December 2024
ଦୁଇମାସରେ ସରିବ ଆବାସ ସର୍ଭେ କାମ
ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ରାଜ୍ୟ ସରକାରଙ୍କ ନୂଆ ଯୋଜନାକୁ ସହିପାରୁନି ବିଜେଡି। ପୂର୍ବ ସରକାର ଗଣତନ୍ତ୍ରକୁ ନଷ୍ଟ କରିଥିଲେ। ସେହି ସମୟରେ ମନ୍ତ୍ରୀମାନେ ଟେଣ୍ଟ ବାନ୍ଧୁଥିଲେ, ଚୌକି ପକାଉଥିଲେ। ଏଭଳି ମନ୍ତବ୍ୟ ଦେଇ ବିଜେଡିକୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ପଞ୍ଚାୟତରାଜ ତଥା ପାନୀୟ ଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ। ବିଜେଡିର ସଚିବାଳୟ ଘେରାଉ ପ୍ରସଙ୍ଗରେ ଏଭଳି କଡ଼ା ଟିପ୍ପଣୀ ଦେଇ ମନ୍ତ୍ରୀ ରବିନାରାୟଣ ନାୟକ କହିଛନ୍ତି, ବିଜେଡି କ’ଣ କରିଛି, ତାହା ଓଡ଼ିଶାବାସୀ ଜାଣିଛନ୍ତି। କେବଳ […]
ଚେନ୍ନାଇରେ ଓଡ଼ିଆଙ୍କ ‘ଆମ ଚାଟଶାଳୀ’ ଉତ୍ସବ
‘ପ୍ରବାସୀ ଓଡ଼ିଆ କଲଚରାଲ ସୋସାଇଟି’ ଦ୍ୱାରା ପରିଚାଳିତ ‘ଆମ ଚାଟଶାଳୀ’ର ବାର୍ଷିକ ଉତ୍ସବ ଏବଂ କାର୍ତ୍ତିକ ପୂର୍ଣିମା ମହୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୧୫୦୦ ନାଗରିକ ଯୋଗ ଦେଇଥିଲେ। ଚେନ୍ନାଇ/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ସ୍ଥାନୀୟ ‘ପ୍ରବାସୀ ଓଡ଼ିଆ କଲଚରାଲ ସୋସାଇଟି’ ଦ୍ୱାରା ପରିଚାଳିତ ‘ଆମ ଚାଟଶାଳୀ’ର ବାର୍ଷିକ ଉତ୍ସବ ଏବଂ କାର୍ତ୍ତିକ ପୂର୍ଣିମା ମହୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଓଡ଼ିଆ ପ୍ରାଶାସନିକ ଅଧିକାରୀ ତଥା ଓଡ଼ିଶା ସରକାରଙ୍କର […]
ଗେଟୱେ ଅଫ୍ ଇଣ୍ଡିଆ ନିକଟରେ ବଡ଼ ଦୁର୍ଘଟଣା: ଡଙ୍ଗା ଓଲଟି ଯାତ୍ରୀ ନିଖୋଜ
ମୁମ୍ବାଇର ଗେଟୱେ ଅଫ୍ ଇଣ୍ଡିଆ ନିକଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ୮୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଓଲଟି ପଡିଛି। ଇତି ମଧ୍ୟରେ ୮୦ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବାବେଳେ କେତେକ ଯାତ୍ରୀ ନିଖୋଜ ଥିବା କୁହାଯାଉଛି ମୁମ୍ବାଇ/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ମୁମ୍ବାଇର ଗେଟୱେ ଅଫ୍ ଇଣ୍ଡିଆ ନିକଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ୮୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ […]
ଜୀବନ ନେଉଛି ଗଳାବାଟ: ପଳାସୁଣି ଛକରେ ବିପଜ୍ଜନକଭାବେ ରାସ୍ତା ପାର
ପଳାସୁଣି ଛକରେ ଯମ ଯେମିତି ଜଗି ବସିଛନ୍ତି! ନିୟମିତ ବ୍ୟବଧାନରେ ଏଠାରେ ଦୁର୍ଘଟଣା ଘଟୁଛି। ରାସ୍ତା ପାର୍ ହେବା ବେଳେ ଗାଡ଼ି ଚକା ତଳେ କାହା ମୁଣ୍ଡ ଗଡ଼ୁଛି ତ କିଏ ପଙ୍ଗୁ ହୋଇଯାଉଛି। ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ପଳାସୁଣି ଛକରେ ଯମ ଯେମିତି ଜଗି ବସିଛନ୍ତି! ନିୟମିତ ବ୍ୟବଧାନରେ ଏଠାରେ ଦୁର୍ଘଟଣା ଘଟୁଛି। ରାସ୍ତା ପାର୍ ହେବା ବେଳେ ଗାଡ଼ି ଚକା ତଳେ କାହା ମୁଣ୍ଡ ଗଡ଼ୁଛି ତ କିଏ ପଙ୍ଗୁ ହୋଇଯାଉଛି। […]
ଗାଡ଼କଣ ଟିଟିଏସ୍ ସ୍ଥାନାନ୍ତର ପ୍ରସଙ୍ଗ: ବିଏମ୍ସି ଘେରିଲା ଛାତ୍ର କଂଗ୍ରେସ
ଗାଡ଼କଣ ଟିଟିଏସ୍ ସ୍ଥାନାନ୍ତର ପ୍ରସଙ୍ଗ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଟିଟିଏସ୍ ଗସ୍ତ କରି ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ତାହାର କୌଣସି ପ୍ରଭାବ ପଡ଼ି ନାହିଁ। ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ଗାଡ଼କଣ ଟିଟିଏସ୍ ସ୍ଥାନାନ୍ତର ପ୍ରସଙ୍ଗ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଟିଟିଏସ୍ ଗସ୍ତ କରି ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ତାହାର […]
ତିନି ଦିନିଆ କୋରାପୁଟ, ମାଲକାନଗିରି ଗସ୍ତରେ ଯିବେ ପ୍ରଭାତୀ ପରିଡ଼ା
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆସନ୍ତାକାଲି ଠାରୁ ତିନି ଦିନିଆ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଗସ୍ତ କରିବେ। ଏହି ଗସ୍ତ କାର୍ଯ୍ୟକ୍ରମରେ ସେ କୋରାପୁଟ ଜିଲ୍ଲା ମହୋତ୍ସବ “ପରବ ୨୦୨୪” ରେ ଯୋଗ ଦେବେ। ମାଲକାନଗିରି/କୋରାପୁଟ/ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆସନ୍ତାକାଲି (ବୁଧବାର) ଠାରୁ ତିନି ଦିନିଆ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଗସ୍ତ କରିବେ। ଏହି ଗସ୍ତ କାର୍ଯ୍ୟକ୍ରମରେ ସେ କୋରାପୁଟ ଜିଲ୍ଲା ମହୋତ୍ସବ “ପରବ ୨୦୨୪” ରେ ଯୋଗ ଦେବେ। […]
ପୋଷାକ ପାଇଁ ମିଳିବ ୧୦ ହଜାର: ମୁଖ୍ୟମନ୍ତ୍ରୀ
ହାବିଲଦାର, କନେଷ୍ଟବଳ ଓ ସିପାହିମାନେ ଏଣିକି ପୂର୍ବରୁ ମିଳୁଥିବା ଏକ ମାସର ଅଧିକ ଦରମା ନୂତନ ବେତନ ହାରରେ ପାଇବେ। ହାବିଲଦାର ଓ କନେଷ୍ଟବଳମାନେ ପୂର୍ବରୁ ସାଇକେଲ ଭତ୍ତା ବାବଦରେ ମାତ୍ର ୩ ଶହ ଟଙ୍କା ପାଉଥିଲେ। କଟକ,୧୭-୧୨-୨୦୨୪ (ପିପିଏସ ) : ମହାନଦୀବିହାର: ହାବିଲଦାର, କନେଷ୍ଟବଳ ଓ ସିପାହିମାନେ ଏଣିକି ପୂର୍ବରୁ ମିଳୁଥିବା ଏକ ମାସର ଅଧିକ ଦରମା ନୂତନ ବେତନ ହାରରେ ପାଇବେ। ହାବିଲଦାର ଓ କନେଷ୍ଟବଳମାନେ ପୂର୍ବରୁ ସାଇକେଲ ଭତ୍ତା ବାବଦରେ ମାତ୍ର […]
ପିଏମ୍ଟିରେ ଡ୍ରାଇଭର ପଦବିରେ ନିଯୁକ୍ତି ପାଇଁ ଆଶାୟୀଙ୍କୁ ମିଳିଲା ଆଶ୍ବସ୍ତି
କରୋନା ମହାମାରୀ କାରଣରୁ ପୁଲିସ ମୋଟର ଟ୍ରାନ୍ସପୋର୍ଟରେ ଡ୍ରାଇଭର ପଦରେ ଗୋଟିଏ ଥର ପଇଁ ସର୍ବାଧିକ ବୟସ ସୀମା କୋହଳ ପାଇଁ ନିର୍ଦ୍ଦେଶ ଦିଆଯାଉଛି ବୋଲି ହାଇକୋର୍ଟ କହିଛନ୍ତି। କଟକ,୧୭-୧୨-୨୦୨୪ (ପିପିଏସ ) : ପୁଲିସ ମୋଟର ଟ୍ରାନ୍ସପୋର୍ଟ(ପିଏମଟି)ରେ ଡ୍ରାଇଭର ପଦରେ ନିଯୁକ୍ତି ପାଇଁ ଆଶାୟୀଙ୍କୁ ଆଶ୍ବସ୍ତି ମିଳିଛି। ଗତ ୪ ବର୍ଷ ହେବ ନିଯୁକ୍ତି ପ୍ରକ୍ରିୟା ଅନୁଷ୍ଠିତ ହୋଇ ନଥିବା ପ୍ରସଂଗକୁ ବିଚାରକୁ ନେଇ ପ୍ରାର୍ଥୀଙ୍କ ସର୍ବାଧିକ ବୟସସୀମା ୪ ବର୍ଷ କୋହଳ କରିବା ପାଇଁ […]
କୁଲଡିହାମୁହାଁ ‘ଯମୁନା’: ସୋନ ନଦୀପଠାରେ ବାଘ ପାଦଚିହ୍ନ
ମହାରାଷ୍ଟ୍ରର ତଡ଼ବା ଅନ୍ଧେରୀ ଅଭୟାରଣ୍ୟରୁ ଆସିଥିବା ବାଘୁଣୀ ‘ଜୀନତ୍’ ଶିମିଳିପାଳ ଛାଡ଼ି ଝାଡ଼ଖଣ୍ଡର ରାଜାବସା ଅଞ୍ଚଳରେ ବୁଲୁଥିବା ବେଳେ ଅନ୍ୟଏକ ବାଘୁଣୀ ‘ଯମୁନା’ ମଧ୍ୟ ଶିମିଳିପାଳ ଛାଡ଼ି ବାଲେଶ୍ବର ଜିଲ୍ଲା ନୀଳଗିରି ବ୍ଲକ୍ର କୁଲଡିହା ଅଭୟାରଣ୍ୟ ଆଡ଼କୁ ମୁହାଁଇଛି। ବାରିପଦା/ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ମହାରାଷ୍ଟ୍ରର ତଡ଼ବା ଅନ୍ଧେରୀ ଅଭୟାରଣ୍ୟରୁ ଆସିଥିବା ବାଘୁଣୀ ‘ଜୀନତ୍’ ଶିମିଳିପାଳ ଛାଡ଼ି ଝାଡ଼ଖଣ୍ଡର ରାଜାବସା ଅଞ୍ଚଳରେ ବୁଲୁଥିବା ବେଳେ ଅନ୍ୟ ଏକ ବାଘୁଣୀ ‘ଯମୁନା’ ମଧ୍ୟ ଶିମିଳିପାଳ ଛାଡ଼ି ବାଲେଶ୍ବର ଜିଲ୍ଲା […]
ଲାଞ୍ଚ ନେଲା ବେଳେ ଶିକ୍ଷା ବିଭାଗର ଅଧିକାରୀଙ୍କୁ ଧରିଲା ଭିଜିଲାନ୍ସ
ଅବସରପ୍ରାପ୍ତ ଶିକ୍ଷକଙ୍କ ଫାଇନାଲ ପେନ୍ସନ୍ କରାଇଦେବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନସ୍ ହାତରେ ଧରାପଡିଲେ ସେକ୍ସନ ଅଫିସର। ସଂପୃକ୍ତ ଅଧିକାରୀ ହେଲେ ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ରଂଜିତ କୁମାର ଷଡ଼ଙ୍ଗୀ। ନବରଙ୍ଗପୁର/ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ଅବସରପ୍ରାପ୍ତ ଶିକ୍ଷକଙ୍କ ଫାଇନାଲ ପେନ୍ସନ୍ କରାଇଦେବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନସ୍ ହାତରେ ଧରାପଡିଲେ ସେକ୍ସନ ଅଫିସର। ସଂପୃକ୍ତ ଅଧିକାରୀ ହେଲେ […]
