1 min read

ସେଞ୍ଚୁରି ମାରିଲା ଟମାଟୋ:ହନ୍ତସନ୍ତ ଖାଉଟି

ଟମାଟୋ ଦର ସେଞ୍ଚୁରି ମାରିଛି। ଚାରି ପାଞ୍ଚ ଦିନ ତଳେ ଏହା କେଜି ପିଛା ୬୦ ଟଙ୍କାରେ ବିକ୍ରି ହେଉଥିଲା। କିନ୍ତୁ ହଠାତ୍‌ ଏହା ୧୦୦ ଟଙ୍କାରେ ପହଞ୍ଚିଛି। ଦେଶରେ ବର୍ଷା ‌ଯୋଗୁଁ ଟମା‌ଟୋ ଯୋଗାଣ ଓଡ଼ିଶାକୁ ବାଧାପ୍ରାପ୍ତ ହୋଇଛି। ୧୦୦୦ ଟଙ୍କାରେ ବ୍ୟାଗ୍ ଭର୍ତ୍ତି ହେଉନି ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ଟମାଟୋ ଦର ସେଞ୍ଚୁରି ମାରିଛି। ଚାରି ପାଞ୍ଚ ଦିନ ତଳେ ଏହା କେଜି ପିଛା ୬୦ ଟଙ୍କାରେ ବିକ୍ରି ହେଉଥିଲା। କିନ୍ତୁ ହଠାତ୍‌ […]

1 min read

ବସ୍ ଧର୍ମଘଟ ଡାକରା ପ୍ରତ୍ୟାହୃତ

ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ଘରୋଇ ବସ ମାଲିକ ସଂଘର ବୈଠକ ପରେ ବସ୍ ବନ୍ଦ ଡାକରା ପ୍ରତ୍ୟାହୃତ ହୋଇଛି। ଏନେଇ ଉଭୟ ସଂଘ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ଘରୋଇ ବସ ମାଲିକ ସଂଘର ବୈଠକ ପରେ ବସ୍ ବନ୍ଦ ଡାକରା ପ୍ରତ୍ୟାହୃତ ହୋଇଛି। ଏନେଇ ଉଭୟ ସଂଘ […]

1 min read

ପାର୍ବଣରେ ସୁରକ୍ଷା ଚିନ୍ତା, ସବୁଠି କଡ଼ା ଯାଞ୍ଚ

ରାଉରକେଲା/ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ପାର୍ବଣରେ ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବାକୁ ରାଉରକେଲା ପୁଲିସ, ଅବକାରୀ ପୁଲିସ ତତ୍ପର ହୋଇଉଠିଛି। ରାଉରକେଲା ପୁଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ଉ, ଯାଞ୍ଚ କରାଯାଉଛି। ଗାଡ଼ି ଯାଞ୍ଚକୁ କଡ଼ା କରାଯାଇଥିବାବେଳେ ଚୋରି, ଛିନ୍‌ତାଇ  ରୋକିବାକୁ ବିଭିନ୍ନ ସ୍ଥାନରେ ପୁଲିସ ମୁତୟନ ଅଛନ୍ତି। ଏହାସହ ରେଳ ଷ୍ଟେସନ, ବସଷ୍ଟାଣ୍ଡ୍‌ରେ କଡ଼ା ପହରା ଦିଆଯାଉଛି। ରେଳ ଷ୍ଟେସନରେ ବୁଲିଲା ସନ୍ଧାନୀ କୁକୁର ଆଗାମୀ ପର୍ବ ସମୟରେ ଯାତ୍ରୀମାନଙ୍କ ସୁରକ୍ଷିତ ଯାତ୍ରା ସୁନିଶ୍ଚିତ କରିବାକୁ ଆର୍‌ପିଏଫ୍‌ […]

1 min read

ଆଜି ‘ସୁଭଦ୍ରା’ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ପଠାଗଲା ୧ଟଙ୍କା

ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ଆଜି ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ୧ଟଙ୍କା। ୯ ତାରିଖରେ ପ୍ରଥମ କିସ୍ତି ଦିଆଯିବା ଆଗରୁ ଆଜି ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ଟଙ୍କା ଲେଖାଏଁ ପଠାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କିଛି ସମୟ ଆଗରୁ ସୂଚନା ଦେଥିଲେ। ସେ କହିଛନ୍ତି,ଯେଉଁମାନେ ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପାଇବେ ସେମାନଙ୍କୁ ଖାତାକୁ ଏହି ଟଙ୍କା ଯିବ। ଆଗାମୀ ୯ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦାରେ […]

1 min read

ଜିଆରଏସ ପଦକୁ ପୁଣି ଫେରାଇନେବା ନିର୍ଦ୍ଦେଶ ଉପରେ ହାଇକୋର୍ଟଙ୍କ ଅନ୍ତରୀଣ ରହିତାଦେଶ

କଟକ,୦୬-୧୦-୨୦୨୪ (ପିପିଏସ) : ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧିନରେ ଆକାଉଣ୍ଟାଣ୍ଟ ତଥା ଡାଟା ଏଣ୍ଟ୍ରି ଅପରେଟର ଭାବେ ଗତ ମାର୍ଚ୍ଚ ମାସରେ ନିଯୁକ୍ତି ପାଇଥିବା ଗ୍ରାମରୋଜଗାର ସେବକ(ଜିଆରଏସ)ଙ୍କୁ ପୁଣି ପୂର୍ବ ପଦକୁ ଫେରାଇ ନେବା ପାଇଁ ୨୦୨୪, ସେପ୍ଟେମ୍ବର ୨୫ରେ ଜାରି କରାଯାଇଥିବା ନିର୍ଦ୍ଦେଶ ଉପରେ ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଜାରି କରିଛନ୍ତି। ଏଥି ସହିତ ହାଇକୋର୍ଟ‌ ମାମଲାରେ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ସଚିବ, ନିର୍ଦ୍ଦେଶକ, କେନ୍ଦ୍ରାପଡ଼ା ଜିଲ୍ଲାପାଳ ତଥା ମାଜିଷ୍ଟ୍ରେଟ, ଜିଲ୍ଲା […]

1 min read

ପ୍ରଜାତନ୍ତ୍ର ଓଡ଼ିଆ ଅସ୍ମିତାର ପ୍ରତିନିଧି: ମୁଖ୍ୟମନ୍ତ୍ରୀ

ବିଷୁବ ମଣ୍ଡପରେ ୭୭ ତମ ବାର୍ଷିକୋତ୍ସବ କଟକ,୯/୮/୨୪(ପିପିଏସ): ୧୯୨୪ ଅକ୍ଟୋବରରେ ଡକ୍ଟର ମହତାବ ଲେଖିଥିଲେ, ପ୍ରଜାତନ୍ତ୍ର କେବେ ହେଁ କାହାର ଖୋସାମତ କରିବ ନାହିଁ କିମ୍ବା ସତ୍ୟରୁ ବିଚଳିତ ହେବନାହିଁ । ଗୋଟିଏ ସମ୍ବାଦପତ୍ରର ଭୂମିକାକୁ ଏହିଭଳି ସରଳ ଭାଷାରେ ପ୍ରକାଶ କରିଥିଲେ ଡକ୍ଟର ମହତାବ । ପ୍ରତ୍ୟେକ ସମୟରେ ସମ୍ବାଦପତ୍ରର ଲକ୍ଷ୍ୟ ଓ ଭୂମିକା ବେସାଲିସ, ସ୍ପଷ୍ଟ, ଲୋକାଭିମୁଖୀ ଓ ସତ୍ୟାଶ୍ରୟୀ ହେବା ଉଚିତ । ଏସବୁକୁ ପ୍ରଜାତନ୍ତ୍ର ଅନୁପାଳନ କରିଆସିଛି ଏବଂ ପ୍ରଜାତନ୍ତ୍ର ଓଡ଼ିଆ […]

1 min read

Fire breakout in Amazon forest, still out of control

Dolor sit amet, consectetur adipiscing elit. Odio ac neque fermentum morbi. Aenean lectus eu, arcu, turpis. In massa eget sagittis, aliquet maecenas ac. Sed leo interdum aenean cras gravida vitae vel blandit. Venenatis, magna feugiat rhoncus est. Tincidunt lectus felis ut semper lacus augue platea arcu. Sapien ante nisi, pellentesque magna aliquet imperdiet donec in […]

1 min read

Fire breakout in Amazon forest, still out of control

Dolor sit amet, consectetur adipiscing elit. Odio ac neque fermentum morbi. Aenean lectus eu, arcu, turpis. In massa eget sagittis, aliquet maecenas ac. Sed leo interdum aenean cras gravida vitae vel blandit. Venenatis, magna feugiat rhoncus est. Tincidunt lectus felis ut semper lacus augue platea arcu. Sapien ante nisi, pellentesque magna aliquet imperdiet donec in […]