1 min read

୩୮ ତମ ସ୍ୱଧୀନତାସଂଗ୍ରାମୀ ଦିବସ ମାହୋତ୍ସବ

‘ସ୍ୱଧୀନତାସଂଗ୍ରାମକୁ ଦିଶା ଦେଖାଉଥିଲେ ମହତାବ ‘ ଉତ୍କଳକେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କର ସ୍ୱାଧୀନତା ଆନ୍ଦୋଳନରୁ ଆରମ୍ଭକରି ନବଓଡ଼ିଶା ନିର୍ମାଣରେ ଭୂମିକା ବେଶ୍ ଗୁରୁତ୍ୱପୂର୍ଣ୍ଣ ଥିଲା । ସେ ସ୍ୱାଧୀନ ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ଓ ପ୍ରଥମ ମୁଖ୍ୟମନ୍ତ୍ରୀ ଥିଲେ । ତାଙ୍କ ୧୨୫ତମ ଜନ୍ମବାର୍ଷିକୀକୁ ଏଥର ଦେଶବ୍ୟାପୀ ପାଳନ କରାଯାଉଛି । ଗୃହମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ରାଷ୍ଟ୍ରୀୟ କମିଟି ଗଠିତ ହୋଇଛି ଏବଂ ରାଜ୍ୟରେ ମଧ୍ୟ ସରକାର ବିଭିନ୍ନ କାର୍ଯ୍ୟକ୍ରମ କରୁଛନ୍ତି । ମହତାବଙ୍କ ସ୍ମୃତିରେ ଏକ […]

1 min read

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ବଦଳିଲେ

ମୁଖ୍ୟମନ୍ତ୍ରୀ ‌ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ବଦଳିଛନ୍ତି। ଏହି ପଦବୀ‌ରେ କାର୍ଯ୍ୟ କରୁଥିବା ଅରିନ୍ଦମ ଡାକୁଆଙ୍କୁ ବଦଳି କରାଯାଇଛି। ଅରିନ୍ଦମ ହେଉଛନ୍ତି ୨୦୧୧ ବ୍ୟାଚ୍ ଆଇଏଏସ୍ ଅଫିସର ଭୁବନେଶ୍ୱର ୦୨-୦୧-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ‌ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ବଦଳିଛନ୍ତି। ଏହି ପଦବୀ‌ରେ କାର୍ଯ୍ୟ କରୁଥିବା ଅରିନ୍ଦମ ଡାକୁଆଙ୍କୁ ବଦଳି କରାଯାଇଛି। ଅରିନ୍ଦମ ହେଉଛନ୍ତି ୨୦୧୧ ବ୍ୟାଚ୍ ଆଇଏଏସ୍ ଅଫିସର। ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ପଦରୁ ବଦଳି କରାଯାଇଛି।ତେବେ କାହିଁକି ତାଙ୍କୁ […]

1 min read

ଜନ୍ମମୃତ୍ୟୁ ପ୍ରମାଣପତ୍ର ପାଇଁ ୪ ହଜାର ଟଙ୍କା ଲାଞ୍ଚ

କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ସୁପରଭାଇଜର ଲକ୍ଷ୍ମୀ ନାରାୟଣ ମହାରଣା ଗୁରୁବାର ଜନ୍ମମୃତ୍ୟୁ ପ୍ରମାଣପତ୍ର ପ୍ରଦାନ ନିମନ୍ତେ ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭବାନୀପାଟଣା/ଭୁବନେଶ୍ୱର ୦୨-୦୧-୨୦୨୫(ପିପିଏସ ) :   କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ସୁପରଭାଇଜର ଲକ୍ଷ୍ମୀ ନାରାୟଣ ମହାରଣା ଗୁରୁବାର ଜନ୍ମମୃତ୍ୟୁ ପ୍ରମାଣପତ୍ର ପ୍ରଦାନ ନିମନ୍ତେ ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା […]

1 min read

ସ୍ବାସ୍ଥ୍ୟ କାର୍ଡରେ ରହିବ ସମସ୍ତ ତଥ୍ୟ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର ୦୨-୦୧-୨୦୨୫(ପିପିଏସ ) : ନୂଆ ସ୍ବାସ୍ଥ୍ୟ କାର୍ଡ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଗୁରୁତ୍ବପୂର୍ଣ୍ଣ ସୂଚନା ପ୍ରଦାନ କରିଛନ୍ତି । ପ୍ରେସକ୍ରିପସନରୁ ମୁକ୍ତି ପାଇଁ ନୂଆ କାର୍ଡ ପ୍ରଚଳନ କରାଯିବ।  କାର୍ଡରେ ସମ୍ପୃକ୍ତ କାର୍ଡ ଧାରକଙ୍କର ସମସ୍ତ ସ୍ବାସ୍ଥ୍ୟ ତଥ୍ୟ ରହିବ। ନ୍ୟାସନାଲ ଡିଜିଟାଲ ହେଲଥ ମିଶନକୁ ଓଡ଼ିଶା ସରକାର ଲାଗୁ କରିବେ ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି। ନୂଆ ସ୍ବାସ୍ଥ୍ୟ କାର୍ଡ ନ୍ୟାସନାଲ ହେଲଥ ଅଥରିଟି ଅଧୀନରେ ରହିବ । ଏହାର ନାମ ଆୟୁଷ୍ମାନ ଭାରତ […]

1 min read

ଓଡ଼ିଶାରେ ପହଞ୍ଚିଲା ପ୍ରଥମ ଡବଲ ଡେକର ବସ୍‌

ଓଡ଼ିଶାରେ ପ୍ରଥମ ଇଲେକ୍ଟ୍ରି ଡବଲ ଡେକର ବସ୍‌ ପହଞ୍ଚିଛି। ବସ୍‌ଟି ଆନ୍ଧ୍ରପ୍ରଦେଶ ବର୍ଡର ଅତିକ୍ରମ କରି ବ୍ରହ୍ମପୁରରେ ପହଞ୍ଚିଛି। ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ମହାରାଷ୍ଟ୍ରରୁ ୫ଟି ଇଲେକ୍ଟ୍ରି ଡବଲ ଡେକର ଓଡ଼ିଶା ଅଭିମୁଖେ ବାହାରିଥିଲା। ଡିସେମ୍ବର ୨୮ ତାରିଖରେ ଦୁଇଟି ବସ୍‌ ବାହାରିଥିଲା ଭୁବନେଶ୍ୱର ୦୨-୦୧-୨୦୨୫(ପିପିଏସ ) : ଓଡ଼ିଶାରେ ପ୍ରଥମ ଇଲେକ୍ଟ୍ରି ଡବଲ ଡେକର ବସ୍‌ ପହଞ୍ଚିଛି। ବସ୍‌ଟି ଆନ୍ଧ୍ରପ୍ରଦେଶ ବର୍ଡର ଅତିକ୍ରମ କରି ବ୍ରହ୍ମପୁରରେ ପହଞ୍ଚିଛି। ଏହି ବସ୍‌ରେ  ଓଡ଼ିଶାର କଳା, ସଂସ୍କୃତିର […]

1 min read

ସ୍ବାଧୀନତା ସଂଗ୍ରାମୀଙ୍କ ଭତ୍ତା ୧୦ ହଜାର ଟଙ୍କାକୁ ବୃଦ୍ଧି କଲେ ସରକାର

ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ଘୋଷଣା କରିଛନ୍ତି। ସ୍ୱାଧୀନତା ସଂଗ୍ରାମୀଙ୍କୁ ଯଥୋଚିତ ସମ୍ମାନ ଦେବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। କାରାବରଣ କରିଥିବା ସବୁ ସ୍ଵାଧୀନତା ସଂଗ୍ରାମୀମାନଙ୍କର ପେନସନକୁ ୧୦ହଜାରରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଭୁବନେଶ୍ୱର ୦୨-୦୧-୨୦୨୫(ପିପିଏସ ) : ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ଘୋଷଣା କରିଛନ୍ତି। ସ୍ୱାଧୀନତା ସଂଗ୍ରାମୀଙ୍କୁ ଯଥୋଚିତ ସମ୍ମାନ ଦେବା ପାଇଁ ଅନେକ ପଦକ୍ଷେପ […]

1 min read

ଓଡ଼ିଶାରେ ପହଞ୍ଚିଲେ ନୂଆ ରାଜ୍ୟପାଳ, ଆସନ୍ତାକାଲି ନେବେ ଶପଥ

ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଧାନ କରାଯାଇଛି। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ବାଗତ କରିଛନ୍ତି ଭୁବନେଶ୍ୱର ୦୨-୦୧-୨୦୨୫(ପିପିଏସ ) : ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଧାନ କରାଯାଇଛି। ଭୁବନେଶ୍ୱର ବିମାନ […]