1 min read

ଆସନ୍ତାକାଲି ଶ୍ରୀମନ୍ଦିରରେ ପଇତାଲାଗି ନୀତି: ୪ ଘଣ୍ଟା ଜଗାଦର୍ଶନ ବନ୍ଦ

ଆସନ୍ତାକାଲି ଶ୍ରୀମନ୍ଦିରରେ ପଇତାଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ଶ୍ରୀଜିଉଙ୍କ ପଇତାଲାଗି ନୀତି ଲାଗି ପାଇଁ ସନ୍ଧ୍ୟା ୫ରୁ ରାତି ୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପୁରୀ/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ): ଆସନ୍ତାକାଲି ଶ୍ରୀମନ୍ଦିରରେ ପଇତାଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବଶ୍ରୀଜିଉଙ୍କ ପଇତାଲାଗି ନୀତି ପାଇଁ ସନ୍ଧ୍ୟା ୫ରୁ ରାତି ୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

1 min read

ସୁନ୍ଦରଗଡ଼ରେ ମୁଖ୍ୟମନ୍ତ୍ରୀ : ମହିଳାଙ୍କୁ ବାଣ୍ଟିଲେ ସୁଭଦ୍ରା ଟଙ୍କା

ସୁନ୍ଦରଗଡ଼/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁନ୍ଦରଗଡ଼ ଗସ୍ତରେ ଆସି ସ୍ଥାନୀୟ ମହାବିଦ୍ୟାଳୟ ନିକଟସ୍ଥ ଯତରା ପଡ଼ିଆ‌‌ରେ ଆୟୋଜିତ ବିଶାଳ ସମାବେଶରେ ଯୋଗ ଦେଇଛନ୍ତି। ସମାବେଶସ୍ଥଳକୁ ପହଞ୍ଚି ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରିଛନ୍ତି। ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ନିଜ ହାତରେ ୧୦ ଜଣ ମହିଳାଙ୍କୁ ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତିର ଡମି ଚେକ୍‌ ଦେଇଛନ୍ତି।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟତୀତ ଉପମୁଖ୍ଯମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ର ଆଦିବାସୀ ବ୍ଯାପାର ମନ୍ତ୍ରୀ […]

1 min read

ଏସ୍‌ସିବିରେ ରୋଗୀଙ୍କ ଜୀବନ ସହ ଖେଳ ୬ରୁ ୪ ‌ଷ୍ଟେରିଲାଇଜେସନ୍‌ ମେସିନ୍‌ ଅଚଳ

କଟକ ବଡ଼ଡାକ୍ତରଖାନାରେ ଠିକ୍‌ରେ କାମ କରୁନି ଷ୍ଟେରିଲାଇଜେସନ୍‌ ବ୍ୟବସ୍ଥା। ଷ୍ଟିମ୍‌ରେ ଚାଲୁଥିବା ୬ରୁ ୪ଟି ମେସିନ୍‌ ଅଚଳ ହୋଇପଡ଼ିଛି। ଯେଉଁ ୨ଟି ମେସିନ୍ ଚାଲିଛି, ସେଥିରେ ୧୮ଟି ବିଭାଗର ୫୦ରୁ ଅଧିକ ଅସ୍ତ୍ରୋପଚାର(ଓଟି) ଉପକରଣ ଷ୍ଟେରିଲାଇଜ୍ କରାଯାଉଛି। କଟକ,୨୪-୧୧-୨୦୨୪ (ପିପିଏସ) : କଟକ ବଡ଼ଡାକ୍ତରଖାନାରେ ଠିକ୍‌ରେ କାମ କରୁନି ଷ୍ଟେରିଲାଇଜେସନ୍‌ ବ୍ୟବସ୍ଥା। ଷ୍ଟିମ୍‌ରେ ଚାଲୁଥିବା ୬ରୁ ୪ଟି ମେସିନ୍‌ ଅଚଳ ହୋଇପଡ଼ିଛି। ଯେଉଁ ୨ଟି ମେସିନ୍ ଚାଲିଛି, ସେଥିରେ ୧୮ଟି ବିଭାଗର ୫୦ରୁ ଅଧିକ ଅସ୍ତ୍ରୋପଚାର(ଓଟି) ଉପକରଣ […]

1 min read

ସରିଲା କଟକ ବାଲିଯାତ୍ରା: ଶେଷ ଦିନରେ ୧୩ ଲକ୍ଷରୁ ଅଧିକ ଲୋକଙ୍କ ସମାଗମ

କଟକ,୨୪-୧୧-୨୦୨୪ (ପିପିଏସ) : କଟକର ଐତିହାସିକ ବାଲିଯାତ୍ରା ଉତ୍ସବ ଶେଷ ହୋଇଛି। ଶେଷ ଦିନରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ପ୍ରାୟ ୧୩ ଲକ୍ଷରୁ ଅଧିକ ଲୋକ ବାଲିଯାତ୍ରା ପଡ଼ିଆ ବୁଲିଥିବା ପୁଲିସ-ପ୍ରଶାସନ ପକ୍ଷରୁ ଆକଳନ କରାଯାଉଛି। ଭିଡ଼ ଏଭଳି ଅସମ୍ଭାଳ ହୋଇଥିଲା ଯେ ରାଜପଥରୁ ରିଙ୍ଗବନ୍ଧକୁ ସମସ୍ତ ଗାଡ଼ି ପ୍ରବେଶ ଉପରେ କମିସନରେଟ୍ ପୁଲିସ ପକ୍ଷରୁ କଟକଣା ଜାରି କରାଯାଇଥିଲା। ରିଙ୍ଗବନ୍ଧରେ ଗାଡ଼ି ଗଡ଼ିବା ସମ୍ଭବପର ନହେବାରୁ ରାଜପଥରେ ଗାଡ଼ିଗୁଡ଼ିକୁ ଅଟକାଯାଇଥିଲା। ରାତି ପ୍ରାୟ ୮ଟା […]

1 min read

ଘୋର ଅବବ୍ୟସ୍ଥାରେ ଏକ ନମ୍ୱର ହାଟ

ରାଜଧାନୀର ସବୁଠାରୁ ଜନବହୁଳ ହାଟ କହିଲେ ୟୁନିଟ୍‌-୧ ହାଟକୁ ବୁଝାଏ। ଏ ହାଟରେ ଯାବତୀୟ ଜିନିଷ ଶସ୍ତାରେ ମିଳୁଥିବାରୁ ପ୍ରତିଦିନ ହଜାର ହଜାର ଗ୍ରାହକଙ୍କର ସମାଗମ ହୋଇଥାଏ। ସହର ସହ ଉପକଣ୍ଠ ଓ ଆଖପାଖ ଜିଲ୍ଲାର ଗ୍ରାହକମାନେ ଏଠାରୁ ନିୟମିତ କିଣାକିଣି କରନ୍ତି। ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ରାଜଧାନୀର ସବୁଠାରୁ ଜନବହୁଳ ହାଟ କହିଲେ ୟୁନିଟ୍‌-୧ ହାଟକୁ ବୁଝାଏ। ଏ ହାଟରେ ଯାବତୀୟ ଜିନିଷ ଶସ୍ତାରେ ମିଳୁଥିବାରୁ ପ୍ରତିଦିନ ହଜାର ହଜାର ଗ୍ରାହକଙ୍କର ସମାଗମ ହୋଇଥାଏ। […]

1 min read

ଓଡ଼ିଶାକୁ ମୁଁ ପୂର୍ବ ଭାରତରେ ବିକାଶର ଇଞ୍ଜିନ ଭାବେ ଦେଖୁଛି: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ଓଡ଼ିଆ ସଂସ୍କୃତିର ମହାକୁମ୍ଭ ଓଡ଼ିଶା ପର୍ବ-୨୦୨୫ରେ ଆପଣମାନଙ୍କୁ ଭେଟି ମୁଁ ଆନନ୍ଦିତ। ଏଥର ସ୍ବଭାବ କବି ଗଂଗାଧର ମେହରଙ୍କ ଶତବାର୍ଷିକୀ ଉତ୍ସବ ଅବସରରେ ଶୁଭେଚ୍ଛା ଜଣାଉଛି। ଭକ୍ତ ଦାସିଆ ବାଉରି, ଭକ୍ତ ସାଲବେଗ, ଓଡ଼ିଆ ଭାଗବତର ରଚୟିତା ଜଗନ୍ନାଥ ଦାସଙ୍କୁ ପ୍ରମାଣ ଜଣାଉଛି। ଓଡ଼ିଶା ନିଜର ସାଂସ୍କୃତିକ ବିବିଧତା ଦ୍ବାରା ଭାରତକୁ ଜୀବନ୍ତ ରଖିବାରେ ବହୁତ ବଡ଼ ଭୂମିକା ପ୍ରତିପାଳନ କରିଛି। ଓଡ଼ିଶା ସବୁବେକଳେ ସନ୍ଥ ଓ ବିଦ୍ବାନଙ୍କ ଧରିତ୍ରୀ ରହିଛି। […]

1 min read

କଳ୍ପନା  ସୋରେନ : ଝାଡ଼ଖଣ୍ଡ ରାଜନୀତିରେ ନୂଆ ତାରକା

ଝାଡ଼ଖଣ୍ଡ ନିର୍ବାଚନ ଅନେକ ଦୃଷ୍ଟିରୁ ରୋଚକ ହୋଇଛି। କିନ୍ତୁ ଏହାର ସବୁଠାରୁ ରୋଚକ ଦିଗ ହେଉଛି ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା ମୁର୍ମୁ ସୋରେନଙ୍କ ଉତଥାନ । ଝାଡ଼ଖଣ୍ଡ ରାଜନୀତିରେ ସେ ଜଣେ ନୂଆ ତାରକା ଭାବେ ଉଭା ହୋଇଛନ୍ତି । ଭୁବନେଶ୍ୱର ୨୩-୧୧-୨୦୨୪ (ପିପିଏସ) : ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଫଳାଫଳ ପ୍ରାୟ ସ୍ପଷ୍ଟ ହୋଇଯାଇଛି। ପୁଣି ଥରେ ରାଜ୍ୟରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନଙ୍କ ନେତୃତ୍ୱରେ ସରକାର ଗଠନ ହେବାକୁ […]

1 min read

ଓଡ଼ିଶାରେ ଆଦାନୀ ଝଡ଼: ବିଜେଡିର ସଫେଇ; ଅଭିଯୋଗ ଭିତ୍ତିହୀନ

ଆମେରିକାର ନ୍ୟୁୟର୍କ କୋର୍ଟରେ ୟୁଏସ୍‌ ସିକ୍ୟୁରିଟିଜ୍ ଆଣ୍ଡ୍ ଏକ୍ସଚେଞ୍ଜ କମିସନ ଆଦାନୀ ଗ୍ରୁପ୍‌ ବିରୋଧରେ ଭାରତରେ ବ୍ୟାପକ ଲାଞ୍ଚ କାରବାର ଅଭିଯୋଗ ଆଣିଛନ୍ତି। ଅକ୍ଷୟ ଶକ୍ତି ଯୋଗାଣ ଚୁକ୍ତି ପାଇବା ଲାଗି ଆଦାନୀ ଓଡ଼ିଶା ସମେତ ଭୁବନେଶ୍ୱର ୨୩-୧୧-୨୦୨୪ (ପିପିଏସ) : ଆମେରିକାର ନ୍ୟୁୟର୍କ କୋର୍ଟରେ ୟୁଏସ୍‌ ସିକ୍ୟୁରିଟିଜ୍ ଆଣ୍ଡ୍ ଏକ୍ସଚେଞ୍ଜ କମିସନ ଆଦାନୀ ଗ୍ରୁପ୍‌ ବିରୋଧରେ ଭାରତରେ ବ୍ୟାପକ ଲାଞ୍ଚ କାରବାର ଅଭିଯୋଗ ଆଣିଛନ୍ତି। ଅକ୍ଷୟ ଶକ୍ତି ଯୋଗାଣ ଚୁକ୍ତି ପାଇବା ଲାଗି ଆଦାନୀ ଓଡ଼ିଶା […]

1 min read

ବାଦ୍ ପଡ଼ିଥିବା ୨୨ ପ୍ରତିଶତ ହିତାଧିକାରୀଙ୍କୁ ଆସନ୍ତାକାଲି ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର ୨୩-୧୧-୨୦୨୪ (ପିପିଏସ) : ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିଥିବା ୨୨ ପ୍ରତିଶତ ହିତାଧିକାରୀଙ୍କୁ ଆସନ୍ତାକାଲି ସୁଭଦ୍ରା ଟଙ୍କା ଦିଆଯିବ। ଏନେଇ ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।  ସେ କହିଛନ୍ତି, ବାଦ ପଡ଼ିଥିବା ୨ ଲକ୍ଷ ୬୭ ହଜାର ଆବେଦନକୁ ଆଉ ଥରେ ଯାଞ୍ଚ ପରେ ଏନେଇ ନିଷ୍ପତ୍ତି ହୋଇଛି। ତେବେ ଏହି  ୨ ଲକ୍ଷ ୬୭ ହଜାର ଆବେଦନ ମଧ୍ୟରୁ ୨୨ ପ୍ରତିଶତ ହିତାଧିକାରୀଙ୍କୁ ଆସନ୍ତାକାଲି ସୁଭଦ୍ରା ଟଙ୍କା ଦିଆଯିବ। ବାକି ଆବେଦନଗୁଡ଼ିକ ଜମି […]

1 min read

ମିଲରମାନେ ସିଧାସଳଖ କୃଷକଙ୍କ ନିକଟରୁ ଧାନ କିଣି ପାରିବେ ନାହିଁ: ମନ୍ତ୍ରୀ

ଭୁବନେଶ୍ୱର ୨୩-୧୧-୨୦୨୪ (ପିପିଏସ) : ମିଲରମାନେ ସିଧାସଳଖ କୃଷକଙ୍କ ନିକଟରୁ ଧାନ କିଣି ପାରିବେ ନାହିଁ। ଏଭଳି କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ବିଭିନ୍ନ ସ୍ଥାନରେ ମିଲରମାନେ ସିଧାସଳଖ ଚାଷୀଙ୍କଠୁ କମ ଦାମରେ ଧାନ କିଣି ମହଜୁଦ କରି ରଖିବା ପ୍ରସଙ୍ଗରେ କଡ଼ା ଆଭିମୁଖ୍ୟ ଜାହିର କରିବା ସହ ମିଲରମାନଙ୍କୁ ଚେତାବନୀ ଦେଇ ଏହା କହିଛନ୍ତି ସେ। ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆହୁରି କହିଛନ୍ତି ଯେ କେବଳ ସରକାରଙ୍କ ଦ୍ଵାରା ସ୍ଥିରୀକୃତ ମଣ୍ଡିରୁ ମିଲର୍ ଧାର୍ଯ୍ୟ […]