November 2024
୨୬ରୁ ବିଧାନସଭା ଅଧିବେଶନ, ୨୫ରେ ସର୍ବଦଳୀୟ ବୈଠକ
ଆସନ୍ତା ୨୬ ତାରିଖଠାରୁ ବିଧାନସଭାର ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ସର୍ବଦଳୀୟ ବୈଠକ ୨୫ ତାରିଖ ଦିନ ଅନୁଷ୍ଠିତ ହେବ। ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ଏନେଇ ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ। ଭୁବନେଶ୍ୱର ୧୯-୧୧-୨୦୨୪(ପିପିଏସ) : ଆସନ୍ତା ୨୬ ତାରିଖଠାରୁ ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ସର୍ବଦଳୀୟ ବୈଠକ ୨୫ ତାରିଖ ଦିନ ଅନୁଷ୍ଠିତ ହେବ। ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। […]
ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ ଓ ଗୃହମନ୍ତ୍ରୀ ଶାହ
ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ। ଉଭୟେ ଓଡ଼ିଶାରେ ଆୟୋଜିତ ହେବାକୁ ଥିବା ପୁଲିସ ଡ଼ିଜି ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ନଭେମ୍ବର ୨୯ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଡିଜି ସମ୍ମିଳନୀ । ସରକାରୀ ସ୍ତରରେ ଘୋଷଣା କରାଯିବ। ଭୁବନେଶ୍ୱର ୧୯-୧୧-୨୦୨୪(ପିପିଏସ) : ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ। ଉଭୟେ ଓଡ଼ିଶାରେ ଆୟୋଜିତ ହେବାକୁ ଥିବା ପୁଲିସ […]
ଦୁର୍ଗମ ଅଞ୍ଚଳରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ଦୋଳାରେ ୮ କିମି ବୁହା ହେଲେ ମହିଳା
ରାଜ୍ୟରେ ଆଜି ବି ଏମିତି ଅନେକ ଦୁର୍ଗମ ଅଞ୍ଚଳ ଅଛି, ଯେଉଁଠି ଲୋକେ ସ୍ବାସ୍ଥ୍ୟସେବାରୁ ବଞ୍ଚିତ ହେବା ସହ ଆମ୍ବୁଲାନ୍ସ ଭଳି ଜରୁରୀକାଳୀନ ସେବା ସାତସପନ ପାଲଟିଛି। ଭାତହାଣ୍ଡିରୁ ଗୋଟିଏ ଚିପିବା ନ୍ୟାୟରେ ଏହାର ଜ୍ବଳନ୍ତ ଉଦାହରଣ ପାତ୍ରପୁର/ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ରାଜ୍ୟରେ ଆଜି ବି ଏମିତି ଅନେକ ଦୁର୍ଗମ ଅଞ୍ଚଳ ଅଛି, ଯେଉଁଠି ଲୋକେ ସ୍ବାସ୍ଥ୍ୟସେବାରୁ ବଞ୍ଚିତ ହେବା ସହ ଆମ୍ବୁଲାନ୍ସ ଭଳି ଜରୁରୀକାଳୀନ ସେବା ସାତସପନ ପାଲଟିଛି। ଭାତହାଣ୍ଡିରୁ ଗୋଟିଏ ଚିପିବା ନ୍ୟାୟରେ […]
ଖଣି ଆନ୍ଦୋଳନ ରୋକିବାକୁ ସରକାରଙ୍କ କଠୋର ନିଷ୍ପତ୍ତି: ତାଳଚେରରେ ୬ ମାସ ପାଇଁ ‘ଏସ୍ମା’ ଲାଗୁ
ତାଳଚେର ଖଣି ଅଞ୍ଚଳରେ ଚାଲିଥିବା ଆନ୍ଦୋଳନ ରୋକିବା ପାଇଁ ସରକାର କଠୋର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏମ୍ସିଏଲ୍ ଦ୍ବାରା ଚାଲିଥିବା କୋଇଲା ଖନନ ଓ ପରିବହନ ବ୍ୟବସ୍ଥାରେ ଅତ୍ୟାବଶ୍ୟକ ସେବା ଆଇନ୍ (ଏସ୍ମା) ଲାଗୁ କରାଯାଇଛି। ଅନୁଗୁଳ/ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ତାଳଚେର ଖଣି ଅଞ୍ଚଳରେ ଚାଲିଥିବା ଆନ୍ଦୋଳନ ରୋକିବା ପାଇଁ ସରକାର କଠୋର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏମ୍ସିଏଲ୍ ଦ୍ବାରା ଚାଲିଥିବା କୋଇଲା ଖନନ ଓ ପରିବହନ ବ୍ୟବସ୍ଥାରେ ଅତ୍ୟାବଶ୍ୟକ ସେବା ଆଇନ୍ (ଏସ୍ମା) ଲାଗୁ […]
୩୫ତମ କୋଣାର୍କ ଉତ୍ସବ ନିମନ୍ତେ ପ୍ରସ୍ତୁତି ବୈଠକ।
୧୪ତମ ଆନ୍ତର୍ଜାତିକ ବାଲୁକା କଳାରେ ଯୋଗ ଦେବେ ୭ବିଦେଶୀ କଳାକାର। କୋଣାର୍କ/ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ଓଡିଶା କଳା, ସଂସ୍କୃତି, ପରମ୍ପରା ଓ ପର୍ଯ୍ୟଟନର ବିକାଶ ପାଇଁ ଓଡିଶା ସରକାରଙ୍କ ଦ୍ୱାରା ପରିଚାଳିତ ପର୍ଯ୍ୟଟନ ବିଭାଗ ପକ୍ଷରୁ ପ୍ରତିବର୍ଷ ଡିସେମ୍ବର ୧ରୁ ୫ ପର୍ଯ୍ୟନ୍ତ ଆୟୋଜିତ ହେଉଥିବା ପ୍ରସିଦ୍ଧ ୩୫ତମ କୋଣାର୍କ ଉତ୍ସବ ପାଇଁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି। ଡେରି ହେଲେ ମଧ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ସୋମବାର ସନ୍ଧ୍ୟାରେ କୋଣାର୍କ ସ୍ଥିତ ଯାତ୍ରୀନିବାସ ସମ୍ମେଳନୀ […]
ବାଣୀବିହାର ପାଲଟିଛି ମିନି ଡମ୍ପିଂୟାର୍ଡ: ହାତ ଟେକିଦେଲେଣି ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ
ଉତ୍କଳ ବିଶ୍ବବିଦ୍ୟାଳୟ ତଥା ବାଣୀବିହାର କ୍ୟାମ୍ପସ୍ ପରିସର ବସ୍ତିବାସିନ୍ଦାଙ୍କ ଡମ୍ପିଂୟାର୍ଡ ପାଲଟିଛି। ବିଶ୍ବବିଦ୍ୟାଳୟର ଦକ୍ଷିଣ ଓ ପଶ୍ଚିମ ପାର୍ଶ୍ବକୁ ଲାଗି ଗଢ଼ି ଉଠିଥିବା ବସ୍ତିରେ ଘର ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ଉତ୍କଳ ବିଶ୍ବବିଦ୍ୟାଳୟ ତଥା ବାଣୀବିହାର କ୍ୟାମ୍ପସ୍ ପରିସର ବସ୍ତିବାସିନ୍ଦାଙ୍କ ଡମ୍ପିଂୟାର୍ଡ ପାଲଟିଛି। ବିଶ୍ବବିଦ୍ୟାଳୟର ଦକ୍ଷିଣ ଓ ପଶ୍ଚିମ ପାର୍ଶ୍ବକୁ ଲାଗି ଗଢ଼ି ଉଠିଥିବା ବସ୍ତିରେ ଘର ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ପରିଣାମ ସ୍ବରୂପ ଏବେ […]
ନିର୍ବାଚନ ପାଇଁ ମୁମ୍ବାଇରେ ୪ ଦିନ ‘ଡ୍ରାଇଡେ’
ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଚଳିତ ସପ୍ତାହରେ ୪ ଦିନ ମୁମ୍ବାଇ ସମେତ ମହାରାଷ୍ଟ୍ରର ଅନ୍ୟ ସହରରେ ମଦ ବିକ୍ରି ଉପରେ କଟକଣା ଲାଗୁ ରହିବ । ଅର୍ଥାତ୍ ଏସବୁ ସହରରେ ୪ ଦିନ ଡ୍ରାଏ ଡେ ରହିବ । ନିର୍ବାଚନକୁ ଶାନ୍ତିପୂର୍ଣ୍ଣ କରିବାକୁ ନିର୍ବାଚନ କମିସନ ଏହି ନିଷ୍ପତ୍ତି ନେଇଛ୍ତି । ମୁମ୍ବାଇ/ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଚଳିତ ସପ୍ତାହରେ ୪ ଦିନ ମୁମ୍ବାଇ ସମେତ ମହାରାଷ୍ଟ୍ରର ଅନ୍ୟ ସହରରେ […]
ମୃତ୍ୟୁ ମୁଖରୁ ଫେରେଇ ଆଣିଲେ ଜୀବନ
ଚିକିତ୍ସା ବିଜ୍ଞାନ ଏବଂ କାର୍ଯ୍ୟଦକ୍ଷତାର ଅପୂର୍ବ ସମନ୍ବୟ ସହିତ ଏମ୍ସ ଭୁବନେଶ୍ୱରରେ ଏକ ଉତ୍ସର୍ଗୀକୃତ ଡାକ୍ତରୀ ଦଳ ଉନ୍ନତ ଏକ୍ସଟ୍ରାକୋର୍ପୋରାଲ୍ କାର୍ଡିଓ-ପୁଲମୋନାରୀ ରେସୁସିଟେସନ୍ (ଇ-ସିପିଆର୍) ମାଧ୍ୟମରେ ଜଣେ ୨୪ ବର୍ଷ ବୟସ୍କ ଆର୍ମୀ ଯବାନଙ୍କୁ ନିଶ୍ଚିତ ମୃତ୍ୟୁ ମୁଖରୁ ରକ୍ଷା କରିଛନ୍ତି। ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ଚିକିତ୍ସା ବିଜ୍ଞାନ ଏବଂ କାର୍ଯ୍ୟଦକ୍ଷତାର ଅପୂର୍ବ ସମନ୍ବୟ ସହିତ ଏମ୍ସ ଭୁବନେଶ୍ୱରରେ ଏକ ଉତ୍ସର୍ଗୀକୃତ ଡାକ୍ତରୀ ଦଳ ଉନ୍ନତ ଏକ୍ସଟ୍ରାକୋର୍ପୋରାଲ୍ କାର୍ଡିଓ-ପୁଲମୋନାରୀ ରେସୁସିଟେସନ୍ (ଇ-ସିପିଆର୍) ମାଧ୍ୟମରେ ଜଣେ ୨୪ […]
ଯନ୍ତ୍ରୀଙ୍କ ଘରେ କେଜିଏ ସୁନା
ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ଭିଜିଲାନ୍ସ ଜାଲରେ ଓଡ଼ିଶା ପୁଲିସ୍ ହାଉସିଂ ୱେଲଫେୟାର କର୍ପୋରେସନ୍ ବ୍ରହ୍ମପୁର ଡିଭିଜନ୍ ଡିଜିଏମ୍ ସୁବାସ ଚନ୍ଦ୍ର ପଣ୍ଡା। ଆଜି ସକାଳେ ତାଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢ଼ାଉ ଆରମ୍ଭ କରିଥିଲା। ତାଙ୍କ ଘର ସମେତ ଚାରିଟି ସ୍ଥାନରେ ଚାଲିଛି ଚଢ଼ାଉ। ଭୁବନେଶ୍ବରରେ ସୁବାସ ଚନ୍ଦ୍ର ପଣ୍ଡାଙ୍କର ୪ଟି ବହୁମୂଲ୍ୟ ପ୍ଲଟ୍, ବରିମୁଣ୍ଡରେ ଏକ ଦୁଇମହଲା କୋଠା, ଆଇଗଣିଆରେ ତିନିମହଲା କୋଠା, ନଗଦ ୧୩ ଲକ୍ଷ ଟଙ୍କା, ଏକ କେଜି ସୁନା, ଗୋଟିଏ […]
ସୋହେଲାରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଧାନକିଣା ଆରମ୍ଭ ହେବ: କେଭି ସିଂହଦେଓ
ଦିନକ ପରେ ଧାନକିଣା ଆରମ୍ଭ ହେବାକୁ ଯାଉଥିବା ବେଳେ ପୁଣି ଉଠିଛି କଟ୍ନି ଛଟ୍ନି ପ୍ରସଙ୍ଗ। ଏନେଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ କହିଛନ୍ତି, ମନ ଇଚ୍ଛା କଟନି ଛଟନି ହେବ ନାହିଁ, ଯେତେ କମ୍ ହେବ। ସୋହେଲାରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଧାନକିଣା ଆରମ୍ଭ ହେବ। ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ଦିନକ ପରେ ଧାନକିଣା ଆରମ୍ଭ ହେବାକୁ ଯାଉଥିବା ବେଳେ ପୁଣି ଉଠିଛି କଟ୍ନି ଛଟ୍ନି ପ୍ରସଙ୍ଗ। ଏନେଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ କହିଛନ୍ତି, ମନ ଇଚ୍ଛା […]
