ପ୍ରଜାତନ୍ତ୍ର ନ୍ୟୁଜ୍

ପ୍ରଜାତନ୍ତ୍ର ପ୍ରଚାର ସମିତି ପକ୍ଷରୁ ଏକ ନିରପେକ୍ଷ ନ୍ୟୁଜ୍ ପୋର୍ଟାଲ୍

Advertisement

କୋଣାର୍କରେ ଆରମ୍ଭ ହେଲା ଦୁଇଦିନିଆ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

କୋଣାର୍କରେ ଆଜି ଠାରୁ ଆରମ୍ଭ ହୋଇଛି ଦୁଇଦିନିଆ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି।…

Read More

ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବ ପିଏମ ଆବାସ ସର୍ଭେ

ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବ ପିଏମ ଆବାସ ସର୍ଭେ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତରାଜ ମନ୍ତ୍ରୀ ରବି ନାରାୟଣ ନାୟକ। ସେ କହିଛନ୍ତି, ଏଥିଲାଗି ଉଭୟ…

Read More

ରାଷ୍ଟ୍ରପତି ଭବନରେ ଆୟୋଜିତ ନୈଶ ଭୋଜି ପାଇଁ ରାମଜିତ୍‌, କିରନ୍‌ଙ୍କୁ ନିମନ୍ତ୍ରଣ

ଆସନ୍ତା ସାଧାରଣତନ୍ତ୍ର ଦିବସ ଅବସରରେ ରାଷ୍ଟ୍ରପତି ଭବନରେ ଆୟୋଜିତ ହେବାକୁ ଥିବା ଏକ ନୈଶ ଭୋଜିରେ ରାଇରଙ୍ଗପୁର ଅଂଚଳର ଦୁଇଜଣ ଯୋଗଦେବେ ବୋଲି ରାଷ୍ଟ୍ରପତି ଭବନରୁ ନିମନ୍ତ୍ରଣ…

Read More

ମୁଖ୍ୟସ୍ରୋତରେ ସାମିଲ ହେଲେ ୬ ନକ୍ସଲ

ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ପୁଲିସ ନିକଟରେ ୬ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ସରକାରଙ୍କର ଆତ୍ମନିର୍ଭରଶୀଳ ନୀତିରେ ପ୍ରଭାବିତ ହେବା ସହ ଘନ ଘନ ଚଢ଼ାଉରେ ଏମାନେ…

Read More

ନବ ଦାସ ହତ୍ୟା ମାମଲା: ମୁହଁ ଖୋଲିଲେ ଦେବେଶ

ବହୁ ଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ଘଟଣାକୁ ନେଇ ରାଜ୍ୟରେ ଜୋରଦାର ଚର୍ଚ୍ଚା ଚାଲିଥିବା ବେଳେ ରାଜନୈତିକ ବୟାନବାଜୀ ମଧ୍ୟ ଜାରି ରହିଛି। ପୂର୍ବତନ…

Read More

ବୟସ ୬ବର୍ଷ ହୋଇନଥିଲେ ଏଣିକି ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ମିଳିବ ନାହିଁ ଅନୁମତି।

ଭୁବନେଶ୍ୱର ୨୦-୦୧-୨୦୨୫(ପିପିଏସ ) : ରାଜ୍ୟର ଅଭିଭାବକମାନଙ୍କ ପାଇଁ ବଡ଼ ଖବର ଆସିଛି। ‘ଜାତୀୟ ଶିକ୍ଷା ନୀତି-୨୦୨୦’କୁ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି…

Read More

ପରିବାରର ପ୍ରତ୍ୟେକ ସଦସ୍ୟଙ୍କୁ ମିଳିବ ‘ଆୟୁଷ୍ମାନ’ କାର୍ଡ

ଓଡ଼ିଶାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଆରମ୍ଭ ହେବ। ଏଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଆୟୁଷ୍ମାନ ଭାରତ…

Read More

କୋଣାର୍କ ଦେଖି ବିମୋହିତ ହେଲେ ସିଙ୍ଗାପୁର ରାଷ୍ଟ୍ରପତି

କଳାଗ୍ରାମ ରଘୁରାଜପୁର, କୋଣାର୍କ ସୂର୍ଯ୍ୟମନ୍ଦିର ବୁଲିଲେ ପୁରୀ/କୋଣାର୍କ/ଭୁବନେଶ୍ୱର ୧୯-୦୧-୨୦୨୫(ପିପିଏସ ) : ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନ୍ମୁଗରତ୍ନମ ଆଜି ସସ୍ତ୍ରୀକ ପୁରୀ ଜିଲ୍ଲା ଗସ୍ତରେ ଆସି ସଦର…

Read More

ନବୀନଙ୍କ ପରେ ଯିଏ ମୁଖ୍ୟମନ୍ତ୍ରୀ ହେବାର ସ୍ବପ୍ନ ଦେଖୁଥିଲେ, ସିଏ ହିଁ ନବ ଦାସ ହତ୍ୟାକାଣ୍ଡର ମୁଖ୍ୟ ଷଡ଼ଯନ୍ତ୍ରକାରୀ:ପ୍ରଦୀପ ପୁରୋହିତ

ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ପଛର ଖଳନାୟକମାନେ ସାମ୍ନାକୁ ଆସିବା ଦରକାର। ନବୀନଙ୍କ ପରେ ଯିଏ ମୁଖ୍ୟମନ୍ତ୍ରୀ ହେବାର ସ୍ବପ୍ନ ଦେଖୁଥିବା ବ୍ୟକ୍ତି ହିଁ ହତ୍ୟାକାଣ୍ଡର ମୁଖ୍ୟ…

Read More