1 min read

ଜମିବ ଖଣ୍ଡଗିରି ଯାତ୍ରା: ମନମୋହିବ ‘ସ୍ବାମୀ ପାଇଁ ପଛେ ନର୍କକୁ ଯିବି’

ତପୋଭୂମି ଖଣ୍ଡଗିରିରେ ଜମିଲାଣି ସାଧୁସନ୍ଥଙ୍କ ଭିଡ଼। ୪ତାରିଖରୁ ମେଳା ଆରମ୍ଭ ହେଉଥିବାରୁ ବୁଧବାର ସନ୍ଧ୍ୟାରୁ ଖଣ୍ଡଗିରି ପାହାଡ଼ ଉପରେ ବିଭିନ୍ନ ସ୍ଥାନରେ ଆସ୍ଥାନ ଜମାଇଲେଣି ସାଧୁସନ୍ଥମାନେ। ଭୁବନେଶ୍ୱର ୩୦-୦୧-୨୦୨୫(ପିପିଏସ ) : ତପୋଭୂମି ଖଣ୍ଡଗିରିରେ ଜମିଲାଣି ସାଧୁସନ୍ଥଙ୍କ ଭିଡ଼। ୪ତାରିଖରୁ ମେଳା ଆରମ୍ଭ ହେଉଥିବାରୁ ବୁଧବାର ସନ୍ଧ୍ୟାରୁ ଖଣ୍ଡଗିରି ପାହାଡ଼ ଉପରେ ବିଭିନ୍ନ ସ୍ଥାନରେ ଆସ୍ଥାନ ଜମାଇଲେଣି ସାଧୁସନ୍ଥମାନେ। ଅସ୍ଥାୟୀ ମଠରେ ହୋମଯଜ୍ଞ କରିବା ପାଇଁ ସେମାନେ ପ୍ରସ୍ତୁତ ହେଲେଣି। ପୂର୍ଣ୍ଣ କୁମ୍ଭ ମଧ୍ୟ ସ୍ଥାପନ କରିଲେଣି। […]

1 min read

ଭିଜିଲାନ୍ସ ଜାଲରେ ପ୍ରକଳ୍ପ ଅଧିକାରୀ

ସୁନ୍ଦରଗଡ଼ ବଣାଇ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ବଦର୍ଶୀ ସାହୁ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ତାଙ୍କର ବିଭିନ୍ନ ସମ୍ପତ୍ତିରେ ଭିଜିଲାନ୍ସ ଚଢ଼ଉ ଜାରି ରହିଛି । ତାଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଛି ବଣାଇ/ଭୁବନେଶ୍ୱର ୩୦-୦୧-୨୦୨୫(ପିପିଏସ ) : ସୁନ୍ଦରଗଡ଼ ବଣାଇ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ବଦର୍ଶୀ ସାହୁ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ତାଙ୍କର ବିଭିନ୍ନ ସମ୍ପତ୍ତିରେ ଭିଜିଲାନ୍ସ ଚଢ଼ଉ ଜାରି ରହିଛି । ତାଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ […]

1 min read

ବିକଶିତ ଗାଁ, ବିକଶିତ ଓଡ଼ିଶା ମାର୍ଗଦର୍ଶିକା ଜାରି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝୀଙ୍କ ସରକାରଙ୍କ ପକ୍ଷରୁ ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି। ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି ଭୁବନେଶ୍ୱର ୩୦-୦୧-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝୀଙ୍କ ସରକାରଙ୍କ ପକ୍ଷରୁ ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି। ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି । ଆସନ୍ତା ଫେବ୍ରୁଆରି ମାସ ୧୫ ତାରିଖ ସୁଦ୍ଧା ପ୍ରତି ଗାଁ […]

1 min read

୧୫ ଫେବ୍ରୁଆରି ପର୍ଯ୍ୟନ୍ତ ବଢ଼ିଲା ରାସନ କାର୍ଡ ଇ-କେୱାଇସି ସମୟ ସୀମା: ଯୋଗାଣ ମନ୍ତ୍ରୀ

ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ୧୫ ଫେବ୍ରୁଆରି ପର୍ଯ୍ୟନ୍ତ ବଢ଼ିଛି ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ପୂର୍ବରୁ ଜାନୁଆରି ୩୧ ସୁଦ୍ଧା ଇ-କେୱାଇସି ଅପଡେଟ୍ ଲାଗି ଶେଷ ତାରିଖ ଭାବେ ସରକାର ଦିନ ଧାର୍ଯ୍ୟ କରିଥିଲେ ଭୁବନେଶ୍ୱର ୩୦-୦୧-୨୦୨୫(ପିପିଏସ ) : ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ୧୫ ଫେବ୍ରୁଆରି ପର୍ଯ୍ୟନ୍ତ ବଢ଼ିଛି ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି।ପୂର୍ବରୁ ଜାନୁଆରି […]

1 min read

ମହାକୁମ୍ଭକୁ ଓଏସ୍‌ଆରଟିସି ବସ୍‌ ବାତିଲ,

ଉତ୍ତରପ୍ରଦେଶର ପ୍ରୟାଗରାଜରେ ଗତ ୧୩ ତାରିଖ ଠାରୁ ଆରମ୍ଭ ହୋଇଥିବା ମହାକୁମ୍ଭ ପାଇଁ ଓଡ଼ିଶା ସରକାରଙ୍କ ଦ୍ବାରା ପରିଚାଳିତ ସରକାରୀ ବସ୍‌ ସେବା ବାତିଲ କରାଯାଇଛି। ଓଡ଼ିଶା ରାଜ୍ୟ ସଡ଼କ ଓ ପରିବନ ନିଗମ ପକ୍ଷରୁ ସ୍ବତନ୍ତ୍ର ବସ୍ ବାତିଲ୍ ହୋଇଛି। ଭୁବନେଶ୍ୱର ୩୦-୦୧-୨୦୨୫(ପିପିଏସ ) : ଉତ୍ତରପ୍ରଦେଶର ପ୍ରୟାଗରାଜରେ ଗତ ୧୩ ତାରିଖ ଠାରୁ ଆରମ୍ଭ ହୋଇଥିବା ମହାକୁମ୍ଭ ପାଇଁ ଓଡ଼ିଶା ସରକାରଙ୍କ ଦ୍ବାରା ପରିଚାଳିତ ସରକାରୀ ବସ୍‌ ସେବା ବାତିଲ କରାଯାଇଛି। ଓଡ଼ିଶା ରାଜ୍ୟ […]

1 min read

ଯାନବାହନର ଫିଟନେସ୍‌ ପରୀକ୍ଷା କରିବ ସ୍ୱୟଂକ୍ରିୟ ଯାନ ପରୀକ୍ଷଣ ବ୍ୟବସ୍ଥା

ଗାଡ଼ିଥିବା ଫିଟନେସ୍ ଠିକ ରହିବା ଆବଶ୍ୟକ। ଗାଡିର ଫିଟନେସ ଠିକ୍ ଥିଲେ ଦୁର୍ଘଟଣା ହ୍ରାସ ପାଇବ। ଲୋକଙ୍କର ଧନଜୀବନ ସୁରକ୍ଷିତ ରହିବ। କିନ୍ତୁ ଅବହେଳା କାରଣରୁ ଅନେକ ଲୋକ ସେମାନଙ୍କର ଗାଡ଼ିକୁ ଫିଟ୍‌ନେସ ରଖୁ ନାହାନ୍ତି। କଟକ, ୩୦-୦୧-୨୦୨୫(ପିପିଏସ ) : ରାଜ୍ୟ ସରକାର ଯାନବାହନ ଫିଟ୍‌ନେସ୍‌ ପରୀକ୍ଷାକୁ ତ୍ରୁଟିଶୂନ୍ୟ କରିବା ଲକ୍ଷ୍ୟ ରଖିଛନ୍ତି। ଏଥି ପାଇଁ ପରିବହନ ବିଭାଗ ପକ୍ଷରୁ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତି ଅନୁସାରେ ରାଜ୍ୟରେ ଯାନବାହନଗୁଡ଼ିକର ଫିଟନେସ ପରୀକ୍ଷା କରାଯିବ। […]

1 min read

ରାସନକାର୍ଡ ଇ-କେୱାଇସି: ପିଓଏସ୍ ମେସିନ୍‌ରେ ସଫଳ, ୱେବ୍‌ସାଇଟ୍‌ରେ ବିଫଳ!

ଜଣେ ହିତାଧିକାରୀ ଯେକୌଣସି ସରକାରୀ ଖୁଚୁରା ବିକ୍ରୟ କେନ୍ଦ୍ରକୁ ଯାଇ ଇ-କେୱାଇସି କରିପାରିବେ। କିନ୍ତୁ ସରକାର କହୁଥିବା କଥା ଓ ତୃଣମୂଳସ୍ତରରେ ହେଉଥିବା କାମ ମଧ୍ୟରେ ଆକାଶ-ପାତାଳ ପାର୍ଥକ୍ୟ। ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) : ବହୁ ଅଯୋଗ୍ୟ ରାସନ୍‌କାର୍ଡ ହାତେଇଥିବା, ଜାଲ୍ ରାସନ୍‌କାର୍ଡ ହିତାଧିକାରୀ ଓ ମୃତକଙ୍କ ନାଁରେ ଏବେବି ରାସନ୍ ଉଠାଯାଉଥିବା ସନ୍ଦେହରେ ନୂଆ ସରକାର ଗତବର୍ଷ ଅଗଷ୍ଟ ୨୨ ତାରିଖ ଠାରୁ ଇ-କେୱାଇସି ଯାଞ୍ଚ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି ପ୍ରକ୍ରିୟା ଆଉ ଦିନକ […]

1 min read

ଇମର୍ତ୍ତୀ ଦେବୀ ମହିଳା ମହାବିଦ୍ୟାଳୟର ବାର୍ଷିକ ଉତ୍ସବ

ସାଂସଦଙ୍କ ବିଭିନ୍ନ କାର୍ଯ୍ୟକର୍ମରେ ଅଂଶଗ୍ରହଣ କଟକ ୨୯-୦୧-୨୦୨୫(ପିପିଏସ ) : କଟକ ନୟାସଡ଼କସ୍ଥିତ ଇମର୍ତ୍ତୀଦେବୀ ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷା ଡ଼କ୍ଟର ସାଗରିକା ମହାନ୍ତିଙ୍କ ପୌରୋହିତ୍ୟରେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଅଛି । ଏହି ଉତ୍ସବରେ ସାଂସଦ ଭର୍ତ୍ତୃହରି ମହତାବ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ । କଲେଜର ଅଧ୍ୟକ୍ଷା ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ୟୁନିୟନର ସହ-ଉପଦେଷ୍ଟା ଡ଼କ୍ଟର ପ୍ରମୋଦିନୀ ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ । କଟକ ନେତାଜୀ ସୁବାଷ ମେମୋରିଆଲ […]

1 min read

ରେଭେନ୍ସା ବିଶ୍ୱବିଦ୍ୟାଳୟ ଆନ୍ତର୍ଜାତୀୟ ସମ୍ମିଳନୀ- ୨୦୨୫

ରେଭେନ୍ସା ବିଶ୍ୱବିଦ୍ୟାଳୟ, ଇଂରାଜୀ ବିଭାଗ ଦ୍ୱାରା “ପ୍ରକୃତିରବିବର୍ତ୍ତନ ପ୍ରକ୍ରିୟାରେ ମଣିଷ ଓ ଜୀବଜଗତ: ପରିବେଶ ସନ୍ତୁଳନପରିପ୍ରେକ୍ଷୀରେ ବିଶ୍ୱସାହିତ୍ୟ” ଶୀର୍ଷକ ଅନ୍ତର୍ଜାତୀୟ ସମ୍ମିଳନୀଉଦ୍‌ଘାଟିତ ସାଂସଦଙ୍କ ବିଭିନ୍ନ କାର୍ଯ୍ୟକର୍ମରେ ଅଂଶଗ୍ରହଣ କଟକ ୨୯-୦୧-୨୦୨୫(ପିପିଏସ ) : ରେଭେନ୍ସା ବିଶ୍ୱବିଦ୍ୟାଳୟର ଇଂରାଜୀ ବିଭାଗ ତରଫରୁ ୨୯ରୁ ୩୧ ଜାନୁଆରୀ ପର୍ଯ୍ୟନ୍ତ “ପ୍ରକୃତିର ବିବର୍ତ୍ତନ ପ୍ରକ୍ରିୟାରେ ମଣିଷ ଓଜୀବଜଗତ:ପରିବେଶ ସନ୍ତୁଳନ ପରିପ୍ରେକ୍ଷୀରେ ବିଶ୍ୱସାହିତ୍ୟ” ଶୀର୍ଷକ ତିନି ଦିନିଆ ଅନ୍ତର୍ଜାତୀୟ ସମ୍ମିଳନୀ ଉଦ୍‌ଘାଟିତ ହୋଇଯାଇଛି । ସମ୍ମିଳନୀର ସଂଯୋଜ ପ୍ରଫେସର ସମ୍ବିିତ୍ ପାଣିଗ୍ରାହୀ ଉଦ୍‌ଘାଟନୀ […]

1 min read

‘ଓଡ଼ିଆ ଚଳଚ୍ଚିତ୍ର ଜଗତର ଇତିହାସ କାଳଜୟୀ ଏବଂ ଏହାର ଭବିଷ୍ୟତ ଉଜ୍ଜଳ ଓ ସ୍ୱର୍ଣ୍ଣିମ’

୧୯୩୬ ମସିହାରେ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର “ସୀତା ବିବାହ” ଓଡ଼ିଆ ଚଳଚ୍ଚିତ୍ର ଜଗତର ମୂଳଦୁଆ ସ୍ଥାପନ କରିଥିଲା। ୧୯୭୪ ମସିହାରେ ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ଓଡ଼ିଶାରେ ଚଳଚ୍ଚିତ୍ର ଶିଳ୍ପର ମାନ୍ୟତା ମିଳିଲା। ବିଗତ କିଛି ବର୍ଷରେ ବହୁ ଓଡ଼ିଆ ଚଳଚ୍ଚିତ୍ର ଜାତୀୟସ୍ତରରେ ମଧ୍ୟ ଖ୍ୟାତି ଓ ପ୍ରସିଦ୍ଧି ଲାଭ କରିଛି। ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) : ୧୯୩୬ ମସିହାରେ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର “ସୀତା ବିବାହ” ଓଡ଼ିଆ ଚଳଚ୍ଚିତ୍ର ଜଗତର ମୂଳଦୁଆ ସ୍ଥାପନ କରିଥିଲା। ୧୯୭୪ ମସିହାରେ […]