1 min read

କୁହୁଡ଼ିର ବଳୟ ଭିତରେ ଜି ଉଦୟଗିରି; ପାରଦ ୧୪ଡିଗ୍ରି ରେକର୍ଡ

ଘୁ.ଉଦୟଗିରି/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ଚଳିତ ବର୍ଷ ଶୀତ ଏକ ପ୍ରକାର ଲୁଚକାଳି ଖେଳ ଖେଳୁଛି। ସହରର ତାପମାତ୍ରା ବଢୁଛି-ଖସୁଛି। ଶୀତର ପ୍ରକୋପ ସେତେ ମାତ୍ରାରେ ଅନୁଭବ ହୋଇନଥିଲେ ମଧ୍ୟ ଗତ ଦୁଇଦିନ ଭିତରେ ତାପମାତ୍ରା ତଳକୁ ଖସି ଆଜି ୧୪ ଡିଗ୍ରି ଥିବା ସୂଚନା ମିଳିଛି। ଲଗାତାର ସ୍ଥାନୀୟ ସହରର ତାପମାତ୍ରା ଖସିବାରେ ଲାଗିବା ସହ ଥଣ୍ଡା ବଢ଼ିବାରେ ଲାଗିଛି। ଦିନକୁ ଦିନ ପାରଦ ଖସୁଛି ଓ ଥଣ୍ଡା ବଢୁଛି।କୁହୁଡ଼ିର ବଳୟ ଭିତରେ ସାରା ଅଞ୍ଚଳ […]

1 min read

ଅନାହାରରେ ସାତଭାୟାର ୮୦୦ ଗୋରୁ: ଚାରିଆଡ଼େ ଲୁଣିପାଣି, ଖାଇବାକୁ ଖାଦ୍ୟ ନାହିଁ

ବଙ୍ଗୋପସାଗର କୂଳ ସାତଭାୟାର ପୁରୁଣା ଜନବସତି ଅଞ୍ଚଳରେ ପଶୁଙ୍କ ପାଇଁ ଭୟଙ୍କର ଖାଦ୍ୟାଭାବ ଦେଖାଦେଇଛି। ସେଠାରେ ୮୦୦ରୁ ଅଧିକ ଗାଈ, ବାଛୁରୀ ଓ ଷଣ୍ଢ ଅନାହାରରେ ଅଛନ୍ତି। ନା’ ଖାଇବାକୁ ପାଉଛନ୍ତି ନା’ ପିଇବାକୁ ପାଣି ମିଳୁଛି। ରାଜନଗର/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ବଙ୍ଗୋପସାଗର କୂଳ ସାତଭାୟାର ପୁରୁଣା ଜନବସତି ଅଞ୍ଚଳରେ ପଶୁଙ୍କ ପାଇଁ ଭୟଙ୍କର ଖାଦ୍ୟାଭାବ ଦେଖାଦେଇଛି। ସେଠାରେ ୮୦୦ରୁ ଅଧିକ ଗାଈ, ବାଛୁରୀ ଓ ଷଣ୍ଢ ଅନାହାରରେ ଅଛନ୍ତି। ନା’ ଖାଇବାକୁ ପାଉଛନ୍ତି ନା’ […]

1 min read

ଓଡ଼ିଶା ନର୍ସିଙ୍ଗ କ୍ୟାଡରର ଡ୍ରେସ କୋଡ୍ ପରିବର୍ତ୍ତନ

ସେବାକ୍ଷେତ୍ରରେ ଓଡ଼ିଆ ଅସ୍ମିତାର ଝଲକ ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ଏଣିକି ଓଡ଼ିଶାର ସେବା କ୍ଷେତ୍ରରେ ବି ଦେଖିବାକୁ ମିଳିବ ଓଡ଼ିଆ ଅସ୍ମିତାର ଝଲକ। ଏନେଇ ପୂର୍ବରୁ ନର୍ସିଂ ସଂଘ ଦାବି କରି ଆସୁଥିବାବେଳେ ଏବେ ଏହି ଦାବି ପୂରଣ ହୋଇଛି। ଏନେଇ ସହମତି ପ୍ରଦାନ କରିଛି ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ  ବିଭାଗ।ଓଡ଼ିଶା ନର୍ସିଙ୍ଗ କ୍ୟାଡରର ଡ୍ରେସ କୋଡ୍ ପରିବର୍ତ୍ତନ ହେଲା। ଏବେ ନର୍ସିଂ ଅଫିସରଙ୍କ ୟୁନିଫର୍ମରେ ବି ସମ୍ବଲପୁରୀ ଡିଜାଇନ୍ ରହିବ। ଏବେ ସମ୍ପୂର୍ଣ୍ଣ […]

1 min read

କଟକ ଗଣଦୁଷ୍କର୍ମ ଘଟଣା: ସପ୍ତମ ଅଭିଯୁକ୍ତ ପିଛାରେ ପୁଲିସ

କଟକର ଜଣେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ସପ୍ତମ ଅଭିଯୁକ୍ତର ପତ୍ତା ମିଳୁନାହିଁ। ଏହି ଅଭିଯୁକ୍ତକୁ ଧରିବା ପାଇଁ ପୁଲିସ ବିଭିନ୍ନ ସ୍ଥାନରେ ଚଢ଼ଉ ଆରମ୍ଭ କରିଛି। ଅନ୍ୟପଟେ ଗିରଫ ୬ ଅଭିଯୁକ୍ତଙ୍କ ଠାରୁ ଜବତ କଟକ, ୧୧-୧୧-୨୦୨୪(ପିପିଏସ ) : କଟକର ଜଣେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ସପ୍ତମ ଅଭିଯୁକ୍ତର ପତ୍ତା ମିଳୁନାହିଁ। ଏହି ଅଭିଯୁକ୍ତକୁ ଧରିବା ପାଇଁ ପୁଲିସ ବିଭିନ୍ନ ସ୍ଥାନରେ ଚଢ଼ଉ ଆରମ୍ଭ କରିଛି। ଅନ୍ୟପଟେ ଗିରଫ ୬ ଅଭିଯୁକ୍ତଙ୍କ ଠାରୁ […]

1 min read

ଚାଉଳ ଦେବା ନାଁରେ ମହିଳାଙ୍କୁ ଦୁଷ୍କର୍ମ ଓ ଭିଡ଼ିଓ ଭାଇରାଲ: ଯୋଗାଣ ସହାୟକ ଗିରଫ

ଚାଉଳ ଦେବା ନାଁରେ ମହିଳାଙ୍କୁ ଦୁଷ୍କର୍ମ ଓ ଭିଡ଼ିଓ ଭାଇରାଲ ଘଟଣାରେ ଯୋଗାଣ ସହାୟକ ଗିରିଶ ସାହୁଙ୍କୁ ଗିରଫ କରାଯାଇଥିବାର ଖବର ମିଳିଛି। ତାଙ୍କୁ ଛତିଶଗଡ଼ରେ ନିଜର ଜଣେ ସଂପର୍କୀୟଙ୍କ ଘରୁ ଗିରଫ କରିଛି ପୁଲିସ୍। ଆଗଲପୁର/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ଚାଉଳ ଦେବା ନାଁରେ ମହିଳାଙ୍କୁ ଦୁଷ୍କର୍ମ ଓ ଭିଡ଼ିଓ ଭାଇରାଲ ଘଟଣାରେ ଯୋଗାଣ ସହାୟକ ଗିରିଶ ସାହୁଙ୍କୁ ଗିରଫ କରାଯାଇଥିବାର ଖବର ମିଳିଛି। ତାଙ୍କୁ ଛତିଶଗଡ଼ରେ ନିଜର ଜଣେ ସଂପର୍କୀୟଙ୍କ ଘରୁ ଗିରଫ କରିଛି […]

1 min read

ହଟିଲେ ମହିଳା କମିଶନ ଅଧକ୍ଷା

ମହିଳା କମିଶନ ଅଧ୍ୟକ୍ଷା ପଦରୁ ମିନତି ବେହେରା ହଟିଛନ୍ତି। ଏନେଇ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତ ମାସ ୨୩ ତାରିଖରେ ସରକାର ମହିଳା କମିଶନ ଅଧ୍ୟକ୍ଷା ପଦରୁ ମିନତି ବେହେରାଙ୍କୁ ବରଖାସ୍ତ କରିଥିଲେ। ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ମହିଳା କମିଶନ ଅଧ୍ୟକ୍ଷା ପଦରୁ ମିନତି ବେହେରା ହଟିଛନ୍ତି। ଏନେଇ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।ଗତ […]

1 min read

ସଅଳ ବନ୍ଧାହେବ ନୀଳଚକ୍ର ବାନା

ଆଜି ଅପରାହ୍ନ ସାଢ଼େ ୩ଟାରୁ ୪ଟା ମଧ୍ୟରେ ପତିତପାବନ ବାନା ବନ୍ଧା ହେବ। ଚୁନରା ସେବକମାନଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି। ଅପରାହ୍ନ ସମୟରେ କମ୍ ଗହଳି ମଧ୍ୟରେ ଧ୍ୱଜା ବନ୍ଧା ହେବା ଲକ୍ଷ୍ୟରେ ଏହି ନିର୍ଦ୍ଦେଶ ଜାରି କରାଯାଇଥିବା ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି। ପୁରୀ/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : କାର୍ତ୍ତିକ ମାସରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଯୋଗୁଁ ସପ୍ତାହେ ପର୍ଯ୍ୟନ୍ତ ଧ୍ଵଜା ବନ୍ଧା ନୀତି ସନ୍ଧ୍ୟା ବଦଳରେ ଅପରାହ୍ନରେ କରାଯିବ । ଏନେଇ ନିର୍ଦ୍ଦେଶ ଦେଇଛନ୍ତି […]

1 min read

ମହାକୁମ୍ଭ ମେଳା ପାଇଁ ବଢ଼ିଲା ହୋଟେଲ ଦର

ସରକାରଙ୍କ ଆଦେଶକୁ ଅଣଦେଖା କୁମ୍ଭମେଳାରେ ବୁଡ଼ ପକାଇଲେ ପାପ ଧୋଇଯାଏ। ଏଥି ପାଇଁ ଲୋକେ ହଜାର ହଜାର କିଲୋମିଟର ଦୂର ଅତିକ୍ରମ କରି କୁମ୍ଭମେଳାରେ ଯୋଗ ଦେଇଥାନ୍ତି। ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଆସନ୍ତା ଜାନୁଆରି ମାସରେ ମହାକୁମ୍ଭ ମେଳାର ଆୟୋଜନ ହେବ। ଭିଡକୁ ଦୃଷ୍ଟିରେ ରଖି ହୋଟେଲ ଦର ବଢ଼ିଯାଇଛି। ପ୍ରୟାଗରାଜ/ଭୁବନେଶ୍ୱର ୧୦-୧୧-୨୦୨୪(ପିପିଏସ ) : ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆସନ୍ତା ଜାନୁଆରି ମାସରେ ମହାକୁମ୍ଭ ମେଳା ଆରମ୍ଭ ହେବ। କିନ୍ତୁ ଏହି ପବିତ୍ର ମେଳାରେ ଯୋଗଦେବା ପାଇଁ […]

1 min read

୩୦୦୦ ଶିଖ ତୀର୍ଥଯାତ୍ରୀଙ୍କୁ ଭିସା ଦେଲା ପାକିସ୍ତାନ

ନୂଆଦିଲ୍ଲୀରେ ଥିବା ପାକିସ୍ତାନ ହାଇକମିସନ ଭାରତର ୩ ହଜାରରୁ ଅଧିକ ଶିଖ୍ ତୀର୍ଥଯାତ୍ରୀଙ୍କୁ ଭିସା ପ୍ରଦାନ କରିଛନ୍ତି। ପାକିସ୍ତାନ ହାଇକମିଶନ ସୋସିଆଲ ମିଡିଆ ହ୍ୟାଣ୍ଡେଲ ଏକ୍ସରେ ପୋଷ୍ଟ କରି ଏ ନେଇ ସୂଚନା ଦେଇଛନ୍ତି । ନୂଆଦିଲ୍ଲୀ/ଭୁବନେଶ୍ୱର ୧୦-୧୧-୨୦୨୪(ପିପିଏସ ) : ନୂଆଦିଲ୍ଲୀରେ ଥିବା ପାକିସ୍ତାନ ହାଇକମିସନ ଭାରତର ୩ ହଜାରରୁ ଅଧିକ ଶିଖ୍ ତୀର୍ଥଯାତ୍ରୀଙ୍କୁ ଭିସା ପ୍ରଦାନ କରିଛନ୍ତି। ପାକିସ୍ତାନ ହାଇକମିଶନ ସୋସିଆଲ ମିଡିଆ ହ୍ୟାଣ୍ଡେଲ ଏକ୍ସରେ ପୋଷ୍ଟ କରି ଏ ନେଇ ସୂଚନା ଦେଇଛନ୍ତି […]

1 min read

ଆରମ୍ଭ ହେଲା ଧାନ କଟା; ମଣ୍ଡି ଅପେକ୍ଷାରେ ଚାଷୀ

ଖରିଫ ମଣ୍ଡି ତାରିଖ ଘେଷଣା ହୋଇନି। ମଣ୍ଡିର ସୁପରିଚାଳନାକୁ ନେଇ ଜିଲ୍ଲାପାଳ ଏହାରି ମଧ୍ୟରେ ଦୁଇଟି ବୈଠକ କରି ସାରିଲେଣି। ମଣ୍ଡି ତାରିଖ ଘୋଷଣା ହୋଇନଥିଲେ ହେଁ ଧାନ ପାଚି ସାରିଥିବାରୁ କାଟିବା ଆରମ୍ଭ କଲେଣି। ୨୦ପ୍ରତିଶତ ଧାନ କାଟିସାରିଥିବା କୃଷି ବିଭାଗ ପକ୍ଷରୁ ସୂଚନା ମିଳିଛି। କୋରାପୁଟ/ଭୁବନେଶ୍ୱର ୧୦-୧୧-୨୦୨୪(ପିପିଏସ ) : ଖରିଫ ମଣ୍ଡି ତାରିଖ ଘେଷଣା ହୋଇନି। ମଣ୍ଡିର ସୁପରିଚାଳନାକୁ ନେଇ ଜିଲ୍ଲାପାଳ ଏହାରି ମଧ୍ୟରେ ଦୁଇଟି ବୈଠକ କରି ସାରିଲେଣି। ମଣ୍ଡି ତାରିଖ […]