1 min read

ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ଏକ ମଡେଲ୍‌: ଉପମୁଖ୍ୟମନ୍ତ୍ରୀ

ଆଇଏମ୍‌ଡିର ୧୫୦ ବର୍ଷ ପୂର୍ତ୍ତି ଅବସରରେ କର୍ମଶାଳା ସମ୍ବଲପୁର ବାଲେଶ୍ବର, ଭୁବନେଶ୍ବରରେ ପ୍ରତିଷ୍ଠା ହେବ ଡପ୍‌ଲର୍‌ ରାଡାର୍‌ ଭୁବନେଶ୍ୱର ୨୪-୧୨-୨୦୨୪ (ପିପିଏସ) : ଭାରତ ପାଣିପାଗ ବିଭାଗ(ଆଇଏମ୍‌ଡି)ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଏକ ଦିବସୀୟ ଉପଯୋଗକର୍ତ୍ତା କର୍ମଶାଳା ଅନୁଷ୍ଠିତ ହୋଇଛି। ‘ଓଡ଼ିଶା ଉପରେ ଅତ୍ୟନ୍ତ ଭୀଷଣ ପାଣିପାଗ ଜନିତ ଘଟଣାସମୂହ ଶୀର୍ଷକ କର୍ମଶାଳାରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମୁଖ୍ୟଅତିଥି […]

1 min read

ଜାନୁଆରିରୁ ବିକ୍ରି ହୋଇ ପାରିବ ପାର୍ଟପ୍ଲଟ : ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର ୨୪-୧୨-୨୦୨୪ (ପିପିଏସ) : ଜାନୁଆରିରୁ ବିକ୍ରି ହୋଇ ପାରିବ ପାର୍ଟପ୍ଲଟ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଡିସେମ୍ବର ୩୧ ତାରିଖରେ ହେବାକୁ ଥିବା ବୈଠକରେ ସମାଧାନର ବାଟ ବାହାରିବ। ନୂଆବର୍ଷରୁ ଆଉ ରହିବନି ଏହି ସମସ୍ୟା। ଆବଶ୍ୟକ ପଡ଼ିଲେ ରେରା ଆଇନରେ ସଂଶୋଧନ କରାଯିବ। ପୂର୍ବରୁ ରେରା କମିଟିକୁ ଏନେଇ କୁହାଯାଇଛି। ଆଇନ ଶବ୍ଦ ସଂଯୋଜନାରେ ଅସୁବିଧା ଥିଲା।ନୂଆବର୍ଷରୁ ଆଉ ରହିବନି ଏହି ସମସ୍ୟା। ଆବଶ୍ୟକ ପଡ଼ିଲେ ରେରା […]

1 min read

ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କର ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଲୋକାର୍ପଣ

 ମାତ୍ର ୩୫ ଦିନରେ ୧୦ ଫୁଟ୍ ଉଚ୍ଚତାବିଶିଷ୍ଟ ଏହି ବ୍ରୋଞ୍ଜ ପ୍ରତିମୂର୍ତ୍ତି ୧୮ ଜଣ କାରିଗରଙ୍କ ଦ୍ବାରା ନିର୍ମିତ ହୋଇଛି କଟକ,୨୪-୧୨-୨୦୨୪ (ପିପିଏସ) : ରାଜ୍ୟ ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତଥା କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ କାଠଯୋଡ଼ି ନିକଟ ବେଲ-ଭ୍ୟୁ ଛକ ଠାରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ର ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଲୋକାର୍ପଣ କରାଯାଇଛି । ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି […]

1 min read

କଂଗ୍ରେସ ସାରା ଦେଶବାସୀଙ୍କୁ କ୍ଷମା ମାଗୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୪-୧୨-୨୦୨୪ (ପିପିଏସ) : ବାବା ସାହେବ ଆମ୍ବେଦକର ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରେସ୍‌ମିଟ୍‌ । କଂଗ୍ରେସ ସରକାରଙ୍କ ସମୟରେ ନେହୁରୁ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ କରିଥିବା କଥା କହିଲେ ମୁଖ୍ୟମନ୍ତ୍ରୀ । ଗୃହମନ୍ତ୍ରୀ ଅମିତ ଶାହ ରାଜ୍ୟସଭାରେ ଦେଇଥିବା ମନ୍ତବ୍ୟକୁ ନେଇ ଏବେ ରାଜନୈତିକ ତୁମ୍ବି ତୋଫାନ ଲାଗି ରହିଛି । ଏବେ ଅମିତ ଶାହଙ୍କୁ କ୍ଷମା ପ୍ରାର୍ଥନା କରିବାକୁ ଦାବି କରିଛି । ତେବେ ଅମିତ ଶାହ ନୁହେଁ ବରଂ […]

1 min read

କେବେ ମିଳିବ ଶୁଦ୍ଧ ପାନୀୟ ଜଳ

:-ମେଗା ପାନୀୟ ଜଳ ପ୍ରକଳ୍ପରେ କେବେ ମିଳିବ ପାଣି  ? :-ପାଣି ପାଈଁ ଆଉଟୁ ପାଉଟୁ ୨ଟି ବ୍ଲକର ୧ଲକ୍ଷରୁ ଉର୍ଦ୍ଧ ଲୋକ  :-ନେତା ଙ୍କ ପ୍ରତିଶ୍ରୁତି କେବେ ହେବ ପୂରଣ  ? ଅସ୍ତରଙ୍ଗ/ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ଲୁଣି ଓ ଖାରି ପାଣି ଯନ୍ତ୍ରଣାରେ ଛଟପଟ ହେଉଛନ୍ତି ପୁରୀ ଜିଲ୍ଲା କାକଟପୁର ଓ ଅସ୍ତରଙ୍ଗ ବ୍ଲକର ୧ଲକ୍ଷରୁ ଉର୍ଦ୍ଧ ଲୋକ।ଖରା ଦିନେ ଆସିଲେ ମାଇଲି ମାଇଲି ବାଟ ଚାଲିବାକୁ ପଡୁଛି। ନଚେତ କିଣା ପାଣି ଶୋଷ […]

1 min read

ଭୟମୁକ୍ତ ଓ ବିକଶିତ ଅଞ୍ଚଳ ହେବ ଆଠଗଡ଼- ଧର୍ମେନ୍ଦ୍ର ପ୍ରଧାନ

ଆଠଗଡ଼ରେ ଦଳର ମିଶ୍ରଣ ପର୍ବ ସମାରୋହରେ କେନ୍ଦ୍ରମନ୍ତ୍ରୀ •ବିଜେପି ସରକାରରେ ଆଇନ କେଉଁ ବିଧାୟକଙ୍କ ନିର୍ଦ୍ଦେଶରେ ଚାଲିବ ନାହିଁ, ନ୍ୟାୟ ଗରିବ ଲୋକଙ୍କ ପାଇଁ ରହିବ •ବ୍ୟାଙ୍କରୁ ଋଣ ନିଆଯାଇ ଆଠଗଡରେ କେନାଲ ଖୋଳା ହେଲା, ଚାଷୀଙ୍କ ଜମିକୁ ପାଣି ମାଡିଲା ନାହିଁ •କ୍ୟାପିଟାଲ ଜୋନ୍ ରିଙ୍ଗ ରୋଡ ପ୍ରକଳ୍ପ ଦ୍ୱାରା ଆଠଗଡ ଅଧିକ ଲାଭ ପାଇବ କଟକ/ଆଠଗଡ଼,୨୨-୧୨-୨୦୨୪ (ପିପିଏସ) : ସମ୍ବଲପୁର, କଟକ, ଢେଙ୍କାନାଳ, ବାଙ୍କୀ, ଜଗତସିଂହପୁରର ସଡକ ଭିତ୍ତିଭୂମି ସୁଦୃଢ ହେବ ଚଷା ଚାଷୀର […]

1 min read

ମୋଦୀଙ୍କୁ କୁଏତର ସର୍ବୋଚ୍ଚ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର୨୨-୧୨-୨୦୨୪(ପିପିଏସ):  ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କୁଏତ ଗସ୍ତର ଶେଷ ଦିନରେ ତାଙ୍କୁ କୁଏତର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ୍ ମୁବାରକ୍ ଅଲ୍ କବୀରପ୍ରଦାନ କରାଯାଇଛି ।ରବିବାର କୁଏତର ବାୟାନ୍ ପ୍ୟାଲେସରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା।ଏହାପରେ କୁଏତ୍ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଏହାର ସର୍ବୋଚ୍ଚ ସମ୍ମାନ ଅର୍ଡର ଅଫ୍ ମୁବାରକ୍ ଅଲ୍ କବୀରରେ ସମ୍ମାନିତ କରିଥିଲେ।ବାୟାନ୍ ପ୍ୟାଲେସ କୁଏତରେ ଶକ୍ତିର ପ୍ରତୀକ ଏବଂ ଅନେକ ଦେଶର ଦୂତାବାସ ମଧ୍ୟ ଏଠାରେ ଅଛି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଦିଆଯାଇଥିବା ଏହା ହେଉଛି ୨୦ତମ ଅନ୍ତର୍ଜାତୀୟ ସମ୍ମାନ ଏହା ବିଦେଶୀ ରାଷ୍ଟ୍ରମୁଖ୍ୟ ଏବଂ ବିଦେଶୀ ରାଜ ପରିବାରର ସଦସ୍ୟମାନଙ୍କୁ ପ୍ରଦାନ କରାଯାଏ ।ପୂର୍ବରୁ ବିଲ୍ କ୍ଲିଣ୍ଟନ୍, ପ୍ରିନ୍ସ ଚାର୍ଲ୍ସ ଓ ଜର୍ଜ ବୁଶଙ୍କ ଭଳି ବିଦେଶୀ ନେତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି।ଭାରତ ସରକାର ଉପସାଗରୀୟ ଦେଶଗୁଡ଼ିକ ସହ ସମ୍ପର୍କକୁ ସୁଦୃଢ଼ କରିବା ଦିଗରେ କାର୍ଯ୍ୟ କରୁଛନ୍ତି। ଭାରତ-କୁଏତ ସମ୍ପର୍କକୁ ବିଶେଷ କରି ବାଣିଜ୍ୟ, ପୁଞ୍ଜିନିବେଶ ଏବଂ ଶକ୍ତି କ୍ଷେତ୍ରରେ ଏକ ନୂତନ ଗତି ପ୍ରଦାନ ଉପରେ ଗୁରୁତ୍ୱାରୋପ କରି ପ୍ରଧାନମନ୍ତ୍ରୀମୋଦୀ କୁଏତର ଅମୀର ଶେଖ୍ ମେଶାଲ ଅଲ-ଅହମ୍ମଦ ଅଲ-ଜାବେର ଅଲ୍-ସବାଙ୍କ ସହ ଆଲୋଚନା କରିଛନ୍ତି।

1 min read

ଜବରଦଖଲରେ ଭରି ହୋଇଗଲାଣି ଭୁବନେଶ୍ବର

ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ଜବରଦଖଲରେ ଭର୍ତ୍ତି ଭୁବନେଶ୍ବର। ସରକାରୀ ଜାଗାରେ ନିର୍ମାଣ ହୋଇଛି ବହୁତଳ ପ୍ରାସାଦ। ଯିଏ ଯେଉଁଠି ପାରୁଛି ଘର ତିଆରି କରୁଛି। ପ୍ରଥମେ ବାଡ଼ ଘେରାଇ ବାଉଁଶ ପଲା, ପରେ କଂକ୍ରିଟ୍‌ ନିର୍ମାଣ। ସହର ଛାତି ଉପରେ ମୂଲ୍ୟବାନ୍‌ ଜମି ହଡ଼ପ କରିବାରେ ଏହା ଏକ ସାଧାରଣ କଥା ପାଲଟିଛି। ଜବରଦଖଲ ରୋକିବା ପାଇଁ କୋଟି କୋଟି ବ୍ୟୟରେ ଯେଉଁ ବ୍ୟବସ୍ଥା ହୋଇଛି ତାହା ଯେ ଫେଲ୍‌ ମାରିଛି ତାହା ନୁହେଁ। ଯେଉଁ […]

1 min read

ସାମ୍ବାଦିକ ସୁରକ୍ଷା ଅଧିନିୟମ ଆଣିବା ପାଇଁ ପ୍ରତିଶୃତି ଦେଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ଓଡ଼ିଶାରେ ସାମ୍ବାଦିକମାନେ ଖବର ପ୍ରସାରଣ ସହ ବିଭିନ୍ନ କାର୍ଯ୍ୟରେ ଗୁରୁ ଦାୟିତ୍ୱ ନିର୍ବାହ କରୁଛନ୍ତି। ଓଡ଼ିଶାର ଅଧିକାରରେ ସାମ୍ବାଦିକ ବନ୍ଧୁମାନଙ୍କର ବି ଦାୟିତ୍ୱ ଅଛି। ଏହି ସାମ୍ବାଦିକ ବନ୍ଧୁମାନଙ୍କର ସୁରକ୍ଷା, ଅଧିକାର ଓ ସୁବିଧା ପାଇଁ ସାମ୍ବାଦିକ ସୁରକ୍ଷା ଅଧିନିୟମ ଆଣିବା ସହ ସେମାନଙ୍କୁ ବିଧିବିଦ୍ଧ ଭାବରେ ମାନ୍ୟତା ପ୍ରଦାନ କରିବା ତଥା ପେନସନ ବ୍ୟବସ୍ଥା କରିବା ପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର […]

1 min read

ନୂଆବର୍ଷରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ :ଆଇନ୍ ମନ୍ତ୍ରୀ

ପୁରୀ/ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ୨୦୨୫ ଜାନୁଆରି ୧ ତାରିଖରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ। ଏଥିପାଇଁ ଡିସେମ୍ବର ୩୦ ଓ ୩୧ ତାରିଖରେ ଟ୍ରାଏଲ କରାଯିବ। ଆଜି ଏନେଇ ସୂଚନା ଦେଇଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।  ପୃଥ୍ବୀରାଜ ହରିଚନ୍ଦନ ଆହୁରି କହିଛନ୍ତି, ଡିସେମ୍ବର୨୭ ଏବଂ ୨୮ ତାରିଖ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା ଶେଷ ହୋଇଯିବ। ପରୀକ୍ଷାମୂଳକ ଭାବେ ଡିସେମ୍ବର ୩୦ ଓ ୩୧ ତାରିଖରେ ଧାଡ଼ି ଦର୍ଶନ ହେବ। ଜାନୁଆରି ୧ତାରିଖରୁ  ନିୟମିତ […]