ପ୍ରଜାତନ୍ତ୍ର ନ୍ୟୁଜ୍

ପ୍ରଜାତନ୍ତ୍ର ପ୍ରଚାର ସମିତି ପକ୍ଷରୁ ଏକ ନିରପେକ୍ଷ ନ୍ୟୁଜ୍ ପୋର୍ଟାଲ୍

Advertisement

ଉତ୍ସବ ମୁଖର ପଶ୍ଚିମ ଓଡ଼ିଶା : ମା’ ସମଲେଶ୍ୱରୀଙ୍କ ସମେତ ବିଭିନ୍ନ ମନ୍ଦିରରେ ଲାଗି ହେଲା ନବାନ୍ନ

ସମ୍ବଲପୁର/ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : ଆଜି ଉତ୍ସବ ମୁଖର ହୋଇ ପଡ଼ିଛି ପଶ୍ଚିମ ଓଡ଼ିଶା । ଦୁଲୁକୁଛି ମନ୍ଦିର ପରିସର । ପୂର୍ବ ନିର୍ଦ୍ଧାରିତ ସମୟରେ ସମ୍ବଲପୁରର ମା’ ସମଲେଶ୍ୱରୀ…

Read More

ବ୍ୟକ୍ତିଗତ ତଥା ବୃତ୍ତିଗତ ଅଭିବୃଦ୍ଧିରେ ମହିଳାଙ୍କୁ ଶସକ୍ତ କରିବା ସୁଭଦ୍ରା ଯୋଜନାର ମୂଳ ଲକ୍ଷ୍ୟ : ସାଂସଦ

କଟକ,୦୮-୦୯-୨୦୨୪(ପିପିଏସ) : ମହିଳାମାନଙ୍କୁ ଆର୍ଥିକ ଭାବେ ସଶକ୍ତ ତଥା ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଆରମ୍ଭ କରିଥିବା ଯୁଗାନ୍ତକାରୀ ସୁଭଦ୍ରା ଯୋଜନା ସମ୍ପର୍କରେ ମହିଳାମାନଙ୍କୁ ସଚେତେନ…

Read More

ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…

Read More

ଗଣେଶ ପୂଜା ବିସର୍ଜନ ପାଇଁ ଆସିଲା ଗାଇଡଲାଇନ୍‌

ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : ଭୁବନେଶ୍ୱରରେ ଗଣେଶ ପୂଜା ବିସର୍ଜନ ପାଇଁ ବିଏମସି ଗାଇଡଲାଇନ୍‌ ଜାରି କରିଛି। ଇକୋ ଫ୍ରେଣ୍ଡଲି ଭାବେ ବିସର୍ଜନ ପାଇଁ ନିୟମାବଳୀ ଜାରି ହୋଇଛି ।…

Read More

ଲକ୍ଷ୍ନୌରେ ଭୁଷୁଡ଼ିଲା ୩ମହଲା କୋଠା : ୪ ମୃତଦେହ ଉଦ୍ଧାର, ୨୮ ଜଣ ଗୁରୁତର

ଲକ୍ଷ୍ନୌ/ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : ଉତ୍ତର ପ୍ରଦେଶର ଲକ୍ଷ୍ନୌ ଠାରେ ଥିବା ଟ୍ରାନ୍ସପୋର୍ଟ ନଗରରେ ଗୋଟିଏ ୩ ମହଲା ବିଶିଷ୍ଟ ବିଲଡିଂ ଭୁଶୁଡ଼ିବା ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଛି।…

Read More

ସୁନୀତାଙ୍କୁ ଛାଡ଼ି ମହାକାଶରୁ ଫେରିଲା ବୋଇଂ ଷ୍ଟାରଲାଇନର

ନୂଆଦିଲ୍ଲୀ/ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : ଶେଷରେ ସୁନୀତା ଓ୍ବିଲିୟମ୍ସଙ୍କୁ ମହାକାଶରେ ଛାଡ଼ି ପୃଥିବୀ ପୃଷ୍ଠକୁ ଫେରିଛି ବୋଇଂ ଷ୍ଟାରଲାଇନର କ୍ୟାପସୁଲ। ଶନିବାର ନ୍ୟୁ ମେକ୍ସିକୋର ହ୍ବାଇଟ୍‌ ସ୍ୟାଣ୍ଡ୍‌ସ ମିଜାଇଲ ରେଞ୍ଜରେ…

Read More

ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିଲା ଛୁଟି

ସମ୍ବଲପୁର/ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲ୍ଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା ଦେଇଛନ୍ତି…

Read More

ଓଭର ଟେକ୍‌ କଲାବେଳେ ଚାପିଦେଲା ଟ୍ରକ୍‌ : ଦୁଇ ନାବାଳକ ମୃତ

କୋରାପୁଟ/ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : ଓଭର ଟେକ୍‌ କରିବା ବେଳେ ଟ୍ରକ ଚକ ତଳେ ଚାପିହୋଇ ଦୁଇ ନାବାଳକଙ୍କ ମୃତ୍ୟୁ ହୋଇଛି l ଶନିବାର ଅପରାହ୍ନରେ ଏପରି ମର୍ମନ୍ତୁଦ ସଡ଼କ…

Read More

ମାତାଲ ଅବସ୍ଥାରେ ସ୍କୁଲରେ ଗଡ଼ିଲେ ପ୍ରଧାନ ଶିକ୍ଷକ : କାର୍ଯ୍ୟାନୁଷ୍ଠାନ ନେଲେ ଅଧିକାରୀ

ସୁନ୍ଦରଗଡ଼/ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : ପାଠ ପଢ଼ାଇବା ପରିବର୍ତ୍ତେ ନିଶାସକ୍ତ ଅବସ୍ଥାରେ ଶ୍ରେଣୀ କକ୍ଷରେ ଶୋଇଥିଲେ ପ୍ରଧାନ ଶିକ୍ଷକ। ଏତେ ପରିମାଣରେ ମଦ ପିଇଥିଲେ ଯେ ଭୂଇଁରୁ ଉଠିବାକୁ ସକ୍ଷମ…

Read More

ଗଣେଷ ପୂଜାରେ ଅଘଟଣ : ସ୍କୁଲରେ ମହୁମାଛି ଆକ୍ରମଣ, ୩ ଛାତ୍ରୀ ଆହତ

କଟକ,୦୭-୦୯-୨୦୨୪(ପିପିଏସ) : ସ୍କୁଲ ପରିସରରେ ମହୁମାଛି ଆକ୍ରମଣରେ ୩ ଛାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । କଟକ ଜିଲ୍ଲା ବାଙ୍କୀ ବ୍ଲକ ଅନ୍ତର୍ଗତ ବରହମପୁରା ରଘୁନାଥ…

Read More