1 min read

ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବ ପିଏମ ଆବାସ ସର୍ଭେ

ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବ ପିଏମ ଆବାସ ସର୍ଭେ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତରାଜ ମନ୍ତ୍ରୀ  ରବି ନାରାୟଣ ନାୟକ। ସେ କହିଛନ୍ତି, ଏଥିଲାଗି  ଉଭୟ ଅଫଲାଇନ ଏବଂ ଅନଲାଇନରେ ଆବେଦନ କରିପାରିବେ ହିତାଧିକାରୀ। ଭୁବନେଶ୍ୱର ୨୦-୦୧-୨୦୨୫(ପିପିଏସ ) : ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବ ପିଏମ ଆବାସ ସର୍ଭେ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତରାଜ ମନ୍ତ୍ରୀ ରବି ନାରାୟଣ ନାୟକ। ସେ କହିଛନ୍ତି, ଏଥିଲାଗି ଉଭୟ ଅଫଲାଇନ ଏବଂ ଅନଲାଇନରେ ଆବେଦନ କରିପାରିବେ […]

1 min read

ରାଷ୍ଟ୍ରପତି ଭବନରେ ଆୟୋଜିତ ନୈଶ ଭୋଜି ପାଇଁ ରାମଜିତ୍‌, କିରନ୍‌ଙ୍କୁ ନିମନ୍ତ୍ରଣ

ଆସନ୍ତା ସାଧାରଣତନ୍ତ୍ର ଦିବସ ଅବସରରେ ରାଷ୍ଟ୍ରପତି ଭବନରେ ଆୟୋଜିତ ହେବାକୁ ଥିବା ଏକ ନୈଶ ଭୋଜିରେ ରାଇରଙ୍ଗପୁର ଅଂଚଳର ଦୁଇଜଣ ଯୋଗଦେବେ ବୋଲି ରାଷ୍ଟ୍ରପତି ଭବନରୁ ନିମନ୍ତ୍ରଣ ଆସିଛି। ରାଇରଙ୍ଗପୁର/ଭୁବନେଶ୍ୱର ୨୦-୦୧-୨୦୨୫(ପିପିଏସ ) : ସାଧାରଣତନ୍ତ୍ର ଦିବସ ଅବସରରେ ରାଷ୍ଟ୍ରପତି ଭବନରେ ଆୟୋଜିତ ହେବାକୁ ଥିବା ଏକ ନୈଶ ଭୋଜିରେ ରାଇରଙ୍ଗପୁର ଅଂଚଳର ଦୁଇଜଣ ଯୋଗଦେବେ ବୋଲି ରାଷ୍ଟ୍ରପତି ଭବନରୁ ନିମନ୍ତ୍ରଣ ଆସିଛି। ସୂଚନା ଅନୁଯାୟୀ ରାଇରଙ୍ଗପୁର ୧୦ ନଂ ୱାର୍ଡ ଅଁଳାଡୁବାର କିରଣ ଡଗରା ବିଭିନ୍ନ […]

1 min read

ମୁଖ୍ୟସ୍ରୋତରେ ସାମିଲ ହେଲେ ୬ ନକ୍ସଲ

ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ପୁଲିସ ନିକଟରେ ୬ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ସରକାରଙ୍କର ଆତ୍ମନିର୍ଭରଶୀଳ ନୀତିରେ ପ୍ରଭାବିତ ହେବା ସହ ଘନ ଘନ ଚଢ଼ାଉରେ ଏମାନେ ଭୟଭୀତ ହୋଇ ଆତ୍ମସମର୍ପଣ କରିଛନ୍ତି। ମାଲକାନଗିରି/ଭୁବନେଶ୍ୱର ୨୦-୦୧-୨୦୨୫(ପିପିଏସ ) : ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ପୁଲିସ ନିକଟରେ ୬ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ସରକାରଙ୍କର ଆତ୍ମନିର୍ଭରଶୀଳ ନୀତିରେ ପ୍ରଭାବିତ ହେବା ସହ ଘନ ଘନ ଚଢ଼ାଉରେ ଏମାନେ ଭୟଭୀତ ହୋଇ ଆତ୍ମସମର୍ପଣ କରିଥିବା ଜମାପଡ଼ିଛି। ଆତ୍ମସମର୍ପଣ କରିଥିବା […]

1 min read

ନବ ଦାସ ହତ୍ୟା ମାମଲା: ମୁହଁ ଖୋଲିଲେ ଦେବେଶ

ବହୁ ଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ଘଟଣାକୁ ନେଇ ରାଜ୍ୟରେ ଜୋରଦାର ଚର୍ଚ୍ଚା ଚାଲିଥିବା ବେଳେ ରାଜନୈତିକ ବୟାନବାଜୀ ମଧ୍ୟ ଜାରି ରହିଛି। ପୂର୍ବତନ ବିଧାୟକ ଦୀପାଳି ଦାସ ତାଙ୍କ ବାପା ନବ ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି କରିଛନ୍ତି। ଭୁବନେଶ୍ୱର ୨୦-୦୧-୨୦୨୫(ପିପିଏସ ) : ବହୁ ଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ଘଟଣାକୁ ନେଇ ରାଜ୍ୟରେ ଜୋରଦାର ଚର୍ଚ୍ଚା ଚାଲିଥିବା ବେଳେ ରାଜନୈତିକ ବୟାନବାଜୀ ମଧ୍ୟ ଜାରି […]

1 min read

ବୟସ ୬ବର୍ଷ ହୋଇନଥିଲେ ଏଣିକି ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ମିଳିବ ନାହିଁ ଅନୁମତି।

ଭୁବନେଶ୍ୱର ୨୦-୦୧-୨୦୨୫(ପିପିଏସ ) : ରାଜ୍ୟର ଅଭିଭାବକମାନଙ୍କ ପାଇଁ ବଡ଼ ଖବର ଆସିଛି। ‘ଜାତୀୟ ଶିକ୍ଷା ନୀତି-୨୦୨୦’କୁ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭାଗ ପକ୍ଷରୁ ଏଥିରେ କୁହାଯାଇଛି ଯେ, ପିଲାମାନଙ୍କର ବୟସ ୬ବର୍ଷ ହୋଇନଥିଲେ ଏଣିକି ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ଅନୁମତି ମିଳିବ ନାହିଁ। ଶିକ୍ଷାବର୍ଷ ୨୦୨୫-୨୬ ମସିହାରୁ ରାଜ୍ୟରେ ଏହି ନୂଆ ନିୟମ ଲାଗୁ […]

1 min read

ପରିବାରର ପ୍ରତ୍ୟେକ ସଦସ୍ୟଙ୍କୁ ମିଳିବ ‘ଆୟୁଷ୍ମାନ’ କାର୍ଡ

ଓଡ଼ିଶାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଆରମ୍ଭ ହେବ। ଏଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଆୟୁଷ୍ମାନ ଭାରତ କାର୍ଡ ଛାପିବା ପାଇଁ ଜାତୀୟ ସ୍ବାସ୍ଥ୍ୟ ଏଜେନ୍‌ସି (ଏନ୍‌ଏଚ୍‌ଏ)ର ଭେଣ୍ଡରଙ୍କୁ ତାଲିକା ଦିଆସରିଛି। ଭୁବନେଶ୍ୱର ୧୯-୦୧-୨୦୨୫(ପିପିଏସ ) : ଓଡ଼ିଶାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଆରମ୍ଭ ହେବ। ଏଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଆୟୁଷ୍ମାନ ଭାରତ କାର୍ଡ […]

1 min read

କୋଣାର୍କ ଦେଖି ବିମୋହିତ ହେଲେ ସିଙ୍ଗାପୁର ରାଷ୍ଟ୍ରପତି

କଳାଗ୍ରାମ ରଘୁରାଜପୁର, କୋଣାର୍କ ସୂର୍ଯ୍ୟମନ୍ଦିର ବୁଲିଲେ ପୁରୀ/କୋଣାର୍କ/ଭୁବନେଶ୍ୱର ୧୯-୦୧-୨୦୨୫(ପିପିଏସ ) : ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନ୍ମୁଗରତ୍ନମ ଆଜି ସସ୍ତ୍ରୀକ ପୁରୀ ଜିଲ୍ଲା ଗସ୍ତରେ ଆସି ସଦର ବ୍ଲକ୍‌ ଅନ୍ତର୍ଗତ ଚନ୍ଦନପୁର ନିକଟ କଳାଗ୍ରାମ ରଘୁରାଜପୁର ଓ କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ରଘୁରାଜପୁରର ପଟ୍ଟଚିତ୍ର, ତାଳପତ୍ର କଳା, ମାଟି ଓ ଗୋବର କଣ୍ଢେଇ, ପଥର କଳା ଆଦି ଦେଖି ଅଭିଭୂତ ହୋଇଛନ୍ତି। ପଟ୍ଟଚିତ୍ର ଶିଳ୍ପୀଙ୍କ ସହ ପ୍ରତ୍ୟକ୍ଷ ଆଲୋଚନା କରିଛନ୍ତି। ପଟ୍ଟଚିତ୍ର […]

1 min read

ନବୀନଙ୍କ ପରେ ଯିଏ ମୁଖ୍ୟମନ୍ତ୍ରୀ ହେବାର ସ୍ବପ୍ନ ଦେଖୁଥିଲେ, ସିଏ ହିଁ ନବ ଦାସ ହତ୍ୟାକାଣ୍ଡର ମୁଖ୍ୟ ଷଡ଼ଯନ୍ତ୍ରକାରୀ:ପ୍ରଦୀପ ପୁରୋହିତ

ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ପଛର ଖଳନାୟକମାନେ ସାମ୍ନାକୁ ଆସିବା ଦରକାର। ନବୀନଙ୍କ ପରେ ଯିଏ ମୁଖ୍ୟମନ୍ତ୍ରୀ ହେବାର ସ୍ବପ୍ନ ଦେଖୁଥିବା ବ୍ୟକ୍ତି ହିଁ ହତ୍ୟାକାଣ୍ଡର ମୁଖ୍ୟ ଷଡ଼ଯନ୍ତ୍ରକାରୀ, ତାହା ଆଜି ପ୍ରମାଣିତ ହେବାକୁ ଯାଉଛି। ଆଜି ଏଭଳି କହିଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ। ଝାରସୁଗୁଡ଼ା/ଭୁବନେଶ୍ୱର ୧୯-୦୧-୨୦୨୫(ପିପିଏସ ) : ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ପଛର ଖଳନାୟକମାନେ ସାମ୍ନାକୁ ଆସିବା ଦରକାର। ନବୀନଙ୍କ ପରେ ଯିଏ ମୁଖ୍ୟମନ୍ତ୍ରୀ ହେବାର ସ୍ବପ୍ନ ଦେଖୁଥିବା ବ୍ୟକ୍ତି ହିଁ […]

1 min read

ମିଠା ‌ଦୋକାନରେ ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ

ମାଲିକଙ୍କ ସହ ୩ ଗୁରୁତର ବାଲେଶ୍ୱର ଜିଲ୍ଲା ନୀଳଗିରି ବଜାରରେ ଏକ ମିଠା ଦୋକାନରେ ଗ୍ୟାସ୍‌ ଲିକ୍‌ ହୋଇଛି। ଫଳରେ ଅଗ୍ନିକାଣ୍ଡ ଦେଖାଯାଇଛି। ଅଗ୍ନିକାଣ୍ଡ ଯୋଗୁଁ ଦୋକାନର ମାଲିକଙ୍କ ସମେତ ୩ ଜଣ ଗୁରୁତର ଆହତ ଅଛନ୍ତି। ନୀଳଗିରି/ଭୁବନେଶ୍ୱର ୧୯-୦୧-୨୦୨୫(ପିପିଏସ ) : ବାଲେଶ୍ୱର ଜିଲ୍ଲା ନୀଳଗିରି ବଜାରରେ ଏକ ମିଠା ଦୋକାନରେ ଗ୍ୟାସ୍‌ ଲିକ୍‌ ହୋଇଛି। ଫଳରେ ଅଗ୍ନିକାଣ୍ଡ ଦେଖାଯାଇଛି। ଅଗ୍ନିକାଣ୍ଡ ଯୋଗୁଁ ଦୋକାନର ମାଲିକଙ୍କ ସମେତ ୩ ଜଣ ଗୁରୁତର ଆହତ ଅଛନ୍ତି। ସେମାନଙ୍କୁ […]

1 min read

ମହିଳା ସଶକ୍ତୀକରଣରେ ମାଇଲଖୁଣ୍ଟ: ମୁଖ୍ୟମନ୍ତ୍ରୀ

ସ୍ବାମୀତ୍ବ ଯୋଜନାରେ ଇ-ସଂପତ୍ତି କାର୍ଡ ବଣ୍ଟନ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ରାୟଗଡ଼ାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ରାୟଗଡ଼ା ବିଜୁ ପଟ୍ଟନାୟକ ଅଡିଟୋରିୟମରେ ରାୟଗଡ଼ା/ଭୁବନେଶ୍ୱର ୧୯-୦୧-୨୦୨୫(ପିପିଏସ ) : ସ୍ବାମୀତ୍ବ ଯୋଜନାରେ ଇ-ସଂପତ୍ତି କାର୍ଡ ବଣ୍ଟନ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ରାୟଗଡ଼ାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ରାୟଗଡ଼ା ବିଜୁ ପଟ୍ଟନାୟକ ଅଡିଟୋରିୟମରେ ୧୦ଜଣ ହିତାଧିକାରୀଙ୍କୁ କାର୍ଡ […]