1 min read

ଆଡମିଟ୍ କାର୍ଡକୁ ଡଙ୍ଗା କରି ଭସାଇଲେ ଆଶାୟୀ

ରାଜ୍ୟରେ ଅମିନ ଏବଂ ଆରଆଇ ପରୀକ୍ଷା ବାତିଲ କରିବା ପାଇଁ ଆଶାୟୀ ପ୍ରାର୍ଥୀମାନଙ୍କ ପକ୍ଷରୁ ପ୍ରଦର୍ଶନ କରାଯାଇଛି।  କଟକର କାଠଯୋଡ଼ି ନଦୀରେ ଆଶାୟୀ ପ୍ରାର୍ଥୀମାନେ ନିଜ ଆଡମିଟ୍ କାର୍ଡକୁ ଡଙ୍ଗା କରି ଗୁରୁବାର ଭସାଇଛନ୍ତି। ଏହାପୂର୍ବରୁ ବୁଧବାର ସେମାନେ ଆଡମିଟ୍ କାର୍ଡକୁ ନିଆଁ ଲଗାଇ ଚଳାଇଥିଲେ କଟକ,୧୦-୧୦-୨୦୨୪ (ପିପିଏସ) : ରାଜ୍ୟରେ ଅମିନ ଏବଂ ଆରଆଇ ପରୀକ୍ଷା ବାତିଲ କରିବା ପାଇଁ ଆଶାୟୀ ପ୍ରାର୍ଥୀମାନଙ୍କ ପକ୍ଷରୁ ପ୍ରଦର୍ଶନ କରାଯାଇଛି।  କଟକର କାଠଯୋଡ଼ି ନଦୀରେ ଆଶାୟୀ ପ୍ରାର୍ଥୀମାନେ ନିଜ […]

1 min read

ମାସ ମାସ ଧରି ଖତ ଖାଉଛି ଇ-ବସ୍, ମୂଲ୍ୟ ପ୍ରାୟ ୧ କୋଟିରୁ ଅଧିକ

୧୦ ମାସ ହେବ ଏ ଦାମୀ ଇ-ବସ୍ ଗୁଡ଼ିକ ବ୍ୟବହାର ନ ହୋଇ ପଡ଼ି ରହିଛି ଭକ୍ତଙ୍କ ସୁବିଧା ଲାଗି ପୁରୀକୁ ଆସିଥିଲା ୩୫ଟି ଶୀତତାପ ନିୟନ୍ତ୍ରିତ ଅତ୍ୟାଧୁନିକ ବସ୍ ଏଇ ଗୋଟିଏ ଗୋଟିଏ ବସର ମୂଲ୍ୟ ପ୍ରାୟ ୧ କୋଟିରୁ ଅଧିକ ପୁରୀ/ଭୁବନେଶ୍ୱର ୦୯-୧୦-୨୦୨୪ (ପିପିଏସ) : ଶ୍ରୀକ୍ଷେତ୍ରରେ ସାଧାରଣ ଭକ୍ତଙ୍କ ସୁବିଧା ଲାଗି ପୁରୀକୁ ଆସିଥିଲା ୩୫ଟି ଶୀତତାପ ନିୟନ୍ତ୍ରିତ ଅତ୍ୟାଧୁନିକ ବସ୍ । ହେଲେ ଆଜିକୁ ପ୍ରାୟ ୧୦ ମାସ ହେବ ଏ […]

1 min read

ସମସ୍ୟା ଘେରରେ ଯୁବାଗୁଡା ପଞ୍ଚାୟତ

ଫୁଲବାଣୀ/ଭୁବନେଶ୍ୱର ୦୯-୧୦-୨୦୨୪ (ପିପିଏସ) : ସ୍ୱାଧୀନତାର ୭୭ ବର୍ଷ ଅତିକ୍ରମ କରିଥିଲେ ସୁଦ୍ଧା ଏବେବି ଅନେକ ଗ୍ରାମାଞ୍ଚଳରେ ବିକାଶ ଅପହଞ୍ଚ। ନା ଅଛି ରାସ୍ତା ଘାଟ, ନା ଅଛି ବିଦ୍ୟୁତ ଆଲୋକ, ନା ମିଳୁଛି ଗ୍ରାମବାସୀଙ୍କୁ ସ୍ୱଚ୍ଛ ପାନୀୟ ଜଳ। ସହରାଞ୍ଚଳ ଓ ଗ୍ରାମାଞ୍ଚଳର ବିକାଶ ଲାଗି ସରକାର କୋଟି କୋଟି ଟଙ୍କା ବ୍ୟୟ ବରଦା ମଧ୍ୟ କରୁଛନ୍ତି। ସବୁ କାଗଜ କଲମରେ ଚାଲିଛି କିନ୍ତୁ ବାସ୍ତବ ଚିତ୍ର ସମ୍ପୂର୍ଣ୍ଣ ଅଲଗା। ଜାହାର ଜଳନ୍ତା ଉଦାହୋରଣ ଦେଖିବାକୁ […]

1 min read

ନାକେଦମ୍‌ କଲେ ନିଶାସକ୍ତ ମହିଳା

ସିଟ୍‌ ଛାଡ଼ି ଦୌଡ଼ିଲେ ଡାକ୍ତର ଶବକୁ ଆଲିଙ୍ଗନ କଲେ କାମୁଡ଼ାରେ ଘାଇଲା କନେଷ୍ଟବଳ ଭୁବନେଶ୍ୱର ୦୯-୧୦-୨୦୨୪ (ପିପିଏସ) : ଦିନକୁ ଦିନ ରାଜଧାନୀରେ ନିଶାସକ୍ତ ମହିଳାଙ୍କ ଉତ୍ପାତ ପୁଲିସକୁ ନାକେଦମ୍‌ କରୁଛି। କଳ୍ପନା ଛକରୁ ଉଦ୍ଧାର ହୋଇଥିବା ଜଣେ ନିଶାସକ୍ତ ମହିଳାଙ୍କ ପାଇଁ ହର୍‌ ଟିମ୍‌ ହରଡ଼ଘଣାରେ ପଡ଼ିଥିଲା। ବଡ଼ କଷ୍ଟରେ ତାଙ୍କୁ ନିୟନ୍ତ୍ରଣକୁ ଆଣି ପରିବାର ଲୋକଙ୍କ ଜିମା ଦିଆଯାଇଥିଲା। ସେହିଭଳି ଗତକାଲି ରାତିରେ ଘଟିଥିବା ଅନୁରୂପ ଘଟଣାରେ ପୁଲିସକୁ ହରବର ହେବାକୁ ପଡ଼ିଛି। କେବଳ […]

1 min read

ମହିଳାଙ୍କୁ ପୂଜା ଭେଟି:ଖାତାକୁ ଗଲା ‘ସୁଭଦ୍ରା ‘ଟଙ୍କା

‘ସୁଭଦ୍ରା’ ପ୍ରଥମ ପର୍ଯ୍ୟାୟର ପ୍ରଥମ କିସ୍ତିର ଟଙ୍କା ଭୁବନେଶ୍ୱରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡିବିଟି ମାଧ୍ୟମରେ ମହିଳାଙ୍କ ଖାତାକୁ ପ୍ରଦାନ କରିଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ବାରିପଦାରେ ରାଜ୍ୟର ୪୦ଲକ୍ଷ ରୁ ଅଧିକ ମହିଳାଙ୍କୁ ଟଙ୍କା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବାରିପଦା/ଭୁବନେଶ୍ୱର ୦୯-୧୦-୨୦୨୪ (ପିପିଏସ) : ‘ସୁଭଦ୍ରା’ ପ୍ରଥମ ପର୍ଯ୍ୟାୟର ପ୍ରଥମ କିସ୍ତିର ଟଙ୍କା ଭୁବନେଶ୍ୱରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡିବିଟି ମାଧ୍ୟମରେ ମହିଳାଙ୍କ ଖାତାକୁ ପ୍ରଦାନ କରିଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ବାରିପଦାରେ […]

1 min read

ସୁଭଦ୍ରା ଯୋଜନାର ସଫଳ ରୂପାୟନ କରିଛୁ : ମୁଖ୍ୟମନ୍ତ୍ରୀ

ବାରିପଦା/ଭୁବନେଶ୍ୱର ୦୯-୧୦-୨୦୨୪ (ପିପିଏସ) : ଆମେ ଦେଇଥିବା କଥା ରଖିଛୁ ଏବଂ ମା’ମାନଙ୍କୁ  ‘ସୁଭଦ୍ରା’ ଯୋଜନାରେ ଟଙ୍କା ପ୍ରଦାନ କରିଛୁ। ବହୁ ପ୍ରତୀକ୍ଷିତ  ‘ସୁଭଦ୍ରା’ ଯୋଜନାର ସଫଳ ରୂପାୟନ କରିଛୁ। ମହିଳାଙ୍କୁ ସ୍ବାବଲମ୍ବୀ କରିବାରେ ଏହା ସହାୟକ ହେଉଛି। ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଡିବିଟି ମାଧ୍ୟମରେ ଦ୍ବିତୀୟ ପର୍ଯ୍ୟାୟରେ ବାରିପଦାରେ ରାଜ୍ୟର ୪୦ଲକ୍ଷ ରୁ ଅଧିକ ମହିଳାଙ୍କୁ ଟଙ୍କା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ବଟନ୍ ଟିପି ଏହି […]

1 min read

 ମୋଦୀ ସରକାରଙ୍କ ବଡ଼ ନିଷ୍ପତ୍ତି : ୨୦୨୮ ପର୍ଯ୍ୟନ୍ତ ମାଗଣା ରାସନ

ନୂଆଦିଲ୍ଲୀ/ଭୁବନେଶ୍ୱର ୦୯-୧୦-୨୦୨୪ (ପିପିଏସ) : ବୁଧବାର ଦିନ ଅନୁଷ୍ଠିତ ହୋଇଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ପ୍ରମୁଖ ନିଷ୍ପତ୍ତି ନିଆଯାଇଛି। ଡିସେମ୍ବର ୨୦୨୮ ପର୍ଯ୍ୟନ୍ତ ପ୍ରଧାନ ମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଏବଂ ଅନ୍ୟାନ୍ୟ ହିତାଧିକାରୀ ଯୋଜନା ଅଧୀନରେ ମାଗଣା ରାସନ  ଜାରି ରଖିବାକୁ କ୍ୟାବିନେଟ ଅନୁମତି ଦେଇଛି।କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ ସ୍ପନ୍ଦନ ଗ୍ରାମ କାର୍ଯ୍ୟକ୍ରମ ଅଧୀନରେ ରାଜସ୍ଥାନ ଏବଂ ପଞ୍ଜାବର ସୀମାନ୍ତ ଅଞ୍ଚଳରେ ୨୨୮୦ କିଲୋମିଟର ରାସ୍ତା ନିର୍ମାଣ ନିଷ୍ପତ୍ତି ମଧ୍ୟ […]

1 min read

ସେଞ୍ଚୁରି ମାରିଲା ଟମାଟୋ:ହନ୍ତସନ୍ତ ଖାଉଟି

ଟମାଟୋ ଦର ସେଞ୍ଚୁରି ମାରିଛି। ଚାରି ପାଞ୍ଚ ଦିନ ତଳେ ଏହା କେଜି ପିଛା ୬୦ ଟଙ୍କାରେ ବିକ୍ରି ହେଉଥିଲା। କିନ୍ତୁ ହଠାତ୍‌ ଏହା ୧୦୦ ଟଙ୍କାରେ ପହଞ୍ଚିଛି। ଦେଶରେ ବର୍ଷା ‌ଯୋଗୁଁ ଟମା‌ଟୋ ଯୋଗାଣ ଓଡ଼ିଶାକୁ ବାଧାପ୍ରାପ୍ତ ହୋଇଛି। ୧୦୦୦ ଟଙ୍କାରେ ବ୍ୟାଗ୍ ଭର୍ତ୍ତି ହେଉନି ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ଟମାଟୋ ଦର ସେଞ୍ଚୁରି ମାରିଛି। ଚାରି ପାଞ୍ଚ ଦିନ ତଳେ ଏହା କେଜି ପିଛା ୬୦ ଟଙ୍କାରେ ବିକ୍ରି ହେଉଥିଲା। କିନ୍ତୁ ହଠାତ୍‌ […]

1 min read

ବସ୍ ଧର୍ମଘଟ ଡାକରା ପ୍ରତ୍ୟାହୃତ

ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ଘରୋଇ ବସ ମାଲିକ ସଂଘର ବୈଠକ ପରେ ବସ୍ ବନ୍ଦ ଡାକରା ପ୍ରତ୍ୟାହୃତ ହୋଇଛି। ଏନେଇ ଉଭୟ ସଂଘ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ଘରୋଇ ବସ ମାଲିକ ସଂଘର ବୈଠକ ପରେ ବସ୍ ବନ୍ଦ ଡାକରା ପ୍ରତ୍ୟାହୃତ ହୋଇଛି। ଏନେଇ ଉଭୟ ସଂଘ […]

1 min read

ପାର୍ବଣରେ ସୁରକ୍ଷା ଚିନ୍ତା, ସବୁଠି କଡ଼ା ଯାଞ୍ଚ

ରାଉରକେଲା/ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ପାର୍ବଣରେ ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବାକୁ ରାଉରକେଲା ପୁଲିସ, ଅବକାରୀ ପୁଲିସ ତତ୍ପର ହୋଇଉଠିଛି। ରାଉରକେଲା ପୁଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ଉ, ଯାଞ୍ଚ କରାଯାଉଛି। ଗାଡ଼ି ଯାଞ୍ଚକୁ କଡ଼ା କରାଯାଇଥିବାବେଳେ ଚୋରି, ଛିନ୍‌ତାଇ  ରୋକିବାକୁ ବିଭିନ୍ନ ସ୍ଥାନରେ ପୁଲିସ ମୁତୟନ ଅଛନ୍ତି। ଏହାସହ ରେଳ ଷ୍ଟେସନ, ବସଷ୍ଟାଣ୍ଡ୍‌ରେ କଡ଼ା ପହରା ଦିଆଯାଉଛି। ରେଳ ଷ୍ଟେସନରେ ବୁଲିଲା ସନ୍ଧାନୀ କୁକୁର ଆଗାମୀ ପର୍ବ ସମୟରେ ଯାତ୍ରୀମାନଙ୍କ ସୁରକ୍ଷିତ ଯାତ୍ରା ସୁନିଶ୍ଚିତ କରିବାକୁ ଆର୍‌ପିଏଫ୍‌ […]