January 2025
ଯୋଜନାବଦ୍ଧ ସହର ସଂଖ୍ୟା ୩୦ ପ୍ରତିଶତକୁ ବୃଦ୍ଧି କରିବାକୁ ଓଡିଶା ସରକାରଙ୍କ ଯୋଜନା: ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ
ବିକଶିତ ଓଡ଼ିଶା ୨୦୩୬ର ଦୃଷ୍ଟିକୋଣ ଅନୁଯାୟୀ ଯୋଜନାବଦ୍ଧ ସହର ସଂଖ୍ୟା ବୃଦ୍ଧି କରିବାକୁ ଲକ୍ଷ୍ୟ ଓଡ଼ିଶା ସରକାର ରଖିଛନ୍ତି। ଏସମ୍ପର୍କରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର କହିଛନ୍ତି ଭୁବନେଶ୍ୱର ୨୭-୦୧-୨୦୨୫-(ପିପିଏସ) : ବିକଶିତ ଓଡ଼ିଶା ୨୦୩୬ର ଦୃଷ୍ଟିକୋଣ ଅନୁଯାୟୀ ଯୋଜନାବଦ୍ଧ ସହର ସଂଖ୍ୟା ବୃଦ୍ଧି କରିବାକୁ ଲକ୍ଷ୍ୟ ଓଡ଼ିଶା ସରକାର ରଖିଛନ୍ତି। ଏସମ୍ପର୍କରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ସୋମବାର କହିଛନ୍ତି। ଭୁବନେଶ୍ୱରରେ ତାଙ୍କ ବିଭାଗ […]
ଆଉ ୪ ଦିନ ‘ଇ-କେୱାଇସି’ ଅପଡେଟ୍ : ଯୋଗାଣ ମନ୍ତ୍ରୀ
ଆଉ ୪ ଦିନ ପରେ ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ସରିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ଜାନୁଆରି ୩୧ ସୁଦ୍ଧା ଇ-କେୱାଇସି ଅପଡେଟ୍ ଲାଗି ସରକାର ଦିନ ଧାର୍ଯ୍ୟ କରିଛନ୍ତି ଭୁବନେଶ୍ୱର ୨୭-୦୧-୨୦୨୫-(ପିପିଏସ) : ଆଉ ୪ ଦିନ ପରେ ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ସରିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି।ଜାନୁଆରି ୩୧ ସୁଦ୍ଧା ଇ-କେୱାଇସି ଅପଡେଟ୍ […]
ମନୋଜ ଆହୁଜାଙ୍କୁ ଓଡ଼ିଶାର ମୁଖ୍ୟ ଆବାସିକ କମିସନର ଭାବେ ଅତିରିକ୍ତ ଦାୟିତ୍ବ
ଓଡ଼ିଶାର ମୁଖ୍ୟ ଶାସନ ସଚିବ ମନୋଜ ଅହୁଜାଙ୍କୁ ନୂଆଦିଲ୍ଲୀରେ ଓଡ଼ିଶାର ମୁଖ୍ୟ ଆବାସିକ କମିସନରଙ୍କ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଅହୁଜାଙ୍କୁ ଏହି ଅତିରିକ୍ତ ଦାୟିତ୍ୱରେ ରହିବାକୁ ଅନୁମତି ଦିଆଯାଇଛି ଭୁବନେଶ୍ୱର ୨୭-୦୧-୨୦୨୫-(ପିପିଏସ) : ଓଡ଼ିଶାର ମୁଖ୍ୟ ଶାସନ ସଚିବ ମନୋଜ ଅହୁଜାଙ୍କୁ ନୂଆଦିଲ୍ଲୀରେ ଓଡ଼ିଶାର ମୁଖ୍ୟ ଆବାସିକ କମିସନରଙ୍କ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ୧୯୯୦ ବ୍ୟାଚ୍ ଆଇଏଏସ୍ ଅଧିକାରୀ ମନୋଜ ଆହୁଜାଙ୍କର ସେବା ଅବଧି ୧ ଜାନୁଆରି ୨୦୨୫ ରୁ […]
ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ପ୍ରକାଶ ମିଶ୍ରଙ୍କୁ ନିଯୁକ୍ତି
ପୂର୍ବତନ ଡିଜିପି ପ୍ରକାଶ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ମୁଖ୍ୟ ଉପଦେଷ୍ଟା ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ଏହା ଦ୍ବାରା ଏଣିକି ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ୍ ପାହ୍ୟା ମିଳିବ ଭୁବନେଶ୍ବର: ପୂର୍ବତନ ଡିଜିପି ପ୍ରକାଶ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ମୁଖ୍ୟ ଉପଦେଷ୍ଟା ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ଏହା ଦ୍ବାରା ଏଣିକି ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ୍ ପାହ୍ୟା ମିଳିବ। ସେ ନିଜର ନିର୍ମଳ ଭାବମୂର୍ତ୍ତି ଓ ସ୍ପଷ୍ଟବାଦୀ ଆଭିମୁଖ୍ୟ ପାଇଁ ପରିଚିତ। ପ୍ରକାଶ ମିଶ୍ର ପୂର୍ବତନ […]
ମଧୁସୂଦନ ପାଢ଼ୀଙ୍କୁ ମୁଖ୍ୟ ନିର୍ବାଚନ କମିସନର ଦାୟିତ୍ବ
ରାଜ୍ୟ ନିର୍ବାଚନ କମିସନର ଭାବେ ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମଧୁସୂଦନ ପାଢୀଙ୍କୁ ରାଜ୍ୟ ସରକାର ନୂଆ ଦାୟିତ୍ୱ ଦେଇଛନ୍ତି। ୨୦୨୭ରେ ହେବାକୁଥିବା ପଞ୍ଚାୟତ ନିର୍ବାଚନ ପୂର୍ବରୁ ତାଙ୍କୁ ସରକାର ରାଜ୍ୟର ନୂଆ ନିର୍ବାଚନ କମିସନର ଭାବେ ନିଯୁକ୍ତ କରିଛନ୍ତି ଭୁବନେଶ୍ୱର ୨୭-୦୧-୨୦୨୫-(ପିପିଏସ) : ରାଜ୍ୟ ନିର୍ବାଚନ କମିସନର ଭାବେ ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମଧୁସୂଦନ ପାଢୀଙ୍କୁ ରାଜ୍ୟ ସରକାର ନୂଆ ଦାୟିତ୍ୱ ଦେଇଛନ୍ତି। ୨୦୨୭ରେ ହେବାକୁଥିବା ପଞ୍ଚାୟତ ନିର୍ବାଚନ ପୂର୍ବରୁ ତାଙ୍କୁ ସରକାର ରାଜ୍ୟର ନୂଆ ନିର୍ବାଚନ […]
ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ପାଇଁ ଭୁବନେଶ୍ୱରରେ କଡ଼ା ସୁରକ୍ଷା ବ୍ୟବସ୍ଥା
ଜାନୁଆରି ୨୮ରୁ ଜାନୁଆରି ୩୦ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ଏବଂ ମେକ୍ ଇନ୍ ଓଡିଶା ପ୍ରଦର୍ଶନୀ ପାଇଁ ବିସ୍ତୃତ ସୁରକ୍ଷା ବ୍ୟବସ୍ଥା କରାଯାଇଛି ବୋଲି ଭୁବନେଶ୍ୱର ଡିସିପି ପିନାକ ମିଶ୍ର ସୂଚନା ଦେଇଛନ୍ତି ଭୁବନେଶ୍ୱର ୨୭-୦୧-୨୦୨୫-(ପିପିଏସ) : ଜାନୁଆରି ୨୮ରୁ ଜାନୁଆରି ୩୦ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ଏବଂ ମେକ୍ ଇନ୍ ଓଡିଶା ପ୍ରଦର୍ଶନୀ ପାଇଁ ବିସ୍ତୃତ ସୁରକ୍ଷା ବ୍ୟବସ୍ଥା କରାଯାଇଛି ବୋଲି ଭୁବନେଶ୍ୱର ଡିସିପି […]
ରାଜ୍ୟବାସୀଙ୍କ କଲ୍ୟାଣ ଓ ବୃହତ୍ତର ସ୍ୱାର୍ଥ ପାଇଁ କାର୍ଯ୍ୟ କରିବି: ପ୍ରକାଶ ମିଶ୍ର
ପୂର୍ବତନ ପୁଲିସ ଡିଜି ପ୍ରକାଶ ମିଶ୍ରଙ୍କୁ ରାଜ୍ୟ ସରକାର ଆଜି ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତି ଦେଇଛନ୍ତି । ସେ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟାର ସମସ୍ତ ସୁବିଧାସୁଯୋଗ ପାଇବେ ଭୁବନେଶ୍ୱର ୨୭-୦୧-୨୦୨୫-(ପିପିଏସ) : ପୂର୍ବତନ ପୁଲିସ ଡିଜି ପ୍ରକାଶ ମିଶ୍ରଙ୍କୁ ରାଜ୍ୟ ସରକାର ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପଦେଷ୍ଟା ଭାବେ ନିଯୁକ୍ତି ଦେଇଛନ୍ତି । ସେ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟାର ସମସ୍ତ ସୁବିଧାସୁଯୋଗ ପାଇବେ। ଏହି ନିଯୁକ୍ତି ଦ୍ବାରା ପ୍ରକାଶ ମିଶ୍ର ହେଉଛନ୍ତି ପ୍ରଥମ […]
ବାରବାଟୀ ଦିନିକିଆ ପାଇଁ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ: ଫେବ୍ରୁଆରି ୨ରେ ଅନ୍ଲାଇନ୍ ଟିକଟ
ଫେବ୍ରୁଆରି ୯ ତାରିଖରେ ବାରବାଟୀ ଷ୍ଟାଡିୟମ୍ରେ ଭାରତ-ଇଂଲଣ୍ଡ ଶୃଙ୍ଖଳାର ଦ୍ବିତୀୟ ଏକଦିବସୀୟ କ୍ରିକେଟ୍ ମ୍ୟାଚ୍ ଖେଳାଯିବ। ଏଥିପାଇଁ ଫେବ୍ରୁଆରି ୨ ତାରିଖରେ ଅନ୍ଲାଇନ୍ରେ ଟିକଟ ବିକ୍ରି କରାଯିବ। କଟକ ୨୫-୦୧-୨୦୨୫(ପିପିଏସ ) : ଫେବ୍ରୁଆରି ୯ ତାରିଖରେ ବାରବାଟୀ ଷ୍ଟାଡିୟମ୍ରେ ଭାରତ-ଇଂଲଣ୍ଡ ଶୃଙ୍ଖଳାର ଦ୍ବିତୀୟ ଏକଦିବସୀୟ କ୍ରିକେଟ୍ ମ୍ୟାଚ୍ ଖେଳାଯିବ। ଏଥିପାଇଁ ଫେବ୍ରୁଆରି ୨ ତାରିଖରେ ଅନ୍ଲାଇନ୍ରେ ଟିକଟ ବିକ୍ରି କରାଯିବ। ଅନ୍ଲାଇନ୍ରେ ପାଖାପାଖି ୪ ହଜାର ଟିକଟ୍ ବିକ୍ରି ହେବ। ଫେବ୍ରୁଆରି ୭, ୮ ଓ […]
ନନ୍ଦନକାନନ ପ୍ରାଣୀ ଉଦ୍ୟାନର ସିଂହ କ୍ଲବରେ ସାମିଲ ହେଲେ ଦୁଇ ଅତିଥି
ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ତିନି ନୂଆ ଅତିଥି ଆସିଛନ୍ତି। ଏହି ଅତିଥିମାନେ ଆଜି ପୂର୍ବାହ୍ଣ ଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ପର୍ଯ୍ୟାୟ କ୍ରମେ ଆସିବା ସହିତ ଏଠାରେ ସିଂହମାନଙ୍କର ସଂଖ୍ୟା ବଢ଼ାଇଛନ୍ତି। ଭୁବନେଶ୍ୱର ୨୫-୦୧-୨୦୨୫(ପିପିଏସ ) : ରାଜଧାନୀ ଭୁବନେଶ୍ବର ଉପକଣ୍ଠରେ ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣୀୟ ସ୍ଥାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ତିନି ନୂଆ ଅତିଥି ଆସିଛନ୍ତି। ଏହି ଅତିଥିମାନେ ଆଜି ପୂର୍ବାହ୍ଣ ଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ପର୍ଯ୍ୟାୟ କ୍ରମେ ଆସିବା ସହିତ ଏଠାରେ ସିଂହମାନଙ୍କର ସଂଖ୍ୟା […]
କଳା, ସାହିତ୍ୟ ଓ ଚିକିତ୍ସା କ୍ଷେତ୍ରରେ ଅବଦାନ ପାଇଁ ଓଡ଼ିଶାରୁ ୪ ଜଣଙ୍କୁ ‘ପଦ୍ମଶ୍ରୀ’
ଭାରତ ସରକାରଙ୍କ ଗୃହ ମନ୍ତ୍ରାଳୟ ପକ୍ଷରୁ ଶନିବାର ସନ୍ଧ୍ୟାରେ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। କଳା, ସମାଜସେବା, ଚିକିତ୍ସା, ଶିଳ୍ପ, ସାହିତ୍ୟ, କୀଡ଼ା ଆଦି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ମୋଟ୍ ୧୩୯ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ଭାରତ ସରକାର ପଦ୍ମ ପୁରସ୍କାରରେ ସମ୍ମାନିତ କରିବେ। ଭୁବନେଶ୍ୱର ୨୫-୦୧-୨୦୨୫(ପିପିଏସ ) : ଭାରତ ସରକାରଙ୍କ ଗୃହ ମନ୍ତ୍ରାଳୟ ପକ୍ଷରୁ ଶନିବାର ସନ୍ଧ୍ୟାରେ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। କଳା, ସମାଜସେବା, ଚିକିତ୍ସା, ଶିଳ୍ପ, ସାହିତ୍ୟ, କୀଡ଼ା ଆଦି […]
