1 min read

ଆସିଲା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ସଂପୂର୍ଣ୍ଣ ସୂଚୀ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସୂଚୀ ସାମ୍ନାକୁ ଆସିଛି। ଆସନ୍ତା ୩ ତାରିଖ ମଙ୍ଗଳବାର ଅପରାହ୍ନ ୨ଟା ୩୦ମିନିଟ ସମୟରେ ରାଷ୍ଟ୍ରପତି ଭବନରୁ ବାହାରି ପାଲାମ୍ ବିମାନବନ୍ଦରରୁ ସ୍ବତନ୍ତ୍ର ବାୟୁସେନାର ବିମାନ ଯୋଗେ ବାହାରି ସନ୍ଧ୍ୟା ୫ଟା ସମୟରେ ଭୁବନେଶ୍ୱରରେ ପହଞ୍ଚିବେ ରାଷ୍ଟ୍ରପତି। ଭୁବନେଶ୍ୱର ୦୨-୧୨-୨୦୨୪(ପିପିଏସ) : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସୂଚୀ ସାମ୍ନାକୁ ଆସିଛି। ଆସନ୍ତା ୩ ତାରିଖ ମଙ୍ଗଳବାର ଅପରାହ୍ନ ୨ଟା ୩୦ମିନିଟ ସମୟରେ ରାଷ୍ଟ୍ରପତି ଭବନରୁ ବାହାରି ପାଲାମ୍ […]

1 min read

ଛୁଟିରେ ଥିବା ୧୯୬ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ: ସ୍ବାସ୍ଥ୍ୟମନ୍ତ୍ରୀ

ଦୀର୍ଘଦିନ ଧରି ଛୁଟିରେ ଥିବା ୧୯୬ ଡାକ୍ତରଙ୍କ ବିରୋଧରେ ରାଜ୍ୟ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ। ସେମାନଙ୍କ ଛୁଟିର କାରଣ ଯାଞ୍ଚ୍ କରାଯାଇ ସେମାନଙ୍କ ବିରୋଧରେ ସରକାରୀ ନିୟମ ଅନୁସାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଭୁବନେଶ୍ୱର ୦୨-୧୨-୨୦୨୪(ପିପିଏସ) : ଦୀର୍ଘଦିନ ଧରି ଛୁଟିରେ ଥିବା ୧୯୬ ଡାକ୍ତରଙ୍କ ବିରୋଧରେ ରାଜ୍ୟ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ । ବିଭିନ୍ନ କ୍ୟାଡରର ୧୯୬ ଡାକ୍ତର ଭିନ୍ନଭିନ୍ନ କାରଣ ଦର୍ଶାଇ ଛୁଟିରେ ରହିଛନ୍ତି ।ସେମାନଙ୍କ ଛୁଟିର […]

1 min read

ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ସରକାରଙ୍କ ଟାସ୍କ ଫୋର୍ସ

ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ କରିବା ପାଇଁ ରାଜ୍ୟ ସରକାର ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ଏନେଇ ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ପ୍ରଦାନ କରିଛନ୍ତି ଭୁବନେଶ୍ୱର ୦୨-୧୨-୨୦୨୪(ପିପିଏସ) : ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ କରିବା ପାଇଁ ରାଜ୍ୟ ସରକାର ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ସୋମବାର ଏନେଇ ବିଧାନସଭାରେ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ପ୍ରଦାନ କରିଛନ୍ତି। ଟାସ୍କ ଫୋର୍ସ ସମ୍ପର୍କରେ ଘୋଷଣା କରି […]

1 min read

ଘୁଷୁରିକୁ ଜିଅନ୍ତା ଖାଇବା ଘଟଣା: ଜଣେ ଗିରଫ

ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ବ୍ଲକ୍‌ର ରାଳବ ଗାଁରେ ନାଟକ ମଞ୍ଚ ଉପରେ ଘୁଷୁରିକୁ ଜିଅନ୍ତା ଖାଇବା ଘଟଣାରେ ପୁଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଖଲ୍ଲିକୋଟ ଅଞ୍ଚଳ ବିମ୍ବାଧର ଗୌଡ଼କୁ ଗିରଫ କରାଯାଇଛି। ନାଟକ ପାଇଁ ବିମ୍ବାଧର ଘୁଷୁରି ଯୋଗାଇଥିବା ଅଭିଯୋଗ ହୋଇଥିଲା ଗଞ୍ଜାମ/ଭୁବନେଶ୍ୱର ୦୨-୧୨-୨୦୨୪(ପିପିଏସ) :  ହିଞ୍ଜିଳିକାଟୁ ବ୍ଲକ୍‌ର ରାଳବ ଗାଁରେ ନାଟକ ମଞ୍ଚ ଉପରେ ଘୁଷୁରିକୁ ଜିଅନ୍ତା ଖାଇବା ଘଟଣାରେ ପୁଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଖଲ୍ଲିକୋଟ ଅଞ୍ଚଳ ବିମ୍ବାଧର ଗୌଡ଼କୁ ଗିରଫ […]

1 min read

ଗୃହ ବିଭାଗ ଅତିରିକ୍ତ ଖର୍ଚ୍ଚ ଦାବୀ ଆଲୋଚନା: ବିବୃତି ରଖିଲେ ମୁଖ୍ୟମନ୍ତ୍ରୀ

ନୂଆ ସରକାର ନୂଆ ଆଭିମୁଖ୍ୟ ନେଇ ଲୋକଙ୍କ ଧନସମ୍ପତ୍ତି ସୁରକ୍ଷା ଏବଂ ଆଇନଶୃଙ୍ଖଳା ନିୟନ୍ତ୍ରଣ ପାଇଁ ଅନେକ ପଦକ୍ଷେପ ନେଇଛନ୍ତି। ଉପବିଭାଗଗୁଡିକୁ ଶକ୍ତିଶାଳୀ କରିବା ପାଇଁ ସାଧାରଣ ବଜେଟରେ ବ୍ୟବସ୍ଥା ହୋଇଥିବା ନେଇ ମୁଖ୍ୟମନ୍ତ୍ରୀ ଗୃହ ବିଭାଗ ଅତିରିକ୍ତ ଖର୍ଚ୍ଚ ଦାବୀ ଆଲୋଚନାରେ ନିଜର ବିବୃତି ରଖିଛନ୍ତି ଭୁବନେଶ୍ୱର ୦୨-୧୨-୨୦୨୪(ପିପିଏସ) : ନୂଆ ସରକାର ନୂଆ ଆଭିମୁଖ୍ୟ ନେଇ ଲୋକଙ୍କ ଧନସମ୍ପତ୍ତି ସୁରକ୍ଷା ଏବଂ ଆଇନଶୃଙ୍ଖଳା ନିୟନ୍ତ୍ରଣ ପାଇଁ ଅନେକ ପଦକ୍ଷେପ ନେଇଛନ୍ତି। ଉପବିଭାଗଗୁଡିକୁ ଶକ୍ତିଶାଳୀ କରିବା […]

1 min read

ବିଜେପିରେ ଯୋଗ ଦେଲେ ବଡ଼ମ୍ବା ପଞ୍ଚାୟତ ସମିତି ଅଧ୍ୟକ୍ଷ ରଘୁପତି ମହାନ୍ତି

ବଡ଼ମ୍ବା ପଞ୍ଚାୟତ ସମିତି ଅଧ୍ୟକ୍ଷ ରଘୁପତି ମହାନ୍ତି ବିଜେପିରେ ଯୋଗ ଦେଇଛନ୍ତି। ସେ ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏଥିରେ ଉପସ୍ଥିତ ରହି ବିଜେଡି ଛାଡ଼ିଥିବା ନେତାମାନଙ୍କୁ ଦଳରେ ସାମିଲ କରିଛନ୍ତି। ବଡ଼ମ୍ବା/ଭୁବନେଶ୍ୱର ୦୨-୧୨-୨୦୨୪(ପିପିଏସ) : ବଡ଼ମ୍ବା ପଞ୍ଚାୟତ ସମିତି ଅଧ୍ୟକ୍ଷ ରଘୁପତି ମହାନ୍ତି ବିଜେପିରେ ଯୋଗ ଦେଇଛନ୍ତି। ସେ ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ଏଥିଲାଗି ଆଜି […]

1 min read

ଚଢ଼ାଦରରେ ଆଳୁ ବିକିଲେ କାର୍ଯ୍ୟାନୁଷ୍ଠାନ: ରେଟ ଚାର୍ଟ ମାରିବାକୁ ତାଗିଦ୍

ରାଜ୍ୟରେ ଆଳୁ ସଙ୍କଟ ଜାରି ରହିଥିବା‌ବେଳେ ଚଢ଼ାଦରରେ ଆଳୁ ବିକ୍ରି କରାଯାଉଥିବା ଅଭିଯୋଗ ଆଧାରରେ ଯୋଗାଣ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି। କଟକ ଛତ୍ରବଜାରର ବିଭିନ୍ନ ଦୋକାନ ଓ ଗୋଦାମରେ ଚଢ଼ଉ କରାଯାଇଛି। ସେହିପରି ଭୁବନେଶ୍ୱର ୪ ନମ୍ବର ମାର୍କେଟରେ ଯୋଗାଣ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି ଭୁବନେଶ୍ୱର ୦୨-୧୨-୨୦୨୪(ପିପିଏସ) : ରାଜ୍ୟରେ ଆଳୁ ସଙ୍କଟ ଜାରି ରହିଥିବା‌ବେଳେ ଚଢ଼ାଦରରେ ଆଳୁ ବିକ୍ରି କରାଯାଉଥିବା ଅଭିଯୋଗ ଆଧାରରେ ଯୋଗାଣ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି। ଟ୍ୱିନ୍‌ ସିଟି […]

1 min read

୧୩ ହଜାର ୩୭୩ ପୁଲିସ ପଦବୀ ଖାଲି: ମୁଖ୍ୟମନ୍ତ୍ରୀ

ରାଜ୍ୟ ପୁଲିସ ବିଭାଗରେ ୧୩ ହଜାର ୩୭୩ ପଦବୀ ଖାଲି ପଡ଼ିଛି। ସେହିପରି ଅଗ୍ନିଶମ ବିଭାଗରେ ୪୮୧ ପଦବୀ ଖାଲି ରହିଥିବାବେଳେ ୨୪୧୬ ହୋମଗାର୍ଡ ପଦବୀ ମଧ୍ୟ ଖାଲି ରହିଛି । କାରାଗାର ଏବଂ ଉପକାରାଗାରଗୁଡ଼ିକରେ ୮୬୨ ପଦବୀ ଖାଲି ପଡିଛି ଭୁବନେଶ୍ୱର ୦୨-୧୨-୨୦୨୪(ପିପିଏସ) : ରାଜ୍ୟରେ ୧୩ ହଜାର ୩୭୩ ପୁଲିସ ପଦବୀ  ଖାଲି ପଡ଼ିଛି। ଅଗ୍ନିଶମ ବିଭାଗରେ ପଦବୀ ମଧ୍ୟ ଖାଲି ରହିଛି।  ସେହିପରି ହୋମଗାର୍ଡ ପଦବୀ  ଖାଲି ପଡ଼ିଛି। ସୋମବାର ବିଧାନସଭାରେ  ଗୃହ […]

1 min read

ଧମକପୂର୍ଣ୍ଣ ଇ-ମେଲ ମାମଲା: ଗୁଗୁଲକୁ ଚିଠି ଲେଖିଲେ କ୍ରାଇମବ୍ରାଞ୍ଚ ଏସଟିଏଫ୍

ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂ ପନ୍ନୁର ଧମକପୂର୍ଣ୍ଣ ଇ-ମେଲ ଘଟଣାରେ ଗୁଗୁଲକୁ କ୍ରାଇମବ୍ରାଞ୍ଚ ଏସଟିଏଫ୍ ଚିଠି ଲେଖିଛନ୍ତି। କେଉଁ ଆଇପି ଆଡ୍ରେସରୁ ପନ୍ନୁର ଇ-ମେଲରୁ ଅଡିଓ ଆସିଥିଲା ସେନେଇ ତଥ୍ୟ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି ଭୁବନେଶ୍ୱର ୦୨-୧୨-୨୦୨୪(ପିପିଏସ) : ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂ ପନ୍ନୁର ଧମକପୂର୍ଣ୍ଣ ଇ-ମେଲ ଘଟଣାରେ ଗୁଗୁଲକୁ କ୍ରାଇମବ୍ରାଞ୍ଚ ଏସଟିଏଫ୍ ଚିଠି ଲେଖିଛନ୍ତି। କେଉଁ ଆଇପି ଆଡ୍ରେସରୁ ପନ୍ନୁର ଇ-ମେଲରୁ ଅଡିଓ ଆସିଥିଲା ସେନେଇ ତଥ୍ୟ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି। […]

1 min read

୩ ବର୍ଷରେ ୧୨୫ କୋଟି ଲୁଟିଛନ୍ତି ସାଇବର ଲୁଟେରା: ମୁଖ୍ୟମନ୍ତ୍ରୀ

ରାଜ୍ୟରେ ସାଇବର ଲୁଟେରା ମାତିଛନ୍ତି। ସଚେତନତା ଅଭାବରୁ ଲୋକେ ସାଇବର ଠକେଇର ଶିକାର ହେଉଛନ୍ତି। ଗତ ୩ ବର୍ଷ ମଧ୍ୟରେ ସାଇବର ଲୁଟେରା ୧୨୫ କୋଟି ଲୁଟି ନେଇଛନ୍ତି। ଏନେଇ ୬ ହଜାର ୩୬୮ଟି ମାମଲା ରୁଜୁ ହୋଇଛି ଭୁବନେଶ୍ୱର ୦୨-୧୨-୨୦୨୪(ପିପିଏସ) : ରାଜ୍ୟରେ ସାଇବର ଲୁଟେରା ମାତିଛନ୍ତି। ସଚେତନତା ଅଭାବରୁ ଲୋକେ ସାଇବର ଠକେଇର ଶିକାର ହେଉଛନ୍ତି। ଗତ ୩ ବର୍ଷ ମଧ୍ୟରେ ସାଇବର ଲୁଟେରା  ୧୨୫ କୋଟି ଲୁଟି ନେଇଛନ୍ତି। ଏନେଇ ୬ ହଜାର […]