1 min read

ସୀମାନ୍ତରେ ଝାଡ଼ଖଣ୍ଡ ନିର୍ବାଚନ ପ୍ରଚାର

ମଙ୍ଗଧରିଛନ୍ତି ଓଡ଼ିଆ ଆଦିବାସୀ ନେତା ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଗାଁର ଆଦିବାସୀ ନେତାଙ୍କ ନେତୃତ୍ବରେ ଗଠିତ ବିଭିନ୍ନ ସଙ୍ଗଠନରେ ଉଭୟ ରାଜ୍ୟର ଶତାଧିକ କାର୍ଯ୍ୟକର୍ତ୍ତା ଥିବାରୁ ଏମାନଙ୍କୁ ବିଜେପି ଓ ଜେଏମ୍‌ଏମ୍‌ ନେତାମାନେ ନିର୍ବାଚନୀ ଅସ୍ତ୍ର କରିଛନ୍ତି। ଯେଉଁମାନେ ସିମ୍‌ଡେଗା ଓ ମନୋହରପୁର ବିଧାନସଭା କ୍ଷେତ୍ରରେ ପ୍ରଚାରର ମଙ୍ଗ ଧରିଛନ୍ତି। ରାଉରକେଲା/ଭୁବନେଶ୍ୱର ୧୦-୧୧-୨୦୨୪(ପିପିଏସ ) : ଆସନ୍ତା ୧୩ ଓ ୨୦ରେ ହେବାକୁ ଯାଉଛି ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ। ସିମ୍‌ଡେଗା ଓ ମନୋହରପୁର ଦୁଇ ବିଧାନସଭା ନିର୍ବାଚନର ତାତି […]

1 min read

ପୁଣି ଟେନ୍‌ସନ୍‌ ବଢ଼ାଇଲା ଟିଟିଏସ୍‌: ଗନ୍ଧେଇଲାଣି ଅଧାସହର

ମାସ କେଇଟା ଯାଇନି। ପୁଣି ଗନ୍ଧେଇଲାଣି ଅଧା ସହର। ସୈନିକ ସ୍କୁଲ ନିକଟ ଟେମ୍ପରାରି ଟ୍ରାଞ୍ଜିଟ୍‌ ଷ୍ଟେସନ(ଟିଟିଏସ୍‌) ରେ ସୃଷ୍ଟି ହୋଇଥିବା ଆବର୍ଜନା ପାହାଡ଼ ଏବେ ସହରବାସୀଙ୍କ ନିଦ ହଜାଇ ଦେଲାଣି। ଭୁବନେଶ୍ୱର ୧୦-୧୧-୨୦୨୪(ପିପିଏସ ) : ମାସ କେଇଟା ଯାଇନି। ପୁଣି ଗନ୍ଧେଇଲାଣି ଅଧା ସହର। ସୈନିକ ସ୍କୁଲ ନିକଟ ଟେମ୍ପରାରି ଟ୍ରାଞ୍ଜିଟ୍‌ ଷ୍ଟେସନ(ଟିଟିଏସ୍‌) ରେ ସୃଷ୍ଟି ହୋଇଥିବା ଆବର୍ଜନା ପାହାଡ଼ ଏବେ ସହରବାସୀଙ୍କ ନିଦ ହଜାଇ ଦେଲାଣି। ରାତି ହେଉ କି ଦିନ, ସବୁବେଳେ […]

1 min read

ଅଁଳା ନବମୀ ଲାଗି ସାକ୍ଷୀଗୋପାଳ ମନ୍ଦିର ଓ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼

ଆଜି ହେଉଛି ପବିତ୍ର ଅଁଳା ନବମୀ । ଏଥିଲାଗି ଚଳଚଞ୍ଚଳ ସାକ୍ଷୀଗୋପାଳ ମନ୍ଦିର। ରାଧାପାଦ ଦର୍ଶନ ପାଇଁ ସେଠାରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହେଉଛି। ଏଠାରେ ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀରାଧା । ଭୁବନେଶ୍ୱର ୧୦-୧୧-୨୦୨୪(ପିପିଏସ ) : ଆଜି ହେଉଛି ପବିତ୍ର ଅଁଳା ନବମୀ । ଏଥିଲାଗି ଚଳଚଞ୍ଚଳ ସାକ୍ଷୀଗୋପାଳ ମନ୍ଦିର। ରାଧାପାଦ ଦର୍ଶନ ପାଇଁ ସେଠାରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହେଉଛି। ଏଠାରେ ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀରାଧା […]

1 min read

ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ୟ ସମ୍ମିଳନୀ ଉଦଘାଟିତ

ଭୁବନେଶ୍ୱର ୧୦-୧୧-୨୦୨୪(ପିପିଏସ ) : ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଭୁବନେଶ୍ୱର ଲୋକସେବା ଭବନରେ ଆୟୋଜିତ ଦୁଇଦିନିଆ ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ୟ ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଉଦଘାଟନ କରିଛନ୍ତି। ଏଥିରେ “ଓଡ଼ିଶାର ଶ୍ରୀ ଅନ୍ନ ଓ କୃଷି ଐତିହ୍ୟ” ଶୀର୍ଷକ ବିଷୟବସ୍ତୁ ଉପରେ ଆଲୋଚନା କରାଯିବା ସହ ଖାଦ୍ୟ ନିରାପତ୍ତା ତଥା ଚିରନ୍ତନ କୃଷି ପଦ୍ଧତି ଏବଂ ବିସ୍ମୃତ ଖାଦ୍ୟର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ପ୍ରୋତ୍ସାହନ ଦିଆଯାଉଛି। […]

1 min read

ରାଜଧାନୀରେ ମାତିଲେ ଲୁଟେରା: ଟଙ୍କା ଓ ସୁନାଗହଣା ଲୁଟିନେଲେ, ଥାନାରେ ଅଭିଯୋଗ

ନଫୋସିଟି ଥାନା ଅନ୍ତର୍ଗତ ଶ୍ରୀ ଗଣେଶ ବିହାରରେ ରହୁଥିବା ବଂଶୀଧର ଗଉଡଙ୍କ ଘରେ ଲୁଟେରାମାନେ ଝରକା ତାଡ଼ି ପଶିଥିଲେ। ତାପରେ ସେମାନେ ଆଲମାରି ଭାଙ୍ଗି ଘରୁ ୨୦ଭରି ସୁନାଗହଣା ସହ ଟଙ୍କା ଲୁଟି ନେଇଥିବା ନେଇ ଇନଫୋସିଟି ଥାନାରେ ଅଭିଯୋଗ ହୋଇଛି। ଭୁବନେଶ୍ୱର ୧୦-୧୧-୨୦୨୪(ପିପିଏସ ) : ରାଜଧାନୀ ଭୁବନେଶ୍ୱରରେ ଗତକାଲି ବିଳମ୍ବିତ ରାତିରେ ଚୋରି ହୋଇଥିବାର ନେଇ ଥାନାରେ ଅଭିଯୋଗ ହୋଇଛି।ସୂଚନା ଅନୁଯାୟୀ, ଇନଫୋସିଟି ଥାନା ଅନ୍ତର୍ଗତ ଶ୍ରୀ ଗଣେଶ ବିହାରରେ ରହୁଥିବା ବଂଶୀଧର ଗଉଡଙ୍କ […]

1 min read

ନୂତନ ଗ୍ରାମପଞ୍ଚାୟତ ଗଠନ ଦାବିରେ ଜନ ଆନ୍ଦୋଳନ

କେ. ନୂଆଗାଁ ବ୍ଲକ ଅଧିନସ୍ଥ ବଣ୍ଡଗୁଡ଼ା ଗ୍ରାମପଞ୍ଚାୟତ ଉପରେ ମଗଡ଼ିଙ୍ଗିଆ ଅଞ୍ଚଳବାସୀ ନିର୍ଭର କରି ରହିଆସୁଥିଲେ। ଅନେକ ଅସୁବିଧାର ସମୁଖୀନ ହେଉଥିଲେ। ଦୀର୍ଘ ୧୦ ବର୍ଷରୁ ଊର୍ଦ୍ଧ୍ବ ସମୟ ହେବ ଅଞ୍ଚଳବାସୀ ନିଜ ସୁବିଧା ନିମନ୍ତେ ମଗଡ଼ିଙ୍ଗିଆ ଠାରେ ନୂତନ ଗ୍ରାମପଞ୍ଚାୟତ ଗଠନ ପାଇଁ ଦାବି କରି ଆସୁଛନ୍ତି। ଘୁ.ଉଦୟଗିରି/ଭୁବନେଶ୍ୱର ୧୦-୧୧-୨୦୨୪(ପିପିଏସ ) : କନ୍ଧମାଳ ଜିଲ୍ଲା କେ. ନୂଆଗାଁ ବ୍ଲକ ଅଧିନସ୍ଥ ବଣ୍ଡଗୁଡ଼ା ଗ୍ରାମପଞ୍ଚାୟତ ଉପରେ ନିର୍ଭର କରି ରହିଆସୁଥିଲେ ମଗଡ଼ିଙ୍ଗିଆ ଅଞ୍ଚଳବାସୀ ଓ ଅନେକ […]

1 min read

ଝାଡ଼ଖଣ୍ଡ ନିର୍ବାଚନ: ନିର୍ଣ୍ଣାୟକ ହେବେ ଓଡ଼ିଆ, ଓଡ଼ିଆ ଭାଷା ସୁରକ୍ଷା ମୁଖ୍ୟ ପ୍ରସଙ୍ଗ

ଝାଡ଼ଖଣ୍ଡ ନିର୍ବାଚନ ଯେତିକି ପା‌ଖେଇ ଆସୁଛି, ଓଡ଼ିଆ ଭୋଟରଙ୍କୁ ସେତିକି ଖୋଜା ପଡ଼ୁଛି। ଓଡ଼ିଆ ଭୋଟରଙ୍କୁ ମନେଇବା ପାଇଁ ଓଡ଼ିଆ‌ ନେତାଙ୍କ ଆବଶ୍ୟକତା ପଡ଼ିଛି। ଖାସ୍‌ ଏଥିପାଇଁ କେନ୍ଦ୍ରମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ମାଳମାଳ ବିଧାୟକ କାମରେ ଲାଗି ପଡ଼ିଛନ୍ତି। କେନ୍ଦୁଝର/ଭୁବନେଶ୍ୱର ୧୦-୧୧-୨୦୨୪(ପିପିଏସ ) : ଝାଡ଼ଖଣ୍ଡ ନିର୍ବାଚନ ଯେତିକି ପା‌ଖେଇ ଆସୁଛି, ଓଡ଼ିଆ ଭୋଟରଙ୍କୁ ସେତିକି ଖୋଜା ପଡ଼ୁଛି। ଓଡ଼ିଆ ଭୋଟରଙ୍କୁ ମନେଇବା ପାଇଁ ଓଡ଼ିଆ‌ ନେତାଙ୍କ ଆବଶ୍ୟକତା ପଡ଼ିଛି। ଖାସ୍‌ ଏଥିପାଇଁ କେନ୍ଦ୍ରମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ମାଳମାଳ ବିଧାୟକ […]

1 min read

ବାଣୀବିହାର ଜମି ଠିକ୍‌ ଅଛି ତ? ଏପର୍ଯ୍ୟନ୍ତ ଚିହ୍ନଟ ହେଲାନି ୩୯୯ ଏକର

୩୯୮.୯୮ ଏକର ଜମିରେ ଛିଡ଼ା ହୋଇଛି ଉତ୍କଳ ବିଶ୍ବବିଦ୍ୟାଳୟ। କାଗଜପତ୍ରରେ ଏଭଳି ତଥ୍ୟ ରହିଛି। ସମସ୍ତେ ମଧ୍ୟ ଜାଣିଛନ୍ତି। ତେବେ ରାଜସ୍ୱ ବିଭାଗର ଭୂଲେଖରେ ଦର୍ଶାଯାଇଛି ଯେ ବିଶ୍ୱବିଦ୍ୟାଳୟର ୩୫୯ ଏକର ଜମି ରହିଛି। ଭୁବନେଶ୍ୱର ୦୯-୧୧-୨୦୨୪ (ପିପିଏସ ) : ୩୯୮.୯୮ ଏକର ଜମିରେ ଛିଡ଼ା ହୋଇଛି ଉତ୍କଳ ବିଶ୍ବବିଦ୍ୟାଳୟ। କାଗଜପତ୍ରରେ ଏଭଳି ତଥ୍ୟ ରହିଛି। ସମସ୍ତେ ମଧ୍ୟ ଜାଣିଛନ୍ତି। ତେବେ ରାଜସ୍ୱ ବିଭାଗର ଭୂଲେଖରେ ଦର୍ଶାଯାଇଛି ଯେ ବିଶ୍ୱବିଦ୍ୟାଳୟର ୩୫୯ ଏକର ଜମି ରହିଛି। […]

1 min read

ହୋମଗାର୍ଡ ନିଯୁକ୍ତି ଉପରେ ଥିବା ରହିତାଦେଶ ପ୍ରତ୍ୟାହୃତ

ଭୁବନେଶ୍ୱର ୦୯-୧୧-୨୦୨୪ (ପିପିଏସ ) : ରାଜ୍ୟରେ ହୋମ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ରହିତାଦେଶ ପ୍ରତ୍ୟାହୃତ ହୋଇଛି। ଏହାଦ୍ବାରା ରାଜ୍ୟରେ ଖାଲିଥିବା ହୋମ ଗାର୍ଡ ପଦବି ଖୁବ୍ ଶୀଘ୍ର ପୂରଣ ହୋଇ ପାରିବ।ସୂଚନାଯୋଗ୍ୟ ଯେ ରାଜ୍ୟରେ ସମୁଦାୟ ହୋମ ଗାର୍ଡ ପଦବି ସଂଖ୍ୟା ୧୭,୬୭୫ ଥିବା ବେଳେ  ୧୫,୩୦୬  ଜଣ ହୋମ ଗାର୍ଡ କାର୍ଯ୍ୟରତ ଅଛନ୍ତି। ୨୩୬୯ ପଦବି ଖାଲି […]

1 min read

ସତ୍ୟନଗର ମଶାଣିରୁ ପୂର୍ବତନ ବିଧାୟକଙ୍କ ପତ୍ନୀଙ୍କ ଅର୍ଦ୍ଧଦଗ୍ଧ ଶବ ଜବତ

ଭୁବନେଶ୍ବରର ସତ୍ୟନଗର ଶ୍ମଶାନରେ ଏକ ଶବକୁ ଅନ୍ତିମ ସଂସ୍କାର କରାଯାଉଥିବା ହାଇଡ୍ରାମା ଦେଖିବାକୁ ମିଳିଛି। ଶାଶୂଙ୍କ ମୃତଦେହ ଅନ୍ତିମ ସଂସ୍କାର କରାଯାଉଥିବା ବେଳେ ସଂପର୍କୀୟଙ୍କ ଦ୍ବାରା ଅଭିଯୋଗ ପାଇ ଖାରବେଳନଗର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅର୍ଦ୍ଧଦଗ୍ଧ ଶବକୁ ଜବତ କରିଛି। ଭୁବନେଶ୍ୱର ୦୯-୧୧-୨୦୨୪ (ପିପିଏସ ) : ରାଜଧାନୀ ଭୁବନେଶ୍ବରର ଛାତି ଉପରେ ଆଜି ଅପରାହ୍‌ଣରେ ଏକ ଅଭାବନୀୟ ପରିସ୍ଥିତି ଦେଖାଯାଇଛି। ସତ୍ୟନଗର ଶ୍ମଶାନରେ ଏକ ଶବକୁ ଅନ୍ତିମ ସଂସ୍କାର କରାଯାଉଥିବା ହାଇଡ୍ରାମା ଦେଖିବାକୁ ମିଳିଛି। […]