ପ୍ରଜାତନ୍ତ୍ର ପ୍ରଚାର ସମିତି ପକ୍ଷରୁ ଏକ ନିରପେକ୍ଷ ନ୍ୟୁଜ୍ ପୋର୍ଟାଲ୍

Year: 2024

ପ୍ରମୁଖ ଖବର

‘ନାନୋ’ର ମହାନାୟକଥିଲେ ରତନ ସାଧାରଣ ଲୋକଙ୍କ ଭିତରେ ଭରିଥିଲେ ଆଶା

ସାଧାରଣ ଲୋକଙ୍କ ଭିତରେ ଭରିଥିଲେ ଆଶା ନୂଆଦିଲ୍ଳୀ/ଭୁବନେଶ୍ୱର ୧୦-୧୦-୨୦୨୪ (ପିପିଏସ) : ଭାରତୀୟ ଶିଳ୍ପଜଗତର ଉଜ୍ଜ୍ବଳତମ ରତ୍ନ ରତନ ଟାଟା ଆଉ ନାହାନ୍ତି। ଜଣେ ବ୍ୟକ୍ତି ରୂପେ

Read More
ପ୍ରମୁଖ ଖବର

ଷ୍ଟାର ହେଲଥ ଇନ୍ସ୍ୟୁରାନ୍ସ ୟୁଜର୍ସଙ୍କୁ ବଡ ଝଟକା, ଲିକ ହେଲା ଡାଟା

ନୂଆଦିଲ୍ଲୀ/ଭୁବନେଶ୍ୱର ୧୦-୧୦-୨୦୨୪ (ପିପିଏସ) : ଆପଣଙ୍କ ପାଖରେ ଷ୍ଟାର ହେଲଥ ଇନସୁରାନ୍ସ ଅଛି କି? ଯଦି ହଁ, ତେବେ ଏହା ଆପଣଙ୍କ ପାଇଁ ଏକ ଖରାପ ଖବର

Read More

ମନ ମୋହୁଛି ମା’ଙ୍କ ମେଢ଼

କଟକ/ଭୁବନେଶ୍ୱର ୧୦-୧୦-୨୦୨୪ (ପିପିଏସ) : ଚାନ୍ଦିନୀଚୋୖକରଶାରଦୀୟ ଦୁର୍ଗାପୂଜା ଜାରି ରହିଛି। ମା’ଙ୍କ ପୀଠରେ ମହାଷ୍ଟମୀ ପାଳନ କରାଯାଉଛି। ଶ୍ରଦ୍ଧାଳୁମାନେ ଭକ୍ତିର ସହିତ ମା’ଙ୍କୁ ପୂଜାର୍ଚ୍ଚନା କରି ଆଶୀର୍ବାଦ

Read More
ପ୍ରମୁଖ ଖବର

ମୃତ୍ୟୁ ପରେ ରତନ ଟାଟାଙ୍କୁ ଭାରତ ରତ୍ନ ସମ୍ମାନ ଦେବା ପ୍ରସ୍ତାବ ପାରିତ

ମହାରାଷ୍ଟ୍ର କ୍ୟାବିନେଟ ବୈଠକରେ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନ ସମ୍ମାନ‌ରେ ସ୍ୱର୍ଗତ ରତନ ଟାଟାଙ୍କୁ ସମ୍ମାନିତ କରିବାକୁ କେନ୍ଦ୍ରକୁ ଅନୁରୋଧ କରି ଏକ ପ୍ରସ୍ତାବ

Read More
ପ୍ରମୁଖ ଖବର

ଆଡମିଟ୍ କାର୍ଡକୁ ଡଙ୍ଗା କରି ଭସାଇଲେ ଆଶାୟୀ

ରାଜ୍ୟରେ ଅମିନ ଏବଂ ଆରଆଇ ପରୀକ୍ଷା ବାତିଲ କରିବା ପାଇଁ ଆଶାୟୀ ପ୍ରାର୍ଥୀମାନଙ୍କ ପକ୍ଷରୁ ପ୍ରଦର୍ଶନ କରାଯାଇଛି।  କଟକର କାଠଯୋଡ଼ି ନଦୀରେ ଆଶାୟୀ ପ୍ରାର୍ଥୀମାନେ ନିଜ ଆଡମିଟ୍

Read More

 ନିଜ ଜାଲରେ ନିଜେ ଫସିଲେ ନକ୍ସଲ

ନକ୍ସଲମାନଙ୍କ ଦୁର୍ଗ ଭୁଶୁଡ଼ିବାରେ ଲାଗିଛି। ଏବର୍ଷ ୩ ଶହରୁ ଊର୍ଦ୍ଧ୍ବ ନକ୍ସଲ ନିପାତ ହୋଇଛନ୍ତି। ୮ଶହରୁ ଊର୍ଦ୍ଧ୍ବ ଆତ୍ମସମର୍ପଣ କରିଛନ୍ତି। ଗତ ୩ ତାରିଖରେ ଆବୁଝମାଡ଼ ଏନକାଉଣ୍ଟରରେ

Read More

ଆଜି ମା’ଙ୍କୁ ଚକ୍ଷୁଦାନ: ମଣ୍ଡପରେ ମହାସପ୍ତମୀ, ପୀଠରେ ମହାଷ୍ଟମୀ ପୂଜା

ବିଭିନ୍ନ ପୂଜା ମଣ୍ଡପ ଓ ଶକ୍ତିପୀଠ ମା’ଦୁର୍ଗତି ନାଶିନୀଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି । ଗୁରୁବାର ପୂଜା ମଣ୍ଡପରେ ମା‘ଙ୍କର ମହାସପ୍ତମୀ ପୂଜା ଅନୁଷ୍ଠିତ ହେଉଛି ।

Read More