆଜି ବିଜେଡି ଓ ବିଜେପି କର୍ମୀ ମୁହାଁମୁହିଁ ହୋଇଛନ୍ତି। ବିଏମ୍ସିର ୧୩ ନମ୍ବର ୱାର୍ଡ ଧୀନରେ ଆସୁଥିବା ଏହି ବସ୍ତିବାସିନ୍ଦାଙ୍କୁ ଥଇଥାନ କରିବାଲାଗି ଆବାସ ଯୋଜନାରେ ଚିହ୍ନଟ ହୋଇଥିବା ବସ୍ତିବାସିନ୍ଦାଙ୍କୁ ପର୍ଯ୍ୟାୟକ୍ରମେ ଟ୍ରାଞ୍ଜିଟ୍ ଭୁବନେଶ୍ୱର ୧୪-୧୧-୨୦୨୪ (ପିପିଏସ ) : ନୀଳମାଧବ ବସ୍ତି ଉଚ୍ଛେଦ ଓ ଥଇଥାନକୁ ନେଇ ଆଜି ବିଜେଡି ଓ ବିଜେପି କର୍ମୀ ମୁହାଁମୁହିଁ ହୋଇଛନ୍ତି। ବିଏମ୍ସିର ୧୩ ନମ୍ବର ୱାର୍ଡ ଧୀନରେ ଆସୁଥିବା ଏହି […]
୬ ପେସାଦାର ଲୁଟେରାଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ
କଟକ,୧୪-୧୧-୨୦୨୪ (ପିପିଏସ ) : ଗତ ୧୫ ଦିନ ମଧ୍ୟରେ କଟକରେ ଘଟିଥିବା ତିନୋଟି ଛିନତାଇ ଲୁଟ୍ ଘଟଣାରେ କମିଶନରେଟ ପୋଲିସ ୬ ପେସାଦାର ଲୁଟେରାଙ୍କୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି । ଏ ନେଇ କଟକ ଡିସିପି କହିଛନ୍ତି ଲୁଟେରା ମାନଙ୍କ ନାଁ’ ରେ ପୂର୍ବରୁ ବିଭିନ୍ନ ଅପରାଧିକ ମାମଲା ରହିଛି । ଗିରଫ ବେଳେ ସେମାନଙ୍କ ଠାରୁ ଅପରାଧରେ ବ୍ୟବହାର ହୋଇଥିବା ବନ୍ଧୁକ ଗୁଳି ବାଇକ୍ ମୋବାଇଲ କୁ ଜବତ କରିଛି […]
ଐତିହାସିକ ବାଲିଯାତ୍ରା କଟକ ଉତ୍ସବ-୨୦୨୪
ଚୂଡାନ୍ତ ପର୍ଯ୍ୟାୟରେ ସମସ୍ତ ପ୍ରସ୍ତୁତି, ସ୍ଥାନ ପାଇଛି ୨୫୦୦ରୁ ଅଧିକ ଷ୍ଟଲ୍ କଟକ, ୧୪-୧୧-୨୦୨୪ (ପିପିଏସ ) : ଐତିହାସିକ ବାଲିଯାତ୍ରା କଟକ ଉତ୍ସବ ନିମନ୍ତେ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ୧୫ ତାରିଖ ସନ୍ଧ୍ୟା ୫ଘଟିକା ୩୦ମିନିଟ୍ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ବାଲିଯାତ୍ରାର ଶୁଭ ଉଦଘାଟନ କରିବେ । ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ ଦତାତ୍ରୟ ଭାଉସାହେବ ଶିନ୍ଦେ ଆଜି […]
୫ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ଆର୍ଆଇ
ଭଦ୍ରକ/ଭୁବନେଶ୍ୱର ୧୪-୧୧-୨୦୨୪ (ପିପିଏସ ) : ଭଦ୍ରକ ଜିଲ୍ଲା ଗଦି ରାଜସ୍ୱ ସର୍କଲର ରାଜସ୍ୱ ଅଧିକାରୀ (ଆର୍ଆଇ) ଗୁରୁବାର ଦିନ ଓଡିଶା ଭିଜିଲାନ୍ସ ହାତରେ ପଡ଼ିଛନ୍ତି। ସେ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଛି। ଅଭିଯୁକ୍ତ ଆର୍ଆଇଙ୍କ ନାମ ଭାଗବତ ଖଟୁଆ ବୋଲି ଜଣାପଡିଛି।ଖବର ଅନୁଯାୟୀ, ଭଦ୍ରକ ଜିଲ୍ଲାର ତିହିଡି ତହସିଲ ଅଧୀନରେ ଥିବା ରାଜସ୍ୱ ଇନ୍ସପେକ୍ଟର ଭାଗବତ ଖଟୁଆ, ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡିଶା ଭିଜିଲାନ୍ସ […]
