1 min read

ଡାକ୍ତର ହେବ ଦିନ ମଜୁରିଆଙ୍କ ପୁଅ : ବାଧକ ସାଜିଛି ଅର୍ଥ

କନ୍ଧମାଳ/ଭୁବନେଶ୍ୱର,୨୧-୦୯-୨୦୨୪(ପିପିଏସ) : କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଲକ ମୁଣ୍ଡିଗଡ଼ ଗାଁର ଦିନ ମଜୁରିଆ ବାପା ମା’ଙ୍କ ପୁଅ ହେବାକୁ ଯାଉଛନ୍ତି ଡାକ୍ତର । ପିନ୍ଧିବ ଧଳା ଆପ୍ରନ, ବେକରେ ପକାଇବ ଷ୍ଟେଥୋସ୍କୋପ । ପୁଅ ନିଟ୍‌ ପରୀକ୍ଷାରେ ପାସ୍‌ କରିବା ପରେ ମେଡିକାଲରେ ସିଟ୍‌ ବି ପାଇ ଯାଇଛି । ପୁଅ ଡାକ୍ତରୀ ପଢ଼ିବ ଜାଣି ବାପାମା’ଙ୍କ ପାଦ ତଳେ ଲାଗୁନି। ପୁଅ ସହ ସେମାନଙ୍କର ବି ବର୍ଷ ବର୍ଷର କଠିନ ପରିଶ୍ରମ ସାକାର ହୋଇଛି । […]

1 min read

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବନ୍ଧାହେଲେ ମୁଖ୍ୟଯନ୍ତ୍ରୀ

ବାଲେଶ୍ୱର/ଭୁବନେଶ୍ୱର,୨୧-୦୯-୨୦୨୪(ପିପିଏସ) : ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ କୋଟିପତି ମୁଖ୍ୟଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ । ବାଲେଶ୍ୱର ରୁରାଲ୍‌ ୱାର୍କସ ମୁଖ୍ୟଯନ୍ତ୍ରୀ ଏନ୍‌ଭି ହରିହର ରାଓଙ୍କୁ ଆଜି ଭିଜିଲାନ୍ସ ଗିରଫ କରିଥିବା ଜଣାଯାଇଛି। ଗତକାଲି ହରିହରଙ୍କ ପୈତୃକ ଘର, ଅଫିସ, ଭୁବନେଶ୍ୱର, ବ୍ରହ୍ମପୁର, ବାଲେଶ୍ୱର, କେନ୍ଦୁଝର ଓ ଫୁଲବାଣୀରେ ଥିବା ଘର ସମେତ ମୋଟ ୧୧ଟି ସ୍ଥାନରେ ଚଢଉ କରିଥିଲା ଭିଜିଲାନ୍ସ। ଚଢ଼ଉ ବେଳେ ୨ଟି କୋଠା, ଗୋଟିଏ ଫ୍ଲାଟ୍‌ ଓ ୪ଟି ପ୍ଳଟ୍‌ ଓ ଦୁଇଟି […]

1 min read

ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୦ମ ସ୍ଥାପନା ଦିବସ ପାଳନ

ବାରଙ୍ଗ/କଟକ,୨୦-୦୯-୨୦୨୪(ପିପିଏସ) : ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୦ମ ସ୍ଥାପନା ଦିବସ ଆଜି ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ବାରଙ୍ଗ ବ୍ଲକ୍ ସ୍ଥିତ ରାମଦାସପୁର ଠାରେ ଅନୁଷ୍ଠିତ ହୋଇଯାଇଅଛି । ବାଙ୍କୀ ବିଧାୟକ ଦେବିରଞ୍ଜନ୍ ତ୍ରିପାଠୀ ଆନୁଷ୍ଠାନିକ ଭାବରେ ଏହି ସ୍ଥାପନା ଦିବସ କୁ ଉଦ୍ଘାଟନ କରି ଗ୍ରାମାଞ୍ଚଳ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଇଂରାଜୀ ମାଧ୍ୟମରେ ସି ବି ଏସ୍ ଇ ପାଠ୍ୟକ୍ରମ ଗ୍ରହଣ ପାଇଁ ଆଦର୍ଶ ବିଦ୍ୟାଳୟ ଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ଭୂମିକା ସଂପର୍କରେ ବକ୍ତବ୍ୟ ରଖିଥିଲେ । ଅପରାହ୍ନରେ […]

1 min read

ବିଡିଏକୁ ବିଏସ୍‌ଏବିଟି ବୋଝ

ଆୟ ପାଇଁ ବାଟ ବନ୍ଦ ରଖିଛନ୍ତି ଅଧିକାରୀ ଭୁବନେଶ୍ୱର: ବିଶ୍ବସ୍ତରୀୟ ବରମୁଣ୍ଡା ବସ୍‌ଷ୍ଟାଣ୍ଡ ବା ବିଏସ୍‌ଏବିଟି ପୁଣି ଥରେ ଚର୍ଚ୍ଚାକୁ ଆସିଛି। ୧୮୦ କୋଟିରୁ ଊର୍ଦ୍ଧ୍ବ ଟଙ୍କା ଖର୍ଚ୍ଚ କରି ବିଡିଏ ଏହାକୁ ନିର୍ମାଣ କଲା। ରକ୍ଷଣାବେକ୍ଷଣ ପାଇଁ ବର୍ଷକୁ ଏବେ ୧କୋଟି ୨୦ ଲକ୍ଷ ଖର୍ଚ୍ଚ କରୁଛି। ହେଲେ ଏଥିରୁ ୧ଟଙ୍କା ୨୦ ପଇସା ବି ଆସୁନି। ଯେଉଁଥିରୁ ରୋଜଗାର ହୋଇଥାନ୍ତା ବା ଯେତିକି ଖର୍ଚ୍ଚ ହେଉଛି ତାହା ଉଠି ଯାଇଥାନ୍ତା, ତାହାର ବ୍ୟବସ୍ଥା କରୁନାହିଁ। […]

1 min read

କଳଙ୍କ ଲଗାଇଲା ଆଦର୍ଶ ଥାନା

ଭୁବନେଶ୍ୱର,୨୦-୦୯-୨୦୨୪(ପିପିଏସ) : କମିସନରେଟ୍‌ ପୁଲିସ ଅଧିନ ଭରତପୁର ଥାନା ଘଟଣାରେ ମେଜରଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାକୁ ନେଇ ଏବେ ତେଜିଛି ରାଜନୀତି | ବିରୋଧୀ ରାଜ୍ୟ ସରକାରଙ୍କୁ କଡା ଟାର୍ଗେଟ କରିଥିବାବେଳେ ରାଜ୍ୟ ସରକାର କହିଛନ୍ତି ଯେ ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ସହିତ ଥିବା ଜଣେ ମହିଳାଙ୍କୁ ଅସଦାଚରଣ ତଥା ଆକ୍ରମଣ ଅଭିଯୋଗକୁ ସରକାର ଅତ୍ୟନ୍ତ ଗୁରୁତର ଭାବେ ଗ୍ରହଣ କରିଛନ୍ତି। ଘଟଣା ସରକାରଙ୍କ ଦୃଷ୍ଟିକୁ ଆସିବା ମାତ୍ରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ସହିତ […]

1 min read

କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଶାରଦୀୟ ଦୁର୍ଗାପୂଜା ପ୍ରସ୍ତୁତି ବୈଠକ

କଟକ,୨୦-୦୯-୨୦୨୪(ପିପିଏସ) : ଆସନ୍ତା ପାର୍ବଣ ଉପଲକ୍ଷେ କଟକ ସାରଳା ଭବନ ଠାରେ କଟକ ଜିଲ୍ଲା ପ୍ରଶାସନ ଦ୍ୱାରା ଆୟୋଜିତ ” ଶାରଦୀୟ ଦୁର୍ଗାପୂଜା ପ୍ରସ୍ତୁତି ବୈଠକ- ୨୦୨୪ “ଉକ୍ତ ବୈଠକରେ କଟକ ଲୋକସଭା ସାଂସଦ ଶ୍ରୀଯୁକ୍ତ ଭର୍ତ୍ତୃହରି ମହତାବ,ମାନ୍ୟବର ଚୌଦ୍ବାର କଟକ ବିଧାୟକ, କଟକ ଜିଲ୍ଲାପାଳ, କଟକ ମହାନଗର ନିଗମ ର ମାନ୍ୟବର ମେୟର ସୁଭାଷ ଚନ୍ଦ୍ର ସିଂହ, କଟକ ମହାନଗର ଏବଂ କଟକ ପୂର୍ବଞ୍ଚଳ ଶାନ୍ତି କମିଟି ର ସଭାପତି, ସମ୍ପାଦକ ଓ ସଦସ୍ୟବୃନ୍ଦ, କଟକ […]

1 min read

ମିଛି ମିଛିକା ଫାଶୀ ଖେଳ : ଭଉଣୀ ଆଗରେ ଚାଲିଗଲା ଭାଇର ଜୀବନ !

ଝାରସୁଗୁଡ଼ା/ଭୁବନେଶ୍ୱର,୨୦-୦୯-୨୦୨୪(ପିପିଏସ) : ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଥାନା ଲମ୍‌ଟିବାହାଲ କ୍ୟାମ୍ପସ ଛକ ଠାରେ ଘଟିଛି ଏକ ଅଭାବନୀୟ ଘଟଣା । ଭାଇ ଭଉଣୀ ଝଗଡ଼ାରେ ମିଛି ମିଛିକା ଫାଶୀ ଖେଳରେ ଚାଲି ଯାଇଛି ଭାଇର ଜୀବନ । ଅନ୍ୟପଟେ ପୁତ୍ରର ମୃତ୍ୟୁ ପରେ, ଆତ୍ମହତ୍ଯା କରିଦେଲେ ବାପା। ଏଭଳି ଘଟଣା ଏବେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି। ଲମ୍‌ଟିବାହାଲ କ୍ୟାମ୍ପସ ଛକ ପାଖରେ ରହୁଥିବା ଝସକେତନ ସିଂହଙ୍କ ଝିଅ ଓ ପୁଅ ରୋହନ ସିଂହଙ୍କ […]

1 min read

ଅପରାଧିକ ମାମଲା ରୁଜୁ କଲା କ୍ରାଇମବ୍ରାଞ୍ଚ : ଗିରଫ ହୋଇ ପାରନ୍ତି ନିଲମ୍ବିତ ଥାନା ଅଧିକାରୀ ଦୀନକୃଷ୍ଣ ମିଶ୍ର ଓ ୪ ପୁଲିସ କର୍ମଚାରୀ

ଭୁବନେଶ୍ୱର,୨୦-୦୯-୨୦୨୪(ପିପିଏସ) : ଭୁବନେଶ୍ୱର ସ୍ଥିତ ଭରତପୁର ଥାନାରେ ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଓ ଦୁର୍ବ୍ୟବହାର ମାମଲାରେ ନିଲମ୍ବିତ ଥାନା ଅଧିକାରୀ ଦିନକୃଷ୍ଣ ମିଶ୍ର ଓ ଅନ୍ୟ ୪ଜଣ ପୁଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ ହୋଇଛି । ମେଜରଙ୍କ ଲଖିତ ଅଭିଯୋଗ ପରେ କ୍ରାଇମବ୍ରାଞ୍ଚ ଏହି ମାମଲା ରୁଜୁ କରିଛି। କ୍ରାଇମବ୍ରାଞ୍ଚ କେସ୍ ନଂ ୧୧/୨୦୨୪ରେ ଅପରାଧିକ ମାମଲା ରୁଜୁ କରିଥିବା ଜଣାଯାଇଛି। କିଛି ଦିନ ପୂର୍ବରୁ ଏହି ଘଟଣାର […]

1 min read

ଶୁଆର ୨ଘଣ୍ଟାର ଅସ୍ତ୍ରୋପଚାର

ନୂଆଦିଲ୍ଲୀ/ଭୁବନେଶ୍ୱର ୧୯-୦୯-୨୦୨୪(ପିପିଏସ): ମଧ୍ୟପ୍ରଦେଶର ସତନା ଜିଲ୍ଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏଠାରେ ଏକ ଡାକ୍ତର ଦଳ ଏପରି ଏକ ଚମତ୍କାର କରିଛନ୍ତି ଯାହା ବିଷୟରେ ଜାଣି ଲୋକେ ଆଶ୍ଚର୍ଯ୍ୟ ହୋଇଯାଉଛନ୍ତି। ଘଟଣାଟି ହେଉଛି ଏପରି, ଏକ ୨୧ ବର୍ଷ ବୟସ୍କା ଶୁଆ, ଯାହାର ନାମ ବେଟୁ ରଖାଯାଇଛି। ବେଟୁର ନିକଟରେ ସଫଳ ଟ୍ୟୁମର ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଙ୍କ ଦଳ ମିଳିତ ଭାବେ ଶୁଆ ବେକରୁ ୨୦ଗ୍ରାମର ଏକ ଟ୍ୟୁମର ବାହାର କରି ଏକ […]

1 min read

ବିପଦରେ ଗନ୍ଧମାର୍ଦନର ଔଷଧୀୟ ଗଛ

ସମ୍ବଲପୁର/ଭୁବନେଶ୍ୱର ୧୯-୦୯-୨୦୨୪(ପିପିଏସ): ବରଗଡ଼ ଏବଂ ବଲାଙ୍ଗୀର ମଧ୍ୟସ୍ଥଳରେ ରହିଛି ଔଷଧୀୟ ଗଛର ପାହାଡ଼ ଗନ୍ଧମାର୍ଦନ। ଏହା କେବଳ ପଶ୍ଚିମ ଓଡ଼ିଶା ନୁହେଁ ସମଗ୍ର ଦେଶ ପାଇଁ ବଡ଼ ଅବଦାନ। ସ୍ଥାନୀୟ ବୈଦ୍ୟମାନଙ୍କ ଅନୁସାରେ ଏଠାରେ ସମୁଦାୟ ୨ ହଜାରରୁ ଅଧିକ ପ୍ରଜାତିର ଗଛ ମଧ୍ୟରୁ ୩୦୦ ପ୍ରଜାତିର ବ୍ୟବହାରଯୋଗ୍ୟ ଔଷଧୀୟ ଗଛ ରହିଛି। ଏଥିରୁ ୫୮ ପ୍ରଜାତିର ଔଷଧୀୟ ଗଛ ଲୋପ ପାଇବା ଆରମ୍ଭ ହେଲାଣି। ଜଳବାୟୁ ପରିବର୍ତ୍ତନ, ଜଙ୍ଗଲପୋଡ଼ି ସହିତ ଔଷଧ ପ୍ରସ୍ତୁତ ଉଦେଶ୍ୟରେ ସବୁ […]