1 min read

ଜୟନାରାୟଣ ମିଶ୍ର କହିଲେ- ମୁଁ ତଡ଼ାଖିଆ ଲୋକ

ବିଜେପିର ବରିଷ୍ଠ ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ବିଷ ଓଗାଳିଛନ୍ତି। ନିଜ ମନ ଭିତରେ ଥିବା ପୁଞ୍ଜିଭୂତ ଅସନ୍ତୋଷକୁ ସେ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ସେ ବିଜେପିରେ ଥାଇ ମଧ୍ୟକୁ ଦଳକୁ ପରୋକ୍ଷରେ ତେରଛା ବାଣ ମାରିଛନ୍ତି। ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ଭାରତୀୟ ଜନତା ପାର୍ଟି (ବିଜେପି)ର ବରିଷ୍ଠ ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ବିଷ ଓଗାଳିଛନ୍ତି। ନିଜ ମନ ଭିତରେ ଥିବା ପୁଞ୍ଜିଭୂତ ଅସନ୍ତୋଷକୁ ସେ ଗଣମାଧ୍ୟମ […]

1 min read

ରୋଷେୟା ନିଯୁକ୍ତିରେ ଅନିୟମିତତା।

ଅଙ୍ଗନୱାଡ଼ି କେନ୍ଦ୍ରରେ ତାଲା ପକାଇଲେ ଗ୍ରାମବାସୀ। ୪ ଦିନ ହେଲା ଗଛମୂଳେ ଶିଶୁ, ଖାଉଛନ୍ତି ବିସ୍ଫୁଟ । ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ରୋଷେୟା ନିଯୁକ୍ତିରେ ଅନିୟମିତତା କୁ ନେଇ ମାଲକାନଗିରି ଜିଲ୍ଳା ମାଥିଲି ବ୍ଲକ ଚାଉଳମେନ୍ଦି ପଞ୍ଚାୟତ ପଦରସାହି ରେ ଉତ୍ତେଜନା । ୪ ଦିନ ହେଲା ଗ୍ରାମବାସୀ ଅଙ୍ଗନବାଡ଼ି କେନ୍ଦ୍ରରେ ତାଲା ପକାଇ ପ୍ରତିବାଦ କରିଛନ୍ତି ଗ୍ରାମବାସି। ଅଙ୍ଗୱାଡି କେନ୍ଦ୍ର ବନ୍ଦ୍ ଥିବାରୁ ଶିଶୁମାନେ ଗଛମୂଳେ ପଢୁଛନ୍ତି ପାଠ । ରନ୍ଧା ଖାଦ୍ୟ […]

1 min read

କଲେଜ ରେ ତାଲା ପକାଇଲେ ଠିକାଦାର  !

ଜଗତସିଂହପୁର ୩୦-୧୧-୨୦୨୪ (ପିପିଏସ ) : ଆଜି ମଧ୍ୟାହ୍ନ ପ୍ରାୟ ଗୋଟାଏ ବେଳେ ଜଗତ ସିଂହପୁର ସ୍ବାମୀ ବିବେକାନନ୍ଦ ସ୍ମାରକ ମହାବିଦ୍ୟାଳୟ ରେ ତାଲା ପଡ଼ିବା ଘଟଣା ବୁଦ୍ଧିଜୀବୀ ମହଲକୁ ବ୍ୟଥିତ କରିଥିବା ଚର୍ଚ୍ଚା ଜୋର ଧରିଛି।ଘଟଣାରୁ ଜଣା ପଡ଼ିଛି ଯେ କଜେଜରେ କ୍ରୀଡା ନିମନ୍ତେ ଉଦ୍ଦିଷ୍ଟ ଘର ର ନବୀକରଣ କରିଥିବା ଜନୈକ ଠିକାଦାର ତାର ପ୍ରାପ୍ୟ ନପାଇବାରୁ ସେ ଘରଟି କୁ ତାଲା ପକାଇଲେ।ଆଜି ପିଲାମାନେ ଆନ୍ତ ମହାବିଦ୍ୟାଳୟ କ୍ରୀଡା ପ୍ରତିଯୋଗିତା ନିମନ୍ତେ ଅଭ୍ୟାସ […]

1 min read

ଭିଜିଲାନ୍ସ କୋର୍ଟରେ ୫ ପୂର୍ବତନ ସରପଞ୍ଚଙ୍କ ସମେତ ୧୪ ଜଣ ଦୋଷୀ ସାବ୍ୟସ୍ତ

ବେଆଇନ୍ କାରବାର ସହିତ ଜଡ଼ିତ ଥିବା ବ୍ୟକ୍ତିମାନଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ କାର୍ଯ୍ୟାନୁଷ୍ଠାନ ନେଉଛି। ଭିଜିଲାନ୍ସ ବିଭାଗର ବିଭିନ୍ନ କୋର୍ଟରେ ଆଜି ୧୪ ଜଣ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏଥିରେ ୫ ଜଣ ପୂର୍ବତନ ସରପଞ୍ଚ ମଧ୍ୟ ସାମିଲ ଅଛନ୍ତି।  ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ବେଆଇନ୍ କାରବାର ସହିତ ଜଡ଼ିତ ଥିବା ବ୍ୟକ୍ତିମାନଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ କାର୍ଯ୍ୟାନୁଷ୍ଠାନ ନେଉଛି। ଭିଜିଲାନ୍ସ ବିଭାଗର ବିଭିନ୍ନ କୋର୍ଟରେ ଆଜି ୧୪ ଜଣ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। […]

1 min read

ଡିଜି-ଆଇଜିପି ସମ୍ମିଳନୀର ଦ୍ବିତୀୟ ଦିନ, ମୋଦୀ ଓ ଶାହ ଉପସ୍ଥିତ

ଦେଶର ନିରାପତ୍ତା ପାଇଁ ଗୁରୁତ୍ବପୂର୍ଣ୍ଣ ଡିଜି-ଆଇଜିପି ସମ୍ମିଳନୀର ଆଜି ଦ୍ବିତୀୟ ଦିନ। ଶୁକ୍ରବାର ଲୋକସେବା ଭବନରେ ଆରମ୍ଭ ହୋଇଥିବା ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଉପସ୍ଥିତ ଅଛନ୍ତି। ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ଦେଶର ନିରାପତ୍ତା ପାଇଁ ଗୁରୁତ୍ବପୂର୍ଣ୍ଣ ଡିଜି-ଆଇଜିପି ସମ୍ମିଳନୀର ଆଜି ଦ୍ବିତୀୟ ଦିନ। ଶୁକ୍ରବାର ଲୋକସେବା ଭବନରେ ଆରମ୍ଭ ହୋଇଥିବା ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ […]

1 min read

ବନ୍ଦ ପଡ଼ିଛି ଗ୍ରାମୀଣ ଶିଳ୍ପ ଉଦ୍ୟାନ, ଖତଖାଉଛି ଯନ୍ତ୍ରପାତି

ସ୍ଥାନୀୟ ଅଞ୍ଚଳର ଚାଷୀ ଓ ମହିଳାଙ୍କୁ ରୋଜଗାରକ୍ଷମ କରିବାକୁ କୁଆରମୁଣ୍ଡାରେ ପ୍ରତିଷ୍ଠା ହୋଇଛି ଗ୍ରାମୀଣ ଶିଳ୍ପ ଉଦ୍ୟାନ। ଏଥିରେ ଜିଲ୍ଲା ଖଣିଜ ପ୍ରତିଷ୍ଠାନ (ଡିଏମ୍‌ଏଫ୍‌) ପାଣ୍ଠିରୁ ୨ କୋଟି ୭୦ ଲକ୍ଷ ଅଧିକ ଟଙ୍କା ଖର୍ଚ୍ଚ ହୋଇଛି। ୨୦୨୨ରୁ ଶେଷ ହୋଇଥିବା ପ୍ରକଳ୍ପ ଏଯାଏଁ କାର୍ଯ୍ୟକ୍ଷମ ହେଉନି। ରାଉରକେଲା/ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ସ୍ଥାନୀୟ ଅଞ୍ଚଳର ଚାଷୀ ଓ ମହିଳାଙ୍କୁ ରୋଜଗାରକ୍ଷମ କରିବାକୁ କୁଆରମୁଣ୍ଡାରେ ପ୍ରତିଷ୍ଠା ହୋଇଛି ଗ୍ରାମୀଣ ଶିଳ୍ପ ଉଦ୍ୟାନ। ଏଥିରେ ଜିଲ୍ଲା ଖଣିଜ […]

1 min read

ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର

ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର। ଏବେ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୭ ଟଙ୍କା ୬୪ ପଇସାକୁ ବୃଦ୍ଧି କରାଯାଇଛି। ଆସନ୍ତାକାଲିଠାରୁ ଏହି ବର୍ଦ୍ଧିତ ଖର୍ଚ୍ଚ ପ୍ରଦାନ ନିଷ୍ପତ୍ତି ହୋଇଛି। ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର। ଏବେ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ […]

1 min read

ଭୁବନେଶ୍ବର ବିମାନବନ୍ଦରରେ ଅଜଣା ବ୍ୟାଗ୍ ଠାବ, ସିଆଇଏସଏଫ୍ ଡଗ୍ ସ୍କ୍ବାଡର ତନାଘନା

ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ଅଜଣା ବ୍ୟାଗ୍ ଦେଖିବାକୁ ମିଳିଛି। ଟ୍ରଲିରେ ଏକ ନୀଳ ରଙ୍ଗର ବ୍ୟାଗ ଦେଖିବା ପରେ ସେଠାରେ ପହଞ୍ଚିଥିଲା  ସିଆଇଏସଏଫର ଡଗ୍ ସ୍କ୍ୱାଡ୍ । ସନ୍ଧାନୀ କୁକୁର ଏହାକୁ ଜଗିଥିବାବେଳେ ଏହା କାହାର ସେ ଏନେଇ ଏଯାଏ କୌଣସି ସୂଚନା ମିଳିନାହିଁ । କଥା ହେଉଛି ,କିଛି ସମୟ ପୂର୍ବରୁ ଖଲିସ୍ତାନୀ ନେତାଙ୍କର ଧମକପୂର୍ଣ୍ଣ ଅଡିଓ ଭାଇରାଲ ହୋଇଥିଲା । ଏହି ଅଡିଓରେ ଭୁବନେଶ୍ୱର […]

1 min read

ସିରିଜ୍‌ ଦୁର୍ଘଟଣାରେ ୪ମୃତ, ୩ ଆହତ

ରାଇରଙ୍ଗପୁର/ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ରାଞ୍ଚି-ବିଜୟୱାଡା ୨୨୦ ନଂ ଜାତୀୟ ରାଜପଥରେ ପୁଣି ଦୁର୍ଘଟଣା ଘଟିଛି। ଏହି ଜାତୀୟ ରାଜପଥର ପ୍ରାୟ ୧୫ କିମି ଭିତରେ ଆଜି ୩ଟି ଦୁର୍ଘଟଣା ଘଟିଛି, ଯେଉଁଥିରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ଅଛନ୍ତି। ମୃତକମାନେ ହେଲେ ଲାଖାନ୍ ସୋରେନ (୪୫), ତାଙ୍କ ସ୍ତ୍ରୀ ପାନ ସୋରେନ (୩୫), ଧନୁରାମ ମାର୍ଣ୍ଡି (୩୮)  ଓ ଧର୍ମପଦ ପାଟବନ୍ଧା (୫୦)। ଗୁରୁତରମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି […]

1 min read

‘୨୦୨୭ ସୁଦ୍ଧା ସରିବ ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାମ’

ଭୁବନେଶ୍ବର ମେଟ୍ରୋ ଟ୍ରେନ୍‌ ପାଇଁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଠାରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ପ୍ରାୟ ୨୬କିଲୋମିଟର ମଧ୍ୟରେ ୧୮ଟି ଷ୍ଟେସନ ରହିବ। ପରବର୍ତ୍ତୀ ସମୟରେ ଖୋର୍ଦ୍ଧା ଓ କଟକ ସହ ଭୁବନେଶ୍ୱର ଓ କଟକ ସହର ଅନ୍ୟ ଅଂଚଳରେ ଚଳାଚଳ କରିବ।  ଭୁବନେଶ୍ୱର ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ଭୁବନେଶ୍ବର ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟର କାମ ୨୦୨୭ ଡିସେମ୍ବର ସୁଦ୍ଧା ଶେଷ ହେବ। ପ୍ରଥମେ ୨୬ କିଲୋମିଟର ମଧ୍ୟରେ ମେଟ୍ରୋ ଟ୍ରେନ୍‌ ଚଳାଚଳ […]