ପ୍ରମୁଖ ଖବର
ଗଜପତିରେ ଅଭାବୀ ବର୍ଷା : ଚିନ୍ତାରେ ରହିଛନ୍ତି ଚାଷୀ
ପାରଳାଖେମୁଣ୍ଡି,ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ଗଜପତି ଜିଲାରେ ଅଭାବୀ ବର୍ଷା ଯୋଗୁ ଚିନ୍ତାରେ ରହିଛନ୍ତି ଚାଷୀ। କ୍ଷେତରେ ଧାନ ଗର୍ଭରେ ଥିବା ବେଳେ ଆଉ କିଛି ଧାନ ଗଛ ଅଳ୍ପ ଅଳ୍ପ ଧାନ ଛାଡୁଛି। ଏହି ସମୟରେ ବହୁ ପରିମାଣର ପାଣିର ଆବଶ୍ୟକତା ରହିଛି । ହେଲେ ବର୍ଷା ଅଭାବ ଯୋଗୁ ଜଳାଶୟ ଗୁଡିକ ଶୁଖିବାରେ ଲାଗିଛି । ଏପରି ସ୍ଥଳେ ଚାଷୀ ଦିନ ଓ ରାତି କ୍ଷେତକୁ ପାଣି ଯୋଗାଇବାକୁ ପାଣି ଉତ୍ସ ଥିବା ସ୍ଥାନରୁ ପାଣି […]
ସାଇବର ଥୋପ
ସାଇବର ଥୋପ ଟ୍ରେଡିଂ ଆପ୍ ଠକେଇ ହ୍ରାସ ପାଇବା ନାଁ ନେଉନାହିଁ। ରାଜଧାନୀରୁ ପୁଣି ଏକ ବଡ଼ଧରଣର ଠକେଇ ଅଭିଯୋଗ ଆସିଛି। ୨କୋଟି ୪୩ଲକ୍ଷ ଟଙ୍କାର ଲାଭ ପାଇବାର ଥୋପ ଦେଖାଇ ସାଇବର ଠକ ରୢାକେଟ୍ ଜଣେ ବ୍ୟବସାୟୀଙ୍କୁ ୭୩ ଲକ୍ଷ ଟଙ୍କାର ଚୂନ ଲଗାଇଛନ୍ତି। ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ଟ୍ରେଡିଂ ଆପ୍ ଠକେଇ ହ୍ରାସ ପାଇବା ନାଁ ନେଉନାହିଁ। ରାଜଧାନୀରୁ ପୁଣି ଏକ ବଡ଼ଧରଣର ଠକେଇ ଅଭିଯୋଗ ଆସିଛି। ୨କୋଟି ୪୩ଲକ୍ଷ ଟଙ୍କାର ଲାଭ ପାଇବାର […]
ରତନ ଟାଟାଙ୍କୁ ମୁକେଶ ଅମ୍ବାନି ପରିବାରର ଶ୍ରଦ୍ଧାଞ୍ଜଳି
ମୁମ୍ବାଇ,ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ବାର୍ଷିକ ଦୀପାବଳି ନୈଶ ଭୋଜିରେ ବିଶିଷ୍ଟ ଉଦ୍ୟୋଗପତି ସ୍ବର୍ଗତଃ ରତନ ଟାଟାଙ୍କୁ କମ୍ପାନିର ଅଧ୍ୟକ୍ଷ ମୁକେଶ ଅମ୍ବାନିଙ୍କ ପରିବାର ସମେତ କର୍ମଚାରୀମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏଥିରେ ମୁକେଶ ଅମ୍ବାନି, ନୀତା ଅମ୍ବାନିଙ୍କ ସମେତ ପରିବାରର ଅନ୍ୟ ସଦସ୍ୟ ଏବଂ ରିଲାଏଲ୍ସର ହଜାର ହଜାର କର୍ମଚାରୀ ଯୋଗଦେଇଥିଲେ। ନୀତା ଅମ୍ବାନି ତାଙ୍କ ଭାଷଣରେ ରତନ ଟାଟାଙ୍କୁ ଭାରତର ମହାନ ସନ୍ତାନ ବୋଲି ବର୍ଣ୍ଣନା କରିଥିଲେ। ୪ ଦିନ ପୂର୍ବେ ଆମେ […]
ସାକାର ହେବ ଗ୍ରୀଡ଼ ନିର୍ମାଣ
ଟିଟିଲାଗଡ଼,୧୬-୧୦-୨୦୨୪(ପିପିଏସ) : ତତଲାଗଡ଼ ଭାବରେ ପରିଚିତ ଟିଟିଲାଗଡ଼ରେ ବିଦ୍ୟୁତ ଗୁଲ, ବିଦ୍ୟୁତ କାଟ ନେଇ ଅନେକ ଆନ୍ଦୋଳନସହ ମାମଲା ଉଚ୍ଚ ନ୍ୟାୟାଳୟ ପର୍ଯ୍ୟନ୍ତ ଯାଇଛି l ହେଲେ ଏହାର ସମାଧାନ କେବେ ହୋଇପାରିନାହିଁ l ଦୀର୍ଘ ୨୪ ବର୍ଷ ଧରି ଶାସନ ଗାଦିରେ ରହିଥିବା ବିଜେଡ଼ି ସରକାର ଟିଟିଲାଗଡ଼ ଠାରେ ଏକ ୧୩୨/୩୩ କେଭି ବିଦ୍ୟୁତ ଗ୍ରୀଡ଼ ପ୍ରତିଷ୍ଠା ନେଇ ଅଞ୍ଚଳବାସୀଙ୍କ ଦାବିକୁ ଅଣଶୁଣା କରିଥିବା ଅଭିଯୋଗ ହୋଇଛି l ତେବେ ରାଜ୍ୟରେ ନୂତନ ଭାବରେ ବିଜେପି […]
ସ୍ମାର୍ଟ ହେବ କଟକ
କଟକ,୧୬-୧୦-୨୦୨୪(ପିପିଏସ) : ରାଜ୍ୟରେ ସ୍ମାର୍ଟସିଟି ସଂଖ୍ୟା ବଢ଼ିବ। ଭୁବଶ୍ବେର ଓ ରାଉରକେଲା ପରେ କଟକ ମଧ୍ୟ ସ୍ମାର୍ଟସିଟି ତାଲିକାରେ ଯୋଡ଼ି ହେବ ବୋଲି ଆଶା କରାଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କଟକ ଗସ୍ତରେ ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଆଗାମୀ ଦିନରେ କଟକ ସହର ସ୍ମାର୍ଟସିଟିରେ ପରିଣତ ହେବ। ଐତିହାସିକ କଟକକୁ ସ୍ମାର୍ଟସିଟି କରିବା ଦିଗରେ ସରକାର ସଚେତନ ଅଛନ୍ତି। ସେହିପରି କଟକ ସହରକୁ ସ୍ମାର୍ଟ କରିବା ପାଇଁ ବହୁଦିନରୁ ଦାବି […]
ଅଭାବୀ ବିକ୍ରିର ଶିକାର ଅଦା ଚାଷୀ
ସରକାର କୋରାପୁଟ ଜିଲ୍ଲାରେ ଅମଳ ହେଉଥିବା ମାଣ୍ଡିଆ କିମ୍ବା କଫି ଭଳି ଅଦାକୁ ପ୍ରୋସାହନ ମିଳୁ ନାହିଁ । ଫଳରେ ଚାଷୀ ଯେଉଁ ଆଗ୍ରହରେ ଅଦାଚାଷ କରୁଛନ୍ତି ସେହି ହିସାବରେ ନିଜର ପ୍ରାପ୍ୟ ପାଉନାହାନ୍ତି କୋରାପୁଟ/ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ସରକାର କୋରାପୁଟ ଜିଲ୍ଲାରେ ଅମଳ ହେଉଥିବା ମାଣ୍ଡିଆ କିମ୍ବା କଫି ଭଳି ଅଦାକୁ ପ୍ରୋସାହନ ମିଳୁ ନାହିଁ । ଫଳରେ ଚାଷୀ ଯେଉଁ ଆଗ୍ରହରେ ଅଦାଚାଷ କରୁଛନ୍ତି ସେହି ହିସାବରେ ନିଜର ପ୍ରାପ୍ୟ ପାଉନାହାନ୍ତି । ଜିଲ୍ଲାରେ […]
ଘୁଷୁରୀ ଓ ମଣିଷର ବାସସ୍ଥାନ ଗୋଟିଏ
ଆଦିମ ଜନଜାତି ବଣ୍ଡା, ଦିଦାୟୀ, କୋୟା, କନ୍ଧ, ଦୁରୁଆ, ପରଜା, ଗାଦବା ଭଳି ବହୁ ଆଦିବାସୀ ସଂପ୍ରଦାୟର ଲୋକେ କାହିଁ କେଉଁ କାଳରୁ ଏଠାରେ ବସବାସ କରିଆସୁଛନ୍ତି। ଏମାନଙ୍କର ୧୨ ମାସରେ ୧୩ ପର୍ବ ପାଳନ କରନ୍ତି। ମାଲକାନଗିରି/ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲ୍ଲାରେ ୮୦ ପ୍ରତିଶତ ଲୋକେ ଆଦିବାସୀ ସଂପ୍ରଦାୟର। ଆଦିମ ଜନଜାତି ବଣ୍ଡା, ଦିଦାୟୀ, କୋୟା, କନ୍ଧ, ଦୁରୁଆ, ପରଜା, ଗାଦବା ଭଳି ବହୁ ଆଦିବାସୀ ସଂପ୍ରଦାୟର ଲୋକେ କାହିଁ କେଉଁ […]
ଶ୍ରୀମନ୍ଦିରରେ ଓମ୍ଫେଡ୍ ଘିଅ ବ୍ୟବହାର ନେଇ ନିଷ୍ପତ୍ତି
ଚିଠି ଲେଖିଲେ ମୁଖ୍ୟ ପ୍ରଶାସକ ପୁରୀ/ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରରେ କେବଳ ଓମ୍ଫେଡ୍ ଘିଅର ବ୍ୟବହାର ନେଇ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ଏନେଇ ମୁଖ୍ୟ ପ୍ରଶାସକ ଚିଠି ଖେଲିଥିବା ସୂଚନା ମିଳିଛି। ଆବଶ୍ୟକତା ଦୃଷ୍ଟିରୁ ସ୍ବତନ୍ତ୍ର ଡିପୋ ବ୍ୟବସ୍ଥା ପାଇଁ ଓମ୍ଫେଡ୍ ପରିଚାଳନା ନିର୍ଦ୍ଦେଶକଙ୍କୁ ସେ ଚିଠିରେ ଉଲ୍ଲେଖ କରିଛନ୍ତି। ମହାପ୍ରସାଦ ପ୍ରସ୍ତୁତି ଓ ଦୀପରେ କେବଳ ଓମ୍ଫେଡ୍ ଘିଅ ବ୍ୟବହାର କରାଯିବ। ଘିଅ ଦାମ ହ୍ରାସ ପାଇଁ ନିଯୋଗ ଅନୁରୋଧ କରିଥିବା […]
ପୂଜାମଣ୍ଡପରେ ମହାଅଷ୍ଟମୀ: ଶ୍ରଦ୍ଧାଳୁଙ୍କ ଭିଡ଼
ଆଜି ଶକ୍ତିପୀଠରେ ମହାନବମୀ, ହେଲେ ପୂଜାମଣ୍ଡପରେ ମହାଅଷ୍ଟମୀ। ଏଥିଲାଗି ଆଜି ସକାଳୁ ପୂଜାମଣ୍ଡପରେ ବ୍ରତଧାରୀଙ୍କ ଭିଡ଼ ପରିଲକ୍ଷିତ ହେଉଛି। ସେମାନେ ବ୍ରତ ପୂଜା କରିବା ସହ ମାଙ୍କୁ ଶାଢ଼ୀ ଅର୍ପଣ କରୁଛନ୍ତି। କଟକ,୧୧-୧୦-୨୦୨୪ ( ପିପିଏସ) : ଆଜି ଶକ୍ତିପୀଠରେ ମହାନବମୀ, ହେଲେ ପୂଜାମଣ୍ଡପରେ ମହାଅଷ୍ଟମୀ। ଏଥିଲାଗି ଆଜି ସକାଳୁ ପୂଜାମଣ୍ଡପରେ ବ୍ରତଧାରୀଙ୍କ ଭିଡ଼ ପରିଲକ୍ଷିତ ହେଉଛି। ସେମାନେ ବ୍ରତ ପୂଜା କରିବା ସହ ମାଙ୍କୁ ଶାଢ଼ୀ ଅର୍ପଣ କରୁଛନ୍ତି।କଟକ ଓ ରାଜଧାନୀ ସମେତ ବିଭିନ୍ନ ମଣ୍ଡପରେ […]
ଧୂମପାନ ନିଷେଧ ହେଲେ ଟଳିଯିବ ୧୨ ଲକ୍ଷ ମୃତ୍ୟୁ!
ଏକ ସଦ୍ୟ ପ୍ରକାଶିତ ବିଶ୍ବସ୍ତରୀୟ ଅନୁଧ୍ୟାନ ଅନୁଯାୟୀ, ୨୦୫୦ ମସିହା ସୁଦ୍ଧା ଧୂମପାନ ହାର ୫ ପ୍ରତିଶତ କମାଇପାରିଲେ ପୁରୁଷମାନଙ୍କ ହାରାହାରି ଜୀବନଧାରଣ କ୍ଷମତା ଏକବର୍ଷ ଓ ମହିଳାଙ୍କ ପାଇଁ ଏହା ୦.୨ ବର୍ଷ ବଢ଼ିଯିବ। ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ଏକ ସଦ୍ୟ ପ୍ରକାଶିତ ବିଶ୍ବସ୍ତରୀୟ ଅନୁଧ୍ୟାନ ଅନୁଯାୟୀ, ୨୦୫୦ ମସିହା ସୁଦ୍ଧା ଧୂମପାନ ହାର ୫ ପ୍ରତିଶତ କମାଇପାରିଲେ ପୁରୁଷମାନଙ୍କ ହାରାହାରି ଜୀବନଧାରଣ କ୍ଷମତା ଏକବର୍ଷ ଓ ମହିଳାଙ୍କ ପାଇଁ ଏହା ୦.୨ […]
