1 min read

ମନ ମୋହୁଛି ମା’ଙ୍କ ମେଢ଼

କଟକ/ଭୁବନେଶ୍ୱର ୧୦-୧୦-୨୦୨୪ (ପିପିଏସ) : ଚାନ୍ଦିନୀଚୋୖକରଶାରଦୀୟ ଦୁର୍ଗାପୂଜା ଜାରି ରହିଛି। ମା’ଙ୍କ ପୀଠରେ ମହାଷ୍ଟମୀ ପାଳନ କରାଯାଉଛି। ଶ୍ରଦ୍ଧାଳୁମାନେ ଭକ୍ତିର ସହିତ ମା’ଙ୍କୁ ପୂଜାର୍ଚ୍ଚନା କରି ଆଶୀର୍ବାଦ ନେଉଛନ୍ତି। ସେହିପରି ମଣ୍ଡପରେ ମହାସପ୍ତମୀ ଅବସରରେ ଶ୍ରଦ୍ଧାଳୁମାନେ ମା’ଙ୍କୁ ଦର୍ଶନ କରୁଛନ୍ତି। ସହରାଞ୍ଚଳରେ ବ୍ୟୟବହୁଳ ପୂଜା ହେଉଛି। ରାଜଧାନୀ ଭୁବନେଶ୍ବର, କଟକ, ରାଉରକେଲା, ବ୍ରହ୍ମପୁରରେ ସୁସଜ୍ଜିତ ଦୁର୍ଗା ମେଢ଼ ଲୋକଙ୍କୁ ଆନମନା କରୁଛି। ବ୍ରହ୍ମପୁରରେ ମା’ଙ୍କୁ ଆରାଧନା ରେଶମ ସହର ବ୍ରହ୍ମପୁରରେ ମା’ ଦୁର୍ଗାଙ୍କ ପୂଜା ବଡ଼ ଧୂମଧାମରେ […]

1 min read

ମୃତ୍ୟୁ ପରେ ରତନ ଟାଟାଙ୍କୁ ଭାରତ ରତ୍ନ ସମ୍ମାନ ଦେବା ପ୍ରସ୍ତାବ ପାରିତ

ମହାରାଷ୍ଟ୍ର କ୍ୟାବିନେଟ ବୈଠକରେ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନ ସମ୍ମାନ‌ରେ ସ୍ୱର୍ଗତ ରତନ ଟାଟାଙ୍କୁ ସମ୍ମାନିତ କରିବାକୁ କେନ୍ଦ୍ରକୁ ଅନୁରୋଧ କରି ଏକ ପ୍ରସ୍ତାବ ପାରିତ ହୋଇଛି। ମୁମ୍ବାଇ/ଭୁବନେଶ୍ୱର ୧୦-୧୦-୨୦୨୪ (ପିପିଏସ) : ଟାଟା ଗ୍ରୁପର ଅଧ୍ୟକ୍ଷ ରତନ ଟାଟାଙ୍କର ହଠାତ୍ ରକ୍ତଚାପ କମିଯିବାରୁ ତାଙ୍କୁ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗତବୁଧବାର ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଯାଇଥିବାର ଦୁଃଖଦ ଖବର ସାମ୍ନାକୁ ଆସିଛି।  ଏହି ପରିପ୍ରେକ୍ଷୀରେ  ମହାରାଷ୍ଟ୍ର […]

1 min read

ଆବାସ ଘର ଭଡ଼ାରେ ଦେଇ ପୁଣି ବସ୍ତିରେ ଡେରା

୮ ପ୍ରକଳ୍ପରେ ବିଏମ୍‌ସିର ଚଢ଼ଉ ବସ୍ତିରେ ରହୁଥିବା ଲୋକଙ୍କୁ   ସରକାର ଆବାସ କରି ଘର ଦେଲେ। କିନ୍ତୁ ଘର ପାଇବା ପରେ ତାକୁ ଭଡ଼ାରେ ଲଗାଇ ସେମାନେ ପୁଣି ବସ୍ତିକୁ ଫେରିଗଲେ। ଫଳରେ ବସ୍ତି ବଢ଼ିବଢ଼ି ଚାଲିଲା। ଭୁବନେଶ୍ୱର ୧୦-୧୦-୨୦୨୪ (ପିପିଏସ) : ବସ୍ତିରେ ରହୁଥିବା ଲୋକଙ୍କୁ   ସରକାର ଆବାସ କରି ଘର ଦେଲେ। କିନ୍ତୁ ଘର ପାଇବା ପରେ ତାକୁ ଭଡ଼ାରେ ଲଗାଇ ସେମାନେ ପୁଣି ବସ୍ତିକୁ ଫେରିଗଲେ। ଫଳରେ ବସ୍ତି ବଢ଼ିବଢ଼ି […]

1 min read

ଆଡମିଟ୍ କାର୍ଡକୁ ଡଙ୍ଗା କରି ଭସାଇଲେ ଆଶାୟୀ

ରାଜ୍ୟରେ ଅମିନ ଏବଂ ଆରଆଇ ପରୀକ୍ଷା ବାତିଲ କରିବା ପାଇଁ ଆଶାୟୀ ପ୍ରାର୍ଥୀମାନଙ୍କ ପକ୍ଷରୁ ପ୍ରଦର୍ଶନ କରାଯାଇଛି।  କଟକର କାଠଯୋଡ଼ି ନଦୀରେ ଆଶାୟୀ ପ୍ରାର୍ଥୀମାନେ ନିଜ ଆଡମିଟ୍ କାର୍ଡକୁ ଡଙ୍ଗା କରି ଗୁରୁବାର ଭସାଇଛନ୍ତି। ଏହାପୂର୍ବରୁ ବୁଧବାର ସେମାନେ ଆଡମିଟ୍ କାର୍ଡକୁ ନିଆଁ ଲଗାଇ ଚଳାଇଥିଲେ କଟକ,୧୦-୧୦-୨୦୨୪ (ପିପିଏସ) : ରାଜ୍ୟରେ ଅମିନ ଏବଂ ଆରଆଇ ପରୀକ୍ଷା ବାତିଲ କରିବା ପାଇଁ ଆଶାୟୀ ପ୍ରାର୍ଥୀମାନଙ୍କ ପକ୍ଷରୁ ପ୍ରଦର୍ଶନ କରାଯାଇଛି।  କଟକର କାଠଯୋଡ଼ି ନଦୀରେ ଆଶାୟୀ ପ୍ରାର୍ଥୀମାନେ ନିଜ […]

1 min read

 ନିଜ ଜାଲରେ ନିଜେ ଫସିଲେ ନକ୍ସଲ

ନକ୍ସଲମାନଙ୍କ ଦୁର୍ଗ ଭୁଶୁଡ଼ିବାରେ ଲାଗିଛି। ଏବର୍ଷ ୩ ଶହରୁ ଊର୍ଦ୍ଧ୍ବ ନକ୍ସଲ ନିପାତ ହୋଇଛନ୍ତି। ୮ଶହରୁ ଊର୍ଦ୍ଧ୍ବ ଆତ୍ମସମର୍ପଣ କରିଛନ୍ତି। ଗତ ୩ ତାରିଖରେ ଆବୁଝମାଡ଼ ଏନକାଉଣ୍ଟରରେ ୩୧ ଜଣ ନିପାତ ହୋଇଛନ୍ତି। ଏହାର ରହସ୍ୟ ଉନ୍ମୋଚନ ହୋଇଛି। ନକ୍ସଲମାନେ ନିଜ ଜାଲରେ ନିଜେ ହିଁ ଫସିଲେ ବୋଲି କୁହାଯାଇଛି। ମାଲକାନଗିରି/ଭୁବନେଶ୍ୱର ୧୦-୧୦-୨୦୨୪ (ପିପିଏସ) : ସୀମାନ୍ତ ଛତିଶଗଡ଼ ଗସ୍ତରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଯିବା ସହ ସେଠାରେ ଆସନ୍ତା ୨୦୨୬ ମାର୍ଚ୍ଚ ସୁଦ୍ଧା ରାଜ୍ୟରୁ […]

1 min read

ସାଲିଆ ସାହିରେ ପୁଣି ଅବକାରୀ ବିଭାଗ ଚଢ଼ାଉ

ଭୁବନେଶ୍ୱର ୧୦-୧୦-୨୦୨୪ (ପିପିଏସ) : ସାଲିଆସାହିର ନୀଳଚକ୍ର ନଗରରେ ଦେଶୀ ମଦ କାରଖାନାରେ ଅବକାରୀ ଟିମ୍‌ ପକ୍ଷରୁ ଚଢ଼ାଉ କରାଯାଇଛି। ଶହ ଶହ ଲିଟର ଦେଶୀ ମଦ ଜବତ ସହ ପୋଚ ନଷ୍ଟ କରିଛି । ଭୋର ୫ଟାରୁ ପୂର୍ବାହ୍ନ ୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ଧରି ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା । ଚଢ଼ାଉବେଳେ ୨ଟି ବଡ଼ ଦେଶୀ ମଦ ଭାଟିର ମଦକୁ ଅବକାରୀ ବିଭାଗ ନଷ୍ଟ କରିଛି ।ଚଢ଼ାଉ ବେଳେ ପ୍ରାୟ ୫ […]

1 min read

ଆଜି ମା’ଙ୍କୁ ଚକ୍ଷୁଦାନ: ମଣ୍ଡପରେ ମହାସପ୍ତମୀ, ପୀଠରେ ମହାଷ୍ଟମୀ ପୂଜା

ବିଭିନ୍ନ ପୂଜା ମଣ୍ଡପ ଓ ଶକ୍ତିପୀଠ ମା’ଦୁର୍ଗତି ନାଶିନୀଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି । ଗୁରୁବାର ପୂଜା ମଣ୍ଡପରେ ମା‘ଙ୍କର ମହାସପ୍ତମୀ ପୂଜା ଅନୁଷ୍ଠିତ ହେଉଛି । ସେହିପରି ବିଭିନ୍ନ ଶକ୍ତିପୀଠରେ ନୀତିନିୟମ ଅନୁସାରେ ମା’ଙ୍କର ମହାଷ୍ଟମୀ ପୂଜା କରାଯାଉଛି.. ଭୁବନେଶ୍ୱର ୧୦-୧୦-୨୦୨୪ (ପିପିଏସ) : ବିଭିନ୍ନ ପୂଜା ମଣ୍ଡପ ଓ ଶକ୍ତିପୀଠ ମା’ଦୁର୍ଗତି ନାଶିନୀଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି । ବୁଧବାର  ବିଲ୍ୱ ବରଣ ପରେ ଗୁରୁବାର ପୂଜା ମଣ୍ଡପରେ ମା’ଯୋଗମାୟାଙ୍କ ଚକ୍ଷୁଦାନ ସମ୍ପନ୍ନ ହେବ।। […]

1 min read

ମାସ ମାସ ଧରି ଖତ ଖାଉଛି ଇ-ବସ୍, ମୂଲ୍ୟ ପ୍ରାୟ ୧ କୋଟିରୁ ଅଧିକ

୧୦ ମାସ ହେବ ଏ ଦାମୀ ଇ-ବସ୍ ଗୁଡ଼ିକ ବ୍ୟବହାର ନ ହୋଇ ପଡ଼ି ରହିଛି ଭକ୍ତଙ୍କ ସୁବିଧା ଲାଗି ପୁରୀକୁ ଆସିଥିଲା ୩୫ଟି ଶୀତତାପ ନିୟନ୍ତ୍ରିତ ଅତ୍ୟାଧୁନିକ ବସ୍ ଏଇ ଗୋଟିଏ ଗୋଟିଏ ବସର ମୂଲ୍ୟ ପ୍ରାୟ ୧ କୋଟିରୁ ଅଧିକ ପୁରୀ/ଭୁବନେଶ୍ୱର ୦୯-୧୦-୨୦୨୪ (ପିପିଏସ) : ଶ୍ରୀକ୍ଷେତ୍ରରେ ସାଧାରଣ ଭକ୍ତଙ୍କ ସୁବିଧା ଲାଗି ପୁରୀକୁ ଆସିଥିଲା ୩୫ଟି ଶୀତତାପ ନିୟନ୍ତ୍ରିତ ଅତ୍ୟାଧୁନିକ ବସ୍ । ହେଲେ ଆଜିକୁ ପ୍ରାୟ ୧୦ ମାସ ହେବ ଏ […]

1 min read

ସମସ୍ୟା ଘେରରେ ଯୁବାଗୁଡା ପଞ୍ଚାୟତ

ଫୁଲବାଣୀ/ଭୁବନେଶ୍ୱର ୦୯-୧୦-୨୦୨୪ (ପିପିଏସ) : ସ୍ୱାଧୀନତାର ୭୭ ବର୍ଷ ଅତିକ୍ରମ କରିଥିଲେ ସୁଦ୍ଧା ଏବେବି ଅନେକ ଗ୍ରାମାଞ୍ଚଳରେ ବିକାଶ ଅପହଞ୍ଚ। ନା ଅଛି ରାସ୍ତା ଘାଟ, ନା ଅଛି ବିଦ୍ୟୁତ ଆଲୋକ, ନା ମିଳୁଛି ଗ୍ରାମବାସୀଙ୍କୁ ସ୍ୱଚ୍ଛ ପାନୀୟ ଜଳ। ସହରାଞ୍ଚଳ ଓ ଗ୍ରାମାଞ୍ଚଳର ବିକାଶ ଲାଗି ସରକାର କୋଟି କୋଟି ଟଙ୍କା ବ୍ୟୟ ବରଦା ମଧ୍ୟ କରୁଛନ୍ତି। ସବୁ କାଗଜ କଲମରେ ଚାଲିଛି କିନ୍ତୁ ବାସ୍ତବ ଚିତ୍ର ସମ୍ପୂର୍ଣ୍ଣ ଅଲଗା। ଜାହାର ଜଳନ୍ତା ଉଦାହୋରଣ ଦେଖିବାକୁ […]

1 min read

ବ୍ରିଟ୍‌ କଲୋନି ମହିଳାଙ୍କ ନେତୃତ୍ବରେ ମା’ଙ୍କ ପୂଜାର୍ଚ୍ଚନା

ରାଜଧାନୀରରେ ମା’ ଦୁର୍ଗାଙ୍କ ପୂଜା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପ୍ରାୟ ସମସ୍ତ ପୂଜା କମିଟି ପୁରୁଷମାନଙ୍କ ଦାୟିତ୍ବରେ। ହେଲେ ବଡ଼ବଡ଼ ବ୍ରିଟ୍‌ କଲୋନିର କିଛି ମହିଳା ଏକାଠି ହୋଇ ମା’ ଦୁର୍ଗାଙ୍କ ପୂଜା କରୁଛନ୍ତି। ଭୁବନେଶ୍ୱର ୦୯-୧୦-୨୦୨୪ (ପିପିଏସ) : ରାଜଧାନୀରରେ ମା’ ଦୁର୍ଗାଙ୍କ ପୂଜା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପ୍ରାୟ ସମସ୍ତ ପୂଜା କମିଟି ପୁରୁଷମାନଙ୍କ ଦାୟିତ୍ବରେ। ହେଲେ ବଡ଼ବଡ଼ ବ୍ରିଟ୍‌ କଲୋନିର କିଛି ମହିଳା ଏକାଠି ହୋଇ ମା’ […]