1 min read

ବୃଦ୍ଧାଙ୍କୁ ହତ୍ୟା ଘଟଣା: ୩ ଅଭିଯୁକ୍ତ ଗିରଫ

ମାଲକାନଗିରି ଥାନା ଅନ୍ତର୍ଗତ ଗୌଡଗୁଡ଼ା ପଞ୍ଚାୟତର ଗୋରେଗୁଡା ଗ୍ରାମର ମଙ୍ଗଳା କାବାସୀ(୫୫)ଙ୍କୁ ତାଂକର ପୋଖରୀ ହୁଡାରେ କେହି ହତ୍ୟା କରି ଫିଙ୍ଗି ଦେଇଥିବା ନେଇ ଗତ ୧ ତାରିଖରେ ଭାଇ ମଙ୍ଗଡୁ କାବାସୀ ଏତଲା ଦାୟର କରିଥିଲେ। ମାଲକାନଗିରି/ଭୁବନେଶ୍ୱର ୦୪-୧୨-୨୦୨୪(ପିପିଏସ ) : ମାଲକାନଗିରି ଥାନା ଅନ୍ତର୍ଗତ ଗୌଡଗୁଡ଼ା ପଞ୍ଚାୟତର ଗୋରେଗୁଡା ଗ୍ରାମର ମଙ୍ଗଳା କାବାସୀ(୫୫)ଙ୍କୁ ତାଂକର ପୋଖରୀ ହୁଡାରେ କେହି ହତ୍ୟା କରି ଫିଙ୍ଗି ଦେଇଥିବା ନେଇ ଗତ ୧ ତାରିଖରେ ଭାଇ ମଙ୍ଗଡୁ କାବାସୀ […]

1 min read

କଟକରେ ମଶାଙ୍କ ବ୍ୟାପକ ବଂଶବୃଦ୍ଧି ପାଇଁ ବିଜେପି ଯୁବ ମୋର୍ଚ୍ଚାର କମିଶନରଙ୍କୁ ସ୍ମାରକପତ୍ର

କଟକ,୦୪-୧୨-୨୦୨୪(ପିପିଏସ ) : କଟକ ସହରରେ ଏବେ ମଶାଙ୍କ ଉପଦ୍ରବ ଏତେ ମାତ୍ରରେ ବଢିଯାଇଛି ଯେ ଆପଣ ସଖାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ମଶାଙ୍କ ଠାରୁ ନିସ୍ତାର ପାଇବେ ନାହଁ ଦିନ ଦ୍ବୀପହରେ ବିନା ମସାରୀ ଟାଙ୍ଗି ଲୋକେ ଘରେ ମଧ୍ୟ ସୋଇପାରୁନାହାନ୍ତି । ଆପଣ ରାଜ ରାସ୍ତାରେ ସନ୍ଧ୍ୟା ବେଳେ କୌଣସି ସ୍ଥାନରେ ଠିଆ ହୋଇ କଥା ମଧ୍ୟ ହୋଇପାରିବେ ନାହିଁ କାରଣ କଥା ହେବା ସମୟରେ ମଶା ପାଟିରେ ପସିଯାଉଛନ୍ତି। କଟକର ପ୍ରତ୍ୟକ ଡ୍ରେନରୁ ଠିକ […]

1 min read

କୋଣାର୍କ ଉତ୍ସବର ୪ର୍ଥ ସନ୍ଧ୍ୟା……

କୁଚିପୁଡ଼ି ଓ ଓଡିଶୀ ନୃତ୍ୟରେ ବିମୋହିତ ବିଦେଶୀ ଓ ଦେଶୀୟ ପର୍ଯ୍ୟଟକ । କୋଣାର୍କ୦୪-୧୨-୨୦୨୪(ପିପିଏସ ) : ୩୫ତମ କୋଣାର୍କ ଉତ୍ସବର ଚତୁର୍ଥ ସନ୍ଧ୍ୟା। ଏହି ସନ୍ଧ୍ୟାର ପ୍ରଥମ ପର୍ଯ୍ୟାୟରେ ହାଇଦ୍ରାବାଦରୁ ଆସିଥିବା ଦୀପିକା ରେଡ୍ଡୀ ଓ ସାଥୀ ଶିଳ୍ପୀମାନଙ୍କ ଦ୍ଵାରା ପରିବେଷିତ ହୋଇଥିଲା “କୁଚିପୁଡ଼ି”ନୃତ୍ୟ ।  ଶ୍ରୀମତୀ ଦୀପିକା ରେଡ୍ଡୀ ଦୀପାଞ୍ଜଳି ଅନୁଷ୍ଠାନ ମାଧ୍ୟମରେ କୁଚିପୁଡ଼ି ନୃତ୍ୟ ଶୈଳୀକୁ ଶିଖରରେ ପହଁଞ୍ଚେଇବା ସହ ଦିବ୍ୟାଙ୍ଗ ମାନଙ୍କୁ ମଧ୍ୟ ନୃତ୍ୟର କଳା ଓ ଚାତୁରୀରେ ରସତୀର୍ଣ୍ଣ କରାଇବାରେ ସେ […]

1 min read

ବିଜ୍ଞାନଶିକ୍ଷକଙ୍କୁ ଫେରାଇ ଆଣିବା ଦାବିରେ ଛାତ୍ରିଛାତ୍ରଙ୍କ ଧାରଣା ୨ ଦିନ ବିତିଲା

ସ୍କୁଲ ଅଫିସରେ ତାଲା। ମଧ୍ୟାହ୍ନ ଭୋଜନ ବନ୍ଦ। ଜଏନ ନକରି ପାରି ଫେରିଲେ ଶିକ୍ଷୟତ୍ରୀ। ରଘୁନାଥପୁର/ଜଗତସିଂହପୁର ୦୪-୧୨-୨୦୨୪(ପିପିଏସ ) : ରଘୁନାଥପୁର ବ୍ଲକ ତଅଁରା ପଞ୍ଚାୟତ ରାମଚନ୍ଦ୍ରପୁର ସ୍ଥିତ ଚର୍ଚ୍ଚିକାଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବଦଳି କରାଯାଇଥିବା ବିଜ୍ଞାନ ଶିକ୍ଷକଙ୍କୁ ଫେରାଇ ଆଣିବା ଦାବିରେ ଛାତ୍ରିଛାତ୍ର ଓ ଅଭିଭାବକଙ୍କ ଧାରଣା ଦୁଇଦିନ ବିତିଲା।ତେବେ କୌଣସି ଅଧିକାରୀ ଧାରଣା ସ୍ଥଳରେ ପହଞ୍ଚି ନଥିଲେ।ଫଳରେ ଅଭିଭାବକଙ୍କ ମଧ୍ୟରେ ଅସୋନ୍ତୋଷ ତିବ୍ର ହେବାସହ ଛାତ୍ରିଛାତ୍ରମାନେ ସ୍କୁଲ ଅଫିସରେ ତାଲା ପକାଇ ସମ୍ମୁଖରେ […]

1 min read

ନୂଆବର୍ଷରେ ଉତ୍ସବମୟ ହେବ ରାଜଧାନୀ: ସରକାର ବଦଳିବା ପରେ ନୂଆ ପରିକଳ୍ପନାରେ କାର୍ଯ୍ୟକ୍ରମ

ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ, ଓଡ଼ିଶା ନିର୍ମାଣ କନ୍‌କ୍ଲେଭ୍‌, ଅର୍ନ୍ତଜାତୀୟ ପୁଷ୍ଟି ଶସ୍ୟ ସମ୍ମିଳନୀ, ହକି ବିଶ୍ବକପ୍‌ ଓ ଏକାମ୍ର ଉତ୍ସବ ପରି ବଡ଼ ବଡ଼ କାର୍ଯ୍ୟକ୍ରମ ଆୟୋଜନ କରି ଚର୍ଚ୍ଚାରେ ଥିଲା ବିଜେଡି ସରକାର। ଭୁବନେଶ୍ୱର ୦୪-୧୨-୨୦୨୪(ପିପିଏସ ) : ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ, ଓଡ଼ିଶା ନିର୍ମାଣ କନ୍‌କ୍ଲେଭ୍‌, ଅର୍ନ୍ତଜାତୀୟ ପୁଷ୍ଟି ଶସ୍ୟ ସମ୍ମିଳନୀ, ହକି ବିଶ୍ବକପ୍‌ ଓ ଏକାମ୍ର ଉତ୍ସବ ପରି ବଡ଼ ବଡ଼ କାର୍ଯ୍ୟକ୍ରମ ଆୟୋଜନ କରି ଚର୍ଚ୍ଚାରେ […]

1 min read

ଉଦ୍‌ଘାଟନ ପୂର୍ବରୁ ଝଲସୁଛି ଜିଲ୍ଲା ଜଜ୍ କୋର୍ଟ

ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟିଛି। ୫ ତାରିଖରେ ଉଦ୍‌ଘାଟିତ ହେବ ଭୁବନେଶ୍ବର ଜିଲ୍ଲା ଜଜ୍ କୋର୍ଟର ନୂଆ କୋଠା। ଦେଶର ସର୍ବଶ୍ରେଷ୍ଠ ଜିଲ୍ଲା ଜଜ୍ କୋର୍ଟର ଏହି ନୂଆ କୋଠାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଦ୍‌ଘାଟନ କରିବେ। ଭୁବନେଶ୍ୱର ୦୪-୧୨-୨୦୨୪(ପିପିଏସ ) : ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟିଛି। ୫ ତାରିଖରେ ଉଦ୍‌ଘାଟିତ ହେବ ଭୁବନେଶ୍ବର ଜିଲ୍ଲା ଜଜ୍ କୋର୍ଟର ନୂଆ କୋଠା। ଦେଶର ସର୍ବଶ୍ରେଷ୍ଠ ଜିଲ୍ଲା ଜଜ୍ କୋର୍ଟର ଏହି ନୂଆ କୋଠାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଦ୍‌ଘାଟନ […]

1 min read

ମୁଁ ସମୁଦ୍ର,ଫେରିବି: ଚକ୍ରବ୍ୟୁହ ଭାଙ୍ଗିଲେ ଆଧୁନିକ ଅଭିମନ୍ୟୁ ଫଡନାଭିସ୍

ଦେବେନ୍ଦ୍ର ଫଡନାଭିସ୍ ଗୁରୁବାର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ବିଜେପିର କୋର୍ କମିଟି ବୈଠକରେ ତାଙ୍କ ନାମ ଅନୁମୋଦନ କରାଯାଇଛି। ୨୦୧୯ଠାରୁ ଫଡନାଭିସ୍ ଅନେକ ଥର କହିଥିଲେ, ମୁଁ ସମୁଦ୍ର, ଫେରି ଆସିବି। ଏବେ ସେ ପୁଣିଥରେ ମୁଖ୍ୟମନ୍ତ୍ରୀ ପଦ ପାଇଛନ୍ତି ମୁମ୍ବାଇ/ଭୁବନେଶ୍ୱର ୦୪-୧୨-୨୦୨୪(ପିପିଏସ ) : ବିଜେପିର ଦେବେନ୍ଦ୍ର ଫଡନାଭିସ୍ ଗୁରୁବାର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ମହାରାଷ୍ଟ୍ର ବିଜେପି ବିଧାନସଭା ପାର୍ଟି ବୈଠକ ପୂର୍ବରୁ ବୁଧବାର କୋର କମିଟି […]

1 min read

ପୁରୀ ସମୁଦ୍ରର ଅଥଳ ଜଳରାଶିରେ ଅପରେସନ୍ କୌଶଳ ଦେଖାଇଛନ୍ତି ନୌବୀରମାନେ

ନୌସେନା ଦିବସରେ ନୌବୀରମାନେ ପୁରୀ ସମୁଦ୍ରର ଅଥଳ ଜଳରାଶିରେ ଅପରେସନ୍ କୌଶଳ ଦେଖାଇଛନ୍ତି। ନୌସେନାର ନୌବୀରମାନେ  ୧୫ଟି ଯୁଦ୍ଧପୋତ, ୪୦ ଏୟାରକ୍ରାଫ୍ଟ୍ ଏହି ଯୁଦ୍ଧ କୌଶଳ ପ୍ରଦର୍ଶନ କରିଛନ୍ତି। ଭାରତୀୟ ନୈସନାର ଦକ୍ଷତାକୁ ଉପରେ ପୂରା ବିଶ୍ବବାସୀ ନଜର ରଖିଛନ୍ତି।  ପୁରୀ/ଭୁବନେଶ୍ୱର ୦୪-୧୨-୨୦୨୪(ପିପିଏସ ) : ନୌସେନା ଦିବସରେ ନୌବୀରମାନେ ପୁରୀ ସମୁଦ୍ରର ଅଥଳ ଜଳରାଶିରେ ଅପରେସନ୍ କୌଶଳ ଦେଖାଇଛନ୍ତି। ନୌସେନାର ନୌବୀରମାନେ ୧୫ଟି ଯୁଦ୍ଧପୋତ, ୪୦ ଏୟାରକ୍ରାଫ୍ଟ୍ ଏହି ଯୁଦ୍ଧ କୌଶଳ ପ୍ରଦର୍ଶନ କରିଛନ୍ତି। ଭାରତୀୟ […]

1 min read

ଅନୁପ୍ରବେଶ ରୋକିବାରେ ନୌସେନା ପ୍ରଶଂସନୀୟ ଭୂମିକା ତୁଲାଉଛି: ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି, ଦେଶର ସୁରକ୍ଷା ପାଇଁ ନୌସେନାର ଭୂମିକା ଗୁରୁତ୍ବପୂର୍ଣ୍ଣ। ପୁରୀସ୍ଥିତ ବ୍ଲୁ ଫ୍ଲାଗ୍ ବିଚ୍‌ରେ ଆୟୋଜିତ ନୌସେନା ଦିବସ ଅବସରରେ ସେ ଦେଶବାସୀଙ୍କୁ ସମ୍ବୋଧିତ କରି କହିଛନ୍ତି, ସମୁଦ୍ର ଭିତରେ ଶତ୍ରୁଙ୍କୁ ଭାରତୀୟ ନୌବୀରମାନେ ପ୍ରତିରୋଧ କରିପାରୁଛନ୍ତି। ଭୁବନେଶ୍ୱର ୦୪-୧୨-୨୦୨୪(ପିପିଏସ ) : ଦେଶର ସୁରକ୍ଷା ପାଇଁ ନୌସେନାର ଭୂମିକା ଗୁରୁତ୍ବପୂର୍ଣ୍ଣ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ସନ୍ଧ୍ୟାରେ କହିଛନ୍ତି। ପୁରୀସ୍ଥିତ ବ୍ଲୁ ଫ୍ଲାଗ୍ ବିଚ୍‌ରେ ଆୟୋଜିତ ନୌସେନା ଦିବସ ଅବସରରେ […]

1 min read

୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ଇଣ୍ଟରନେଟ୍ ସେବା : ଆଇଟି ମନ୍ତ୍ରୀ

୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁରେ ଇଣ୍ଟରନେଟ ସେବା ଉପଲବ୍ଧ ହେବ ବୋଲି ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ। ରାଜ୍ୟରେ ମୋବାଇଲ ଇଣ୍ଟରନେଟ ସେବାକୁ ନେଇ ଉତ୍ତର ରଖି ଏହା କହିଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ। ଏଡିଏମଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ ଗଠନ ହୋଇଛି।  ଭୁବନେଶ୍ୱର ୦୨-୧୨-୨୦୨୪(ପିପିଏସ) : ୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁରେ ଇଣ୍ଟରନେଟ ସେବା ଉପଲବ୍ଧ ହେବ ବୋଲି ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ଆଇଟି […]