ପ୍ରଜାତନ୍ତ୍ର ନ୍ୟୁଜ୍

ପ୍ରଜାତନ୍ତ୍ର ପ୍ରଚାର ସମିତି ପକ୍ଷରୁ ଏକ ନିରପେକ୍ଷ ନ୍ୟୁଜ୍ ପୋର୍ଟାଲ୍

Advertisement

ଧ୍ବଜାବତରଣ ସମାରୋହ: ଦେଶାତ୍ମବୋଧକ ସଙ୍ଗୀତରେ ଝୁମିଲେ ଦର୍ଶକ

ବିଜୟ ଚୌକ ଠାରେ ୭୬ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଧ୍ବଜାବତରଣ ସମାରୋହ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ସମାରୋହକୁ ଭାରତୀୟ ସ୍ଥଳସେନା, ବାୟୁସନା ଓ ନୌ‌ସେନା ପକ୍ଷରୁ…

Read More

ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

ଚଳିତ ବର୍ଷ ମହାପ୍ରଭୁଙ୍କ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଦେଇଛି। ମହାପ୍ରଭୁଙ୍କ ମନଲୋଭା ରଥ ନିର୍ମାଣ ପାଇଁ ନୟାଗଡ଼ ଜିଲ୍ଲା ଦଶପଲ୍ଲା ଜଙ୍ଗଲରୁ…

Read More

ଦ୍ଵିତୀୟ ଦିଶା କମିଟି ବୈଠକ ଅନୁଷ୍ଠିତ।

କଟକ ୨୮-୦୧-୨୦୨୫(ପିପିଏସ) : ଜିଲ୍ଲା ପ୍ରଶାସନ ଦ୍ୱାରା ଆୟୋଜିତ ଦ୍ଵିତୀୟ ବିକାଶ ସମନ୍ୱୟ ଏବଂ ତଦାରଖ କମିଟି (ଦିଶା ) କମିଟି ବୈଠକ ଆଜି ପୂର୍ବାହ୍ନରେ ଅଂଶୁପା…

Read More

ଐତିହାସିକ ଅଭିଯାନରେ ଜୟପୁର ଝିଅ ଡାକ୍ତର ସରିତା ଦାରା

୧୨୪ ମହିଳାଙ୍କ ସହ ଆଣ୍ଟାର୍କଟିକା ଯାତ୍ରା ଆସନ୍ତାକାଲି ଠାରୁ ସପ୍ତାହ ବ୍ୟାପୀ ଦକ୍ଷିଣ ମେରୁ ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଆଣ୍ଟାର୍କଟିକା ଗସ୍ତ କରିବେ ବିଶ୍ବର ୧୨୪ଜଣ…

Read More

ରାଜଧାନୀରେ କୁହୁଡିର କର୍ଫ୍ୟୁ !

ଭୁବନେଶ୍ୱର ୨୮-୦୧-୨୦୨୫(ପିପିଏସ) : କଲବଲ କଲା କୁହୁଡି । ରାଜଧାନୀରେ ସକାଳୁ ସକାଳୁ କୁହୁଡିର କର୍ଫ୍ୟୁ ଦେଖିବାକୁ ମିଳିଛି । ସାଙ୍ଘାତିକ କୁହୁଡି ପାଇଁ ଅସ୍ତବ୍ୟସ୍ତ ହୋଇଛି…

Read More

ବିକଶିତ ଭାରତରେ ଓଡ଼ିଶାର ଯୋଗଦାନ ଗୁରୁତ୍ବପୂର୍ଣ୍ଣ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଖୁବ୍ ଶୀଘ୍ର ବିକାଶର ଶିଖର ଛୁଇଁବ ଓଡ଼ିଶା। ଓଡ଼ିଶା ସଶକ୍ତ ଓ ସମୃଦ୍ଧ ହେବ। ଭାରତକୁ ବୁଝିବା ପାଇଁ ଓଡ଼ିଶା ହେଉଛି ପ୍ରକୃଷ୍ଟ ସ୍ଥାନ। ଓଡ଼ିଶା ଦେଶର…

Read More

ଓଡ଼ିଶାରେ ପୁଞ୍ଜି ନିବେଶ କରନ୍ତୁ : ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାରେ ନିବେଶ ପାଇଁ ଆହ୍ୱାନ ଦେଇ କହିଛନ୍ତି, ମୁଁ ସମସ୍ତଙ୍କୁ ସ୍ୱାଗତ କରୁଛି। ସମସ୍ତେ ଆସନ୍ତୁ ଓଡ଼ିଶାରେ ପୁଞ୍ଜି ନିବେଶ କରନ୍ତୁ…

Read More

ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫

‘ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫’ରେ ସମ୍ବୋଧିକ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫କୁ ଉଦ୍‌ଘାଟନ କରୁଛନ୍ତି ପ୍ରଧାନମନ୍ତ୍ରୀ…

Read More

ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ

ହାଇଦ୍ରାବାଦ୍‌କୁ ସ୍ଥାନାନ୍ତରିତ ଭୁବନେଶ୍ୱର ୨୮-୦୧-୨୦୨୫(ପିପିଏସ) : ଛତିଶଗଡ଼ ଓ ଆନ୍ଧ୍ରପ୍ରଦେଶର ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ ଥିବାରୁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍‌ପିଟାଲରୁ ହାଇଦ୍ରାବାଦ୍‌…

Read More

ବ୍ୟାଙ୍କ ଯିବାକୁ ଉପମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

‘ଏନ୍‌ପିସିଆଇଜନିତ ସମସ୍ୟା ଥିଲେ ବ୍ୟାଙ୍କ ଯାଆନ୍ତୁ ମହିଳା, ମିଳିଯିବ ସୁଭଦ୍ରା ଟଙ୍କା’ ଭୁବନେଶ୍ୱର ୨୮-୦୧-୨୦୨୫(ପିପିଏସ) : ରାଜ୍ୟ ସରକାରଙ୍କ ‘ସୁଭଦ୍ରା’ ଯୋଜନାରେ ଏପର୍ଯ୍ୟନ୍ତ ସାମିଲ ହୋଇପାର ନଥିବା…

Read More