ପ୍ରମୁଖ ଖବର
ଗୋଟିଏ ଖଣି ପାଇଁ ୯୮ କୋଟି ଦଣ୍ଡ: ଏନ୍ଜିଟିଙ୍କ ରାୟ ପରେ ଖଣି ମାଲିକ ଛାନିଆ
ମାତ୍ରାଧିକ ଖଣି ଖନନ ଖୋର୍ଦ୍ଧାର ଜଣେ ଖଣି ମାଲିକଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। କୋଟିଏ କି ୨ କୋଟି ନୁହେଁ, ପରିବେଶ କ୍ଷତି ଓ ଅନ୍ୟାନ୍ୟ କ୍ଷତିପୂରଣ ବାବଦରେ ୯୮ କୋଟି ୩୧ ଲକ୍ଷ ୪୯ ହଜାର ୧୩୫ ଟଙ୍କା ଆଦାୟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) : ମାତ୍ରାଧିକ ଖଣି ଖନନ ଖୋର୍ଦ୍ଧାର ଜଣେ ଖଣି ମାଲିକଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। କୋଟିଏ କି ୨ କୋଟି ନୁହେଁ, […]
ପ୍ରଥମଦିନ ଶେଷ ହେଲା ମାଟ୍ରିକ୍ ପରୀକ୍ଷା
ଆଜି ଠାରୁ ଆରମ୍ଭ ହୋଇଛି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ (ମାଟ୍ରିକ୍) ପରୀକ୍ଷା। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇଛି। ଏଥିଲାଗି ପରୀକ୍ଷାକେନ୍ଦ୍ର ସମ୍ମୁଖରେ ଅଭିଭାବକ, ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ମଧ୍ୟ ଉପସ୍ଥିତ ଥିବା ଦେଖିବାକୁ ମିଳିଛି। କଟକ ୨୧-୦୨-୨୦୨୫ (ପିପିଏସ ) : ଆଜି ଠାରୁ ଆରମ୍ଭ ହୋଇଛି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ (ମାଟ୍ରିକ୍) ପରୀକ୍ଷା। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ […]
ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତ ଛାତ୍ରଛାତ୍ରୀମାନଙ୍କର ଉଜ୍ଜ୍ବଳ ଭବିଷ୍ୟତ କାମନା କରିବା ସହ ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ସେ ପରାମର୍ଶ ଦେଇଛନ୍ତି। ଭୁବନେଶ୍ବର/ କଟକ ୨୧-୦୨-୨୦୨୫ (ପିପିଏସ ) : ଆଜି ଠାରୁ ଆରମ୍ଭ ହୋଇଛି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ (ମାଟ୍ରିକ୍) ପରୀକ୍ଷା। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତ ଛାତ୍ରଛାତ୍ରୀମାନଙ୍କର ଉଜ୍ଜ୍ବଳ ଭବିଷ୍ୟତ କାମନା […]
ଆସନ୍ତାକାଲିଠୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା
ମାର୍ଚ୍ଚ ୨ ଯାଏଁ ନଅ ଦିନ ଧରି ଚାଲିବ ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) : ସୁଭଦ୍ରା ଯୋଜନା ପରେ ମହିଳାମାନଙ୍କ ପାଇଁ ସୁଭଦ୍ରା ଶକ୍ତି ମେଳାର ଆୟୋଜନ କରୁଛନ୍ତି ରାଜ୍ୟ ସରକାର। ଏହି ମେଳାରେ ମିଶନ ଶକ୍ତି ମାଆମାନେ ଯୋଗ ଦେବେ। ବର୍ତ୍ତମାନ ସୁଦ୍ଧା ଏହି ମେଳାର ନାମ ସୁଭଦ୍ରା ଶକ୍ତି ମେଳା ରଖାଯାଇଛି। ଏହି ମେଳାରେ ମିଶନ ଶକ୍ତିର ନାମ ପରିବର୍ତ୍ତନ କରାଯାଇନି। ଆସନ୍ତାକାଲି ଠୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା ୨୦୨୫। […]
ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ମାମଲା: କମିଟି ସାମ୍ନାରେ ହାଜର ହେଲେ ଅଚ୍ୟୁତ ସାମନ୍ତ
କିଟ୍ ବିଶ୍ୱବିଦ୍ୟାଳୟରେ ପଢ଼ୁଥିବା ନେପାଳ ଛାତ୍ରଛାତ୍ରୀଙ୍କ ସହ ଘଟିଥିବା ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ଆଜି କିଟ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଉଚ୍ଚସ୍ତରୀୟ କମିଟି ସାମ୍ନାରେ ହାଜର ହୋଇଛନ୍ତି | ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) : କିଟ୍ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲାମ୍ସାଙ୍କ ଆତ୍ମହତ୍ୟା ଓ ପରବର୍ତ୍ତୀ ଛାତ୍ର ଅଶାନ୍ତି ବେଳେ ହଷ୍ଟେଲ ଅନ୍ତେବାସୀଙ୍କୁ ମାଡ଼ ମରାଯିବା ମାମଲା ଦିନକୁ ଦିନ ଜଟିଳ […]
୨୪ ବର୍ଷରେ ହୀରାକୁଦ ତଳ ମୁଣ୍ଡରେ କେତୋଟି ଡ୍ୟାମ କରିଥିଲେ, ତାର ତଥ୍ୟ ବର୍ତ୍ତମାନର ବିରୋଧୀ ଦଳ ନେତାଙ୍କ ନିକଟରେ ଥିବ
ବିଧାନସଭାରେ ହୀରାକୁଦକୁ ନେଇ ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ତେରେଛା ବାଣ ମାରିଲେ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ। ସେ କହିଛନ୍ତି, ଛତିଶଗଡ଼ରେ ଯେଉଁ ଡ୍ୟାମ ହୋଇଛି ତାକୁ ନେଇ ବିଧାନସଭାରେ ଅନେକ ବାର ଆଲୋଚନା ହୋଇଛି। ଭୁବନେଶ୍ୱର ୨୦-୦୨-୨୦୨୫(ପିପିଏସ ) : ବିଧାନସଭାରେ ହୀରାକୁଦକୁ ନେଇ ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ତେରେଛା ବାଣ ମାରିଲେ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ। ସେ କହିଛନ୍ତି, ଛତିଶଗଡ଼ରେ ଯେଉଁ ଡ୍ୟାମ ହୋଇଛି ତାକୁ ନେଇ ବିଧାନସଭାରେ ଅନେକ […]
୪୮ କୋଟି ୭୨ ଲକ୍ଷ ଟଙ୍କା ବ୍ୟୟରେ ୮୧୨ଟି ବହୁମୁଖୀ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ମରାମତି କରାଯିବ: ମନ୍ତ୍ରୀ ସୁରେଶ ପୂଜାରୀ
ଚଳିତ ବର୍ଷ ୮୧୨ଟି ବହୁମୁଖୀ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ମରାମତି ପାଇଁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର | ପ୍ରତି ଆଶ୍ରୟସ୍ଥଳୀ ମରାମତି ପାଇଁ ୬ ଲକ୍ଷ ଟଙ୍କା ବ୍ୟୟବରାଦ କରାଯାଇଛି | ଏଥିପାଇଁ ୪୮ କୋଟି ୭୨ ଲକ୍ଷ ଟଙ୍କା ଖର୍ଚ୍ଚ କରିବେ ସରକାର | ବିଧାନସଭାରେ ସୂଚନା ଦେଇଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ। ଭୁବନେଶ୍ୱର ୨୦-୦୨-୨୦୨୫(ପିପିଏସ ) : ଚଳିତ ବର୍ଷ ୮୧୨ଟି ବହୁମୁଖୀ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ମରାମତି ପାଇଁ […]
ଆସନ୍ତାକାଲିଠାରୁ ଓଡିଶାରେ ମାଟ୍ରିକ୍ ପରୀକ୍ଷା
ପରୀକ୍ଷାଦେବେ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଆସନ୍ତାକାଲି ଶୁକ୍ରବାରଠାରୁ ଓଡ଼ିଶାରେ ବାର୍ଷିକ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହେବାକୁ ଯାଉଥିବାରୁ, ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ପରୀକ୍ଷାରେ କପି ଏବଂ ପ୍ରଶ୍ନପତ୍ର ଲିକ୍ ରୋକିବା ପାଇଁ ଠୋସ୍ ପଦକ୍ଷେପ ନେଇଛି ଭୁବନେଶ୍ୱର ୨୦-୦୨-୨୦୨୫(ପିପିଏସ ) : ଆସନ୍ତାକାଲି ଶୁକ୍ରବାରଠାରୁ ଓଡ଼ିଶାରେ ବାର୍ଷିକ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହେବାକୁ ଯାଉଥିବାରୁ, ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ପରୀକ୍ଷାରେ କପି ଏବଂ ପ୍ରଶ୍ନପତ୍ର ଲିକ୍ ରୋକିବା ପାଇଁ ଠୋସ୍ ପଦକ୍ଷେପ ନେଇଛି।ସରକାରୀ […]
ସରକାରୀ ପ୍ରେସର ୫ବର୍ଷର ଆୟ ସୂଚନା
ଗୋପନୀୟତା ଓ ଆର୍ଥିକ ଦୃଷ୍ଟିରୁ ବିଚାର କରି ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ପ୍ରଶ୍ନପତ୍ର, ସରକାରୀ ପ୍ରେସରେ ଛପାଇବା ଲାଗି ଅପାତତଃ ସରକାରଙ୍କର କୌଣସି ପ୍ରସ୍ତାବ ନାହିଁ ବୋଲି ବିଧାନସଭାରେ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ବାଣିଜ୍ୟ ମନ୍ତ୍ରୀ ବିଭୁତି ଭୂଷଣ ଜେନା ସୂଚନା ପ୍ରଦାନ କରିଛନ୍ତି ଭୁବନେଶ୍ୱର ୨୦-୦୨-୨୦୨୫(ପିପିଏସ ) : ଗୋପନୀୟତା ଓ ଆର୍ଥିକ ଦୃଷ୍ଟିରୁ ବିଚାର କରି ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ପ୍ରଶ୍ନପତ୍ର, ସରକାରୀ ପ୍ରେସରେ ଛପାଇବା ଲାଗି ଅପାତତଃ ସରକାରଙ୍କର […]
ଓଡ଼ିଶାରେ ସୁନା ଖଣି, ଗୋଟିଏ ବ୍ଲକ ନିଲାମ ହେବ: ମନ୍ତ୍ରୀ
ଓଡ଼ିଶାର ଦୁଇଟି ଜିଲ୍ଲାରେ ସୁନା ଭଣ୍ଡାର ମିଳିଛି ଏବଂ ସେଥିମଧ୍ୟରୁ ଗୋଟିଏ ଖଣିଜ ବ୍ଲକକୁ କେନ୍ଦ୍ର ସରକାର ନିଲାମ କରିବେ ବୋଲି ଗୁରୁବାର ରାଜ୍ୟ ବିଧାନସଭାରେ ସୂଚନା ଦିଆଯାଇଛି ଭୁବନେଶ୍ୱର: ଓଡ଼ିଶାର ଦୁଇଟି ଜିଲ୍ଲାରେ ସୁନା ଭଣ୍ଡାର ମିଳିଛି ଏବଂ ସେଥିମଧ୍ୟରୁ ଗୋଟିଏ ଖଣିଜ ବ୍ଲକକୁ କେନ୍ଦ୍ର ସରକାର ନିଲାମ କରିବେ ବୋଲି ଗୁରୁବାର ରାଜ୍ୟ ବିଧାନସଭାରେ ସୂଚନା ଦିଆଯାଇଛି।ବିଜେଡି ବିଧାୟକ ଅଶ୍ୱିନୀ କୁମାର ପାତ୍ରଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ଇସ୍ପାତ ଓ ଖଣି ମନ୍ତ୍ରୀ […]
