1 min read

ବେଙ୍ଗାଲୁରୁ ଟେଷ୍ଟ :  ଭାରତର ଲଜ୍ଜାଜନକ ବ୍ୟାଟିଂ ପରେ ଦୃଢ ସ୍ଥିତିରେ ନ୍ୟୁଜିଲାଣ୍ଡ

ବେଙ୍ଗାଲୁରୁର ଏମ.ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟର ଦ୍ବିତୀୟ ଦିନରେ ନ୍ୟୁଜିଲାଣ୍ଡ ନିଜର ସ୍ଥିତି ମଝବୁତ କରିଛି । ଭାରତକୁ ମାତ୍ର ୪୬ ରନରେ ଅଲଆଉଟ କରିବା ପରେ ନ୍ୟୁଜିଲାଣ୍ଡ ୩ ଓ୍ବିକେଟ ହରାଇ ୧୮୦ ରନ କରିଛି ଓ ୧୪୩ ରନରେ ଆଗୁଆ ହୋଇପାରିଛି । ବେଙ୍ଗାଲୁରୁ/ଭୁବନେଶ୍ୱର ୧୭-୧୦-୨୦୨୪ (ପିପିଏସ) : ବେଙ୍ଗାଲୁରୁର ଏମ.ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟର ଦ୍ବିତୀୟ ଦିନରେ ନ୍ୟୁଜିଲାଣ୍ଡ ନିଜର ସ୍ଥିତି ମଝବୁତ କରିଛି । ଭାରତକୁ ମାତ୍ର ୪୬ […]

1 min read

ହାତୀ ଘଉଡ଼ାଇବା ହେଲା କାଳ

ଏଲିଫ୍ୟାଣ୍ଟ ସ୍କ୍ୱାର୍ଡ କର୍ମଚାରୀଙ୍କୁ ଟେକି କଚାଡ଼ି ଦେଲା ଦନ୍ତା ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା, ମୃତକ ହେଲେ ଗୋବିନ୍ଦପୁର ଗ୍ରାମର ବସନ୍ତ ମହାନ୍ତ କେନ୍ଦୁଝର/ଭୁବନେଶ୍ୱର ୧୭-୧୦-୨୦୨୪ (ପିପିଏସ) : କେନ୍ଦୁଝର ଜିଲ୍ଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଲିଫ୍ୟାଣ୍ଟ ସ୍କ୍ୱାର୍ଡ ହାତୀ ଉତ୍ପାତ ଅଭିଯୋଗ ପାଇବା ପରେ ହାତୀପଲଙ୍କୁ ଘଉଡ଼ାଇବାକୁ ଯାଇଥିଲେ। ତେବେ ହାତୀପଲର ଏକ ଦନ୍ତା ହାତୀ ଉତ୍ୟକ୍ତ ହୋଇ ଏଲିଫ୍ୟାଣ୍ଟ ସ୍କ୍ୱାର୍ଡ  କର୍ମଚାରୀଙ୍କୁ ଗୋଡ଼ାଇଥିଲା। ଜୀବନ ଭୟରେ ଏଲିଫ୍ୟାଣ୍ଟ ସ୍କ୍ୱାର୍ଡ ସୁରକ୍ଷିତ ସ୍ଥାନକୁ ଦୌଡୁଥିବାବେଳେ […]

1 min read

କେତେ ସ୍ମାର୍ଟ ହେଲା ଭୁବନେଶ୍ବର? ପ୍ରକଳ୍ପ ବନ୍ଦ ହେବାକୁ ଆଉ ୬ ମାସ ବାକି

ଭୁବନେଶ୍ବର ସ୍ମାର୍ଟ ସିଟି ଲିମିଟେଡ୍‌ ପ୍ରକଳ୍ପ ବନ୍ଦ ହେବାକୁ ଆଉ ୬ ମାସ ବାକି। ଏବେ କେବଳ ନିର୍ମାଣାଧୀନ ପ୍ରକଳ୍ପ ସାରିବାକୁ ନିର୍ଦ୍ଦେଶ ରହିଛି। ତେଣୁ ଏହାଦ୍ବାରା ଭୁବନେଶ୍ବର କେତେ ସ୍ମାର୍ଟ ‌ହୋଇଛି, ସେ ପ୍ରଶ୍ନ ପଚାରିବାର ସମୟ ଆସିଛି। ଭୁବନେଶ୍ୱର ୧୭-୧୦-୨୦୨୪ (ପିପିଏସ) : ଭୁବନେଶ୍ବର ସ୍ମାର୍ଟ ସିଟି ଲିମିଟେଡ୍‌ ପ୍ରକଳ୍ପ ବନ୍ଦ ହେବାକୁ ଆଉ ୬ ମାସ ବାକି। ଏବେ କେବଳ ନିର୍ମାଣାଧୀନ ପ୍ରକଳ୍ପ ସାରିବାକୁ ନିର୍ଦ୍ଦେଶ ରହିଛି। ତେଣୁ ଏହାଦ୍ବାରା ଭୁବନେଶ୍ବର କେତେ […]

1 min read

ଶୁଦ୍ଧ ଦେଶୀ ଗାଈ ଘିଅରେ ମହାପ୍ରସାଦର ପ୍ରସ୍ତୁତି ହେବ !

ସୁଆର ସେବାୟତ ସଂଘ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ପୁରୀ/ଭୁବନେଶ୍ୱର ୧୭-୧୦-୨୦୨୪ (ପିପିଏସ) : ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରରେ ବ୍ୟବସ୍ଥାକୁ ଅଧିକ ସୁନ୍ଦର ଓ ଶୃଙ୍ଖଳିତ କରିବା ପାଇଁ ଗୋଟିଏ ପରେ ଗୋଟିଏ ପଦକ୍ଷେପ ନିଆଯାଉଛି। ଭକ୍ତଙ୍କ ପାଇଁ ଚାରିଦ୍ବାର ଖୋଲାଯିବା, ରତ୍ନଭଣ୍ଡାର ଖୋଲାଯିବା ପରେ ଏବେ ମହାପ୍ରସାଦର ପ୍ରସ୍ତୁତ କେବଳ ଖାଣ୍ଟି ଦେଶୀ ଗୁଆଘିଅରେ କରାଯିବାକୁ ଦାବି ହୋଇଛି। ଏନେଇ ସୁଆର ସେବାୟତ ସଂଘ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଗତକାଲି ଏକ ଚିଠି ଲେଖିଛନ୍ତି। […]

1 min read

କଂପାନି ଗିଳୁଛି ଚାଷ ଜମି, ପ୍ରଶାସନ ନିରବ !

ଜଗତସିଂହପୁର,୧୬-୧୦-୨୦୨୪(ପିପିଏସ) : ପ୍ରଶାସନ ଓ କଂପାନିର ମଧୁଚନ୍ଦ୍ରିକା ଭିତରେ ବଳି ପଡ଼ିଛି କି ଚାଷୀ  ? ଚାଷ ଜମିକୁ ଗିଳି ଚାଲିଛି ଶିଳ୍ପ, ନ୍ୟାୟ ପାଇଁ ପାଟି କରୁଛି ଚାଷୀ ହେଲେ ପ୍ରଶାସନ ନିରବ। ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ ଅଗପାଳ ପଞ୍ଚାୟତରେ ଥିବା “ଟେକ୍ନିମଣ୍ଟ” କମ୍ପାନି ବିରୋଧରେ ଆସିଛି ଏଭଳି ସଂଗୀନ ଅଭିଯୋଗ । ଚାଷ ଜମି ଉପରେ ଶିଳ୍ପ ଛିଡ଼ା ହୋଇଥିବାରୁ ବ୍ୟାପକ ଚାଷ ନଷ୍ଟ ହେଉଥିବା ଅଭିଯୋଗ ଆଣିଛନ୍ତି ଚାଷୀ। ତେବେ ଏ […]

1 min read

ଗଜପତିରେ ଅଭାବୀ ବର୍ଷା : ଚିନ୍ତାରେ ରହିଛନ୍ତି ଚାଷୀ

ପାରଳାଖେମୁଣ୍ଡି,ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ଗଜପତି ଜିଲାରେ ଅଭାବୀ ବର୍ଷା ଯୋଗୁ ଚିନ୍ତାରେ ରହିଛନ୍ତି ଚାଷୀ। କ୍ଷେତରେ ଧାନ ଗର୍ଭରେ ଥିବା ବେଳେ ଆଉ କିଛି ଧାନ ଗଛ ଅଳ୍ପ ଅଳ୍ପ ଧାନ ଛାଡୁଛି। ଏହି ସମୟରେ ବହୁ ପରିମାଣର ପାଣିର ଆବଶ୍ୟକତା ରହିଛି । ହେଲେ ବର୍ଷା ଅଭାବ ଯୋଗୁ ଜଳାଶୟ ଗୁଡିକ ଶୁଖିବାରେ ଲାଗିଛି । ଏପରି ସ୍ଥଳେ ଚାଷୀ ଦିନ ଓ ରାତି କ୍ଷେତକୁ ପାଣି ଯୋଗାଇବାକୁ ପାଣି ଉତ୍ସ ଥିବା ସ୍ଥାନରୁ ପାଣି […]

1 min read

ସାଇବର ଥୋପ

ସାଇବର ଥୋପ ଟ୍ରେଡିଂ ଆପ୍‌ ଠକେଇ ହ୍ରାସ ପାଇବା ନାଁ ନେଉନାହିଁ। ରାଜଧାନୀରୁ ପୁଣି ଏକ ବଡ଼ଧରଣର ଠକେଇ ଅଭିଯୋଗ ଆସିଛି। ୨କୋଟି ୪୩ଲକ୍ଷ ଟଙ୍କାର ‌ଲାଭ ପାଇବାର ଥୋପ ଦେଖାଇ ସାଇବର ଠକ ରୢାକେଟ୍‌ ଜଣେ ବ୍ୟବସାୟୀଙ୍କୁ ୭୩ ଲକ୍ଷ ଟଙ୍କାର ଚୂନ ଲଗାଇଛନ୍ତି। ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ଟ୍ରେଡିଂ ଆପ୍‌ ଠକେଇ ହ୍ରାସ ପାଇବା ନାଁ ନେଉନାହିଁ। ରାଜଧାନୀରୁ ପୁଣି ଏକ ବଡ଼ଧରଣର ଠକେଇ ଅଭିଯୋଗ ଆସିଛି। ୨କୋଟି ୪୩ଲକ୍ଷ ଟଙ୍କାର ‌ଲାଭ ପାଇବାର […]

1 min read

ରତନ ଟାଟାଙ୍କୁ ମୁକେଶ ଅମ୍ବାନି ପରିବାରର ଶ୍ରଦ୍ଧାଞ୍ଜଳି

ମୁମ୍ବାଇ,ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ବାର୍ଷିକ ଦୀପାବଳି ନୈଶ ଭୋଜିରେ ବିଶିଷ୍ଟ ଉଦ୍ୟୋଗପତି ସ୍ବର୍ଗତଃ ରତନ ଟାଟାଙ୍କୁ କମ୍ପାନିର ଅଧ୍ୟକ୍ଷ ମୁକେଶ ଅମ୍ବାନିଙ୍କ ପରିବାର ସମେତ କର୍ମଚାରୀମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏଥିରେ ମୁକେଶ ଅମ୍ବାନି, ନୀତା ଅମ୍ବାନିଙ୍କ ସମେତ ପରିବାରର ଅନ୍ୟ ସଦସ୍ୟ ଏବଂ ରିଲାଏଲ୍ସର ହଜାର ହଜାର କର୍ମଚାରୀ ଯୋଗଦେଇଥିଲେ। ନୀତା ଅମ୍ବାନି ତାଙ୍କ ଭାଷଣରେ ରତନ ଟାଟାଙ୍କୁ ଭାରତର ମହାନ ସନ୍ତାନ ବୋଲି ବର୍ଣ୍ଣନା କରିଥିଲେ। ୪ ଦିନ ପୂର୍ବେ ଆମେ […]

1 min read

ସାକାର ହେବ ଗ୍ରୀଡ଼ ନିର୍ମାଣ

ଟିଟିଲାଗଡ଼,୧୬-୧୦-୨୦୨୪(ପିପିଏସ) : ତତଲାଗଡ଼ ଭାବରେ ପରିଚିତ ଟିଟିଲାଗଡ଼ରେ ବିଦ୍ୟୁତ ଗୁଲ,  ବିଦ୍ୟୁତ କାଟ ନେଇ ଅନେକ ଆନ୍ଦୋଳନସହ ମାମଲା ଉଚ୍ଚ ନ୍ୟାୟାଳୟ ପର୍ଯ୍ୟନ୍ତ ଯାଇଛି l ହେଲେ ଏହାର ସମାଧାନ କେବେ ହୋଇପାରିନାହିଁ l ଦୀର୍ଘ ୨୪ ବର୍ଷ ଧରି ଶାସନ ଗାଦିରେ ରହିଥିବା ବିଜେଡ଼ି ସରକାର ଟିଟିଲାଗଡ଼ ଠାରେ ଏକ ୧୩୨/୩୩ କେଭି ବିଦ୍ୟୁତ ଗ୍ରୀଡ଼ ପ୍ରତିଷ୍ଠା ନେଇ  ଅଞ୍ଚଳବାସୀଙ୍କ ଦାବିକୁ ଅଣଶୁଣା କରିଥିବା ଅଭିଯୋଗ ହୋଇଛି l ତେବେ ରାଜ୍ୟରେ ନୂତନ ଭାବରେ ବିଜେପି […]

1 min read

ସ୍ମାର୍ଟ ହେବ କଟକ

କଟକ,୧୬-୧୦-୨୦୨୪(ପିପିଏସ) : ରାଜ୍ୟରେ ସ୍ମାର୍ଟସିଟି ସଂଖ୍ୟା ବଢ଼ିବ। ଭୁବଶ୍ବେର ଓ ରାଉରକେଲା ପରେ କଟକ ମଧ୍ୟ ସ୍ମାର୍ଟସିଟି ତାଲିକାରେ ଯୋଡ଼ି ହେବ ବୋଲି ଆଶା କରାଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କଟକ ଗସ୍ତରେ ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଆଗାମୀ ଦିନରେ କଟକ ସହର ସ୍ମାର୍ଟସିଟିରେ ପରିଣତ ହେବ। ଐତିହାସିକ କଟକକୁ ସ୍ମାର୍ଟସିଟି କରିବା ଦିଗରେ ସରକାର ସଚେତନ ଅଛନ୍ତି। ସେହିପରି କଟକ ସହରକୁ ସ୍ମାର୍ଟ କରିବା ପାଇଁ ବହୁଦିନରୁ ଦାବି […]