1 min read

ଧାମନଗରରେ ଦୀପାବଳି ଓ ବିଭିନ୍ନ ମଣ୍ଡପରେ (ଶ୍ୟାମା) କାଳୀ ପୂଜା

ଧାମନଗର୦୧-୧୧-୨୦୨୪ (ପିପିଏସ) : ଦେବୀ ଆରାଧନା ଓ ଶକ୍ତି ଉପାସନା କେବଳ ଭାରତ ବର୍ଷ ନୁହଁ ସମଗ୍ର ବିଶ୍ବରେ ଏକ ପ୍ରଭାବଶାଳୀ ପରମ୍ପରା। ସମଗ୍ର ଭାରତ ବର୍ଷରେ ୫୧ ଟି ଶକ୍ତି ପୀଠ ଓ ୨୬ ଟି ଉପ ଶକ୍ତି ପୀଠ ଅଛି। ଏହି ପୀଠ ମାନଙ୍କରେ ଭିନ୍ନ ଭିନ୍ନ ପର୍ବ ପର୍ବାଣୀରେ ଦେବୀ ପୂଜନ ସହ ଶକ୍ତି ଉପାସନା କରାଯାଏ। ବ୍ୟାସ ରଚିତ ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ଶ୍ରୀ ଶ୍ରୀ ଚଣ୍ଡିରେ ମହାକାଳୀ, ମହାଲକ୍ଷ୍ମୀ ଓ […]

1 min read

ଶକ୍ତି ନଗର କଂଗ୍ରେସ କାର୍ଯ୍ୟାଳୟରେ ଇନ୍ଦିରା ଗାନ୍ଧୀ ଙ୍କ  ତିରୋଧାନ ଦିବସ ପାଳନ ।

କଟକ,୦୧-୧୧-୨୦୨୪ (ପିପିଏସ) : ଭାରତର ପ୍ରଥମ ମହିଳା ପ୍ରଧାନ ମନ୍ତ୍ରୀ,ଲୌହ ମାନବୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀ ଙ୍କ ପୁଣ୍ୟ ତିଥି  ଅବସରରେ କଟକ ଶକ୍ତି ନଗର କଂଗ୍ରେସ କାର୍ଯ୍ୟାଳୟରେ  ବରିଷ୍ଠ କଂଗ୍ରେସ୍ ନେତା ତଥା କଟକ ସଦର ନିର୍ବାଚନ ମଣ୍ଡଳୀ ର କଂଗ୍ରେସ ବିଧାୟକ ପ୍ରାର୍ଥୀ ରାମ ଚନ୍ଦ୍ର ଗୋଚ୍ଛାୟତ ଙ୍କ ଅଧ୍ୟକ୍ଷତାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଶକ୍ତି ନଗର କଂଗ୍ରେସ କାର୍ଯ୍ୟାଳୟରୁ କଂଗ୍ରେସ କର୍ମୀମାନେ ବାହାରି ଗୋପାଳପୁର ସ୍ଥିତ ସ୍ୱର୍ଗୀୟା […]

1 min read

ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଦିଆଯିବ ଡ୍ରୋନ୍

ଡିଏୱାଇ- ଏନଆରଏଲଏମ ଅଧୀନରେ ୧୨୬୧ କୋଟି ଟଙ୍କା ବ୍ୟୟ ଅଟକଳରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଡ୍ରୋନ ଯୋଗାଇବା ପାଇଁ କେନ୍ଦ୍ରୀୟ ଯୋଜନା ‘ନମୋ ଡ୍ରୋନ୍ ଦିଦି’ କୁ ସରକାର ଅନୁମୋଦନ ଦେଇଛନ୍ତି। ନୂଆଦିଲ୍ଲୀ/ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : ଡିଏୱାଇ- ଏନଆରଏଲଏମ ଅଧୀନରେ ୧୨୬୧ କୋଟି ଟଙ୍କା ବ୍ୟୟ ଅଟକଳରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଡ୍ରୋନ ଯୋଗାଇବା ପାଇଁ କେନ୍ଦ୍ରୀୟ ଯୋଜନା ‘ନମୋ ଡ୍ରୋନ୍ ଦିଦି’ କୁ ସରକାର ଅନୁମୋଦନ ଦେଇଛନ୍ତି। ଏହି ଯୋଜନାରେ ୨୦୨୪- […]

1 min read

ଦିଗପହଣ୍ଡିରେ ପୁଣି ବୋମାମାଡ଼: ଅଞ୍ଚଳବାସୀ ଆତଙ୍କିତ

ଦିଗପହଣ୍ଡିରେ ପୁଣି ବୋମାମାଡ଼ କରାଯାଇଥିବାର ଖବର ମିଳିଛି। ଏନେଇ ଅଞ୍ଚଳବାସୀ ଆତଙ୍କିତ ଥିବା ଜଣାଯାଇଛି।  କେନାଲ ସାହିର ରାଜେନ୍ଦ୍ର ସେଠୀଙ୍କ ଘରକୁ ବିଳମ୍ବିତ ରାତିରେ ବୋମାମାଡ଼ ହୋଇଥିବା ସୂଚନା ରହିଛି । ବ୍ରହ୍ମପୁର/ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ପୁଣି ବୋମାମାଡ଼ କରାଯାଇଥିବାର ଖବର ମିଳିଛି। ଏନେଇ ଅଞ୍ଚଳବାସୀ ଆତଙ୍କିତ ଥିବା ଜଣାଯାଇଛି।  କେନାଲ ସାହିର ରାଜେନ୍ଦ୍ର ସେଠୀଙ୍କ ଘରକୁ ବିଳମ୍ବିତ ରାତିରେ ବୋମାମାଡ଼ ହୋଇଥିବା ସୂଚନା ରହିଛି । ସୂଚନାଯୋଗ୍ୟ, ୫ଦିନ ପୂର୍ବେ […]

1 min read

ବଢ଼ିଲା ଏଲ୍‌ପିଜି ଦର; ଆହୁରି ୬୨ ଟଙ୍କା ଅଧିକରେ କିଣିବେ ଗ୍ରାହକ

ଦୀପାବଳି ପରେ ପରେ ଲୋକଙ୍କୁ ଲାଗିଛି ବଡ଼ ଧରଣର ଝଟ୍‌କା। ଆଜିଠାରୁ ଏଲ୍‌ପିଜି ଗ୍ୟାସ୍‌ର ଦର ୬୨ ଟଙ୍କା ବୃଦ୍ଧି ପାଇଛି। ତୈଳ କମ୍ପାନି ୧୯ କିଲୋର ବାଣିଜ୍ୟିକ ସିଲିଣ୍ଡର୍‌ ଉପରେ ଏଲ୍‌ପିଜି ଦର ବୃଦ୍ଧି କରିଥିବା ସୂଚନା ରହିଛି। ନୂଆଦିଲ୍ଲୀ/ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : ଦୀପାବଳି ପରେ ପରେ ଲୋକଙ୍କୁ ଲାଗିଛି ବଡ଼ ଧରଣର ଝଟ୍‌କା। ଆଜିଠାରୁ ଏଲ୍‌ପିଜି ଗ୍ୟାସ୍‌ର ଦର ୬୨ ଟଙ୍କା ବୃଦ୍ଧି ପାଇଛି। ତୈଳ କମ୍ପାନି ୧୯ କିଲୋର ବାଣିଜ୍ୟିକ ସିଲିଣ୍ଡର୍‌ […]

1 min read

ପୁଣି ମହଙ୍ଗା ମାଡ଼: ବଢ଼ିଲା ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ/ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : ଉପଭୋକ୍ତାଙ୍କ ଉପରେ ଗୋଟିଏ ପରେ‌ ଗୋଟିଏ ମହଙ୍ଗା ମାଡ଼ ଜାରି ରହିଛି। ପେଟ୍ରୋଲ ଡିଜେଲ ଦର ବୃଦ୍ଧି ପାଇଛି। ଦୀପାବଳି ଉତ୍ସବରେ ବୁଡି ରହିଥିବା ଲୋକଙ୍କୁ ପୁଣି ଥରେ ମୁଦ୍ରାସ୍ଫୀତିର ସମ୍ମୁଖୀନ ହେବାକୁ ପଡ଼ିବ।  ୧ ନଭେମ୍ବରଠାରୁ ନୂତନ ଦର ମଧ୍ୟ ପ୍ରକାଶ ପାଇଛି । ରିପୋର୍ଟ ଅନୁଯାୟୀ ଦିଲ୍ଲୀରୁ ପାଟନା ପର୍ଯ୍ୟନ୍ତ ପେଟ୍ରୋଲ ଡିଜେଲ ମହଙ୍ଗା ହୋଇଛି। ପୋର୍ଟବ୍ଲେୟାର ଭଳି ସ୍ଥାନରେ, ଯେଉଁଠାରେ ଭାରତରେ ଶସ୍ତା ପେଟ୍ରୋଲ ଏବଂ ଡିଜେଲ […]

1 min read

ଆସୁଛି ଆଉ ଏକ ଲଘୁଚାପ, ପୁଣି ଭିଜିବ ଓଡିଶା!

ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : ଆସୁଛି ଆଉ ଏକ ଲଘୁଚାପ । ପୁଣି ଭିଜିବ ଓଡିଶା । ୫ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ଦକ୍ଷିଣ ଓଡିଶା ସମେତ ଆନ୍ଧ୍ରରେ ବର୍ଷା ସମ୍ଭାବନା ରହିଛି । ୮ ରୁ ୧୧ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଉପକୂଳରେ ବର୍ଷା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଜ୍ଞାନୀ ସୁରେନ୍ଦ୍ରନାଥ ପଶୁପାଳକଙ୍କ ପକ୍ଷରୁ ଶୁକ୍ରବାର ସୂଚନା ମିଳିଛି । […]

1 min read

ୟୁରୋପ ପାଇଁ ଇନ୍ଧନ ଯୋଗାଣରେ ଆଗୁଆ ଭାରତ

ଇନ୍ଧନ ଯୋଗାଣ ମାମଲାରେ ଭାରତ ୟୁରୋପର ଏକ ପ୍ରମୁଖ ଯୋଗାଣକାରୀ ପାଲଟିଛି। କରୋନା ମହାମାରୀ ସମୟରେ ୟୁରୋପର ତୈଳ ବିଶୋଧନାଗାର ବନ୍ଦ ହେବା ଏବଂ ପରେ ରୁଷିଆ-ୟୁକ୍ରେନ ଯୁଦ୍ଧ ଭାରତକୁ ଇନ୍ଧନ ଯୋଗାଣ ପାଇଁ ଏକ ସୁଯୋଗ ଦେଇଥିଲା। ନୂଆଦିଲ୍ଲୀ/ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : ଇନ୍ଧନ ଯୋଗାଣ ମାମଲାରେ ଭାରତ ୟୁରୋପର ଏକ ପ୍ରମୁଖ ଯୋଗାଣକାରୀ ପାଲଟିଛି। କରୋନା ମହାମାରୀ ସମୟରେ ୟୁରୋପର ତୈଳ ବିଶୋଧନାଗାର ବନ୍ଦ ହେବା ଏବଂ ପରେ ରୁଷିଆ-ୟୁକ୍ରେନ ଯୁଦ୍ଧ ଭାରତକୁ ଇନ୍ଧନ […]

1 min read

ବିପଦସଂକୂଳ ଅବସ୍ଥାରେ ମାଲକାନଗିରି ଜିଲ୍ଲାର ଶତାଧିକ ବିଦ୍ୟାଳୟ ଗୃହ

ମାଲକାନଗିରି ଜିଲ୍ଲାର ସାତୋଟି ବ୍ଲକରେ ଭୁଶୁଡି ପଡିଛି ଶିକ୍ଷା ବ୍ୟବସ୍ଥା। କେଉଁଠି ବିଦ୍ୟାଳୟ ଅଛି ତ  ଛାତ୍ରଛାତ୍ରୀ ନାହାନ୍ତି ତ ଆଉ କେଉଁଠି ଭଙ୍ଗା ଦଦରା କୋଠାରେ ପାଠ ପଢୁଛନ୍ତି ଛାତ୍ରଛାତ୍ରୀ। ଅଧିକାଂଶ ସ୍କୁଲରେ ପ୍ରଥମରୁ ପଞ୍ଚମ ଯାଏଁ ଥିବା ବେଳେ ମାତ୍ର ରହିଛନ୍ତି ଜଣେ ମାତ୍ର ଶିକ୍ଷକ। ଶିକ୍ଷା ବିଭାଗର ବିକଳ ଚିତ୍ର: ବିଭାଗ କହୁଛି ୪୭ ଗୃହ ଜରାଜୀର୍ଣ୍ଣ ରହିଛି ମାଲକାନଗିରି/ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : ମାଲକାନଗିରି ଜିଲ୍ଲା ସଦର ମହକୁମା ସମେତ ଜିଲ୍ଲାର […]

1 min read

ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ

ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ ଭୁବନେଶ୍ୱରରେ ଭୟାବହ ଅଗ୍ନିକାଣ୍ଡ ଘଟି କେତେକ ଦୋକାନର ସାମଗ୍ରୀ ଜଳିପୋଡ଼ିପାଉଁଶ ହୋଇଯାଇଛି।  ଭୁବନେଶ୍ୱର,୦୧-୧୧-୨୦୨୪(ପିପିଏସ):ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ ଭୁବନେଶ୍ୱରରେ ଭୟାବହଅଗ୍ନିକାଣ୍ଡଘଟିକେତେକଦୋକାନରସାମଗ୍ରୀଜଳିପୋଡ଼ିପାଉଁଶହୋଇଯାଇଛିମାର୍କେଟ ବିଲ୍ଡିଂରୁ ଏକ ନମ୍ବର ହାଟକୁ ସଂଯୋଗ କରୁଥିବା ଅଣ୍ଡର ଗ୍ରାଉଣ୍ଡରେ ନିଆଁଲାଗିଥିଲାଅଣ୍ଡର ଗ୍ରାଉଣ୍ଡ ମାର୍କେଟରେଥିବା କପଡା ଦୋକାନରେ ନିଆଁ ଲାଗିବା ଯୋଗୁଁ ଆଖପାଖ ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା।ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଅଣ୍ଡର ଗ୍ରାଉଣ୍ଡରେ ଲାଗିଥିବା ନିଆଁକୁ ଆୟତ୍ତ କରିଛନ୍ତି ।  ଅଣ୍ଡର ଗ୍ରାଉଣ୍ଡ ମାର୍କେଟରେଥିବା କପଡା ଦୋକାନରେ ନିଆଁ ଲାଗିବା ଯୋଗୁଁ ଆଖପାଖ ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା। ଖବର ପାଇ ଅଗ୍ନିଶମବାହିନୀଘଟଣାସ୍ଥଳରେପହଞ୍ଚିଅଣ୍ଡରଗ୍ରାଉଣ୍ଡରେଲାଗିଥିବାନିଆଁକୁଆୟତ୍ତକରିଛନ୍ତିନିଆଁ ଲିଭାଇବା ପାଇଁ ୧୦ଟି ଦମକଳ ଗାଡ଼ି ନିୟୋଜିତ ହୋଇଥିଲେ କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହାର କାରଣ ସ୍ପଷ୍ଟ ହୋଇନିବର୍ତ୍ତମାନ ଅଣ୍ଡର ଗ୍ରାଉଣ୍ଡ ମଧ୍ୟରେ କେତେ ଦୋକାନ ଓ ଧନସମ୍ପତ୍ତିର କ୍ଷୟକ୍ଷତି ହୋଇଛି ତାହାର କୌଣସି ଆକଳନ ହୋଇନାହିଁ । ଘଟଣାସ୍ଥଳରେ କ୍ୟାପିଟାଲ ଥାନା ପୁଲିସ ମଧ୍ୟ ମୁତୟନ ହୋଇଛନ୍ତି।