ପ୍ରମୁଖ ଖବର
ଯୁଗାବସାନ: ଶାନ୍ତ, ଭଦ୍ରତାର ପ୍ରତୀକ
ଜଣେ ପ୍ରାଣୀପ୍ରେମୀସାଧାରଣ ଲୋକଙ୍କ କଥା ଚିନ୍ତା କରୁଥିଲେ ଭାରତୀୟ ଶିଳ୍ପଜଗତର ଉଜ୍ଜ୍ବଳତମ ରତ୍ନ ରତନ ଟାଟା ଆଉ ନାହାନ୍ତି। ଜଣେ ବ୍ୟକ୍ତି ରୂପେ ଧରାପୃଷ୍ଠାକୁ ଆସିଥିଲେ ରତନ। ହେଲେ ଆଜି ‘ଅନୁଷ୍ଠାନ’ ହୋଇ ବିଦାୟ ନେଇଛନ୍ତି। ତାଙ୍କ ବିୟୋଗରେ ଏକ ଯୁଗର ଅବସାନ ଘଟିଛି। ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ଭାରତୀୟ ଶିଳ୍ପଜଗତର ଉଜ୍ଜ୍ବଳତମ ରତ୍ନ ରତନ ଟାଟା ଆଉ ନାହାନ୍ତି। ଜଣେ ବ୍ୟକ୍ତି ରୂପେ ଧରାପୃଷ୍ଠାକୁ ଆସିଥିଲେ ରତନ। ହେଲେ ଆଜି ‘ଅନୁଷ୍ଠାନ’ ହୋଇ […]
ଓଡ଼ିଶାର ସମସ୍ତ ଦୁର୍ଗା ପୂଜା ପେଣ୍ଡାଲର ଭଡ଼ା ଛାଡ଼ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ସାରା ରାଜ୍ୟ ଦୁର୍ଗା ପୂଜା ଲାଗି ଉତ୍ସବମୁଖର। ଏହି ସମୟରେ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଓଡ଼ିଶାର ସମସ୍ତ ଦୁର୍ଗା ପୂଜା ପେଣ୍ଡାଲର ଭଡ଼ା ଛାଡ଼ କରିଛନ୍ତି। ରାଜଧାନୀ ଭୁବନେଶ୍ବର ଓ କଟକ ସମେତ ରାଜ୍ୟର ସବୁ ପୂଜା ପେଣ୍ଡାଲର ଭଡ଼ା ଛାଡ଼ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବାବ ପରେ ଏହି ଘୋଷଣା କରାଯାଇଛି।
ଖୋଲିଲା ବିବାଦୀୟ ‘ହୁଡ୍ଦଙ୍ଗ୍’ ବାର୍
୧୨ ଦିନଧରି ସିଲ୍ ହୋଇଥିବା ବିବାଦୀୟ ‘ହୁଡ୍ଦଙ୍ଗ୍ ବାର୍’ ଶେଷରେ ଖୋଲିଛି। ପାନପୋଷ ରୋଡ୍ରେ ଥିବା ଏହି ବାର୍ ବୁଧବାରଠାରୁ ଖୋଲିଛି। ନାବାଳିକାଙ୍କୁ ବାର୍ ଭିତରେ ଅସଦାଚରଣ ଘଟଣା ଓ ସଂପୃକ୍ତ ନାବାଳିକାଙ୍କୁ ଉକ୍ତ ରାତିରେ ବିଭିନ୍ନ ସ୍ଥାନରେ ସିରିଏଲ ଗଣଦୁଷ୍କର୍ମ ଏଯାଏ ଜନମାନସରୁ ଲିଭି ନାହିଁ। ରାଉରକେଲା/ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ଯାବତୀୟ ବେନିୟମ କାର୍ଯ୍ୟକଳାପ ଯୋଗୁଁ ୧୨ ଦିନଧରି ସିଲ୍ ହୋଇଥିବା ବିବାଦୀୟ ‘ହୁଡ୍ଦଙ୍ଗ୍ ବାର୍’ ଶେଷରେ ଖୋଲିଛି। ପାନପୋଷ ରୋଡ୍ରେ ଥିବା […]
ରେକର୍ଡ କଲା ଓଡ଼ିଆ ଚଳଚିତ୍ର ‘କର୍ମ’
ପ୍ରଥମ ଦିନରେ ୩୭ ଲକ୍ଷର ବ୍ୟବସାୟ ‘ଭିଲେନ୍’, ‘ଦୁର୍ଗା’, ‘ଖୋକାଭାଇ ତୁମ ପାଇଁ’ ଦେଖିବାକୁ ଭିଡ଼ଦ୍ବିତୀୟ ଥର ମୈଦାନକୁ ଆସିଥିବା ‘ଦମନ’ ବି ପଛରେ ନାହିଁ ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ଅମୀୟ ପଟ୍ଟନାୟକ ପ୍ରଡକ୍ସନ ବ୍ୟାନରରେ ଅନୁପମ ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ‘କର୍ମ’ ପ୍ରଥମ ଦିନରୁ ହିଁ ଗୋଟିଏ ରେକର୍ଡ କରିଛି। ରିଲିଜ୍ର ପ୍ରଥମ ଦିନରେ ଫିଲ୍ମଟି ୩୭ ଲକ୍ଷରୁ ଅଧିକ ଟଙ୍କାର ବ୍ୟବସାୟ କରିଥିବା ପ୍ରଯୋଜନା ସଂସ୍ଥା ପକ୍ଷରୁ କୁହାଯାଇଛି, ଯାହା ଓଡ଼ିଆ ଫିଲ୍ମର […]
ପୂଜାମଣ୍ଡପ ବୁଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ପୂଜାମଣ୍ଡପ ବୁଲିଛନ୍ତି। ନବୀନ ପଟ୍ଟନାୟକ ରସୁଲଗଡ଼ ପୂଜା ମଣ୍ଡପରେ ପହଞ୍ଚି ସେଠାରେ ମାଆଙ୍କୁ ଦର୍ଶନ କରି ଆଶୀର୍ବାଦ ନେବା ସହ ଲୋକଙ୍କ ସହ ଆଲୋଚନା କରିଛନ୍ତି। ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ପୂଜାମଣ୍ଡପ ବୁଲିଛନ୍ତି। ନବୀନ ପଟ୍ଟନାୟକ ସକାଳ ସାଢେ ୧୦ଟାରେ ନବୀନ ନିବାସରୁ ବାହାରି ୧୦ଟା ୪୫ରେ ରସୁଲଗଡ଼ […]
ନିରାପଦ ଓହ୍ଲାଇଲା ଏୟାରଇଣ୍ଡିଆ ବିମାନ, ସବୁ ଯାତ୍ରୀ ସୁରକ୍ଷିତ
ସବୁ ଉତ୍କଣ୍ଠାର ଅନ୍ତ ଘଟାଇ ଏୟାର ଇଣ୍ଡିଆର ବିମାନଟି ତାମିଲନାଡ଼ୁର ତ୍ରିଚି ଏୟାରପୋର୍ଟରେ ଓହ୍ଲାଇଛି । ଏହା ଫଳରେ ସେଥିରେ ଥିବା ୧୪୧ ଜଣ ଯାତ୍ରୀଙ୍କ ସମେତ ସରକାର ଓ ଦେଶବାସୀ ଆଶ୍ବସ୍ତ ହୋଇଛନ୍ତି । ତ୍ରିଚି/ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ସବୁ ଉତ୍କଣ୍ଠାର ଅନ୍ତ ଘଟାଇ ଏୟାର ଇଣ୍ଡିଆର ବିମାନଟି ତାମିଲନାଡ଼ୁର ତ୍ରିଚି ଏୟାରପୋର୍ଟରେ ଓହ୍ଲାଇଛି । ଏହା ଫଳରେ ସେଥିରେ ଥିବା ୧୪୧ ଜଣ ଯାତ୍ରୀଙ୍କ ସମେତ ସରକାର ଓ ଦେଶବାସୀ ଆଶ୍ବସ୍ତ […]
‘ନାନୋ’ର ମହାନାୟକଥିଲେ ରତନ ସାଧାରଣ ଲୋକଙ୍କ ଭିତରେ ଭରିଥିଲେ ଆଶା
ସାଧାରଣ ଲୋକଙ୍କ ଭିତରେ ଭରିଥିଲେ ଆଶା ନୂଆଦିଲ୍ଳୀ/ଭୁବନେଶ୍ୱର ୧୦-୧୦-୨୦୨୪ (ପିପିଏସ) : ଭାରତୀୟ ଶିଳ୍ପଜଗତର ଉଜ୍ଜ୍ବଳତମ ରତ୍ନ ରତନ ଟାଟା ଆଉ ନାହାନ୍ତି। ଜଣେ ବ୍ୟକ୍ତି ରୂପେ ଧରାପୃଷ୍ଠାକୁ ଆସିଥିଲେ ରତନ। ହେଲେ ଆଜି ‘ଅନୁଷ୍ଠାନ’ ହୋଇ ବିଦାୟ ନେଇଛନ୍ତି। ସାଧାରଣ ଲୋକଙ୍କ ପାଇଁ ନାନୋ କାର୍ ବାହାର କରି ସେ ଘରେ ଘରେ ପରିଚିତ ପାଲଟିଥିଲେ। ‘ନାନୋ’ର ମହାନାୟକ । ନାନୋ କାର୍ ନିର୍ମାଣ କରାଇ ଦେଶରେ ଆଣିଥିଲେ ନାନୋ ବିପ୍ଳବ । ମଧ୍ୟବିତ୍ତ ଲୋକଙ୍କ ମନରେ […]
ଷ୍ଟାର ହେଲଥ ଇନ୍ସ୍ୟୁରାନ୍ସ ୟୁଜର୍ସଙ୍କୁ ବଡ ଝଟକା, ଲିକ ହେଲା ଡାଟା
ନୂଆଦିଲ୍ଲୀ/ଭୁବନେଶ୍ୱର ୧୦-୧୦-୨୦୨୪ (ପିପିଏସ) : ଆପଣଙ୍କ ପାଖରେ ଷ୍ଟାର ହେଲଥ ଇନସୁରାନ୍ସ ଅଛି କି? ଯଦି ହଁ, ତେବେ ଏହା ଆପଣଙ୍କ ପାଇଁ ଏକ ଖରାପ ଖବର ହୋଇପାରେ| ବାସ୍ତବରେ ବହୁ ସଂଖ୍ୟକ ୟୁଜର୍ସଙ୍କ ତଥ୍ୟ ଲିକ୍ ହୋଇଥିବା ଅଭିଯୋଗ ହୋଇଛି। ପ୍ରାୟ ଦୁଇ ସପ୍ତାହ ପୂର୍ବେ କମ୍ପାନୀ ସୋସିଆଲ ମିଡିଆ ପ୍ଲାଟଫର୍ମ ଟେଲିଗ୍ରାମ ଏବଂ ଡାଟା ଉଲ୍ଲଂଘନ ମାମଲାରେ ଏକ ଅଜ୍ଞାତ ହ୍ୟାକରଙ୍କ ବିରୋଧରେ ମାମଲା ଦାୟର କରିଥିଲା। ଏଥି ସହିତ, ବୁଧବାର ହଠାତ୍ ଏକ […]
ମୃତ୍ୟୁ ପରେ ରତନ ଟାଟାଙ୍କୁ ଭାରତ ରତ୍ନ ସମ୍ମାନ ଦେବା ପ୍ରସ୍ତାବ ପାରିତ
ମହାରାଷ୍ଟ୍ର କ୍ୟାବିନେଟ ବୈଠକରେ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନ ସମ୍ମାନରେ ସ୍ୱର୍ଗତ ରତନ ଟାଟାଙ୍କୁ ସମ୍ମାନିତ କରିବାକୁ କେନ୍ଦ୍ରକୁ ଅନୁରୋଧ କରି ଏକ ପ୍ରସ୍ତାବ ପାରିତ ହୋଇଛି। ମୁମ୍ବାଇ/ଭୁବନେଶ୍ୱର ୧୦-୧୦-୨୦୨୪ (ପିପିଏସ) : ଟାଟା ଗ୍ରୁପର ଅଧ୍ୟକ୍ଷ ରତନ ଟାଟାଙ୍କର ହଠାତ୍ ରକ୍ତଚାପ କମିଯିବାରୁ ତାଙ୍କୁ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗତବୁଧବାର ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଯାଇଥିବାର ଦୁଃଖଦ ଖବର ସାମ୍ନାକୁ ଆସିଛି। ଏହି ପରିପ୍ରେକ୍ଷୀରେ ମହାରାଷ୍ଟ୍ର […]
ଆବାସ ଘର ଭଡ଼ାରେ ଦେଇ ପୁଣି ବସ୍ତିରେ ଡେରା
୮ ପ୍ରକଳ୍ପରେ ବିଏମ୍ସିର ଚଢ଼ଉ ବସ୍ତିରେ ରହୁଥିବା ଲୋକଙ୍କୁ ସରକାର ଆବାସ କରି ଘର ଦେଲେ। କିନ୍ତୁ ଘର ପାଇବା ପରେ ତାକୁ ଭଡ଼ାରେ ଲଗାଇ ସେମାନେ ପୁଣି ବସ୍ତିକୁ ଫେରିଗଲେ। ଫଳରେ ବସ୍ତି ବଢ଼ିବଢ଼ି ଚାଲିଲା। ଭୁବନେଶ୍ୱର ୧୦-୧୦-୨୦୨୪ (ପିପିଏସ) : ବସ୍ତିରେ ରହୁଥିବା ଲୋକଙ୍କୁ ସରକାର ଆବାସ କରି ଘର ଦେଲେ। କିନ୍ତୁ ଘର ପାଇବା ପରେ ତାକୁ ଭଡ଼ାରେ ଲଗାଇ ସେମାନେ ପୁଣି ବସ୍ତିକୁ ଫେରିଗଲେ। ଫଳରେ ବସ୍ତି ବଢ଼ିବଢ଼ି […]
