ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ
ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ ଭୁବନେଶ୍ୱରରେ ଭୟାବହ ଅଗ୍ନିକାଣ୍ଡ ଘଟି କେତେକ ଦୋକାନର ସାମଗ୍ରୀ ଜଳିପୋଡ଼ିପାଉଁଶ ହୋଇଯାଇଛି। ଭୁବନେଶ୍ୱର,୦୧-୧୧-୨୦୨୪(ପିପିଏସ):ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ ଭୁବନେଶ୍ୱରରେ ଭୟାବହଅଗ୍ନିକାଣ୍ଡଘଟିକେତେକଦୋକାନରସାମଗ୍ରୀଜଳିପୋଡ଼ିପାଉଁଶହୋଇଯାଇଛିମାର୍କେଟ ବିଲ୍ଡିଂରୁ ଏକ ନମ୍ବର ହାଟକୁ ସଂଯୋଗ କରୁଥିବା ଅଣ୍ଡର ଗ୍ରାଉଣ୍ଡରେ ନିଆଁଲାଗିଥିଲାଅଣ୍ଡର ଗ୍ରାଉଣ୍ଡ ମାର୍କେଟରେଥିବା କପଡା ଦୋକାନରେ ନିଆଁ ଲାଗିବା ଯୋଗୁଁ ଆଖପାଖ ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା।ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଅଣ୍ଡର ଗ୍ରାଉଣ୍ଡରେ ଲାଗିଥିବା ନିଆଁକୁ ଆୟତ୍ତ କରିଛନ୍ତି । ଅଣ୍ଡର
Read More