November 2024
ଋତୁସ୍ରାବ ସ୍ୱଚ୍ଛତା ନୀତି ବିଦ୍ୟାଳୟରେ କାର୍ଯ୍ୟକାରୀ ହୋଇଛି: ସୁପ୍ରିମକୋର୍ଟରେ ସରକାରଙ୍କ ସତ୍ୟପାଠ
ବିଦ୍ୟାଳୟରେ ଛାତ୍ରୀମାନଙ୍କ ପାଇଁ ଋତୁସ୍ରାବ ସ୍ୱଚ୍ଛତା ଉପରେ କେନ୍ଦ୍ର ସରକାର ଏକ ଜାତୀୟ ନୀତି ପ୍ରସ୍ତୁତ କରିଛନ୍ତି। ଏହାକୁ ମଧ୍ୟ ଅନୁମୋଦନ କରାଯାଇଛି | ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ନିରାପଦ ମାସିକ ଋତୁସ୍ରାବ ଅଭ୍ୟାସକୁ ପ୍ରୋତ୍ସାହିତ କରିବା ଏହି ନୀତିର ଉଦ୍ଦେଶ୍ୟ ନୂଆଦିଲ୍ଲୀ/ଭୁବନେଶ୍ୱର ୧୩-୧୧-୨୦୨୪(ପିପିଏସ) : ବିଦ୍ୟାଳୟରେ ଛାତ୍ରୀମାନଙ୍କ ପାଇଁ ଋତୁସ୍ରାବ ସ୍ୱଚ୍ଛତା ଉପରେ କେନ୍ଦ୍ର ସରକାର ଏକ ଜାତୀୟ ନୀତି ପ୍ରସ୍ତୁତ କରିଛନ୍ତି। ଏହାକୁ ମଧ୍ୟ ଅନୁମୋଦନ କରାଯାଇଛି। ସରକାର ବୁଧବାର ସୁପ୍ରିମକୋର୍ଟରେ […]
ବିଶ୍ୱଶାନ୍ତି ମହାଯଜ୍ଞ ଓ ପୂଜ୍ୟପୂଜା ସମ୍ମାନ
କଟକ/୧୩-୧୧-୨୦୨୪(ପିପିଏସ) : କଟକ ଜିଲ୍ଲା ବଡ଼ମ୍ବା ବ୍ଲକ ଅନ୍ତର୍ଗତ ମୁଗଗହିର ଗ୍ରାମରେ ଇଷ୍ଟଦେବୀ ଶ୍ରୀଶ୍ରୀ ଦକ୍ଷିଣକାଳୀଙ୍କ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହେଉଛି । ପ୍ରଥମ ଦିନ ଅଙ୍କୁରାରୋପଣ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଏକ ପୂଜ୍ୟପୂଜାର ଆୟୋଜନ କରାଯାଇଥିଲା । ଏଥିରେ ପଣ୍ଡିତ ବୀରେନ୍ଦ୍ର କୁମାର ପଣ୍ଡା, ଶିକ୍ଷାବିତ୍ ସନାତନ ଶତପଥୀ ଓ ବିଶିଷ୍ଟ କଳା ସଂସ୍କୃତି ବିଶେଷଜ୍ଞ ପ୍ରଫୁଲ୍ଲ କୁମାର ଶତପଥୀଙ୍କୁ ସମ୍ମାନିତ କରାଯାଇଥିଲା । ଏହି ଅବସରରେ ଏକ ଆଲୋଚନାସଭାର ଆୟୋଜନ […]
ବଣ୍ଡାଘାଟିର ଦୁର୍ଗମ ଇଲାକାରେ ପହଞ୍ଚିଲା ମୋବାଇଲ୍ ନେଟୱର୍କ ସେବା
ଖଇରପୁଟ ବ୍ଲକର ବଣ୍ଡାଘାଟିର ଅଂଚଳବାସୀଙ୍କ ଅନେକ ଦିନର ଦାବି ପରେ ଦୁର୍ଗମ ଅଞ୍ଚଳରେ ପହଞ୍ଚିଛି ନେଟୱର୍କ ସେବା। ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକର ମୁଦୁଲିପଡ଼ା ପଞ୍ଚାୟତ ଗ୍ରାମାଞ୍ଚଳରେ ନେଟୱର୍କ ଆସିବା ପରେ ୩ ହଜାରରୁ ଊର୍ଦ୍ଧ୍ବ ଲୋକେ ଉପକୃତ ହୋଇଛନ୍ତି। ମାଲକାନଗିରି/ଭୁବନେଶ୍ୱର ୧୩-୧୧-୨୦୨୪(ପିପିଏସ) : ଜିଲ୍ଲାର ଅନ୍ତର୍ଗତ ଖଇରପୁଟ ବ୍ଲକର ବଣ୍ଡାଘାଟିର ଅଂଚଳବାସୀଙ୍କ ଅନେକ ଦିନର ଦାବି ପରେ ଦୁର୍ଗମ ଅଞ୍ଚଳରେ ପହଞ୍ଚିଛି ନେଟୱର୍କ ସେବା। ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକର ମୁଦୁଲିପଡ଼ା ପଞ୍ଚାୟତ ଗ୍ରାମାଞ୍ଚଳରେ ନେଟୱର୍କ […]
ରାଜ୍ୟ ବିବାଦର ସମାଧାନ ପାଇଁ ଗଠନ ହେବ ଆନ୍ତଃ ମନ୍ତ୍ରୀ ସ୍ତରୀୟ କମିଟି
ଓଡ଼ିଶା ସରକାର ବିଭିନ୍ନ ରାଜ୍ୟ ସହିତ ରାଜ୍ୟର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀ ସ୍ତରୀୟ କମିଟି ଗଠନ କରିବେ। ଆଜି ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଭୁବନେଶ୍ୱର ୧୩-୧୧-୨୦୨୪(ପିପିଏସ) : ବିଭିନ୍ନ ରାଜ୍ୟ ସହିତ ଓଡ଼ିଶାର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀ ସ୍ତରୀୟ କମିଟି ଗଠନ କରାଯିବ। ଆଜି ଲୋକ […]
‘ହରେକୃଷ୍ଣ ମହତାବ ଚିତ୍ରକଳା ଶିବିର’ ଉଦ୍ଯାପିତ
ଭୁବନେଶ୍ୱର ୧୩-୧୧-୨୦୨୪(ପିପିଏସ) : ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ ତଥା ଜନନାୟକ ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଅବସରରେ ଆସନ୍ତା ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ଆସନ୍ତା ଏକ ବର୍ଷ ପର୍ଯ୍ୟନ୍ତ ମହତାବଙ୍କ ସ୍ମୃତିକୁ ଉଜ୍ଜୀବିତ କରି ରଖୁବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେବ ବୋଲି ରାଜ୍ୟ ସରକାରଙ୍କ ତରଫରୁ ନିଷ୍ପରି ନିଆଯାଇଛି। ଏହି କ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ […]
ସାନଭାଇ ଭୁଲିଗଲା ସଂପର୍କ: ବଡ଼ଭାଇଙ୍କ ତଣ୍ଟି କାଟିଲା, ଭାଉଜଙ୍କୁ ପିଟିପିଟି ମାରିଲା
ସମ୍ପତ୍ତି ଆଗରେ ରକ୍ତ ସମ୍ପର୍କ ତୁଚ୍ଛ ସଂପତ୍ତି ପାଇଁ ସଂପର୍କରେ ଫାଟ ସୃଷ୍ଟି ହେଉଛି। ସଂପତ୍ତି ଆଗରେ ସଂପର୍କ ବଳି ପଡୁଛି। ଗଂଜାମ ଜିଲ୍ଲା ଆସିକା ଅଞ୍ଚଳରେ ଆଜି ପୂର୍ବାହ୍ଣରେ ସାନଭାଇର ଆକ୍ରମଣରେ ବଡ଼ଭାଇ ଓ ଭାଉଜଙ୍କର ମୃତ୍ୟୁ ହୋଇଛି। ଏହି ହତ୍ୟାକାଣ୍ଡକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି। ଆସିକା/ଭୁବନେଶ୍ୱର ୧୩-୧୧-୨୦୨୪(ପିପିଏସ) : ଜମିବାଡ଼ିକୁ କେନ୍ଦ୍ର କରି ଗଂଜାମ ଜିଲ୍ଲା ଆସିକା ଥାନା ଅଞ୍ଚଳରେ ବୁଧବାର ଏକ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି। ସାନଭାଇ ରକ୍ତମୁଖା ହୋଇଛି। […]
ଫାୟାରମ୍ୟାନ୍ ପଦ ନିଯୁକ୍ତି ପ୍ରକ୍ରିୟା ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ଫାୟରମ୍ୟାନ ନିଯୁକ୍ତିରେ ମୋଟ ପଦବିର ୧୦ ପ୍ରତିଶତ ଗୃହରକ୍ଷୀ ଭାବେ କାର୍ଯ୍ୟରତ ପ୍ରାର୍ଥୀଙ୍କ ଦ୍ବାରା ପୂରଣ କରାଯିବ। ଏହି ପ୍ରସଂଗ ନେଇ ଦାୟର ମାମଲା ଗୁଡ଼ିକର ଡକ୍ଟର ଜଷ୍ଟିସ ସଞ୍ଜୀବ କୁମାର ପାଣିଗ୍ରାହୀଙ୍କ ନେଇ ଗଠିତ ଖଣ୍ଡପୀଠରେ ଶୁଣାଣି ସମୟରେ ସରକାରଙ୍କ ତରଫରୁ ଦାଖଲ ଅତିରିକ୍ତ ସତ୍ୟପାଠରେ ଦର୍ଶାଯାଇଛି। ଗୃହରକ୍ଷୀଙ୍କୁ ମିଳିଲା ନ୍ୟାୟ, ସରକାର ଦାଖଲ କଲେ ସାନି ଚୟନ ତାଲିକା କଟକ,୧୩-୧୧-୨୦୨୪(ପିପିଏସ) : ଫାୟରମ୍ୟାନ ପଦରେ ନିଯୁକ୍ତି ପ୍ରସଂଗରେ ଗୃହରକ୍ଷୀଙ୍କୁ ନ୍ୟାୟ ମିଳିଛି। ମୋଟ ପଦବିର […]
ସୁଭଦ୍ରା ଟଙ୍କା ପାଇବା ଲାଗି ହିତାଧିକାରୀଙ୍କୁ ପରାମର୍ଶ ଦେଲେ ଉପମୁଖ୍ୟମନ୍ତ୍ରୀ
ସୁଭଦ୍ରା ଟଙ୍କା ପାଇବା ଲାଗି ହିତାଧିକାରୀଙ୍କୁ ପରାମର୍ଶ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆଜି ନିମାପଡ଼ାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାବେଳେ ସେ କହିଛନ୍ତି, ପ୍ରାୟ ୫ ଲକ୍ଷ ହିତାଧିକାରୀଙ୍କ ଆଧାର କାର୍ଡ ବ୍ୟାଙ୍କ ଆକାଉଣ୍ଟ ସହ ଲିଙ୍କ୍ ହୋଇ ନଥିବାରୁ ସେମାନଙ୍କ ରେଜିଷ୍ଟ୍ରେସନ୍ ରଦ୍ଦ ହୋଇଛି । ଭୁବନେଶ୍ୱର ୧୩-୧୧-୨୦୨୪(ପିପିଏସ) : ସୁଭଦ୍ରା ଟଙ୍କା ପାଇବା ଲାଗି ହିତାଧିକାରୀଙ୍କୁ ପରାମର୍ଶ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆଜି ନିମାପଡ଼ାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାବେଳେ ସେ କହିଛନ୍ତି, ପ୍ରାୟ […]
ଲକ୍ଷ୍ମୀ ବସ୍ ଧକ୍କାରେ ବାଇକ୍ ଅରୋହୀଙ୍କ ମୃତ୍ୟୁ: ୨୦ ଘଣ୍ଟା ପରେ ଉଠିଲା ଶବ
ଝରିଗାଁ/ଭୁବନେଶ୍ୱର ୧୩-୧୧-୨୦୨୪(ପିପିଏସ) : ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ବଡ଼ଟେମେରା ପଞ୍ଚାୟତ ଅନ୍ତର୍ଗତ ଢେଫଗୁଡା ଗ୍ରାମ ନିକଟରେ ମଙ୍ଗଳବାର ସନ୍ଧ୍ୟା ୫ଟାରେ ଲକ୍ଷ୍ମୀ ବସ୍ ସହ ବାଇକ ମୁହାଁମୁହିଁ ଧକ୍କା ହେବା ଯୋଗୁଁ ଜଣେ ଚାଳକଙ୍କ ମୃତ୍ୟୁ ଘଟଣା ଆନ୍ଦୋଳନ ରୂପ ନେଇଛି। ବସ୍ ଧକ୍କାରେ ବାଇକ୍ ଆରୋହୀ ଚାଳକ ଜଗବନ୍ଧୁ ଜାନୀ(୨୦)ଙ୍କ ମୃତଦେହ ୨୦ ଘଣ୍ଟା ପରେ ଘଟଣାସ୍ଥଳରୁ ଉଠିଛି।ସୂଚନାଯୋଗ୍ୟ, ମଙ୍ଗଳବାର ସକାଳୁ ବଡ଼ଟେମେରା ପଞ୍ଚାୟତ ଅନ୍ତର୍ଗତ ଡଙ୍ଗରିଗୁଡ଼ା ଗ୍ରାମର ଜଗବନ୍ଧୁ ଜାନୀ ଏବଂ ସମ୍ପର୍କୀୟ ଭାଇ […]
ପଦୋନ୍ନତି ନିୟମ ବଦଳିଲା
୭ବର୍ଷ ପରେ ଏସ୍ଆଇରୁ ଇନ୍ସପେକ୍ଟର ହୋଇପାରିବେ ଭୁବନେଶ୍ୱର ୧୩-୧୧-୨୦୨୪(ପିପିଏସ) : ରାଜ୍ୟ ସରକାର ପୁଲିସ କର୍ମଚାରୀମାନଙ୍କ ପାଇଁ ଏକ ଭଲ ଖବର ଆଣିଛନ୍ତି। ପୁଲିସ ବିଭାଗରେ ପଦୋନ୍ନତି ନେଇ ଏସ୍ଆଇମାନଙ୍କ ପାଇଁ ଏହି ଖବର ଆଣିଛନ୍ତି। ଏହା ଦ୍ବାରା ପୁଲିସ ଏସ୍ଆଇ ଭାବେ କାର୍ଯ୍ୟରତ କର୍ମଚାରୀମାନଙ୍କୁ ପଦୋନ୍ନତି ପାଇଁ ଆଉ ୧୦ ବର୍ଷକୁ ଅପେକ୍ଷା କରିବାକୁ ପଡ଼ିବ ନାହିଁ। ଏଣିକି ୭ ବର୍ଷ ପରେ ଜଣେ ଏସ୍ଆଇ ହୋଇପାରିବେ ଇନ୍ସପେକ୍ଟର। ରାଜ୍ୟ ସରକାରଙ୍କ ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି […]
