1 min read

ସୁଭଦ୍ରା ଯୋଜନା: ଦିନ-ରାତି ଜନସେବା କେନ୍ଦ୍ରରେ ଲାଇନରେ ଲୋକେ

ସୁଭଦ୍ରା ଯୋଜନା ପାଇଁ ଜନସେବା କେନ୍ଦ୍ରରେ ଭୋର ଚାରିଟାରୁ ରାତି ୯ ଟା ପର୍ଯ୍ୟନ୍ତ ଲୋକେ  ଲାଇନ ଲଗାଇଥିବା ଦେଖାଯାଇଛି ଏପରିକି ଅନେକ ମହିଳା ନିଜ ଛୋଟଛୋଟ ପିଲାଙ୍କୁ ନେଇ  ଭୋକ ଉପାସରେ ଲାଇନ ଲଗାଇଥିବା ଦେଖିବାକୁ ମିଳୁଛି.. ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ସୁଭଦ୍ରା ଯୋଜନା ପାଇଁ ଜନସେବା କେନ୍ଦ୍ରରେ ଭୋର ଚାରିଟାରୁ ରାତି ୯ ଟା ପର୍ଯ୍ୟନ୍ତ ଲୋକେ  ଲାଇନ ଲଗାଇଥିବା ଦେଖାଯାଇଛି। ଏପରିକି ଅନେକ ମହିଳା ନିଜ ଛୋଟଛୋଟ ପିଲାଙ୍କୁ ନେଇ  ଭୋକ ଉପାସରେ […]

1 min read

୫ ବର୍ଷରେ ବଜ୍ରପାତରେ ୧୧୦୩ ଜଣଙ୍କ ମୃତ୍ୟୁ: ସୁରେଶ ପୂଜାରୀ

ଭୁବନେଶ୍ୱର/୦୫-୦୯-୨୦୨୪(ପିପିଏସ ):  ବଜ୍ରପାତ ଜନିତ ମୃତ୍ୟୁ ସଂଖ୍ୟାରେ ଗତ ୫  ବର୍ଷ ଭିତରେ ଓଡ଼ିଶା ଭାରତରେ ସବୁ ରାଜ୍ୟଠାରୁ ଆଗରେ ରହିଛି । ଓଡ଼ିଶାରେ ଗତ  ୫ ବର୍ଷରେ ୧୧୦୩ ଜଣ ବଜ୍ରପାତରେ ମୃତ୍ୟୁ ବରଣ କରିଛନ୍ତି।ବାଦଲ-ବାଦଲ ଭିତରେ ଧକ୍କା ଯୋଗୁ ବଜ୍ରପାତ ଘଟିଥାଏ । ମାଟି ତଳେ ଥିବା ଖଣିଜ ପଦାର୍ଥ ସୁପରିବାହୀ ଭାବେ କାର୍ଯ୍ୟ କରି ବଜ୍ରପାତକୁ ଆକର୍ଷିତ କରିଥାଏ। ଏହା ଯୋଗୁ ଖଣିଜ ପଦାର୍ଥ ଅଧିକ ଥିବା ଅଞ୍ଚଳରେ ବେଶି ବଜ୍ରପାତ ଘଟିଥାଏ […]

1 min read

ସିବିଆଇକୁ ସୁପ୍ରିମ୍‌କୋର୍ଟଙ୍କ ପ୍ରଶ୍ନ

ନୂଆଦିଲ୍ଲୀ/ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି ଦ୍ବାରା ନ୍ୟାୟିକ ହେପାଜତରେ ଥିବାବେଳେ ମଦ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିଥିବା ହେତୁ ସିବିଆଇକୁ ଆଜି ଶୁଣାଣି ବେଳେ ପ୍ରଶ୍ନ କରିଛନ୍ତି ସର୍ବୋଚ୍ଚ ଅଦାଲତ। ସୁପ୍ରିମକୋର୍ଟ ଗୁରୁବାର ସିବିଆଇକୁ କେଜ୍ରିୱାଲ୍‌ଙ୍କୁ ଗିରଫ କରିବା ପ୍ରସଂଗରେ ଅନେକ କଥା ପଚାରିଛନ୍ତି। ସିବିଆଇ ଦ୍ବାରା ହୋଇଥିବା ଗିରଫଦାରୀକୁ କେଜ୍ରିୱାଲ୍‌ ଚ୍ୟାଲେଞ୍ଜ୍‌ କରି କରିଥିବା ଆବେଦନର ଶୁଣାଣି କରି କୋର୍ଟ ଏପରି କହିଛନ୍ତି।  ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା […]

1 min read

ମହିଳାଙ୍କ ଭିଡିଓ ରେକର୍ଡିଂ କରି ଧରାପଡ଼ିଲେ ତାମିଲି ଯୁବକ

ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ଗ୍ରାହକ ସାଜି ହୋଟେଲ୍‌ରେ ରହୁଥିଲା। ବାଛିବାଛି ମହିଳା ଗ୍ରାହକଙ୍କ ପାଖ ରୁମ୍‌ ନେଉଥିଲା। କାଇଦାରେ ସ୍କାଏଲାଇଟ୍‌ ଦେଇ ମହିଳାଙ୍କ ବାଥ୍‌ରୁମ୍‌ରେ ଗୁପ୍ତ କ୍ୟାମେରା ଖଞ୍ଜି ଦେଉଥିଲା। ସେହି କ୍ୟାମେରାରେ ମହିଳାଙ୍କ ଗାଧୋଇବା ବେଳର ନଗ୍ନ ଦୃଶ୍ୟକୁ ରେକର୍ଡିଂ କରିନେଉଥିଲା। ଏଭଳି ଜଣେ ଧୂର୍ତ୍ତ ତାମିଲ ଯୁବକ ଚନ୍ଦ୍ରଶେଖରନ୍‌ ଆଜି କମିସନରେଟ୍‌ ପୁଲିସର ‘ହର୍‌’ ଟିମ୍ ହାବୁଡ଼ରେ ପଡ଼ିଛି। ଆଜି ଲକ୍ଷ୍ମୀସାଗର ଥାନା ପୁଲିସ ତାକୁ କୋର୍ଟ ଚାଲାଣ କରିଛି। ତା’ଠାରୁ ଜବତ ୨ […]

1 min read

ନାଳରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର: ପ୍ରେମ ବ୍ୟାପରକୁ ନେଇ ହତ୍ୟା ସନ୍ଦେହ!

ଧର୍ମଶାଳା/ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ଧର୍ମଶାଳା ଥାନା ରଥିଆ ଗାଁ ନିକଟ ଏକ କ୍ରସର ପାଖ ନାଳରୁ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଉଛନ୍ତି ଅଭୟପୁର ଗ୍ରାମର ନରହରି ବେହେରାଙ୍କ ଏକମାତ୍ର ପୁଅ ରୁଦ୍ରପ୍ରସାଦ(୧୭) । ସେ ଜଣେ ଯୁକ୍ତ ଦୁଇ ଛାତ୍ର। ପ୍ରେମ ବ୍ୟାପରକୁ ନେଇ ତାଙ୍କୁ ହତ୍ୟା  କରାଯାଇଥିବା ସନ୍ଦେହ ପ୍ରକାଶ ପାଇଛି।୨ ଦିନ ହେଲା ରୁଦ୍ର ନିଖୋଜ ଥିଲେ। ଗୁରୁବାର ସକାଳେ ନାଳରୁ ତାଙ୍କ ମୃତଦେହ ମିଳିଛି। ଯାଜପୁର ଜିଲ୍ଲା […]

1 min read

ଏଥର ଐତିହାସିକ ବାଲିଯାତ୍ରା ଜାରି ରହିବ ୮ ଦିନ

ଐତିହାସିକ ବାଲିଯାତ୍ରା ପାଇଁ କଟକ ଜିଲ୍ଲା ପ୍ରଶାସନ ଏବେ ଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆସନ୍ତା ନଭେମ୍ବର ୧୫ରୁ ମହାନଦୀପଠାରେ ବାଲିଯାତ୍ରା ଆରମ୍ଭ ହେବ। ଏହି ଯାତ୍ରା ନଭେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଜାରି ରହିବ। କଟକ/୦୫-୦୯-୨୦୨୪(ପିପିଏସ ): ଐତିହାସିକ ବାଲିଯାତ୍ରା ପାଇଁ କଟକ ଜିଲ୍ଲା ପ୍ରଶାସନ ଏବେ ଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆସନ୍ତା ନଭେମ୍ବର ୧୫ରୁ ମହାନଦୀପଠାରେ ବାଲିଯାତ୍ରା ଆରମ୍ଭ ହେବ। ଏହି ଯାତ୍ରା ନଭେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଜାରି ରହିବ। କଟକ […]

1 min read

କେଜ୍ରିୱାଲ୍‌ଙ୍କ ଜାମିନ୍‌ ଆବେଦନକୁ ସିବିଆଇର ବିରୋଧ

ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଅଭିଯୁକ୍ତଙ୍କ ସହ ବିଚାର କରାଯିବା ଉଚିତ ନୁହେଁ ବୋଲି କହି ତାଙ୍କ ଜାମିନ୍‌କୁ ବିରୋଧ କଲା ସିବିଆଇ। ନୂଆଦିଲ୍ଲୀ/ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିିୱାଲ୍‌ଙ୍କ ଜାମିନ୍‌ ଆବେଦନ ଉପରେ ସୁପ୍ରିମକୋର୍ଟ ଶୁଣାଣି କରିବାକୁ ଥିବା ବେଳେ ଏହାକୁ ବିରୋଧ କରିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)। ଶୀର୍ଷ ଅଦାଲତକୁ ଗୁରୁବାର କେଜ୍ରିୱାଲ୍‌ଙ୍କ ଜାମିନ୍‌ ଶୁଣାଣି କରିବାକୁ ଥିବା ବେଳେ ସିବିଆଇ ଯୁକ୍ତି କରିଛି ଯେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ତାଙ୍କ […]

1 min read

ପ୍ୟାରିସ ପାରାଲିମ୍ପିକ୍ସ : ୬ଷ୍ଠ ଦିନରେ ଭାରତ ଆଣିଲା ୫ ପଦକ

ନୂଆଦିଲ୍ଲୀ/ଭୁବନେଶ୍ୱର,୦୪-୦୯-୨୪(ପିପିଏସ) : ପ୍ୟାରିସ ପାରାଅଲିମ୍ପିକ୍ସରେ ଜାରି ରହିଛି ମେଡାଲ ବର୍ଷା। ଚମକୁଛନ୍ତି ଭାରତୀୟ ପାରା ଆଥଲେଟ୍‌। ଷଷ୍ଟ ଦିନରେ ଭାରତକୁ ମିଳିଛି ୫ଟି ପଦକ। ଏହାକୁ ମିଶାଇ ଭାରତର ମୋଟ ପଦକ ସଂଖ୍ୟା ୨୦ରେ ପହଞ୍ଚିଛି। ଷଷ୍ଠ ଦିନରେ ଜାଭଲିନ୍‌, ହାଇଜମ୍ପ ଓ ୪୦୦ ମିଟର ଦୌଡରୁ ୨ଟି ରୌପ୍ୟ ଓ ୩ କାଂସ୍ୟ ସହ ୫ ପଦକ ହାତେଇଛି ଭାରତ। ପ୍ରଥମେ ଦୀପ୍ତି ଜୀବନଜୀ ୪୦୦ ମିଟର ଦୌଡ଼ରେ ଫାଇନାଲରେ ଦେଶ ପାଇଁ ଏହି ସଫଳତା […]

1 min read

ପ୍ୟାରିସ ପାରାଲିମ୍ପିକ୍ସ : ଭାରତ ପାଇଁ ବ୍ରୋଞ୍ଜ ଆଣିଲେ ଦୀପ୍ତି

ନୂଆଦିଲ୍ଲୀ/ଭୁବନେଶ୍ୱର,୦୪-୦୯-୨୪(ପିପିଏସ) : ପାରା ଅଲିମ୍ପିକ୍ସର ଦୌଡ଼ କୁଦରୁ ଭାରତକୁ ଆଉ ଏକ ବ୍ରୋଞ୍ଜ ପଦକ ମିଳିଛି । ଭାରତର ଦୀପ୍ତି ଜୀବନଜୀ ୪୦୦ ମିଟର ଟି୨୦ ଫାଇନାଲରେ ଦେଶ ପାଇଁ ଏହି ସଫଳତା ଆଣିଛନ୍ତି। ସେ ୫୫.୮୨ ସେକେଣ୍ଡରେ ୪୦୦ ମିଟର ଦୂରତା ଅତିକ୍ରମ କରି ତୃତୀୟ ସ୍ଥାନରେ ରହିବାକୁ ସକ୍ଷମ ହୋଇଛନ୍ତି। ଏହି ଇଭେଣ୍ଟରେ ୟୁକ୍ରେନର ଶୁଲିଆର ସ୍ୱର୍ଣ୍ଣ ଓ ତୁର୍କୀର ଆୟସେଲ ଓଣ୍ଡେର l ଦୀପ୍ତିଙ୍କ ଠାରୁ ଭାରତ ସ୍ୱର୍ଣ୍ଣ ପଦକର ଆଶା ରଖିଥିଲେ […]

1 min read

ପ୍ୟାରିସ ପାରାଲିମ୍ପିକ୍ସ, ଭାରତକୁ ମିଳିଲା ଆଉ ଏକ ରୌପ୍ୟ : ୨୧ରେ ପହଁଚିଲା ପଦକ ସଂଖ୍ୟା

ନୂଆଦିଲ୍ଲୀ/ଭୁବନେଶ୍ୱର,୦୪-୦୯-୨୪(ପିପିଏସ) : ପ୍ୟାରିସ ପାରାଲିମ୍ପିକ୍ସରେ ବଢିଲା ଭାରତର ଆଉ ଏକ ପଦକ ସଂଖ୍ୟା। ସଟ ପୁଟ୍ (F46) ଇଭେଣ୍ଟରେ ଭାରତକୁ ରୌପ୍ୟ ପଦକ ମିଳିଛି। ବିଶ୍ୱ ଚାମ୍ପିଅନ୍ ସଚିନ ଖିଲାରୀ ଏହି ସଫଳତା ଭେଟି ଦେଇଛନ୍ତି। ସଟ୍ ପୁଟରେ ରୌପ୍ୟ ସହ ଭାରତର ପଦକ ସଂଖ୍ୟା ୨୧ରେ ପହଞ୍ଚିଛି। ଗତକାଲି ଇଭେଣ୍ଟର ଷଷ୍ଠ ଦିନରେ ଭାରତକୁ ପାଞ୍ଚଟି ପଦକ ମିଳିଥିଲା। ଏହି ପଦକ ସହ ଟୋକିଓ ୨୦୨୦ ପାରାଲିମ୍ପିକ ଗେମ୍ସ ଇତିହାସରେ ଭାରତ ପ୍ରଥମ ଥର ପାଇଁ […]