January 2025
କଟକରେ ମୁମ୍ବାଇର ନକଲି ଇଲିସି
‘ଇଲିସି’ କହି ଦୁଇଗୁଣା ମୂଲ୍ୟରେ ‘ତୁମ୍ବା’ ବିକ୍ରି କଟକ,୦୩-୦୧-୨୦୨୫(ବି.ଏନ .ଓ ) : ନକଲି ଖାଦ୍ୟ ସାମଗ୍ରୀ କାରବାରକୁ ନେଇ ବଦନାମ ହୋଇଥିବା କଟକ ସହରରେ ଏବେ ସବୁଠାରୁ ଦାମିକିଆ ମାଛ ‘ଇଲିସି’ର ନକଲି କାରବାର ଗ୍ରାହକଙ୍କ ପାଇଁ ଉଦବେଗର କାରଣ ହୋଇଛି। ଅବିକଳ ଇଲିସି ମାଛ ଭଳି ଦେଖିବାକୁ ‘ତୁମ୍ବା’କୁ ଇଲିସି ମୂଲ୍ୟରେ ବିକ୍ରି କରାଯାଉଛି। ମୁମ୍ବାଇରୁ ଆମଦାନୀ ହେଉଥିବା ଏହି ମାଛକୁ ପାଖାପାଖି କେଜି ପିଛା ୨ ହଜାର ଟଙ୍କା ମୂଲ୍ୟରେ ବିକ୍ରି କରାଯାଉଛି। […]
୩ବର୍ଷ ପାଇଁ ଜାତୀୟ ଖୋ ଖୋ ଟିମ୍ର ପ୍ରାୟୋଜକ ହେବେ ଓଡ଼ିଶା ସରକାର
ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ। ଓଡ଼ିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ପ୍ରୋତ୍ସାହନ। ପୂର୍ବରୁ ଜାତୀୟ ହକି ଖେଳକୁ ଓଡିଶା ସ୍ପନସର୍ କରିଥିବା ବେଳେ, ଏବେ ଖୋ ଖୋ ଖେଳକୁ ପ୍ରୋତ୍ସାହନ ଦେବାକୁ ଆଗେଇ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱର ୦୩-୦୧-୨୦୨୫(ପିପିଏସ) : ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ। ଓଡ଼ିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ପ୍ରୋତ୍ସାହନ। […]
ନବମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ
କଟକ ତା ୦୩-୦୧-୨୦୨୫(ପିପିଏସ) : ଜିଲ୍ଲା ପରିଷଦ ସଭାପତି କିଶୋର ଚନ୍ଦ୍ର ମିଶ୍ରଙ୍କ ଅଧ୍ୟକ୍ଷତାରେ ଆଜି କଟକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ନବମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଯୋଗଦେଇ ମାନ୍ୟବର ସାଂସଦ ଭର୍ତ୍ତୃହରି ମହତାବ ଜିଲ୍ଲାରେ ବିଭିନ୍ନ ଜନହିତକର କାର୍ଯ୍ୟଗୁଡିକୁ ତ୍ୱରାନ୍ୱିତ କରାଯିବା ଉପରେ ଗୁରୁତ୍ୱ ଦେଇଥିôଲେ । ବୈଠକର ଆରମ୍ଭରେ ଗତ ଅଷ୍ଟମ ଜିଲ୍ଲା ପରିଷଦ ବୈଠକରେ ଉତଥାପିତ ସମସ୍ୟାର ସମାଧାନ ଓ ପ୍ରସ୍ତାବିତ କାର୍ଯ୍ୟର ସ୍ଥିତି ଅଗ୍ରଗତି ଉପରେ […]
୮୦ ବର୍ଷରୁ ବୟସ ଅଧିକ ହୋଇଥିଲେ ବାର୍ଦ୍ଧକ୍ୟ ଭତ୍ତା ମିଳିବ ୩୫୦୦ ଟଙ୍କା
ରାଜ୍ୟ ସରକାର ପୁଣି ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ରାଜ୍ୟର ୮୦ ବର୍ଷ କିମ୍ବା ତାଠାରୁ ଅଧିକ ବୟସ୍କ ବୃଦ୍ଧ ଓ ବୃଦ୍ଧାଙ୍କୁ ମାସିକ ୩୫୦୦ ଟଙ୍କା ଭତ୍ତା ଦେବେ। ଭୁବନେଶ୍ୱର ୦୩-୦୧-୨୦୨୫(ପିପିଏସ) : ରାଜ୍ୟ ସରକାର ପୁଣି ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ରାଜ୍ୟର ୮୦ ବର୍ଷ କିମ୍ବା ତାଠାରୁ ଅଧିକ ବୟସ୍କ ବୃଦ୍ଧ ଓ ବୃଦ୍ଧାଙ୍କୁ ମାସିକ ୩୫୦୦ ଟଙ୍କା ଭତ୍ତା ଦେବେ। ଏଥି ସହିତ ୮୦ ପ୍ରତିଶତ […]
ଶପଥ ଗ୍ରହଣ କଲେ ଓଡ଼ିଶାର ନୂଆ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି
ଓଡ଼ିଶାର ୨୭ତମ ରାଜ୍ୟପାଳଭାବେ ଡକ୍ଟର ହରିବାବୁ କମ୍ଭମପତି ଆଜି ଶପଥ ଗ୍ରହଣ କରିଛନ୍ତି। ରାଜଭବନର ନୂଆ ଅଭିଷେକ ହଲ୍ରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶା ଉଚ୍ଚ ନ୍ୟାୟଳୟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରନ୍ ସିଂହ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଭୁବନେଶ୍ୱର ୦୩-୦୧-୨୦୨୫(ପିପିଏସ) : ଓଡ଼ିଶାର ୨୭ତମ ରାଜ୍ୟପାଳଭାବେ ଡକ୍ଟର ହରିବାବୁ କମ୍ଭମପତି ଆଜି ଶପଥ ଗ୍ରହଣ କରିଛନ୍ତି। ରାଜଭବନର ନୂଆ ଅଭିଷେକ ହଲ୍ରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶା ଉଚ୍ଚ ନ୍ୟାୟଳୟର ମୁଖ୍ୟ ବିଚାରପତି […]
ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା
ଫସଲ ବୀମା କରିନଥିବା ଚାଷୀଙ୍କୁ ମିଳିବ ୨୯୧.୫୯ କୋଟି ଟଙ୍କାର ସହାୟତା ଭୁବନେଶ୍ୱର ୦୩-୦୧-୨୦୨୫(ପିପିଏସ) : କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ଏଥିରେ ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ଏଣିକି ଅଦିନିଆ ବର୍ଷାରେ ଫସଲ କ୍ଷତିଗ୍ରସ୍ତ ହେଲେ କ୍ଷତିଗ୍ରସ୍ତ ଚାଷୀଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନାର ରିଲିଫ୍ ପାଣ୍ଠିରୁ ସହାୟତା ଦିଆଯିବ। ୩୩ ପ୍ରତିଶତରୁ ଅଧିକ ଫସଲ ନଷ୍ଟ ହୋଇଥିଲେ […]
କଲବଲ କରିବ ଶୀତ
ରାଜ୍ୟରେ ଶୀତଲହରୀ ଜାରି: ଦୁଇ ଦିନ ପରେ ପାରା ୩ଡିଗ୍ରି କମିବା ସମ୍ଭାବନା ଭୁବନେଶ୍ୱର ୦୩-୦୧-୨୦୨୫(ପିପିଏସ) : ବିଗତ କିଛି ଦିନ ହେଲା ପୂରା ଦେଶରେ ଶୀତର ପ୍ରଭାବ ଅନୁଭୂତ ହୋଇଛି। ଏଥିରୁ ଓଡ଼ିଶା ମଧ୍ୟ ବାଦ୍ ପଡ଼ିନାହିଁ। ସଂଜ ନଇଁଲେ ଶୀତ ବାଘ ଭଳି ମାଡ଼ିବସୁଛି। ବରିଷ୍ଠ ନାଗରିକ ଓ ପଶୁପକ୍ଷୀଙ୍କୁ ଶୀତ କଲବଲ କରୁଛି। ରାଜ୍ୟରେ ଶୀତଲହରୀ ଆହୁରି କିଛି ଦିନ ଯାଏଁ ଜାରି ରହିବ। କିନ୍ତୁ ଦୁଇ ଦିନ ପରେ ପାଣିପାଗରେ ସାମାନ୍ୟ […]
ବରଗଡରେ ମହାରାଜା କଂସଙ୍କ ରାଜୁତି ଆରମ୍ଭ
ବରଗଡ଼/ଭୁବନେଶ୍ୱର ୦୩-୦୧-୨୦୨୫(ପିପିଏସ) : ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଶୁକ୍ରବାର ଠାରୁ ଆରମ୍ଭ ହୋଇଯାଇଛି। ଧନୁଯାତ୍ରା ମହୋତ୍ସବ ସମିତି ପକ୍ଷରୁ ଆୟୋଜିତ ଏହି ମହୋତ୍ସବ ହାଟପଦାସ୍ଥିତ ରାଜଦରବାରରେ ଉଦ୍ଘାଟନ ହୋଇଛି। ଏଥି ସହିତ ୧୧ ଦିନ ଚାଲିବାକୁ ଥିବା ଧନୁଯାତ୍ରାରେ ମହାରାଜ କଂସଙ୍କ ରାଜୁତି ଆରମ୍ଭ ହୋଇଯାଇଛି। ଦ୍ବାପରଯୁଗରେ ଭଗବାନ କୃଷ୍ଣ କରିଥିବା ଲୀଳାଖେଳାକୁ ଆଧାର କରି ପୌରାଣିକ କଥାବସ୍ତୁ ଉପରେ ବରଗଡ଼କୁ ମଥୁରାନଗରୀ ଭାବେ ଉପସ୍ଥାପନା କରାଯାଇଛି। ସେହିପରି ଅମ୍ବାପାଲି ଗୋପପୁରରେ ପରିଣତ ହୋଇଛି। ଆସନ୍ତା ୧୩ […]
ରାଜ୍ୟ ବଜେଟ୍ ପାଇଁ ଜନସାଧାରଣ ଦେଇପାରିବେ ମତାମତ: ଅର୍ଥ ବିଭାଗ
ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ଜନସାଧାରଣଙ୍କଠାରୁ ଆରମ୍ଭ କରି ବିଭିନ୍ନ ସଂଗଠନ ଓ ସଂସ୍ଥାଠୁ ମତାମତ ଲୋଡ଼ିଛି। କେଉଁ କ୍ଷେତ୍ର ପାଇଁ ବଜେଟ୍ କିଭଳି ହେବା ଦରକାର ସର୍ବସାଧାରଣ ମତାମତ ଦେଇପାରିବେ। ଏହି ମତାମତ ଚଳିତମାସ ୩୧ତାରିଖ ପର୍ଯ୍ୟନ୍ତ ପଠାଇ ପାରିବେ। ଭୁବନେଶ୍ୱର ୦୩-୦୧-୨୦୨୫(ପିପିଏସ) : ଆର୍ଥିକ ବର୍ଷ ୨୦୨୪-୨୫ ସରିସରି ଆସୁଥିବା ବେଳେ ଆଗାମୀ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ପ୍ରାକ୍ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ରାଜ୍ୟର ବିକାଶ ପାଇଁ କେଉଁ ବିଭାଗକୁ କେତେ […]
ପୁରୀ ବିମାନବନ୍ଦରକୁ ଶୀଘ୍ର ମଞ୍ଜୁରି: ଆରମ୍ଭ ହେବ ଜମି ଅଧିଗ୍ରହଣ
ଖୁବ୍ଶୀଘ୍ର ପୂରଣ ହେବାକୁ ଯାଉଛି ଓଡ଼ିଶାର ନୂଆ ଅନ୍ତର୍ଜାତୀୟ ବିମାନବନ୍ଦର ସ୍ବପ୍ନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କ୍ଷେତ୍ର ପୁରୀରେ ତିଆରି ହେବାକୁ ଥିବା ବିମାନବନ୍ଦରକୁ ଖୁବ୍ଶୀଘ୍ର ନୀତିଗତ ମଞ୍ଜୁରି ମିଳିବ। ଭୁବନେଶ୍ୱର ୦୩-୦୧-୨୦୨୫(ପିପିଏସ) : ଖୁବ୍ଶୀଘ୍ର ପୂରଣ ହେବାକୁ ଯାଉଛି ଓଡ଼ିଶାର ନୂଆ ଅନ୍ତର୍ଜାତୀୟ ବିମାନବନ୍ଦର ସ୍ବପ୍ନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କ୍ଷେତ୍ର ପୁରୀରେ ତିଆରି ହେବାକୁ ଥିବା ବିମାନବନ୍ଦରକୁ ଖୁବ୍ଶୀଘ୍ର ନୀତିଗତ ମଞ୍ଜୁରି ମିଳିବ। କେନ୍ଦ୍ର ସରକାର ଦେଶର ତିନିଟି ନୂଆ ବିମାନବନ୍ଦର କାର୍ଯ୍ୟ ଆଗକୁ ବଢ଼ାଇବା ଲାଗି […]