October 2024
ଅଭାବୀ ବିକ୍ରିର ଶିକାର ଅଦା ଚାଷୀ
ସରକାର କୋରାପୁଟ ଜିଲ୍ଲାରେ ଅମଳ ହେଉଥିବା ମାଣ୍ଡିଆ କିମ୍ବା କଫି ଭଳି ଅଦାକୁ ପ୍ରୋସାହନ ମିଳୁ ନାହିଁ । ଫଳରେ ଚାଷୀ ଯେଉଁ ଆଗ୍ରହରେ ଅଦାଚାଷ କରୁଛନ୍ତି ସେହି ହିସାବରେ ନିଜର ପ୍ରାପ୍ୟ ପାଉନାହାନ୍ତି କୋରାପୁଟ/ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ସରକାର କୋରାପୁଟ ଜିଲ୍ଲାରେ ଅମଳ ହେଉଥିବା ମାଣ୍ଡିଆ କିମ୍ବା କଫି ଭଳି ଅଦାକୁ ପ୍ରୋସାହନ ମିଳୁ ନାହିଁ । ଫଳରେ ଚାଷୀ ଯେଉଁ ଆଗ୍ରହରେ ଅଦାଚାଷ କରୁଛନ୍ତି ସେହି ହିସାବରେ ନିଜର ପ୍ରାପ୍ୟ ପାଉନାହାନ୍ତି । ଜିଲ୍ଲାରେ […]
ଘୁଷୁରୀ ଓ ମଣିଷର ବାସସ୍ଥାନ ଗୋଟିଏ
ଆଦିମ ଜନଜାତି ବଣ୍ଡା, ଦିଦାୟୀ, କୋୟା, କନ୍ଧ, ଦୁରୁଆ, ପରଜା, ଗାଦବା ଭଳି ବହୁ ଆଦିବାସୀ ସଂପ୍ରଦାୟର ଲୋକେ କାହିଁ କେଉଁ କାଳରୁ ଏଠାରେ ବସବାସ କରିଆସୁଛନ୍ତି। ଏମାନଙ୍କର ୧୨ ମାସରେ ୧୩ ପର୍ବ ପାଳନ କରନ୍ତି। ମାଲକାନଗିରି/ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲ୍ଲାରେ ୮୦ ପ୍ରତିଶତ ଲୋକେ ଆଦିବାସୀ ସଂପ୍ରଦାୟର। ଆଦିମ ଜନଜାତି ବଣ୍ଡା, ଦିଦାୟୀ, କୋୟା, କନ୍ଧ, ଦୁରୁଆ, ପରଜା, ଗାଦବା ଭଳି ବହୁ ଆଦିବାସୀ ସଂପ୍ରଦାୟର ଲୋକେ କାହିଁ କେଉଁ […]
ବିରାଜିବେ ମା’ ଗଜଲକ୍ଷ୍ମୀ
ମହାମାୟାଙ୍କୁ ମେଲାଣି ପରେ ଗଜଲକ୍ଷ୍ମୀ ରୂପରେ ଧରାବତରଣ କରିବେ ମା’। ଢେଙ୍କାନାଳ ଓ କେନ୍ଦ୍ରାପଡ଼ା ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସିଦ୍ଧି ଅର୍ଜନ କରିଥିଲେ ମଧ୍ୟ ରାଜଧାନୀରେ ବି ମା’ଙ୍କୁ ସ୍ବାଗତ କରିବା ପାଇଁ ଆଡ଼ମ୍ବରପୂର୍ଣ୍ଣ ପୂଜା ପ୍ରସ୍ତୁତି ଚାଲିଛି। ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ମହାମାୟାଙ୍କୁ ମେଲାଣି ପରେ ଗଜଲକ୍ଷ୍ମୀ ରୂପରେ ଧରାବତରଣ କରିବେ ମା’। ଢେଙ୍କାନାଳ ଓ କେନ୍ଦ୍ରାପଡ଼ା ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସିଦ୍ଧି ଅର୍ଜନ କରିଥିଲେ ମଧ୍ୟ ରାଜଧାନୀରେ ବି ମା’ଙ୍କୁ ସ୍ବାଗତ କରିବା ପାଇଁ […]
ପିପିଲି ଅଞ୍ଚଳର ବିକାଶ ପ୍ରତି ଆମେ ସଂକଳ୍ପବଦ୍ଧ: ମୁଖ୍ୟମନ୍ତ୍ରୀ
ପିପିଲି ଅଞ୍ଚଳର ବିକାଶ ପ୍ରତି ଆମେ ସଂକଳ୍ପବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ଡେଲାଙ୍ଗ ପିପିଲି ଅଞ୍ଚଳ ହେଉଛି ଐତିହ୍ୟ ସଂପନ୍ନ ସ୍ଥଳ। ବିଶ୍ଵ ପ୍ରସିଦ୍ଧ ଚାନ୍ଦୁଆର ଉତ୍ପତ୍ତି ଏଠାରେ ହୋଇଛି। ଏଠିକାର ବୀର ନାଗା ନାଚ ଅତ୍ୟନ୍ତ ଚିତ୍ତାକର୍ଷକ। ଏଠାରେ ମଧ୍ୟ ଅନେକ କାଳରୁ ଓଡ଼ିଶା ପ୍ରସିଦ୍ଧ ହରିରାଜପୁର, ବଳଙ୍ଗା ଓ ଓଡ଼ିଶାର ସବୁଠାରୁ ବଡ଼ ଗାଁ ଘୋରଡିଆର ଦୟଣାଚୋରି ମେଳଣ ଅନୁଷ୍ଠିତ ହୋଇଆସୁଅଛି। ତେଣୁ ଏପରି ଐତିହ୍ୟ […]
ଶ୍ରୀମନ୍ଦିରରେ ଓମ୍ଫେଡ୍ ଘିଅ ବ୍ୟବହାର ନେଇ ନିଷ୍ପତ୍ତି
ଚିଠି ଲେଖିଲେ ମୁଖ୍ୟ ପ୍ରଶାସକ ପୁରୀ/ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରରେ କେବଳ ଓମ୍ଫେଡ୍ ଘିଅର ବ୍ୟବହାର ନେଇ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ଏନେଇ ମୁଖ୍ୟ ପ୍ରଶାସକ ଚିଠି ଖେଲିଥିବା ସୂଚନା ମିଳିଛି। ଆବଶ୍ୟକତା ଦୃଷ୍ଟିରୁ ସ୍ବତନ୍ତ୍ର ଡିପୋ ବ୍ୟବସ୍ଥା ପାଇଁ ଓମ୍ଫେଡ୍ ପରିଚାଳନା ନିର୍ଦ୍ଦେଶକଙ୍କୁ ସେ ଚିଠିରେ ଉଲ୍ଲେଖ କରିଛନ୍ତି। ମହାପ୍ରସାଦ ପ୍ରସ୍ତୁତି ଓ ଦୀପରେ କେବଳ ଓମ୍ଫେଡ୍ ଘିଅ ବ୍ୟବହାର କରାଯିବ। ଘିଅ ଦାମ ହ୍ରାସ ପାଇଁ ନିଯୋଗ ଅନୁରୋଧ କରିଥିବା […]
ଦାଇତ୍ତ୍ୱକୁ ସଫଳ ରୂପେ ସଂପାଦନ କଲେ ଆମ ରାଜ୍ୟ ବିକଶିତ ସୁନିଶ୍ଚିନ୍ତ: ଭର୍ତ୍ତୃହରି ମହତାବ
ଦେଶ ପାଇଁ ଆହୁରି ଅନେକ କାର୍ଯ୍ୟ କରିବାର ଅଛି । ଦାଇତ୍ତ୍ୱକୁ ସଫଳ ରୂପେ ସଂପାଦନ କଲେ ଆମ ରାଜ୍ୟ ବିକଶିତ ସୁନିଶ୍ଚିନ୍ତ । ରାଜ୍ୟ ବାସି ପାଇଁ ଆର୍ଥିକ ମେରୁଦଣ୍ଡ ସମ୍ବଳ ହେବ ବୋଲି କହିଛନ୍ତି ସାଂସଦ ଭର୍ତ୍ତୃହରି ମହତାବ ।
ପୂଜାମଣ୍ଡପରେ ମହାଅଷ୍ଟମୀ: ଶ୍ରଦ୍ଧାଳୁଙ୍କ ଭିଡ଼
ଆଜି ଶକ୍ତିପୀଠରେ ମହାନବମୀ, ହେଲେ ପୂଜାମଣ୍ଡପରେ ମହାଅଷ୍ଟମୀ। ଏଥିଲାଗି ଆଜି ସକାଳୁ ପୂଜାମଣ୍ଡପରେ ବ୍ରତଧାରୀଙ୍କ ଭିଡ଼ ପରିଲକ୍ଷିତ ହେଉଛି। ସେମାନେ ବ୍ରତ ପୂଜା କରିବା ସହ ମାଙ୍କୁ ଶାଢ଼ୀ ଅର୍ପଣ କରୁଛନ୍ତି। କଟକ,୧୧-୧୦-୨୦୨୪ ( ପିପିଏସ) : ଆଜି ଶକ୍ତିପୀଠରେ ମହାନବମୀ, ହେଲେ ପୂଜାମଣ୍ଡପରେ ମହାଅଷ୍ଟମୀ। ଏଥିଲାଗି ଆଜି ସକାଳୁ ପୂଜାମଣ୍ଡପରେ ବ୍ରତଧାରୀଙ୍କ ଭିଡ଼ ପରିଲକ୍ଷିତ ହେଉଛି। ସେମାନେ ବ୍ରତ ପୂଜା କରିବା ସହ ମାଙ୍କୁ ଶାଢ଼ୀ ଅର୍ପଣ କରୁଛନ୍ତି।କଟକ ଓ ରାଜଧାନୀ ସମେତ ବିଭିନ୍ନ ମଣ୍ଡପରେ […]
ଧୂମପାନ ନିଷେଧ ହେଲେ ଟଳିଯିବ ୧୨ ଲକ୍ଷ ମୃତ୍ୟୁ!
ଏକ ସଦ୍ୟ ପ୍ରକାଶିତ ବିଶ୍ବସ୍ତରୀୟ ଅନୁଧ୍ୟାନ ଅନୁଯାୟୀ, ୨୦୫୦ ମସିହା ସୁଦ୍ଧା ଧୂମପାନ ହାର ୫ ପ୍ରତିଶତ କମାଇପାରିଲେ ପୁରୁଷମାନଙ୍କ ହାରାହାରି ଜୀବନଧାରଣ କ୍ଷମତା ଏକବର୍ଷ ଓ ମହିଳାଙ୍କ ପାଇଁ ଏହା ୦.୨ ବର୍ଷ ବଢ଼ିଯିବ। ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ଏକ ସଦ୍ୟ ପ୍ରକାଶିତ ବିଶ୍ବସ୍ତରୀୟ ଅନୁଧ୍ୟାନ ଅନୁଯାୟୀ, ୨୦୫୦ ମସିହା ସୁଦ୍ଧା ଧୂମପାନ ହାର ୫ ପ୍ରତିଶତ କମାଇପାରିଲେ ପୁରୁଷମାନଙ୍କ ହାରାହାରି ଜୀବନଧାରଣ କ୍ଷମତା ଏକବର୍ଷ ଓ ମହିଳାଙ୍କ ପାଇଁ ଏହା ୦.୨ […]
ଯୁଗାବସାନ: ଶାନ୍ତ, ଭଦ୍ରତାର ପ୍ରତୀକ
ଜଣେ ପ୍ରାଣୀପ୍ରେମୀସାଧାରଣ ଲୋକଙ୍କ କଥା ଚିନ୍ତା କରୁଥିଲେ ଭାରତୀୟ ଶିଳ୍ପଜଗତର ଉଜ୍ଜ୍ବଳତମ ରତ୍ନ ରତନ ଟାଟା ଆଉ ନାହାନ୍ତି। ଜଣେ ବ୍ୟକ୍ତି ରୂପେ ଧରାପୃଷ୍ଠାକୁ ଆସିଥିଲେ ରତନ। ହେଲେ ଆଜି ‘ଅନୁଷ୍ଠାନ’ ହୋଇ ବିଦାୟ ନେଇଛନ୍ତି। ତାଙ୍କ ବିୟୋଗରେ ଏକ ଯୁଗର ଅବସାନ ଘଟିଛି। ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ଭାରତୀୟ ଶିଳ୍ପଜଗତର ଉଜ୍ଜ୍ବଳତମ ରତ୍ନ ରତନ ଟାଟା ଆଉ ନାହାନ୍ତି। ଜଣେ ବ୍ୟକ୍ତି ରୂପେ ଧରାପୃଷ୍ଠାକୁ ଆସିଥିଲେ ରତନ। ହେଲେ ଆଜି ‘ଅନୁଷ୍ଠାନ’ ହୋଇ […]
ଜୟା ଅମିତାଭଙ୍କ ସହ ଭେଟ କରାଇ ନଦେବାରୁ ଲୁଚିଲୁଚି ହସ୍ପିଟାଲ ଯାଇଥିଲେ ରେଖା
ନୂଆଦିଲ୍ଲୀ/ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ୭୦ ଦଶକରୁ ନେଇ ଏଯାବତ ରେଖା ଏବଂ ଅମିତାଭ ବଚ୍ଚନଙ୍କ ପ୍ରେମ କାହାଣୀ ଚର୍ଚ୍ଚାରେ ରହି ଆସିଛି। ଯଦିଓ ସେମାନଙ୍କର ପ୍ରେମ ସଫଳ ହୋଇପାରିବ ନାହିଁ ତଥାପି ସେମାନଙ୍କ ସମ୍ପର୍କ ଆଜି ବି ଆଲୋଚନା ହୋଇଥାଏ।ରେଖା ଓ ଅମିତାଭଙ୍କ ପ୍ରେମ ସମୟରେ ଅନେକ ଘଟଣା ଘଟିଛି। ଯେତେବେଳେ ଜୟା ଅମିତାଭଙ୍କ ଜୀବନକୁ ଆସିଥିଲେ ସେ ରେଖା ଏବଂ ଅମିତାଭ ବଚ୍ଚନଙ୍କ ସାକ୍ଷାତରେ କଟକଣା ଲଗାଇ ଦେଇଥିଲେ। ଏହି ସମୟରେ ରେଖା […]
