1 min read

ଜିଲ୍ଲା ସ୍ତରୀୟ  ଶିଶୁ ମହୋତ୍ସବ ‘ସୁରଭି ୨୦୨୪’ ଅନୁଷ୍ଠିତ

ବାରିପଦା/ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ପାଠପଢା ସହିତ ବିଦ୍ୟାଳୟ ଛାତ୍ରଛାତ୍ରୀ ଙ୍କର ଅନ୍ତର୍ନିହିତ ଗୁଣର ବିକାଶ ପାଇଁ ଆରମ୍ଭ ହୋଇଥିବା ମୟୂରଭଞ୍ଜ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି”ର ଉଦ୍ଘାଟନ ଉତ୍ସବ   ମନ୍ତ୍ରୀ ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ  କୃଷ୍ଣଚନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥି ଭାବେ କର କମଳ ରେ ସ୍ଥାନୀୟ ସହିଦ ସ୍ମୃତି ଭବନରେ ହୋଇଯାଇଅଛି l  ‘ଓଡିଶାର ଲୋକକଳା’ ପ୍ରସଙ୍ଗ ଉପରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର ୨୬ […]

1 min read

କାର ଭିତରେ ଖେଳୁ ଖେଳୁ ଲକ୍‌ କରିଦେଲେ ଡୋର୍‌, ଚାଲିଗଲା ୪ ଶିଶୁଙ୍କ ଜୀବନ

ଗୁଜୁରାଟ/ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : କାର୍ ଡୋର ଖୋଲା ରଖିବା କେତେ ବିପଦପୂର୍ଣ୍ଣ ହୋଇଥାଏ ତାହା ଦେଖିବାକୁ ମିଳିଛି ଗୁଜରାଟର ଏକ ଘଟଣାରୁ। କାର ଭିତରେ ଅଣନିଃଶ୍ଵାସୀ ହୋଇ ଚାଲିଯାଇଛି ୪ ଶିଶୁଙ୍କ ଜୀବନ। ସମସ୍ତ ଶିଶୁଙ୍କ ବୟସ ୨ରୁ ୭ ବର୍ଷ ମଧ୍ୟରେ। ଗୁଜରାଟର ଅମରେଲି ଅନ୍ତର୍ଗତ ରନ୍ଧିୟା ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି।ପୁଲିସ ସୂଚନା ଅନୁସାରେ, ପିଲମାନଙ୍କର ପରିବାର ଲୋକେ ସେମାନଙ୍କୁ ଘରେ ଛାଡ଼ି ଗାଁର ଏକ ଫାର୍ମ ହାଉସକୁ କାମ କରିବାକୁ […]

1 min read

କଟକ ଏସସିବିରେ ରାଗିଂ ଅଭିଯୋଗ, ତଦନ୍ତ ଆରମ୍ଭ

କଟକ,୦୪-୧୧-୨୦୨୪ (ପିପିଏସ) : କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ (ଏସସିବି ମେଡ଼ିକାଲ କଲେଜ)ରେ ରାଗିଂ ଅଭିଯୋଗ ହୋଇଛି। ଏମବିବିଏସ ପ୍ରଥମ ବର୍ଷ ଛାତ୍ର ତାଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି। ଏସସିବି ମେଡ଼ିକାଲ କଲେଜର ଶେଷ ବର୍ଷ ଛାତ୍ରଙ୍କ ନାମରେ ସେ ରାଗିଂ ଅଭିଯୋଗ ଆଣିଛନ୍ତି। ଛାତ୍ରଙ୍କ ଅଭିଯୋଗକୁ ଗ୍ରହଣ କରିବା ସହ ଏସସିବି ଆଣ୍ଟି ରାଗିଂ କମିଟିର ତଦନ୍ତ ଆରମ୍ଭ କରିଛି। ଅଭିଯୋଗକାରୀ ଛାତ୍ର ଦେଇଥିବା ଅଭିଯୋଗ ଆଧାରରେ ତଦନ୍ତ ଆରମ୍ଭ […]

1 min read

ଦାନାରେ ଭାଙ୍ଗିଛି ୧୬ ହଜାର ୪୧୬ ଘର, କ୍ଷୟକ୍ଷତି ହୋଇଛି ୬୦୦ କୋଟି ଟଙ୍କା

ଆଜି ବାତ୍ୟା ଦାନା ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଆସିଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା  ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରାଥମିକ ଆକଳନ ଅନୁସାରେ ପ୍ରାୟ ୬ଶହ କୋଟି ଟଙ୍କାର କ୍ଷତି ହୋଇଛି। ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ଆଜି ବାତ୍ୟା ଦାନା ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଆସିଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା  ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରାଥମିକ ଆକଳନ ଅନୁସାରେ ପ୍ରାୟ […]

1 min read

ପିସିସି ସଭାପତି ଚୟନକୁ ନେଇ ଏଭଳି କହିଲେ ରାଜ୍ୟର ବରିଷ୍ଠ କଂଗ୍ରେସ ନେତା

କିଏ ଧରିବେ କଂଗ୍ରେସର ମଙ୍ଗ, ତାକୁ ନେଇ ଆଜି ଦିନ ତମାମ ପିସିସି କାର୍ଯ୍ୟାଳୟ ଭିତରେ ଚାଲିଛି ଘମାସନ। କଂଗ୍ରେସ ନେତା ଚରଣ ଦାସ ମହନ୍ତ ଏଵଂ ମିନାକ୍ଷୀ ନଟରାଜନଙ୍କ ଉପସ୍ଥିତିରେ ବସିଥିଲା ଏହି  ବୈଠକ। ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ରାଜ୍ୟ କଂଗ୍ରେସର ପିସିସି ସଭାପତିକୁ ନେଇ କସରତ ଚାଲିଛି | ପିସିସି କାର୍ଯ୍ୟାଳୟରେ ସରିଲା ପ୍ରଥମ ପର୍ଯ୍ୟାୟ ବୈଠକ। ସବୁ ବିଧାୟକ ଏଵଂ ଷ୍ଟିୟରିଂ କମିଟି ସଦସ୍ୟଙ୍କୁ ନେଇ ଚାଲିଥିଲା ବୈଠକ। କିଏ ଧରିବେ […]

1 min read

ନଭେମ୍ବର ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା ପ୍ରକ୍ରିୟା

ବରଗଡ଼ ଜିଲ୍ଲାରୁ ଆରମ୍ଭ ହେବ ଧାନ କିଣା | ଚାଷୀଙ୍କ ସୁରକ୍ଷା ,କଟଣି ଛଟଣି ମୁକ୍ତ ଧାନ କିଣା ଉପରେ ଗୁରୁତ୍ବ ଦେବେ ରାଜ୍ୟ ସରକାର | ଚାଷୀଙ୍କ ଧାନ ବିକ୍ରି ଟୋକନ୍ ଲାପସ ନହେବା ପାଇଁ ବ୍ୟବସ୍ଥା କରାଯାଇଛି ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ଧାନ କିଣା କୁ ନେଇ ମନ୍ତ୍ରୀସ୍ତରୀୟ ବୈଠକ ହୋଇଯାଇଛି । ଆଉ ବୈଠକ ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି ଯେ ବରଗଡ଼ ଜିଲ୍ଲାରୁ ଆରମ୍ଭ ହେବ […]

1 min read

ସବୁ ସମସ୍ୟାର ସମାଧାନର ଚାବିକାଠି ଶିକ୍ଷାରେ ଅନ୍ତର୍ନିହିତ ଅଛି: କେନ୍ଦ୍ରମନ୍ତ୍ରୀ

ସ୍କୁଲ ଶିକ୍ଷା ପାଇଁ ଯୋଜନା କରିବା ସହ ପିଲାମାନଙ୍କ ଜ୍ଞାନର ବିକାଶ, ବ୍ୟକ୍ତିତ୍ୱ, ଚରିତ୍ର ଗଠନର ଦାୟିତ୍ୱ ନେବା ପାଇଁ ପଡିବ। ୨୦୩୬ରେ ଓଡ଼ିଶା ଭାଷା ଭିତ୍ତିକ ରାଜ୍ୟ ଭାବେ ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ କରିବ। ୨୦୪୭ ସୁଦ୍ଧା ଦେଶ ସ୍ୱାଧୀନତାର ୧୦୦ ବର୍ଷ ପୂରଣ କରିବ। -ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି, ମାତୃଭାଷାରେ ଶିକ୍ଷ ପ୍ରଦାନ ସହ ଶିକ୍ଷାର ମୂଳକୁ ମଜଭୂତ୍ କରିବା  -ଛାତ୍ରଛାତ୍ରୀମାନଙ୍କ ଜ୍ଞାନର ବିକାଶ, ବ୍ୟକ୍ତିତ୍ୱ, ଚରିତ୍ର ଗଠନର ଦାୟିତ୍ୱ […]

1 min read

ତିନିଦିନିଆ ବିଦେଶ ଗସ୍ତରେ ରହିବେ ମୁଖ୍ୟମନ୍ତ୍ରୀ; କରିବେ ରୋଡ୍ ସୋ’

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୧୮ ତାରିଖରୁ ବିଦେଶ ଗସ୍ତ କରିବେ। ଏହି ଗସ୍ତକାଳରେ ସେ ନଭେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ସିଙ୍ଗାପୁରରେ ରହିବେ। ସେଠାରେ ଶ୍ରୀ ମାଝୀ ମେକ୍‌ ଇନ୍‌ ଓଡ଼ିଶା, ଉତ୍କର୍ଷ ଓଡ଼ିଶା-୨୦୨୫ ପାଇଁ ରୋଡ୍‌ ସୋ’ କରିବେ। ଭୁବନେଶ୍ୱର ୦୩-୧୧-୨୦୨୪(ପିପିଏସ ) : ମୁଖ୍ୟମନ୍ତ୍ରୀ ହେଲା ପରେ ମୋହନ ଚରଣ ମାଝୀ ପ୍ରଥମ ଥର ପାଇଁ ବିଦେଶ ଗସ୍ତ କରିବାକୁ ଯାଉଛନ୍ତି। ତାଙ୍କର ଏହି ଗସ୍ତ ସିଙ୍ଗାପୁରକୁ ହେବ। ଏହି ଗସ୍ତକାଳରେ […]

1 min read

ବିଏମ୍‌ସି ବରବାଦ କଲା କୋଟିଏ: ରାଜ୍ୟର ପ୍ରଥମ ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍‌ ବିଫଳ

ଡୁମୁଡ଼ୁମାରେ ରାଜ୍ୟର ପ୍ରଥମ ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍‌ ପ୍ରତିଷ୍ଠା କରି ବିଏମ୍‌ସି କୋଟିଏ ଟଙ୍କା ବରବାଦ୍‌ କରିଛି। ଏଠାରେ ‌ଭେଣ୍ଡିଂ ଜୋନ୍ ନିର୍ମାଣ ହେବା ଦିନ‌ଠାରୁ ଅଧିକାଂଶ ବ୍ୟବସାୟୀ ଦୋକାନ ଖୋଲୁ ନାହାନ୍ତି। ଭୁବନେଶ୍ୱର ୦୩-୧୧-୨୦୨୪(ପିପିଏସ ) : ଡୁମୁଡ଼ୁମାରେ ରାଜ୍ୟର ପ୍ରଥମ ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍‌ ପ୍ରତିଷ୍ଠା କରି ବିଏମ୍‌ସି କୋଟିଏ ଟଙ୍କା ବରବାଦ୍‌ କରିଛି। ଏଠାରେ ‌ଭେଣ୍ଡିଂ ଜୋନ୍ ନିର୍ମାଣ ହେବା ଦିନ‌ଠାରୁ ଅଧିକାଂଶ ବ୍ୟବସାୟୀ ଦୋକାନ ଖୋଲୁ ନାହାନ୍ତି। ଉଦ୍‌ଘାଟନୀ […]

1 min read

କୋଏଲନଦୀରେ ବୁଡ଼ି ପଞ୍ଚମ ଶ୍ରେଣୀ ଛାତ୍ର ନିଖୋଜ

କୋଏଲ ନଦୀରେ ଆଜି ପୁଣି ଜଣେ ନାବାଳକ ନିଖୋଜ ହୋଇଯାଇଛନ୍ତି। ସ୍କୁଲ ବନ୍ଧୁଙ୍କ ସହ ଗାଧେଇବାକୁ ଯାଇଥି‌ବାବେଳେ ଏହି ଅଘଟଣ ଘଟିଥିଲା। ଏକାସାଙ୍ଗରେ ତିନି ଜଣ ସାଙ୍ଗ ବୁଡ଼ିଯାଇଥିଲେ। -ସୁରକ୍ଷିତ ଉଦ୍ଧାରହେଲେ ୨ ନାବାଳକ ରାଉରକେଲା/ଭୁବନେଶ୍ୱର ୦୩-୧୧-୨୦୨୪(ପିପିଏସ ) : ଆଜି ପୁଣି ଜଣେ ନାବାଳକ କୋଏଲ ନଦୀରେ ନିଖୋଜ ହୋଇଯାଇଛନ୍ତି। ସ୍କୁଲ ବନ୍ଧୁଙ୍କ ସହ ଗାଧେଇବାକୁ ଯାଇଥି‌ବାବେଳେ ଏହି ଅଘଟଣ ଘଟିଥିଲା। ଏକାସାଙ୍ଗରେ ତିନି ଜଣ ସାଙ୍ଗ ବୁଡ଼ିଯାଇଥିଲେ। ତେବେ ୨ ଜଣ ନାବାଳକଙ୍କୁ ସ୍ଥାନୀୟ […]