1 min read

ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦେବା ପାଇଁ କେନ୍ଦ୍ର ସରକାରଙ୍କର କେତେକ ନିର୍ଦ୍ଦିଷ୍ଟ ମାନଦଣ୍ଡ ରହିଛି: ମୁଖ୍ୟମନ୍ତ୍ରୀ

ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦେବା ପାଇଁ କେନ୍ଦ୍ର ସରକାରଙ୍କର କେତେକ ନିର୍ଦ୍ଦିଷ୍ଟ ମାନଦଣ୍ଡ ରହିଛି। ସେସବୁ ଅନୁସାରେ କେନ୍ଦ୍ର ସରକାରଙ୍କ ଦ୍ବାରା ପ୍ରବର୍ତ୍ତିତ ଯୋଜନା ପାଇଁ ଅର୍ଥ ଆବଣ୍ଟନ ହୋଇଥାଏ ଭୁବନେଶ୍ୱର ୨୦-୦୨-୨୦୨୫(ପିପିଏସ ) : ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦେବା ପାଇଁ କେନ୍ଦ୍ର ସରକାରଙ୍କର କେତେକ ନିର୍ଦ୍ଦିଷ୍ଟ ମାନଦଣ୍ଡ ରହିଛି। ସେସବୁ ଅନୁସାରେ କେନ୍ଦ୍ର ସରକାରଙ୍କ ଦ୍ବାରା ପ୍ରବର୍ତ୍ତିତ ଯୋଜନା ପାଇଁ ଅର୍ଥ ଆବଣ୍ଟନ ହୋଇଥାଏ।ଆଗାମୀ ଦିନରେ ଓଡ଼ିଶାକୁ ଏକ ବିକଶିତ ରାଜ୍ୟ ଭାବରେ ଗଢ଼ି […]

1 min read

ପଶ୍ଚିମ ଓଡ଼ିଶା ବିକାଶ ପାଇଁ କେତେ ଖର୍ଚ୍ଚ ହୋଇଛି, ସୂଚନା ଦେଲେ ମୁଖ୍ୟମନ୍ତ୍ରୀ

ପଶ୍ଚିମ ଓଡ଼ିଶା ବିକାଶ ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଗଠନ ହୋଇଛି ପ୍ରାପ୍ତ ତଥ୍ୟ ଅନୁସାରେ ପଶ୍ଚିମ ଓଡ଼ଶା ବିକାଶ ପରିଷଦ ପାଣ୍ଠିରୁ ମଞ୍ଜୁର ହୋଇଥିବା ପ୍ରକଳ୍ପ ଗୁଡିକ ପାଇଁ ୨୦୨୪-୨୫ର କାର୍ଯ୍ୟାନ୍ବୟନ ପାଇଁ ମୋଟ ୧୫୦,୮୪,୬୪,୦୪୮ ଟଙ୍କା ଖର୍ଚ୍ଚ ହୋଇଛି ଭୁବନେଶ୍ୱର ୨୦-୦୨-୨୦୨୫(ପିପିଏସ ) : ପଶ୍ଚିମ ଓଡ଼ିଶା ବିକାଶ ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଗଠନ ହୋଇଛି ପ୍ରାପ୍ତ ତଥ୍ୟ ଅନୁସାରେ ପଶ୍ଚିମ ଓଡ଼ଶା ବିକାଶ ପରିଷଦ ପାଣ୍ଠିରୁ ମଞ୍ଜୁର ହୋଇଥିବା […]

1 min read

ଆଜିଠାରୁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା: ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି

ରାଜ୍ୟରେ ବୁଧବାରଠାରୁ ବର୍ଷା ହେବାର ସମ୍ଭାବନା ରହିଛି। ଘଡ଼ଘଡ଼ି ସହ ବର୍ଷା ହେବବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଫେବ୍ରୁଆରି ୧୯ରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ଭୁବନେଶ୍ୱର ୧୯-୦୨-୨୦୨୫(ପିପିଏସ ) : ରାଜ୍ୟରେ ବୁଧବାରଠାରୁ ବର୍ଷା ହେବାର ସମ୍ଭାବନା ରହିଛି। ଘଡ଼ଘଡ଼ି ସହ ବର୍ଷା ହେବବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି […]

1 min read

ଜନ୍ମଦାତ୍ରୀଙ୍କୁ ପିଟିପିଟି ମାରିଦେଲା ପୁଅ

ଲୁଚିଛପି ପ୍ରେମ କରୁଥିବା ମା’ ଉପରେ ଅନେକ ଆଗରୁ ପୁଅର ସନ୍ଦେହ ଥିଲା। ଆଜି ଆଖି ସାମ୍ନାରେ ଦେଖିଲା ପରେ ଏହାକୁ ଦେଖି ସହ୍ୟ କରିପାରି ପାରି ନଥିଲା ପୁଅ। ମୁଣ୍ଡରେ ପୀତ ଚଢ଼ିବାରୁ ଏକ କାଠଫାଳିଆରେ ପିଟିପିଟି ମାରିଦେଲା। ନୀଳଗିରି/ଭୁବନେଶ୍ୱର ୧୯-୦୨-୨୦୨୫(ପିପିଏସ ) : ମା’ର ପରକୀୟା ପ୍ରୀତି ହେଲା କାଳ। ଲୁଚିଛପି ପ୍ରେମ କରୁଥିବା ମା’ ଉପରେ ଅନେକ ଆଗରୁ ପୁଅର ସନ୍ଦେହ ଥିଲା। ଆଜି ଆଖି ସାମ୍ନାରେ ଦେଖିଲା ପରେ ସହ୍ୟ କରିପାରି […]

1 min read

ଅକ୍ଷୟଙ୍କ ଏହି ଦୃଶ୍ୟକୁ ନେଇ ସୃଷ୍ଟି ହୋଇଛି ବିବାଦ

ଏହି କ୍ରମରେ ବଲିଉଡ ଅଭିନେତା ଅକ୍ଷୟ କୁମାର ମଙ୍ଗଳବାର ମହାଦେବଙ୍କ ଭକ୍ତମାନଙ୍କ ପାଇଁ ‘ମହାକାଳ ଚଲୋ’ ଗୀତ ଲଞ୍ଚ କରିଛନ୍ତି। ଏହି ଗୀତକୁ ଖୁବଅଳ୍ପ ସମୟ ମଧ୍ୟରେ ଲକ୍ଷଲକ୍ଷ ଲୋକ ଦେଖିସାରିଲେଣି। ମୁମ୍ବାଇ/ଭୁବନେଶ୍ୱର ୧୯-୦୨-୨୦୨୫(ପିପିଏସ ) : ଧାର୍ମିକ ନଗରୀ ଉଜ୍ଜୟିନୀର ପ୍ରତ୍ୟେକ କୋଣ-ଅନୁକୋଣରେ ଶିବ ବାସ କରନ୍ତି ବୋଲି କୁହାଯାଏ। ୧୨ ଜ୍ୟୋତିର୍ଲିଙ୍ଗ ମଧ୍ୟରୁ ଅନ୍ୟତମ ଭଗବାନ ମହାକାଳଙ୍କୁ ଏଠାରେ ରାଜା ଭାବରେ ପୂଜା କରାଯାଏ। ପ୍ରତିଦିନ ଲକ୍ଷ ଲକ୍ଷ ଭକ୍ତ ଉଜ୍ଜୟିନୀକୁ ଆସିଥାନ୍ତି। ଏହି […]

1 min read

ଦିଲ୍ଲୀ ପାଇଲା ନୂଆ ମୁଖ୍ୟମନ୍ତ୍ରୀ

ରେଖା ଗୁପ୍ତାଙ୍କ ନାଁରେ ବାଜିଲା ମୋହର ନୂଆଦିଲ୍ଲୀ/ଭୁବନେଶ୍ୱର ୧୯-୦୨-୨୦୨୫(ପିପିଏସ ) : ଦିଲ୍ଲୀ ପାଇଲା ନୂଆ ମୁଖ୍ୟମନ୍ତ୍ରୀ । ରେଖା ଗୁପ୍ତା ହେଲେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ । ବିଧାୟକ ଦଳ ବୈଠକରେ ନାମ ଘୋଷଣା । ନାଁ ଘୋଷଣା ପରେ ରେଖା ଗୁପ୍ତାଙ୍କ ହାତରେ ରହିବ ଦିଲ୍ଲୀର ଶାସନ ଭାର । ବହୁ କଳ୍ପନା ଜଳ୍ପନା ପରେ ଶେଷରେ ରେଖାଙ୍କ ନାଁରେ ବାଜିଲା ମୁଖ୍ୟମନ୍ତ୍ରୀ ମୋହର ।ତେବେ ଆଜି ମୁଖ୍ୟମନ୍ତ୍ରୀ ନାଁ ଘୋଷଣା ନେଇ ଜୋରଦାର ଚାଲିଥିଲା […]

1 min read

ଭୁବନେଶ୍ବର ଏମ୍ସରେ: ନିଯୁକ୍ତି ଜାଲିଆତି

ନିଯୁକ୍ତି ଜାଲିଆତି ହୋଇଥିବା ଅଭିଯୋଗ ପରେ ଭୁବନେଶ୍ବର ଏମ୍ସରେ ସିବିଆଇ ଟିମ୍ ପହଞ୍ଚି ଖୋଳତାଡ୍ ଆରମ୍ଭ କରିଛନ୍ତି। ୫ ଜଣଙ୍କ ନିଯୁକ୍ତି କ୍ଷେତ୍ରରେ ଜାଲିଆତି ହୋଇଥିବା ଅଭିଯୋଗ ହୋଇଛି ଭୁବନେଶ୍ୱର ୧୯-୦୨-୨୦୨୫(ପିପିଏସ ) : ନିଯୁକ୍ତି ଜାଲିଆତି ହୋଇଥିବା ଅଭିଯୋଗ ପରେ ଭୁବନେଶ୍ବର ଏମ୍ସରେ ସିବିଆଇର ୯ ଜଣିଆ ଟିମ୍ ପହଞ୍ଚି ଖୋଳତାଡ୍ ଆରମ୍ଭ କରିଛନ୍ତି। ୫ ଜଣଙ୍କ ନିଯୁକ୍ତି କ୍ଷେତ୍ରରେ ଜାଲିଆତି ହୋଇଥିବା ଅଭିଯୋଗ ହୋଇଛି।ନକଲି କାଗଜପତ୍ର ଦେଖାଇ ଲୋକଙ୍କୁ ଚାକିରି ଦିଆଯାଇଥିବା ଅଭିଯୋଗ ପରେ […]

1 min read

୩୦ କି.ମି.ଦୂରରେ ମେଟ୍ରିକ୍‌ ପରୀକ୍ଷା କେନ୍ଦ୍ର: ଚିନ୍ତାରେ ଅଭିଭାବକ ଓ ଛାତ୍ରଛାତ୍ରୀ

ସୁନ୍ଦରଗଡ଼ରେ ମୋଟ ୧୧୭ ପରୀକ୍ଷା କେନ୍ଦ୍ରରେ ୨୩,୦୦୧ ଉଭୟ ରେରୁରାଲ ଓ ଏକ୍ସରେଗୁରାଲ ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଯାଉଛନ୍ତି। ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କ ସୁବିଧା ଦୃଷ୍ଟିରୁ ପରୀକ୍ଷା କେନ୍ଦ୍ରଗୁଡ଼ିକ ବିଦ୍ୟାଳୟଠୁ ୧୦ରୁ ୧୫ କି.ମି. ଦୂରରେ ରହିବା କଥା ରାଉରକେଲା/ଭୁବନେଶ୍ୱର ୧୯-୦୨-୨୦୨୫(ପିପିଏସ ) : ଫେବ୍ରୁଆରି ୨୦ରୁ ମେଟ୍ରିକ ପରୀକ୍ଷା। ସୁନ୍ଦରଗଡ଼ରେ ମୋଟ ୧୧୭ ପରୀକ୍ଷା କେନ୍ଦ୍ରରେ ୨୩,୦୦୧ ଉଭୟ ରେରୁରାଲ ଓ ଏକ୍ସରେଗୁରାଲ ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଯାଉଛନ୍ତି। ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କ ସୁବିଧା ଦୃଷ୍ଟିରୁ […]

1 min read

ରହସ୍ୟମୟ ପରିସ୍ଥିତିରେ ନାବାଳକ ଜୀବନ୍ତ ଦଗ୍ଧ

କଟକରେ ରହସ୍ୟମୟ ପରିସ୍ଥିତିରେ ଜଣେ ନାବାଳକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏକ ଆଶ୍ଚର୍ଯ୍ୟଜନକ ଘଟଣାରେ, ବୁଧବାର ଭୋର ପ୍ରାୟ ୪ଟା ସମୟରେ ଜଣେ ନାବାଳକ ରହସ୍ୟମୟ ପରିସ୍ଥିତିରେ ପୋଡ଼ି ହୋଇଯାଇଛନ୍ତି। ନିଜ ଦେହରେ ଡିଜେଲ୍ ଢାଳି ନିଆଁ ଲଗାଇଥିବା କୁହାଯାଉଛି କଟକ ୧୯-୦୨-୨୦୨୫(ପିପିଏସ ) : କଟକରେ ରହସ୍ୟମୟ ପରିସ୍ଥିତିରେ ଜଣେ ନାବାଳକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏକ ଆଶ୍ଚର୍ଯ୍ୟଜନକ ଘଟଣାରେ, ବୁଧବାର ଭୋର ପ୍ରାୟ ୪ଟା ସମୟରେ ଜଣେ ନାବାଳକ ରହସ୍ୟମୟ ପରିସ୍ଥିତିରେ ପୋଡ଼ି ଜୀବନ୍ତ […]

1 min read

ମୃତବ୍ୟକ୍ତି ଖାଉଥିଲେ ରାସନ ଚାଉଳ: ଯୋଗାଣମନ୍ତ୍ରୀ

୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା ଭୁବନେଶ୍ୱର ୧୯-୦୨-୨୦୨୫(ପିପିଏସ ) : ରାଜ୍ୟରେ ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା। ବିଧାନସଭାରେ ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ରଖିଛନ୍ତି ।ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ଏକ ପ୍ରଶ୍ନର ଉତ୍ତରରେ ବିଭାଗୀୟ ମନ୍ତ୍ରୀ ଏଭଳି ଉତ୍ତର ଦେଇଛନ୍ତି। ରାଜ୍ୟରେ ୩ ଲକ୍ଷ ୨୮ ହଜାର ୯୩୨ ଜଣ […]