ପ୍ରମୁଖ ଖବର
ପିଲାଙ୍କ ଭବିଷ୍ୟତକୁ ଅନ୍ଧକାରକୁ ଠେଲିବାକୁ ଷଡ଼ଯନ୍ତ୍ର କରିଥିଲେ ପୂର୍ବ ସରକାର: ମୁଖ୍ୟମନ୍ତ୍ରୀ
ରାଜ୍ୟରେ ଗୁଣାତ୍ମକ ଶିକ୍ଷାକୁ ନେଇ ପୁଣି ପୂର୍ବର ବିଜେଡି ସରକାରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଟାର୍ଗେଟ କରିଛନ୍ତି। ୫-ଟି ସ୍କୁଲ୍ର ଦୂରାବସ୍ଥା ସହ ପ୍ରାଥମିକ ଶିକ୍ଷାର ମାନକୁ ନେଇ ପୂର୍ବ ସରକାରଙ୍କ ଉପରେ ମୁଖ୍ୟମନ୍ତ୍ରୀ ବର୍ଷିଛନ୍ତି ଭୁବନେଶ୍ୱର ୧୪-୧୧-୨୦୨୪ (ପିପିଏସ ) : ରାଜ୍ୟରେ ଗୁଣାତ୍ମକ ଶିକ୍ଷାକୁ ନେଇ ପୁଣି ପୂର୍ବର ବିଜେଡି ସରକାରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଟାର୍ଗେଟ କରିଛନ୍ତି। ୫-ଟି ସ୍କୁଲ୍ର ଦୂରାବସ୍ଥା ସହ ପ୍ରାଥମିକ ଶିକ୍ଷାର ମାନକୁ ନେଇ ପୂର୍ବ […]
ସହିଦ ରଘୁ ସଦ୍ଦାର, ପ୍ରତୀକ୍ଷା ଓ ଦମନକୁ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର
ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ବିଗତ ୩ ବର୍ଷ ପାଇଁ ଏହି ପୁରସ୍କାର ଘୋଷଣା କରାଯାଇଛି। ବିଶିଷ୍ଟ ଲେଖକ, ନିର୍ଦ୍ଦେଶକ ଓ ନାଟ୍ୟକାର ମୋହନ ସୁନ୍ଦରଦେବ ଗୋସ୍ବାମୀ ପୁରସ୍କାର (ଜୀବନବ୍ୟାପି ସାଧନା ପୁରସ୍କାର) ପାଇଁ ଅନନ୍ତ ମହାପାତ୍ରଙ୍କୁ ଚୟନ କରାଯାଇଛି। ଭୁବନେଶ୍ୱର ୧୪-୧୧-୨୦୨୪ (ପିପିଏସ ) : ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ବିଗତ ୩ ବର୍ଷ (୨୦୨୦, ୨୦୨୧ ଓ ୨୦୨୨) ପାଇଁ ଏହି ପୁରସ୍କାର ଘୋଷଣା କରାଯାଇଛି। ବିଶିଷ୍ଟ […]
ଭାଇ-ଭାଉଜଙ୍କୁ ହତ୍ୟ: ସ୍ତ୍ରୀ ଓ ପୁଅ ସମେତ ସାନଭାଇକୁ ଗିରଫ କଲା ପୁଲିସ
ଆସିକା/ଭୁବନେଶ୍ୱର ୧୪-୧୧-୨୦୨୪ (ପିପିଏସ ) : ଗଂଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳି ପଞ୍ଚାୟତର ସମେଇଗୁଡା ଗ୍ରାମରେ ବୁଧବାର ଦିନ ସକାଳୁ ସ୍ବାମୀ-ସ୍ତ୍ରୀଙ୍କୁ ହତ୍ୟା ଘଟଣାର ୨୪ ଘଣ୍ଟା ମଧ୍ୟରେ ପୁଲିସ ତିନି ଅଭିଯୁକ୍ତକୁ ଗିରଫ କରିଛି। ଏଥି ସହିତ ହତ୍ୟାରେ ବ୍ୟବହୃତ ଖଣ୍ଡା, ବିଷ ବୋତଲ ଓ ଏକ ବାଇକ ଜବତ କରିଛି। ତିନି ଅଭିଯୁକ୍ତ ହେଲେ ଭୋବନୀ ପାତ୍ର, ତାର ସ୍ତ୍ରୀ ରଞ୍ଜିତା ପାତ୍ର ଓ ପୁଅ ପପୁନ ପାତ୍ର। ସେମାନଙ୍କ ଡ଼ାକ୍ତରୀ […]
ଫେବ୍ରୁଆରି ୨୧ରୁ ମାଟ୍ରିକ୍ ପରୀକ୍ଷା: ଜାରି ହେଲା ସୂଚୀ
ମାଟ୍ରିକ୍ ପରୀକ୍ଷା-୨୦୨୫ ଆସନ୍ତା ଫେବ୍ରୁଆରି ୨୧ ତାରିଖ ଠାରୁ ଆରମ୍ଭ ହେବ। ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ କ୍ୟାରିୟରର ଏହି ସ୍ମରଣୀୟ ପରୀକ୍ଷା ମାର୍ଚ୍ଚ ୬ ତାରିଖ ଯାଏଁ ଜାରି ରହିବ। ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଏହି ସୂଚନା ଦିଆଯାଇଛି। କଟକ/ଭୁବନେଶ୍ୱର ୧୪-୧୧-୨୦୨୪ (ପିପିଏସ ) : ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସ୍ଇ) ଦ୍ବାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା-୨୦୨୫ ଆସନ୍ତା ଫେବ୍ରୁଆରି ୨୧ ତାରିଖ ଠାରୁ ଆରମ୍ଭ ହେବ। ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ କ୍ୟାରିୟରର ଏହି ସ୍ମରଣୀୟ ପରୀକ୍ଷା ମାର୍ଚ୍ଚ […]
ଋତୁସ୍ରାବ ସ୍ୱଚ୍ଛତା ନୀତି ବିଦ୍ୟାଳୟରେ କାର୍ଯ୍ୟକାରୀ ହୋଇଛି: ସୁପ୍ରିମକୋର୍ଟରେ ସରକାରଙ୍କ ସତ୍ୟପାଠ
ବିଦ୍ୟାଳୟରେ ଛାତ୍ରୀମାନଙ୍କ ପାଇଁ ଋତୁସ୍ରାବ ସ୍ୱଚ୍ଛତା ଉପରେ କେନ୍ଦ୍ର ସରକାର ଏକ ଜାତୀୟ ନୀତି ପ୍ରସ୍ତୁତ କରିଛନ୍ତି। ଏହାକୁ ମଧ୍ୟ ଅନୁମୋଦନ କରାଯାଇଛି | ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ନିରାପଦ ମାସିକ ଋତୁସ୍ରାବ ଅଭ୍ୟାସକୁ ପ୍ରୋତ୍ସାହିତ କରିବା ଏହି ନୀତିର ଉଦ୍ଦେଶ୍ୟ ନୂଆଦିଲ୍ଲୀ/ଭୁବନେଶ୍ୱର ୧୩-୧୧-୨୦୨୪(ପିପିଏସ) : ବିଦ୍ୟାଳୟରେ ଛାତ୍ରୀମାନଙ୍କ ପାଇଁ ଋତୁସ୍ରାବ ସ୍ୱଚ୍ଛତା ଉପରେ କେନ୍ଦ୍ର ସରକାର ଏକ ଜାତୀୟ ନୀତି ପ୍ରସ୍ତୁତ କରିଛନ୍ତି। ଏହାକୁ ମଧ୍ୟ ଅନୁମୋଦନ କରାଯାଇଛି। ସରକାର ବୁଧବାର ସୁପ୍ରିମକୋର୍ଟରେ […]
ବିଶ୍ୱଶାନ୍ତି ମହାଯଜ୍ଞ ଓ ପୂଜ୍ୟପୂଜା ସମ୍ମାନ
କଟକ/୧୩-୧୧-୨୦୨୪(ପିପିଏସ) : କଟକ ଜିଲ୍ଲା ବଡ଼ମ୍ବା ବ୍ଲକ ଅନ୍ତର୍ଗତ ମୁଗଗହିର ଗ୍ରାମରେ ଇଷ୍ଟଦେବୀ ଶ୍ରୀଶ୍ରୀ ଦକ୍ଷିଣକାଳୀଙ୍କ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହେଉଛି । ପ୍ରଥମ ଦିନ ଅଙ୍କୁରାରୋପଣ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଏକ ପୂଜ୍ୟପୂଜାର ଆୟୋଜନ କରାଯାଇଥିଲା । ଏଥିରେ ପଣ୍ଡିତ ବୀରେନ୍ଦ୍ର କୁମାର ପଣ୍ଡା, ଶିକ୍ଷାବିତ୍ ସନାତନ ଶତପଥୀ ଓ ବିଶିଷ୍ଟ କଳା ସଂସ୍କୃତି ବିଶେଷଜ୍ଞ ପ୍ରଫୁଲ୍ଲ କୁମାର ଶତପଥୀଙ୍କୁ ସମ୍ମାନିତ କରାଯାଇଥିଲା । ଏହି ଅବସରରେ ଏକ ଆଲୋଚନାସଭାର ଆୟୋଜନ […]
ବଣ୍ଡାଘାଟିର ଦୁର୍ଗମ ଇଲାକାରେ ପହଞ୍ଚିଲା ମୋବାଇଲ୍ ନେଟୱର୍କ ସେବା
ଖଇରପୁଟ ବ୍ଲକର ବଣ୍ଡାଘାଟିର ଅଂଚଳବାସୀଙ୍କ ଅନେକ ଦିନର ଦାବି ପରେ ଦୁର୍ଗମ ଅଞ୍ଚଳରେ ପହଞ୍ଚିଛି ନେଟୱର୍କ ସେବା। ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକର ମୁଦୁଲିପଡ଼ା ପଞ୍ଚାୟତ ଗ୍ରାମାଞ୍ଚଳରେ ନେଟୱର୍କ ଆସିବା ପରେ ୩ ହଜାରରୁ ଊର୍ଦ୍ଧ୍ବ ଲୋକେ ଉପକୃତ ହୋଇଛନ୍ତି। ମାଲକାନଗିରି/ଭୁବନେଶ୍ୱର ୧୩-୧୧-୨୦୨୪(ପିପିଏସ) : ଜିଲ୍ଲାର ଅନ୍ତର୍ଗତ ଖଇରପୁଟ ବ୍ଲକର ବଣ୍ଡାଘାଟିର ଅଂଚଳବାସୀଙ୍କ ଅନେକ ଦିନର ଦାବି ପରେ ଦୁର୍ଗମ ଅଞ୍ଚଳରେ ପହଞ୍ଚିଛି ନେଟୱର୍କ ସେବା। ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକର ମୁଦୁଲିପଡ଼ା ପଞ୍ଚାୟତ ଗ୍ରାମାଞ୍ଚଳରେ ନେଟୱର୍କ […]
ରାଜ୍ୟ ବିବାଦର ସମାଧାନ ପାଇଁ ଗଠନ ହେବ ଆନ୍ତଃ ମନ୍ତ୍ରୀ ସ୍ତରୀୟ କମିଟି
ଓଡ଼ିଶା ସରକାର ବିଭିନ୍ନ ରାଜ୍ୟ ସହିତ ରାଜ୍ୟର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀ ସ୍ତରୀୟ କମିଟି ଗଠନ କରିବେ। ଆଜି ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଭୁବନେଶ୍ୱର ୧୩-୧୧-୨୦୨୪(ପିପିଏସ) : ବିଭିନ୍ନ ରାଜ୍ୟ ସହିତ ଓଡ଼ିଶାର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀ ସ୍ତରୀୟ କମିଟି ଗଠନ କରାଯିବ। ଆଜି ଲୋକ […]
‘ହରେକୃଷ୍ଣ ମହତାବ ଚିତ୍ରକଳା ଶିବିର’ ଉଦ୍ଯାପିତ
ଭୁବନେଶ୍ୱର ୧୩-୧୧-୨୦୨୪(ପିପିଏସ) : ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ ତଥା ଜନନାୟକ ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଅବସରରେ ଆସନ୍ତା ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ଆସନ୍ତା ଏକ ବର୍ଷ ପର୍ଯ୍ୟନ୍ତ ମହତାବଙ୍କ ସ୍ମୃତିକୁ ଉଜ୍ଜୀବିତ କରି ରଖୁବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେବ ବୋଲି ରାଜ୍ୟ ସରକାରଙ୍କ ତରଫରୁ ନିଷ୍ପରି ନିଆଯାଇଛି। ଏହି କ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ […]
ସାନଭାଇ ଭୁଲିଗଲା ସଂପର୍କ: ବଡ଼ଭାଇଙ୍କ ତଣ୍ଟି କାଟିଲା, ଭାଉଜଙ୍କୁ ପିଟିପିଟି ମାରିଲା
ସମ୍ପତ୍ତି ଆଗରେ ରକ୍ତ ସମ୍ପର୍କ ତୁଚ୍ଛ ସଂପତ୍ତି ପାଇଁ ସଂପର୍କରେ ଫାଟ ସୃଷ୍ଟି ହେଉଛି। ସଂପତ୍ତି ଆଗରେ ସଂପର୍କ ବଳି ପଡୁଛି। ଗଂଜାମ ଜିଲ୍ଲା ଆସିକା ଅଞ୍ଚଳରେ ଆଜି ପୂର୍ବାହ୍ଣରେ ସାନଭାଇର ଆକ୍ରମଣରେ ବଡ଼ଭାଇ ଓ ଭାଉଜଙ୍କର ମୃତ୍ୟୁ ହୋଇଛି। ଏହି ହତ୍ୟାକାଣ୍ଡକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି। ଆସିକା/ଭୁବନେଶ୍ୱର ୧୩-୧୧-୨୦୨୪(ପିପିଏସ) : ଜମିବାଡ଼ିକୁ କେନ୍ଦ୍ର କରି ଗଂଜାମ ଜିଲ୍ଲା ଆସିକା ଥାନା ଅଞ୍ଚଳରେ ବୁଧବାର ଏକ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି। ସାନଭାଇ ରକ୍ତମୁଖା ହୋଇଛି। […]
