1 min read

ପୁଣି ପଶିଲେ ୧୦ଟିକିଆ ହାତୀପଲ; ସଂଖ୍ୟା ପହଞ୍ଚିଲା ୭୩

ବିଳମ୍ବିତ ରାତିରେ ୟୁଟର୍ନ କରି ରୁପ୍ସା-ବାଙ୍ଗିରିପୋଷି ରେଳପଥ ପାର କରିବା ସହିତ ବଗଲପୁର ଠାରେ ୧୮ନଂ ଜାତୀୟ ରାଜପଥ ପାର କରି ଫୁଲଝରି ଦେଇ ଦଲକି ଜଙ୍ଗଲରେ ପଶିଲେ ହାତୀପଲ। ୫୩ଟିକିଆ ପଲରୁ ୧୦ଟା ପାଖାପାଖି ହାତୀ ତିଳଦା ଆଖପାଖ ଜଙ୍ଗଲରେ ରହିଯାଇଛନ୍ତି। ବୈଶିଙ୍ଗା/ଭୁବନେଶ୍ୱର ୦୯-୧୧-୨୦୨୪ (ପିପିଏସ ) : ପଶ୍ଚିମବଙ୍ଗ ଦେଇ ମୟୂରଭଂଜ ଜିଲ୍ଲା ରାସଗୋବିନ୍ଦପୁର ରେଞ୍ଜରେ ଗତ ସପ୍ତାହ ଶନିବାର ପ୍ରବେଶ କରି ବେତନଟୀ ରେଞ୍ଜର ବିଭିନ୍ନ ଜଙ୍ଗଲାଞ୍ଚଳରେ ସପ୍ତାହେରୁ ଊର୍ଦ୍ଧ୍ବ ଧରି ହାତୀପଲ […]

1 min read

ଉଚ୍ଚ ଶିକ୍ଷା କ୍ଷେତ୍ରରେ ଚଳିତ ଶିକ୍ଷା ବର୍ଷରୁ ପ୍ରଚଳନ ହେବ ଜାତୀୟ ଶିକ୍ଷା ନୀତି

ଉଚ୍ଚଶିକ୍ଷା କ୍ଷେତ୍ରରେ ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି-୨୦୨୦ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଏବଂ ଅନୁବନ୍ଧିତ ମହାବିଦ୍ୟାଳୟ ଗୁଡିକରେ ଏହା ଲାଗୁ ହେବ। ଭୁବନେଶ୍ୱର ୦୯-୧୧-୨୦୨୪ (ପିପିଏସ ) : ଉଚ୍ଚ ଶିକ୍ଷା କ୍ଷେତ୍ରରେ ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି […]

1 min read

କୌଣସି ପରିସ୍ଥିତିରେ ବନ୍ଦ ହେବ ନାହିଁ ମଧ୍ୟାହ୍ନ ଭୋଜନ, ନିରାପଦ ଓ ସ୍ଵଚ୍ଛ ମଧ୍ୟାହ୍ନ ଭୋଜନକୁ ପ୍ରାଥମିକତା

ନିରନ୍ତର ମଧ୍ୟାହ୍ନ ଭୋଜନ ପ୍ରଦାନ ନେଇ ବିଭାଗୀୟ ସଚିବଙ୍କ ସମୀକ୍ଷା ବୈଠକ ଭୁବନେଶ୍ୱର ୦୯-୧୧-୨୦୨୪ (ପିପିଏସ ) : ରାଜ୍ୟର ସମସ୍ତ ଜିଲ୍ଲାରେ ପୁଷ୍ଟିକର, ନିରାପଦ ମଧ୍ୟାହ୍ନ ଭୋଜନ ପରିଚାଳନା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଭାଗୀୟ କମିଶନର ତଥା ଶାସନ ସଚିବ ଶାଲିନୀ ପଣ୍ଡିତଙ୍କ ଅଧ୍ୟକ୍ଷତାରେ ବରିଷ୍ଠ ଅଧିକାରୀ ତଥା ରାଜ୍ୟ ସଂଯୋଜକ ଅଧିକାରୀ (ପିଏମ୍-ପୋଷଣ) ରଘୁରାମ ଆର୍ ଆୟାରଙ୍କ ସମେତ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ […]

1 min read

ଶିମିଳିପାଳ ଜାତୀୟ ଉଦ୍ୟାନ ଛାଡ଼ି ଜଙ୍ଗଲକୁ ଚାଲିଗଲା ବାଘୁଣୀ ‘ଜମୁନା’

ଶିମିଳିପାଳ ଜାତୀୟ ଉଦ୍ୟାନରେ ଥିବା ବାଘୁଣୀ ‘ଜମୁନା’  ଆଜି ସକାଳେ ଘେରିରୁ ବାହାରି ନିକଟସ୍ଥ ଜଙ୍ଗଲରେ ପ୍ରବେଶ କରିଥିଛି। ଏନେଇ ଶିମିଳିପାଳ ଜାତୀୟ ଉଦ୍ୟାନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ‌ଏବେ ‘ଜମୁନା’ ଶିମିଳିପାଳର ମୂଳ ଅଞ୍ଚଳରେ ବସତି ସ୍ଥାପନ କରିଛି। ବାରିପଦା/ଭୁବନେଶ୍ୱର ୦୯-୧୧-୨୦୨୪ (ପିପିଏସ ) : ଶିମିଳିପାଳରେ ଥିବା ବାଘୁଣୀ ‘ଜମୁନା’  ଆଜି ସକାଳେ ଘେରିରୁ ବାହାରି ନିକଟସ୍ଥ ଜଙ୍ଗଲରେ ପ୍ରବେଶ କରିଥିଛି। ଏନେଇ ଶିମିଳିପାଳ ଜାତୀୟ ଉଦ୍ୟାନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ‌ଏବେ ‘ଜମୁନା’ […]

1 min read

ଆଇଏଏସ୍‌ ସ୍ତରରେ ଅଦଳବଦଳ: ସଂଜୟ ସିଂଙ୍କୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଦାୟିତ୍ବ

ଭୁବନେଶ୍ବର: ରାଜ୍ୟ ସରକାର ଶନିବାର ବରିଷ୍ଠ ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ରାଜ୍ୟ ସରକାର ବିଶାଳ ଦେବଙ୍କୁ ଶକ୍ତି ବିଭାଗର ଦାୟିତ୍ବ ପ୍ରଦାନ କରିଛନ୍ତି। ଭୁବନେଶ୍ୱର ୦୯-୧୧-୨୦୨୪ (ପିପିଏସ ) : ରାଜ୍ୟ ସରକାର ଶନିବାର ବରିଷ୍ଠ ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ […]

1 min read

ନଭେମ୍ବର ୨୪ରେ ମିଳିବ ‘ସୁଭଦ୍ରା’ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା

‘ସୁଭଦ୍ରା’ ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଆଗାମୀ ୨୪ ତାରିଖରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ।୨୦ ଲକ୍ଷରୁ ଊର୍ଦ୍ଧ୍ବ ମହିଳା ହିତାଧିକାରୀଙ୍କୁ ‘ସୁଭଦ୍ରା’ ଟଙ୍କା ଦିଆଯିବ। ଏଥିଲାଗି ସୁନ୍ଦରଗଡ଼ରେ କାର୍ଯ୍ୟକ୍ରମ ଆୟୋଜିତ ହେବ। ଭୁବନେଶ୍ୱର ୦୯-୧୧-୨୦୨୪ (ପିପିଏସ ) : ଲଣ୍ଡନ ଗସ୍ତ ଶେଷ କରି  ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ‘ସୁଭଦ୍ରା’ ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ଘୋଷଣା କରିଛନ୍ତି। ସେ […]

1 min read

ଆନନ୍ଦପୁର-ଠାକୁରମୁଣ୍ଡା ରାସ୍ତାରେ ଚଢ଼ଉ, ୧୫୦ରୁ ଊର୍ଦ୍ଧ୍ବ ଗୋରୁ ଉଦ୍ଧାର, ୧୦ ଗୋଚାଲାଣକାରୀ ଅଟକ

ବିଳମ୍ବିତ ରାତିରେ ବେଆଇନ୍ ଗୋଚାଲାଣ ବେଳେ ଆନନ୍ଦପୁର ଥାନା ପୁଲିସର ଅତର୍କିତ ଚଢ଼ଉ କରିଥିବାର ଖବର ମିଳିଛି। ଘଟଣାସ୍ଥଳରୁ ୪ଟି ଗାଡ଼ି ଜବତ କରାଯାଇଥିବା ବେଳେ ୧୫୦ରୁ ଊର୍ଦ୍ଧ୍ବ ଗୋରୁ ଉଦ୍ଧାର ହୋଇଛନ୍ତି। ଏହି ମାମଲାରେ ଆନନ୍ଦପୁର ଥାନାରେ ୧୦ ଗୋଚାଲାଣକାରୀଙ୍କୁ ଅଟକ ରଖି ପୁଲିସ ପଚରାଉଚରା କରୁଛି। ଆନନ୍ଦପୁର/ଭୁବନେଶ୍ୱର ୦୮-୧୧-୨୦୨୪ (ପିପିଏସ) : ବିଳମ୍ବିତ ରାତିରେ ବେଆଇନ୍ ଗୋଚାଲାଣ ବେଳେ ଆନନ୍ଦପୁର ଥାନା ପୁଲିସର ଅତର୍କିତ ଚଢ଼ଉ କରିଥିବାର ଖବର ମିଳିଛି। ଘଟଣାସ୍ଥଳରୁ ୪ଟି ଗାଡ଼ି […]

1 min read

ଜଳବାୟୁ ପରିବର୍ତ୍ତନ : ଖରାପ ପାଗ ଯୋଗୁଁ ପ୍ରଥମ ୯ ମାସରେ ଦେଶରେ ୩୨୦୦ ମୃତ

ଜଳବାୟୁ ପରିବର୍ତ୍ତନ ନେଇ  ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ରିପୋର୍ଟ ଅନୁଯାୟୀ, ୨୦୨୪ର ପ୍ରଥମ ୯ ମାସରେ ପ୍ରବଳ ଗରମ ଓ ପ୍ରବଳ ବର୍ଷା ଯୋଗୁଁ ୩,୨୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ନୂଆଦିଲ୍ଲୀ/ଭୁବନେଶ୍ୱର ୦୮-୧୧-୨୦୨୪ (ପିପିଏସ) : ଗ୍ଲୋବାଲ ୱାର୍ମିଂର ପ୍ରଭାବ ଦେଶରେ ସ୍ପଷ୍ଟ ଭାବେ ଦେଖିବାକୁ ମିଳୁଛି । ଗତ କିଛି ବର୍ଷ ହେବ ଦେଶର ବିଭିନ୍ନ ସ୍ଥାନରେ ପ୍ରବଳ ଗରମ, ଥଣ୍ଡା ଓ ଅଦିନିଆ ବର୍ଷା ହେଉଛି। ଦେଶରେ ପ୍ରବଳ […]

1 min read

ରାଜ୍ୟର ବିଦ୍ୟୁତ ବ୍ୟବସ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଆସନ୍ତା ପାଞ୍ଚ ବର୍ଷ ଅର୍ଥାତ ୨୦୨୯-୩୦ ବେଳକୁ ବିଦ୍ୟୁତ  ଚାହିଦାକୁ ଆଖି ଆଗରେ ରଖି ବିଦ୍ୟୁତ ଉତ୍ପାଦନ, ସରବରାହ ଏବଂ ବିତରଣ ବ୍ୟବସ୍ଥାର ରୋଡମ୍ୟାପ ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଭୁବନେଶ୍ୱର ୦୮-୧୧-୨୦୨୪ (ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନଠାରେ ରାଜ୍ୟରେ ବିଦ୍ୟୁତ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ସମୀକ୍ଷାରେ ଶକ୍ତି ବିଭାଗ ଉପରେ ନ୍ୟସ୍ତ ଥିବା ଶକ୍ତି ଉତ୍ପାଦନ, ବିଦ୍ୟୁତ ସରବରାହ ଓ ବଣ୍ଟନ ବ୍ୟବସ୍ଥା […]

1 min read

ଓଲଟିଲା ଯାତ୍ରୀବାହୀ ବସ୍

ଚାଳକ ମୃତ, ହେଲପରଙ୍କ ସମେତ ୯ ଗୁରୁତର ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ଅନ୍ତର୍ଗତ ସୋରଡ଼ା ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଗଛକୁ ପିଟି ହୋଇ ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍। ଏହି ଦୁର୍ଘଟଣାରେ ବସ ଚାଳକଙ୍କର ମୃତ୍ୟୁ ଘଟିଥିବା ବେଳେ ହେଲପରଙ୍କ ସମେତ ୯ଜଣ ଗୁରୁତର ହୋଇଥିବା ଜଣାଯାଇଛି। ଦଶପଲ୍ଲା/ଭୁବନେଶ୍ୱର ୦୮-୧୧-୨୦୨୪ (ପିପିଏସ) : ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ଅନ୍ତର୍ଗତ ସୋରଡ଼ା ଛକରେ ଏକ ମର୍ମନ୍ତୁଦ ସଡ଼କ […]