1 min read

‘ସ୍ୱାୟତ୍ତ ଶାସନ ଦିବସ’ରେ କଟକରେ ବିଭିନ୍ନ ପ୍ରକଳ୍ପ ଉଦ୍ଘାଟିତ, ପୁରାତନ ସଭ୍ୟତାର ପ୍ରାଣକେନ୍ଦ୍ର କଟକକୁ ଆଧୁନିକ ସହର କରିବା : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

-ଖାନନଗର ଠାରେ ଗେଲ୍ ଇଣ୍ଡିଆର ‘ଗ୍ୟାସ୍ଚୁଲ୍ଲା ଶବଦାହ କେନ୍ଦ୍ର’ ଲୋକାର୍ପିତ-ଦରଘାବଜାର ଠାରେ ‘ନେତାଜୀ ସ୍ମାରକୀ ପ୍ରତିଷ୍ଠାନ’ ଉଦ୍ଘାଟନ-ବକ୍ସିବଜାର ଠାରେ ବକ୍ସି ଜଗବନ୍ଧୁଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତିକୁ ଅନାବରଣ-କଟକ ଟାଉନ ହଲରେ ‘କଟକ ଆର୍ଟ ଗ୍ୟାଲେରୀ’ ଲୋକାର୍ପିତ-‘ସୁଭଦ୍ରା ଯୋଜନା’ରେ ପଞ୍ଜୀକରଣ କରୁଥିବା ମା’ ଭଉଣୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ-ପ୍ରସ୍ତୁତ ହେବ ରେଭେନ୍ସା ବାଳିକା ବିଦ୍ୟାଳୟର ବିକାଶ ପାଇଁ ମାଷ୍ଟରପ୍ଲାନ କଟକ,୩୧-୦୮-୨୪(ପିପିଏସ) : ଓଡ଼ିଆ ସଂସ୍କୃତିର ପୀଠ ଏବଂ ଓଡ଼ିଆ ସଂଗ୍ରାମର ପେଣ୍ଠସ୍ଥଳୀ ହେଉଛି କଟକ । ରେଭେନ୍ସା ବିଶ୍ୱବିଦ୍ୟାଳୟ, ହାଇକୋର୍ଟ ଏବଂ […]

1 min read

ବିଧାନସଭାରେ ଉଠିଲା ଛତୁଆ ଝଡ଼ : ବିରୋଧୀଙ୍କ ସହ ସ୍ୱର ମିଳାଇଲେ ଶାସକ ଦଳର ସଦସ୍ୟ

ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ଗର୍ଭବତୀ ଓ କଅଁଳ ପିଲାଙ୍କୁ ପୁଷ୍ଟିକର ଖାଦ୍ୟ ଛତୁଆ ଯୋଗାଉଥିଲେ ରାଜ୍ୟ ସରକାର। ହେଲେ ସେହି ଛତୁଆ ନିମ୍ନମାନର। ଛତୁଆରେ ପୋକ ସାଲୁବାଲୁ। ଯାହା ଖାଇବା ଯୋଗ୍ୟ ନୁହେଁ। ସେହି ଛତୁଆକୁ ଗାଈ ଗୋରୁ ଖାଉନାହାନ୍ତି। ତାହାହେଲେ ଗର୍ଭବତୀ ଓ କଅଁଳ ପିଲା କେମିତି ଖାଇବେ ? ରାଜ୍ୟର କୋଣ ଅନୁକୋଣରୁ ଏପରି ଅଭିଯୋଗ ପ୍ରତିଦିନ ଆସୁଛି । ଏହାକୁ ନେଇ ଆଜି ବିଧାନସଭା ଉଠୁଛି ପଡିଛି। ନିମ୍ନମାନର ଛତୁଆକୁ ନେଇ ବରିଷ୍ଠ ବିଧାୟକମାନେ […]

1 min read

ଶୁଟିଂରେ ବ୍ରୋଞ୍ଜ ପଦକ ଜିତିଲେ ରୁବିନା : ଭାରତର ପଦକ ସଂଖ୍ୟା ୪ ବୃଦ୍ଧି

ନୂଆଦିଲ୍ଲୀ/ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ପ୍ୟାରିସ ପାରା ଅଲିମ୍ପିକ୍ସରେ ଆଜି ଭାରତ ପାଇଁ ୧୦ ମିଟର ଏୟାର ପିସ୍ତଲ (ଏସ୍‌ଏଚ୍‌ ୧) ରେ ପଦକ ଜିତିଛନ୍ତି ରୁବିନା ଫ୍ରାନ୍ସିସ। ସେ ଏହି ଇଭେଣ୍ଟରେ ଦେଶ ପାଇଁ ବ୍ରୋଞ୍ଜ ପଦକ କବଜା କରିଛନ୍ତି । ଏଥିସହ ଶୁଟିଂରେ ଭାରତର ପଦକ ସଂଖ୍ୟା ୪ ଓ ମୋଟ ଉପରେ ପାରା ଅଲିମ୍ପିକ୍ସରେ ପଦକ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ରୁବିନା ୧୦ ମିଟର ଏୟାର ପିସ୍ତଲ (ଏସଏଚ୍‌ ୧)ରେ ଆରମ୍ଭରୁ ଦମ ଦେଖାଇ […]

1 min read

ଲାଞ୍ଚ ନେଉଥିଲେ କନିଷ୍ଠ ଯନ୍ତ୍ରୀ : ଭିଜିଲାନ୍ସକୁ ଦେଖି ଚେତା ବୁଡ଼ିଗଲା

ରାୟଗଡ଼ା/ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିବା ପରେ ଜଣେ କନିଷ୍ଠ ଯନ୍ତ୍ରୀ ଅଚେତ ହୋଇଗଲେ। ଆଜି ରାୟଗଡ଼ା ଜିଲ୍ଲାରେ ଦେଖିବାକୁ ମିଳିଛି ଏହି ଘଟଣା। ଭିଜିଲାନ୍ସ ଜାଲରେ ପଡ଼ିଥିବା ଏହି ଯନ୍ତ୍ରୀଙ୍କ ନାଁ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ। ସେ ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକରେ କାର୍ଯ୍ୟ କରନ୍ତି। ମନରେଗାରେ ହୋଇଥିବା ଏକ କାମର ବିଲ୍ କରିଦେବା ପାଇଁ ସେ ଜଣେ ଠିକାଦାରଙ୍କୁ ୨୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏନେଇ ସଂପୃକ୍ତ ଠିକାଦାର […]

1 min read

୨୦୩୬ ସୁଦ୍ଧା ଓଡ଼ିଶାକୁ ଏକ ବିକଶିତ ରାଜ୍ୟରେ ପରିଣତ କରାଯାଇ ପାରିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ଆଜି ରାଜ୍ୟ କୃଷି ଭବନରେ ଓଡ଼ିଶାର ଉଚ୍ଚ ଶିକ୍ଷା ବିଭାଗ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ମଧ୍ୟରେ ରାଜ୍ୟରେ PM-USHA କାର୍ଯ୍ୟକ୍ରମ ପାଇଁ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି। ୨୦୨୫-୨୬ ମଧ୍ୟରେ ଏହା କାର୍ଯ୍ୟକାରୀ କରାଯିବ। ଏଥିରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, PM-USHA କାର୍ଯ୍ୟକ୍ରମ ଦ୍ୱାରା ଉଚ୍ଚ ଶିକ୍ଷା ଅନୁଷ୍ଠାନ ଗୁଡିକର ଭିତ୍ତିଭୂମିର ବିକାଶ ହେବ ଏବଂ ଶିକ୍ଷାର ପରିସର ବ୍ୟାପକ ହେବ । କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ […]

1 min read

କେନାଲ ଭିତରେ ପଡ଼ିଗଲା ଛୁଆ ସହିତ ମା’ ହାତୀ

ଢେଙ୍କାନାଳ/ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ଢେଙ୍କାନାଳ ବନଖଣ୍ଡ ହିନ୍ଦୋଳ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ରାସୋଳ ସେକ୍ସନ ଲହଡ଼ାଠାରେ ସାପୁଆ ମୁଖ୍ୟ କେନାଲରେ ଶୁକ୍ରବାର ରାତିରୁ ଫସିଥିଲେ ମା’ ଓ ଛୁଆ ହାତୀ ଦୀର୍ଘ ୫ ଘଣ୍ଟାର କସରତ ପରେ ଜେସିବି ସହାୟତାରେ ବନ ବିଭାଗ କର୍ମଚାରୀ ଉଭୟଙ୍କୁ ମାଟି ପକାଇ ଉଦ୍ଧାର କରିଛି। ଗତକାଲି ବିଳମ୍ବିତ ରାତିରେ ଏହି ରାସ୍ତା ଦେଇ ଏକ ହାତୀ ପଲ ଯାଉଥିବା ବେଳେ ଅସାବଧାନତାବଶତଃ ମା’ ସହ ଛୁଆ ହାତୀ କେନାଲ ମଧ୍ୟକୁ ଖସି […]

1 min read

ବଡ଼ଠାକୁରଙ୍କ ଆଡ଼ପ ପହଣ୍ଡି ଅଘଟଣ ପାଇଁ ହେବ ପ୍ରତିକାର ପୂଜା : ଆଇନ ମନ୍ତ୍ରୀ

ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ବଡ଼ଠାକୁର ଶ୍ରୀ ବଳଭଦ୍ରଙ୍କ ଆଡ଼ପ ପହଣ୍ଡି ଅଘଟଣର ପ୍ରତିକାର ପୂଜା କରିବେ ରାଜ୍ୟ ସରକାର। ଏଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଯାହା ଘଟିଗଲା ତାହା ଦୁର୍ଘଟଣା । ଅବହେଳା କାରଣରୁ ଏଭଳି ଦୁର୍ଘଟଣା ଘଟିଛି। ହେଲେ ବଡ଼ ଠାକୁର ପଡ଼ି ନାହାନ୍ତି। ସେବାୟତଙ୍କ ପିଠିରେ ଭରା ଦେଇ ରହି ଯାଇଥିଲେ। ତଦନ୍ତରୁ ବଡ଼ ଠାକୁରଙ୍କ କୌଣସି ଅଙ୍ଗ ତଳେ ଲାଗି ନଥିବା ଜଣାପଡ଼ିଛି। ତେଣୁ ଏଥିପାଇଁ ପ୍ରତିକାର ପୂଜା […]

1 min read

ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି : ଧର୍ମେନ୍ଦ୍ର ପ୍ରଧାନ

କଟକ,୩୧-୦୮-୨୪(ପିପିଏସ) : ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି ବୋଲି କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଜି କଟକରେ ସ୍ୱାୟତ୍ତ ଶାସନ ଦିବସ ଉତ୍ସବରେ ଯୋଗ ଦେବା ଅବସରରେ ଏହା କହିଛନ୍ତି ଧର୍ମେନ୍ଦ୍ର । ସେ କହିଛନ୍ତି, ଯେଉଁ ରେଭେନ୍ସାଙ୍କ ନାଁରେ ଏହା ହୋଇଛି, ତାଙ୍କ ଭୂମିକା କ’ଣ ଥିଲା ? ନଅଙ୍କ ଦୁର୍ଭିକ୍ଷ ବେଳେ ସେହି ରେଭେନ୍ସା ବ୍ୟକ୍ତି ଜଣଙ୍କ କରୁଥିଲେ କଣ ? ଯେଉଁ ବ୍ୟକ୍ତି ଓଡ଼ିଆଙ୍କୁ କଷ୍ଟ ଦେଉଥିଲେ, ତାହା କ’ଣ […]

1 min read

ଲାଞ୍ଚ ନେଲାବେଳେ ଧରିଲା ଭିଜିଲାନ୍ସ

ବାରିପଦା/ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବାରିପଦା ଟାଉନ ଥାନା ଏଏସ୍‌ଆଇ ରାମଚନ୍ଦ୍ର ସୋରେନ। ତାଙ୍କଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି। ଏକ ମାମଲାରେ ଜଣେ ଅଭିଯୁକ୍ତଙ୍କୁ ସହାୟତା ଦେବା ପାଇଁ ୬ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ଏଏସ୍‌ଆଇ ରାମଚନ୍ଦ୍ର ସୋରେନ। ଅଭିଯୁକ୍ତ ଏ ସଂପର୍କରେ ଭିଜିଲାନ୍ସକୁ ଜଣାଇଥିଲେ। ଯୋଜନା ପ୍ରକାରେ ଆଜି ଏଏସ୍‌ଆଇ ରାମଚନ୍ଦ୍ର ସୋରେନ ଅଭିଯୁକ୍ତଙ୍କଠାରୁ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ କର୍ମଚାରୀମାନେ ତାଙ୍କୁ ଧରିଥିଲେ। […]

1 min read

ଶେଷରେ ବନ୍ଧା ହେଲେ କୋଟିପତି କନିଷ୍ଠ କିରାଣି : ଗତକାଲି ୬ଟି ସ୍ଥାନରେ ହୋଇଥିଲା ଚଢ଼ାଉ

ବାଲେଶ୍ୱର/ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ବାଲେଶ୍ୱର ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କନିଷ୍ଠ କିରାଣି ଭାବେ କାର୍ଯ୍ୟ କରୁଥିବା ପ୍ରଦୀପ କୁମାର ଦାସଙ୍କୁ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଗିରଫ କରିଛି ଭିଜିଲାନ୍ସ । ଗତକାଲି ପ୍ରଦୀପଙ୍କର ବାଲେଶ୍ୱରର ପୈତୃକ ଓ ସଂପର୍କୀୟଙ୍କ ଘର ସମେତ ୬ଟି ସ୍ଥାନରେ ଏକ କାଳୀନ ଚଢ଼ାଉ କରାଯାଇଥିଲା । ଚଢ଼ଉ ବେଳେ ଭିଜିଲାନ୍ସ ଅଧିକାରୀ ପ୍ରଦୀପଙ୍କର ଦୁଇ ମହଲା ବିଶିଷ୍ଟ ମାର୍କେଟ କମ୍ପ୍ଲେକ୍ସ ଠାବ କରିଥିଲେ । ଏଥିସହ ବାଲେଶ୍ୱର ସହରର […]