1 min read

ନିଟ୍‌-ପିଜି ପରୀକ୍ଷା ଘୁଞ୍ଚାଇବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଆସନ୍ତା ୧୧ରେ ଅନୁଷ୍ଠିତ ହେବାକୁ ଥିବା ନିଟ୍‌-ପିଜି ପରୀକ୍ଷା ଘୁଞ୍ଚାଇବାକୁ ଯେଉଁ ଆବେଦନ କରାଯାଇଥିଲା, ତାହାକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି । ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ.ଚନ୍ଦ୍ରଚୂଡ, ଜଷ୍ଟିସ ମନୋଜ ମିଶ୍ର ଏବଂ ଜଷ୍ଟିସ ଜେ.ବି.ପାର୍ଦିୱାଲାଙ୍କୁ ନେଇ ଗଠିତ ତିନିଜଣିଆ ପୀଠ ଶୁକ୍ରବାର ମାମଲାର ଶୁଣାଣି କରି ଉପରୋକ୍ତ ରାୟ ଦେଇଛନ୍ତି । ପୀଠ ଆହୁରି କହିଛନ୍ତିି ଯେ ନିଟ୍‌-ପିଜି ପରୀକ୍ଷା ସ୍ଥଗିତ ରଖି ୨ ଲକ୍ଷ ପରୀକ୍ଷାର୍ଥୀଙ୍କ କ୍ୟାରିୟର ପାଇଁ କ୍ଷତି ପହଞ୍ଚାଇବା […]

1 min read

ଜେଲରୁ ବାହାରିବା ପରେ ପ୍ରଥମ ସକାଳ ଦେଖିଲେ ସିଶୋଦିଆ

ନୂଆଦିଲ୍ଲୀ: ଆମ୍‌ ଆଦମୀ ପାର୍ଟି (ଆପ୍‌) ନେତା ତଥା ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିଶୋଦିଆ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଥିବା ନିଜ ଆକାଉଣ୍ଟରେ ଶନିବାର ସକାଳେ ଏକ ପୋଷ୍ଟ କରିଛନ୍ତି। ପୋଷ୍ଟରେ ନିଜ ସ୍ତ୍ରୀଙ୍କ ସହିତ ଏକ ସେଲ୍‌ଫି ବି ଶେୟାର କରିଛନ୍ତି । ହାତରେ ରହିଛି ଏକ ଚା’ କପ୍‌ । ଜେଲରୁ ବାହାରିବା ପରେ ଏହା ତାଙ୍କର ପ୍ରଥମ ପୋଷ୍ଟ ଥିଲା, ଯାହା ତାଙ୍କ ପାଇଁ ଏକ ସ୍ଵତନ୍ତ୍ର ମୁହୂର୍ତ୍ତ। ଏହି ପୋଷ୍ଟରେ […]

1 min read

ଜଳାଶୟ ଭିତରେ ଛିଡ଼ା ହୋଇ ଆକୁଳ ନିବେଦନ କରୁଛନ୍ତି ବାଂଲାଦେଶୀ ହିନ୍ଦୁ : ଆମକୁ ଭାରତ ଆସିବାକୁ ଦିଅ

ନୂଆଦିଲ୍ଲୀ: ବାଂଲାଦେଶରେ ଅନ୍ତରୀଣ ସରକାର ଗଠନ ହୋଇଛି ସତ, କିନ୍ତୁ ହିଂସା ଥମୁନାହିଁ। ବିକ୍ଷୋଭକାରୀମାନେ ସଂଖ୍ୟାଲଘୁ ହିନ୍ଦୁ ଏବଂ ଖ୍ରୀଷ୍ଟିଆନଙ୍କ ଉପରେ ଅତ୍ୟାଚାର ଜାରି ରଖିଛନ୍ତି। ଦେଶରେ ରହୁଥିବା ଅନେକ ହିନ୍ଦୁ ପରିବାର ଘରଦ୍ଵାର ଛାଡ଼ି ଭାରତ-ବାଂଲାଦେଶ ସୀମାରେ ପହଞ୍ଚିଛନ୍ତି। ସେମାନେ ସମସ୍ତେ ଭାରତ ଆସିବାକୁ ଚାହୁଁଛନ୍ତି। ଜଳାଶୟ ଭିତରେ ରହି ଭାରତ ଆସିବାକୁ ଅନୁମତି ଦେବା ଲାଗି ଭାରତୀୟ ଯବାନଙ୍କୁ ଅନୁରୋଧ କରୁଛନ୍ତି। ସୀମାନ୍ତରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ପଶ୍ଚିମବଙ୍ଗ ସୀମାନ୍ତ କୁଚବିହାର […]

1 min read

ହତ୍ୟା ପୂର୍ବରୁ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ : ଜଣେ ଗିରଫ

କୋଲକାତା ମେଡିକାଲ କଲେଜରେ ଘଟିଥିଲା ଲୋମଟାଙ୍କୁରା ଘଟଣା କୋଲକାତା: ପଶ୍ଚିମବଙ୍ଗର ଆର.ଜେ କର ମେଡିକାଲ କଲେଜ ଓ ହସ୍ପିଟାଲରେ ଶିକ୍ଷାନବିସ ଡାକ୍ତର (ଟ୍ରେନି ଡାକ୍ତର)ଙ୍କ ସହ ଘଟିଥିବା ଲୋମଟାଙ୍କୁରା ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ମହିଳା ଡାକ୍ତରଙ୍କୁ ପ୍ରଥମେ ଦୁଷ୍କର୍ମ କରି ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପୁଲିସ ଏହି ମାମଲାରେ ଖୋଳତାଡ ଜାରି ରଖିଥିବା ବେଳେ ସିସିଟିଭି ଫୁଟେଜ ଆଧାରରେ ଜଣଙ୍କୁ ଗିରଫ କରିଛି। ମୃତା ଡାକ୍ତର ଜଣଙ୍କ କଲେଜ ସେମିନାର ହଲରେ ଅଚେତ […]

1 min read

ଆକାଶ ମାର୍ଗରୁ ୱାୟନାଡର ସ୍ଥିତି ପରଖିଲେ ପ୍ରଧାନମନ୍ତ୍ରୀ ମୋଦି

ୱାୟନାଡ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କେରଳରେ ପହଞ୍ଚି ଆକାଶମାର୍ଗରୁୱାୟନାଡରେ ଘଟିଥିବା ପ୍ରାକୃତିକ ବିପର୍ଯ୍ୟୟର ଚିତ୍ର ଦେଖିଛନ୍ତି। ଏପରିକିପ୍ରଧାନମନ୍ତ୍ରୀ ମୋଦି ଭୂସ୍ଖଳନର ଉତ୍ପତିସ୍ଥଳ ଦେଖିବା ସହ ୱାୟନାଡର ସ୍ଥିତିପରଖିଛନ୍ତି। ଯେଉଁ ଇରୁଭାଝିଞ୍ଜି ପୂଝା ନଦୀରେ ଅଧିକ ପାଣି ଆସିବାରୁ ଭୂସ୍ଖଳନହୋଇଥିଲା।ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ଏବଂରାଜ୍ୟପାଳ ଆରିଫ ମହମ୍ମଦ ଖାନ୍‌ ଏକ ସ୍ବତନ୍ତ୍ର ବିମାନରେ ପ୍ରାକୃତିକ ବିପର୍ଯ୍ୟୟରଚିତ୍ର ଦେଖିଛନ୍ତି। ତାଙ୍କ ସହ କେନ୍ଦ୍ର ପେଟ୍ରୋଲିୟମ ଏବଂ ପର୍ଯ୍ୟଟନ ମନ୍ତ୍ରୀସୁରେଶ ଗୋପୀ ମଧ୍ୟ […]

1 min read

ଇସ୍ରାଏଲ୍‌ର ଏକ ସ୍କୁଲ୍‌ ଉପରେ ଆକ୍ରମଣ : ୧୦୦ ଅଧିକ ମୃତ

ନୂଆଦିଲ୍ଲୀ: ଇସ୍ରାଏଲରେ ଏକ ଆକ୍ରମଣରେ ପ୍ରାୟ ୧୦୦ରୁ ଅଧିକ ଲୋକଙ୍କର ମୃତ୍ୟୁଘଟିଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି। ହମାସ୍ ପରିଚାଳିତ ଗାଜା ସରକାରୀଗଣମାଧ୍ୟମ କାର୍ଯ୍ୟାଳୟ ଅନୁଯାୟୀ ଲୋକମାନେ ପ୍ରାର୍ଥନା କରୁଥିବା ବେଳେ ଏହି ଆକ୍ରମଣଘଟିଛି।କାର୍ଯ୍ୟାଳୟ ପକ୍ଷରୁ ଏକ ବିବୃତ୍ତିରେ କୁହାଯାଇଛି ଯେ ଲୋକମାନେ ପ୍ରାର୍ଥନାକରୁଥିବା ସମୟରେ ବିସ୍ଥାପିତ ଲୋକଙ୍କୁ ଇସ୍ରାଏଲ୍ ଟାର୍ଗେଟ କରିଥିଲା, ଯାହା ଫଳରେଆହତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇଥିଲା।ପୂର୍ବ ସପ୍ତାହରେ ଗାଜାର ଚାରିଟିସ୍କୁଲ ଉପରେ ଆକ୍ରମଣ ପରେ ଏହି ନୂତନ ଆକ୍ରମଣର […]

1 min read

ବ୍ରାଜିଲରେ ବଡ଼ ବିମାନ ଦୁର୍ଘଟଣା: ୬୨ ଜଣ ଯାତ୍ରୀ ମୃତ

ନୂଆଦିଲ୍ଲୀ: ବ୍ରାଜିଲରେ ବଡ଼ ବିମାନ ଦୁର୍ଘଟଣା, ଜନବସତି ଉପରେ ଖସିବା ପରେ ଜଳିଗଲାଯାତ୍ରୀବାହୀ ବିମାନ। ଦୁର୍ଘଟଣାରେ ମୋଟ ୬୨ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା।ବ୍ରାଜିଲ୍‌ର ସାଓ ପଲୋରେ ଶୁକ୍ରବାର ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତହୋଇଥିବା ଦେଖିବାକୁ ମିଳିଛି।  ଜନବସତି ଅଂଚଳରେ ବିମାନଟି ଖସିବା ପରେ ଜଳିଯାଇଛି।ବିମାନରେ ମୋଟ୍‌ ୫୮ ଜଣ ଯାତ୍ରୀ ଏବଂ ୪ ଜଣ ବିମାନ କର୍ମଚାରୀ ଥିଲେ।ଦୁର୍ଘଟଣାରେସମସ୍ତ ୬୧ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରାଥମିକ ରିପୋର୍ଟରୁ ଜଣାପଡ଼ିଛି। ତେବେମୃତାହତଙ୍କ ସଂପର୍କରେ ସରକାରୀ ଭାବେ […]

1 min read

ୱାୟନାଡ ସ୍ଥିତି ପରିଖିଲେ ପ୍ରଧାନମନ୍ତ୍ରୀ : ୨ହଜାର କୋଟି ଟଙ୍କାର ସହାୟତା ମାଗିଲେ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ

କେରଳର ୱାୟନାଡ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ପରିଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଶନିବାର ଆକାଶମାର୍ଗରୁ ନୀରିକ୍ଷଣ କରିବା ସହ ଭୂସ୍ଖଳନ ଦ୍ୱାରା ହୋଇଥିବା କ୍ଷୟକ୍ଷତି ଅଞ୍ଚଳରେ ପହଞ୍ଚି ସମୀକ୍ଷା କରିଛନ୍ତି। ଏହି ସମୟରେ କେରଳର ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ଉପସ୍ଥିତ ରହିଥିଲେ। ଏହି ବିପର୍ଯ୍ୟୟକୁ ଜାତୀୟ ବିପର୍ଯ୍ୟୟ ଘୋଷଣା କରିବାକୁ କେରଳର ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି। ଏହାସହିତ ୨ହଜାର କୋଟି ଟଙ୍କାର ସହାୟତା ମାଗିଛନ୍ତି ମୁଖ୍ୟମନ୍ତ୍ରୀ। ମୋଦୀଙ୍କ ସମୀକ୍ଷା ପରେ ପୀଡିତଙ୍କ ପାଇଁ […]

1 min read

ଭୟ ବଢ଼ାଉଛି ବାଂଲାଦେଶ ସୀମା ସେପଟ ଭିଡ଼

ଭାରତ-ବାଂଲାଦେଶ ସୀମାରେ ବଢୁଛି ଉତ୍ତେଜନା । ପଶ୍ଚିମବଙ୍ଗ କୁଚବେହାରରେ ଭାରତ-ବାଂଲାଦେଶ ସୀମାରେ, ସୀମା ସେପଟେ ଭିଡ଼ ଜମାଇଛନ୍ତି ହଜାର ହଜାର ବାଂଲାଦେଶୀ। ସତେ ଯେମିତି ମେଳା ଲାଗିଛି । ନିଜ ଦେଶରେ ସ୍ଥିତି ଭୟଙ୍କର ଥିବା ବେଳେ, ଭାରତକୁ ଅନୁପ୍ରବେଶ ପାଇଁ କରିଛନ୍ତି ଅପେକ୍ଷା। କେବଳ ଆଜି ନୁହେଁ, ହାସିନା ସରକାରର ପତନ ପରଠୁ ପ୍ରତିଦିନ ଏଭଳି ଭିଡ଼ ଦେଖିବାକୁ ମିଳୁଛି ବୋଲି କହିଛନ୍ତି ସ୍ଥାନୀୟ ବାସିନ୍ଦା। ଅନ୍ୟପଟରେ ବାଂଲାଦେଶରେ ୟୁନୁସ୍ ସରକାର ଆରମ୍ଭ ହୋଇଥିବା ବେଳେ, […]

1 min read

ବର୍ଷାରେ ଭାଙ୍ଗିଗଲା ଝାଟିମାଟି ଘର

ନୟାହାଟ,୯/୮: ପୁରୀ ଜିଲ୍ଲା ଗୋପ ବ୍ଲକ ଅର୍ନ୍ତଗତ ଧୂମାଳ ପଞ୍ଚାୟତର ଧୂମାଳ ବ୍ରାହ୍ମଣ ଶାସନ ଗ୍ରାମର ତାପସ କୁମାର ମିଶ୍ରଙ୍କ ଝାଟିମାଟି ଘର ଗୁରୁବାର ଦିନ ରାତିରେ ପ୍ରବଳ ବର୍ଷାରେ ଭାଙ୍ଗିଯାଇଛି।ସେ ଜଣେ ଗରିବ ଦିନ ମଜୁରିଆ ହୋଇଥିବାରୁ ଛାତ ଘର କରିବା ପାଇଁ ତାଙ୍କର ସମ୍ପଳ ନାହିଁ । ରାଜ୍ୟ ସରକାରଙ୍କ ପକ୍ଷରୁ ଆବାସ ଯୋଜନାରେ ଘର ଖଣ୍ଡେ ଯୋଗାଇ ଦେବା ପାଇଁ ସାଧାରଣରେ ଦାବି ହୋଇଛି ।