1 min read

ଇତିହାସ ରଚିଲେ ବଣ୍ଡା ସଂପ୍ରଦାୟର ଝିଅ

ୟୁଟ୍ୟୁବରୁ ଶିକ୍ଷା ଗ୍ରହଣ କରି ହେଲେ ଅଫିସର ସର୍ବପୁରାତନ ଜନଜାତି ହେଉଛନ୍ତି ବଣ୍ଡା ଜନଜାତି। ଏହି ଜନଜାତିର ଜଣେ ଝିଅ ଏବେ ଓଏଏସ୍‌ ହୋଇଛନ୍ତି। ବଣ୍ଡା ଜନଜାତିର ଝିଅଟି ପିଲାଦିନରୁ ଅଭାବ ଅନାଟନରେ ବଢିଛନ୍ତି। ପାଠ ପଢିବାର ପରିବେଶ ନଥିବା ବେଳେ ମଧ୍ୟ ସେ ନିଜର ସ୍ବପ୍ନକୁ ସାକାର କରିବାକୁ ସବୁ କଷ୍ଟକୁ ପଛରେ ପକାଇ ଦେଇଛନ୍ତି। ମାଲକାନଗିରି/ଭୁବନେଶ୍ୱର ୨୧-୧୦-୨୦୨୪(ପିପିଏସ) : ଜିଲ୍ଲାର ସବୁଠାରୁ ସର୍ବପୁରାତନ ଜନଜାତି ହେଉଛନ୍ତି ବଣ୍ଡା ଜନଜାତି। ଏହି ଜନଜାତିର ଜଣେ ଝିଅ […]

1 min read

ଅକ୍ଟୋବର ୨୩ରେ ଓଡ଼ିଶା ଗସ୍ତରେ ଆସିବେନି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୩ ତାରିଖରେ ଓଡ଼ିଶା ଆସିବେ ନାହିଁ। ବର୍ତ୍ତମାନ ପରିପ୍ରେକ୍ଷୀରେ ରାଷ୍ଟ୍ରପତିଙ୍କ ତିନିଦିନିଆ ଓଡ଼ିଶା ଗ୍ରସ୍ତ ସ୍ଥଗିତ କରାଯାଇଛି। ଏନେଇ ମୟୂରଭଂଜ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ହେବ। ଭୁବନେଶ୍ୱର ୨୧-୧୦-୨୦୨୪(ପିପିଏସ) :ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୩ ତାରିଖରେ ଓଡ଼ିଶା ଆସିବେ ନାହିଁ। ବର୍ତ୍ତମାନ ପରିପ୍ରେକ୍ଷୀରେ ରାଷ୍ଟ୍ରପତିଙ୍କ ତିନିଦିନିଆ ଓଡ଼ିଶା ଗ୍ରସ୍ତ ସ୍ଥଗିତ ରଖା ଯାଇଛି। ଏନେଇ ମୟୂରଭଂଜ ଜିଲ୍ଲା ପ୍ରଶାସନ […]

1 min read

ମଦ ବେପାରୀଠୁ ଲାଞ୍ଚ ନେଇ ଧରାପଡ଼ିଲେ ଖଣ୍ଡପଡ଼ା ଥାନା ଏସଆଇ

ମଦ ବେପାରୀଠୁ ଲାଞ୍ଚ ନେଇ ଧରାପଡ଼ିଲେ ଖଣ୍ଡପଡ଼ା ଥାନା ଏସଆଇ ଏସ୍‌କେ ରେହମାନ।  ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଖଣ୍ଡପଡ଼ା ଥାନା ଏଏସ ଏସ୍‌କେ ରେହମାନଙ୍କୁ ଧରିଛି ନୟାଗଡ଼ ଏବଂ ଭୁବନେଶ୍ୱର ଭିଜିଲାନ୍ସ ଟିମ୍‌। କଟକ/ଖଣ୍ଡପଡ଼ା,୨୧-୧୦-୨୦୨୪(ପିପିଏସ) : ମଦ ବେପାରୀଠୁ ଲାଞ୍ଚ ନେଇ ଧରାପଡ଼ିଲେ ଖଣ୍ଡପଡ଼ା ଥାନା ଏଏସଆଇ ଏସ୍‌କେ ରେହମାନ। ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଖଣ୍ଡପଡ଼ା ଥାନା ଏସଆଇ ଏସ୍‌କେ ରେହମାନଙ୍କୁ ଧରିଛି ନୟାଗଡ଼ ଏବଂ ଭୁବନେଶ୍ୱର ଭିଜିଲାନ୍ସ ଟିମ୍‌।ମିଳିଥିବା ସୂଚନା […]

1 min read

୨୪ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁବା ଆକଳନ

ବାତ୍ୟା ‘ଦାନା’କୁ ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ। ଏହା ପୁରୀ- ସାଗରଦୀପ ମଝିରେ  ଲ୍ୟାଣ୍ଡଫଲ କରିବ। ୨୪ ତାରିଖ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁବା ନେଇ ସୂଚନା ଦିଆଯାଇଛି। ଭୁବନେଶ୍ୱର,୨୧-୧୦-୨୦୨୪(ପିପିଏସ):ବାତ୍ୟା ‘ଦାନା’କୁ ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗଏହା ପୁରୀ- ସାଗରଦୀପରେ ଲ୍ୟାଣ୍ଡଫଲ କରିବ ୨୪ ତାରିଖ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁବା ନେଇ ସୂଚନା ଦିଆଯାଇଛି।ଅତି ଭୀଷଣ ବାତ୍ୟା ରୂପ ନେଇ ସ୍ଥଳଭାଗ ଛୁଇଁବ ବାତ୍ୟା। ଏହି ସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିପାରେ ବୋଲି କୁହାଯାଇଛିଅତିବେଶିରେ ୧୨୦ କିଲୋମିଟର ଛୁଇାପାରେ ପବନର ଗତିବାତ୍ୟା ‘ଦାନା’ର ପ୍ରଭାବରେ ୨୪ ତାରିଖରେ ରାଜ୍ୟରେ ଅତି ପ୍ରବ ବର୍ଷା ନେଇ ୭ ଜିଲ୍ଲାକୁ ରହିଛି ରେଡ୍ ୱାର୍ଣ୍ଣିଂମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂପୁର, କଟକ ଓ ଯାଜପୁରକୁ ରେଡ ୱାର୍ଣ୍ଣିଂ ରହିଛି।

1 min read

ବାତ୍ୟା ସମୟରେ ଏହି ଜିଲ୍ଲାରେ ଏତିକି ବେଗରେ ପବନ ବହିବ? ସୂଚନା ଦେଲା ଆଇଏମ୍‌ଡି

ସାମୁଦ୍ରିକ ବାତ୍ୟା ‘ଦାନା’ ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଏହା ପୁରୀ-ସାଗରଦୀପ ମଝିରେ  ଲ୍ୟାଣ୍ଡଫଲ କରିବ। ବାତ୍ୟା ସମୟରେ ପବନର ବେଗ ଘଣ୍ଟା ପିଛା ସର୍ବାଧିକ ୧୨୦କିମି ରହିବ। ବାତ୍ୟରୁ ବର୍ତ୍ତିବା ପାଇଁ ସତର୍କ ରହିବାକୁ ହେବ। ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ସାମୁଦ୍ରିକ ବାତ୍ୟା ‘ଦାନା’ ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଏହା ପୁରୀ-ସାଗରଦୀପ ମଝିରେ  ଲ୍ୟାଣ୍ଡଫଲ କରିବ। ୨୪ ତାରିଖ ରାତି କିମ୍ବା ୨୫ […]

1 min read

ଖୁସି ଛଡ଼ାଇ ନେଲା ଦୋଳି

ମୃତ୍ୟୁ କାହାକୁ କେମିତି ଡାକେ ସେ ହିଁ ଭଲ ଭାବରେ ଜାଣିଥାଏ।  ଝୁଲୁଥିବା ବେଳେ ଖସିପଡ଼ି ନାବାଳିକାର ମୃତ୍ୟୁ ସୋର/ଭୁବନେଶ୍ୱର ୨୧-୧୦-୨୦୨୪(ପିପିଏସ) : ମୃତ୍ୟୁ କେତେବେଳେ କାହାପାଇଁ କେମିତି ଆସିବ କେହି କହିପାରିବ ନାହିଁ। ଖୁସି ସମୟରେ ଅଚାନକ ଦୁଃଖ ମଧ୍ୟ ପହଞ୍ଚୁଛି। ଏଭଳି ଏକ ଘଟଣା ଆଜି ସନ୍ଧ୍ୟାରେ ବାଲେଶ୍ବର ଜିଲ୍ଲା ସୋର ଅଞ୍ଚଳରେ ଦେଖିବାକୁ ମିଳିଛି। ଦୋଳିରେ ଝୁଲୁଥିବା ବେଳେ ଜଣେ ନାବାଳିକାଙ୍କର ମୃତ୍ୟୁ ହୋଇଛି। ନାବାଳିକା ଜଣଙ୍କ ହେଲେ ସାଉଡୁ ପଂଚାୟତ ପାଖରା […]

1 min read

ବାତ୍ୟା ସମୟରେ ଓ ପରେ ବିଶୁଦ୍ଧ ଜଳ ନିରବଚ୍ଛିନ୍ନ ଭାବେ ଉପଲବ୍ଧ ହେବ: ଉଷା ପାଢ଼ୀ

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ଭିଡିଓ କନଫରେନ୍ସିଂ ଜରିଆରେ ସମସ୍ତ ପୌରସଂସ୍ଥାର ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ସମୀକ୍ଷା ସମୟରେ ଶ୍ରୀମତୀ ପାଢ଼ୀ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଭୁବନେଶ୍ୱର ୨୧-୧୦-୨୦୨୪(ପିପିଏସ) : ସାମୁଦ୍ରିକ ଝଡ଼ ‘ଦାନା’କୁ ଦୃଷ୍ଟିରେ ରଖି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ଭିଡିଓ କନଫରେନ୍ସିଂ ଜରିଆରେ ସମସ୍ତ ପୌରସଂସ୍ଥାର […]

1 min read

ଆଦୌ ବିଚଳିତ ନ ହେବାକୁ ଅପିଲ କଲେ ରାଜସ୍ବ ମନ୍ତ୍ରୀ

ପୁରୀ ଓ ସାଗର ଦୀପ ଭିତରେ ସ୍ଥଳ ଭାଗରେ ବାତ୍ୟା ଅତିକ୍ରମ କରିବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆମ ପାଖରେ ଯାହା ସୂଚନା ରହିଛି, ବାତ୍ୟା ‘ଦାନା’ ପିକ୍ ସମୟରେ ସ୍ଥଳ ଭାଗରେ ଘଣ୍ଟା ପିଛା ୧୧୦ରୁ ୧୨୦ କିମି ବେଗରେ ଯିବା ସମ୍ଭାବନା ରହିଛି। ଭୁବନେଶ୍ବର: ସାମୁଦ୍ରିକ ବାତ୍ୟା ‘ଦାନା’କୁ ନେଇ ଲୋକେ ଆଦୌ ବିଚଳିତ ହୁଅନ୍ତୁ ନାହିଁ। ସରକାର ଲୋକଙ୍କ ରକ୍ଷା କବଚ ସାଜିବେ। ଲୋକଙ୍କୁ ବାତ୍ୟା ସଂପର୍କିତ ସୂଚନା […]

1 min read

୨୩ ତାରିଖ ପରଠାରୁ ପବନର ବେଗ ବଢ଼ିବ, ୨୪ ପରେ ପ୍ରବଳ ବର୍ଷିବ: ଆଇଏମ୍‌ଡି

ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଗୋଟିଏ ୱେଲମାର୍କ ଲୋକେସେନ ଅଞ୍ଚଳ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ୨୩ ତାରିଖ ପରଠାରୁ ପବନର ବେଗ ବଢ଼ିବ ଓ ୨୪ ପରେ ପ୍ରବଳ ବର୍ଷିବ। ଭୁବନେଶ୍ୱର ୨୧-୧୦-୨୦୨୪(ପିପିଏସ) : ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଗୋଟିଏ ୱେଲମାର୍କ ଲୋକେସେନ ଅଞ୍ଚଳ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ୨୨ ତାରିଖ ସକାଳ ସୁଦ୍ଧା ଏହା ଅବପାତରେ ପରିଣତ ହେବ। ୨୩ ତାରିଖ  ସକାଳୁ ଘୂର୍ଣ୍ଣିବାତ୍ୟା […]

1 min read

ଭରତପୁର ଥାନା ଘଟଣା: ୪ ପୁଲିସ କର୍ମଚାରୀଙ୍କୁ ମିଳିଲାନି ଅନ୍ତରୀଣ ସୁରକ୍ଷା

କଟକ,୧୯-୧୦-୨୦୨୪(ପିପିଏସ ) : ଭରତପୁର ଥାନା ଘଟଣାରେ ନିଲମ୍ବିତ ପୁଲିସ ସବ୍‌ଇନ୍‌ସପେକ୍ଟର ବୈଶାଳିନୀ ପଣ୍ଡା, ଏଏସ୍‌ଆଇ ସାଗରିକା ରଥ ଓ ସଲୀଳାମୟୀ ସାହୁ, କନଷ୍ଟେବଳ ବଳରାମ ହାଁସଦାଙ୍କ ଅଡ଼ୁଆ ବଢ଼ିଛି। ଜଷ୍ଟିସ୍‌ ସଙ୍ଗମ କୁମାର ସାହୁଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠରେ ଏହି ଚାରି ପୁଲିସ କର୍ମଚାରୀଙ୍କ ତରଫରୁ ଦାୟର ପୃଥକ ଆଗୁଆ ଜାମିନ ଆବେଦନଗୁଡ଼ିକର ଏକତ୍ର ପ୍ରାରମ୍ଭିକ ଶୁଣାଣି ହୋଇଥିଲା। ଶୁଣାଣି ସମୟରେ କେସ୍ ଡାଏରି ଦାଖଲ ପାଇଁ ସରକାରଙ୍କ ପକ୍ଷରୁ  ସମୟ‌ ଲୋଡ଼ାଯାଇଥିଲା। ଅନ୍ୟପକ୍ଷରେ […]