1 min read

ଅଚଳ ହୋଇପଡିଛି ସୂର୍ଯ୍ୟମନ୍ଦିର ଲାଇଟ ଆଣ୍ଡ ସାଉଣ୍ଡ ସିଷ୍ଟମ। ପର୍ଯ୍ୟଟକ ନିରାଶ।

କୋଣାର୍କ/ଭୁବନେଶ୍ୱର ୨୩-୦୧-୨୦୨୫(ପିପିଏସ ) : ସରକାରଙ୍କ ରାଜକୋଷରୁ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ପର୍ଯ୍ୟଟକଙ୍କ ନିମନ୍ତେ ସୂର୍ଯ୍ୟମନ୍ଦିରରେ ଲାଇଟ୍ ଆଣ୍ଡ ସାଉଣ୍ଡର ବ୍ୟବସ୍ଥା କରାଯାଇଥିଲା। ଏହି କାର୍ଯ୍ୟକର୍ମରେ କୋଣାର୍କ ସୂର୍ଯ୍ୟମନ୍ଦିର ନିର୍ମାଣ ଶୈଳକୁ ପ୍ରଦର୍ଶିତ କରି ପର୍ଯ୍ୟଟକମାନଙ୍କୁ ଅବଗତ କରା ଯାଉଥିଲା। ୮ ଗୋଟି ପ୍ରୋଜେକ୍ଟରମାଧ୍ୟମରେ ୪୫ ମିନିଟ୍ ସମୟର ଏହି କାର୍ଯ୍ୟକ୍ରମ ପର୍ଯ୍ୟଟକ ମାନଙ୍କ ମଧ୍ୟରେ ବେଶ୍ ଆଦୃତ ହେବା ସହ ପର୍ଯ୍ୟଟନ ବିଭାଗର ଭଲ ଆୟ ହେଉଥିବା ଜଣାପଡିଛି। ହେଲେ ଦୁଃଖର ବିଷୟ ପୂର୍ବରୁ […]

1 min read

ମଣ୍ଡିରୁ ଧାନ ଉଠାଇବାରେ ଅବହେଳା କଲେ କାର୍ଯ୍ୟାନୁଷ୍ଠାନ!

ମଣ୍ଡିରୁ ଧାନ ଉଠାଇବାରେ ବିଳମ୍ୱ ଓ ଅବହେଳା କାରଣରୁ ପ୍ରଦର୍ଶନ କରିଥିବା ହେତୁ ଜିଲ୍ଲା ପ୍ରଶାସନ ପକ୍ଷରୁ ୬ ଘଣ୍ଟା ମଧ୍ୟରେ କାରଣ ଦର୍ଶାଅ ନୋଟିସ୍ ଜାରି। ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଳକର ୪ ଜଣ, ଗଞ୍ଜାମ ବ୍ଳକର ୪ ଜଣ ଓ ପୁରୁଷୋତ୍ତମ ବ୍ଳକର ୩ ଜଣ ମିଲରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି। ଛତ୍ରପୁର/ଭୁବନେଶ୍ୱର ୨୩-୦୧-୨୦୨୫(ପିପିଏସ ) : ମଣ୍ଡିରୁ ଧାନ ଉଠାଇବାରେ ବିଳମ୍ୱ ଓ ଅବହେଳା କାରଣରୁ ପ୍ରଦର୍ଶନ କରିଥିବା ହେତୁ […]

1 min read

ଦିନରେ ଖରା ,ରାତିରେ ଖସୁଛି ପାରା

ଘୁମୁସର ଉଦୟଗିରିରେ ଦିନ ତାପମାତ୍ରା ୩୦.୪, ରାତିରେ ପାରା ୬.୫ ଡିଗ୍ରି ଘୁ.ଉଦୟଗିରି/ଭୁବନେଶ୍ୱର ୨୩-୦୧-୨୦୨୫(ପିପିଏସ ) : ଓଡ଼ିଶାର ଦାର୍ଜିଲିଂରେ ପାଣିପାଗର ବଡ଼ ତାରତମ୍ୟ ଦେଖାଯାଇଛି। ଜଳବାୟୁ ପରିବର୍ତ୍ତନ କାରଣରୁ ଜାନୁଆରି ୨୦ ତାରିଖ ଠାରୁ ଏଠାରେ ଦିନ ବେଳା ଶୀତ ନିଖୋଜ ହୋଇଯାଇଛି। ଏଠାରେ ଦିନ ବେଳା ପ୍ରବଳ ଖରା ହେଉଛି। କିନ୍ତୁ ରାତିରେ ଥଣ୍ଡା ଅନୁଭୂତ ହେଉଛି। ଦିନରେ ପାରଦ ଉପର ମୁଁହା ହେଉଥିବା ବେଳେ ରାତିରେ ବଡ଼ଧରଣର ହ୍ରାସ ପାଉଛି। ଓଡ଼ିଶାର ସବୁଠାରୁ […]

1 min read

୭୨ ଗ୍ରାମ୍‌ ବ୍ରାଉନସୁଗାର ଜବତ, ଜଣେ ଗିରଫ

ବାଲେଶ୍ବର ଜିଲ୍ଲା ଜଳେଶ୍ୱର ଅବକାରୀ ସେଟ ଲାଇଟ୍ ୟୁନିଟ ପକ୍ଷରୁ ଆଜି କମର୍ଦ୍ଦା ଥାନା ଅଧିନସ୍ଥ ବାରମାଇଲ ପେଟ୍ରୋଲ ପମ୍ପ ନିକଟରେ ଚଢ଼ାଉ କରି ୭୨ ଗ୍ରାମ୍‌ ବ୍ରାଉନସୁଗାର ଜବତ କରାଯାଇଛି। ଏହି ମାମଲାରେ ଜଣକୁ ଗିରଫ କରାଯାଇଛି। ଜଳେଶ୍ୱର/ଭୁବନେଶ୍ୱର ୨୩-୦୧-୨୦୨୫(ପିପିଏସ ) : ବାଲେଶ୍ବର ଜିଲ୍ଲା ଜଳେଶ୍ୱର ଅବକାରୀ ସେଟ ଲାଇଟ୍ ୟୁନିଟ ପକ୍ଷରୁ ଆଜି କମର୍ଦ୍ଦା ଥାନା ଅଧିନସ୍ଥ ବାରମାଇଲ ପେଟ୍ରୋଲ ପମ୍ପ ନିକଟରେ ଚଢ଼ାଉ କରି ୭୨ ଗ୍ରାମ୍‌ ବ୍ରାଉନସୁଗାର ଜବତ କରାଯାଇଛି। […]

1 min read

‘ନେତାଜୀଙ୍କ ଦୃଷ୍ଟିକୋଣକୁ ନେଇ ସମୃଦ୍ଧ ଦେଶ ନିର୍ମାଣ ଉଦ୍ଦେଶ୍ୟରେ ବଢ଼ିବାକୁ ହେବ’

ନେତାଜୀ ଜୟନ୍ତୀ ଅବସରରେ କଟକରେ ଆୟୋଜିତ ‘ପରାକ୍ରମ ଉତ୍ସବ’ରେ ଯୋଗଦେଇ ଗୁରୁବାର ମୁଖ୍ୟମନ୍ତ୍ରୀ ‌ମୋହନ ଚରଣ ମାଝୀ କହିଛନ୍ତି ୧୯୪୩ ମସିହା ଡିସେମ୍ବରରେ ଜାପାନ ସହାୟତାରେ ଆଣ୍ଡାମାନ ଓ ନିକୋବର ଦ୍ବୀପରେ ଆଜାଦ୍ ହିନ୍ଦ ଫୌଜର ପ୍ରଥମ ସରକାର ପ୍ରତିଷ୍ଠା କରିଥିଲେ। କଟକ,୨୩-୦୧-୨୦୨୫(ପିପିଏସ ) : ନେତାଜୀ ସୁଭାଷ ଚନ୍ଦ୍ର ବୋଷ ନିଜ ମାତୃଭୂମି ପାଇଁ ଉଚ୍ଚ ପଦପଦବୀକୁ ତ୍ୟାଗ କରି ଜନ୍ମମାଟିର ସେବା ପାଇଁ ନିଜକୁ ଉତ୍ସର୍ଗୀକୃତ କରିଥିଲେ। ଅଦମ୍ୟ ସାହସରେ ସାମରିକ ଉପାୟରେ ବ୍ରିଟିଶ […]

1 min read

ଶ୍ରୀମନ୍ଦିରରେ ମୋବାଇଲ ବାରଣ ନେଇ ଲାଗିଲା ସୂଚନା ଫଳକ

ଚାରିଦ୍ବାରରେ ଜଗିବେ ୪ ସ୍ବତନ୍ତ୍ର ଟିମ୍‌ ଶ୍ରୀମନ୍ଦିର ଗର୍ଭଗୃହ ଭିଡିଓ ଭାଇରାଲ୍‌ ଘଟଣା ପରେ ଶ୍ରୀମନ୍ଦିରରେ ମୋବାଇଲ୍‌ କଟକଣା ଉପରେ ସଚେତନତା ସୃଷ୍ଟି କରାଯାଇଛି। ଚାରିଦ୍ବାରରେ ସୂଚନା ଫଳକ ଓ ପୋଷ୍ଟର୍‌ ଲଗାଯାଇଛି। ମୋବାଇଲ୍‌ ଜଗିବାକୁ ଚାରିଦ୍ବାରରେ ୪ଟି ସ୍ବତନ୍ତ୍ର ଟିମ୍‌ ନିୟୋଜିତ ହୋଇଛନ୍ତି। ପୁରୀ/ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ଶ୍ରୀମନ୍ଦିର ଗର୍ଭଗୃହ ଭିଡିଓ ଭାଇରାଲ୍‌ ଘଟଣା ପରେ ଶ୍ରୀମନ୍ଦିରରେ ମୋବାଇଲ୍‌ କଟକଣା ଉପରେ ସଚେତନତା ସୃଷ୍ଟି କରାଯାଇଛି। ଚାରିଦ୍ବାରରେ ସୂଚନା ଫଳକ ଓ ପୋଷ୍ଟର୍‌ ଲଗାଯାଇଛି। […]

1 min read

ରାଜ୍ୟ କ୍ୟାବିନେଟ୍‌ରେ ୧୦ ପ୍ରସ୍ତାବକୁ ଅନୁମୋଦନ

ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ବିଦ୍ୟାଳୟ ଗଣଶିକ୍ଷା ବିଭାଗ ସହ ଅନ୍ୟ ବିଭାଗର ୧୦ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି ।  ମୁଖ୍ୟମନ୍ତ୍ରୀ ମୋହନ […]

1 min read

ପୁରୁଷଙ୍କୁ ସୁଭଦ୍ରା ଲୋଭ !

ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ସୁଭଦ୍ରାକୁ ନେଇ ବଡ଼ ଖୁଲାସା କରିଛନ୍ତି  ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ସୁଭଦ୍ରା ଯୋଜନା ପାଇଁ ରାଜ୍ୟର ୧୫୭ ଜଣ ପୁରୁଷ ଆବେଦନ କରିଛନ୍ତି।ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆହୁରି କହିଛନ୍ତି, ଆଧାର କାର୍ଡର ଯେତେବେଳେ ବ୍ୟାଙ୍କ ଲିଙ୍କ ଡାଟା ଆସିଲା ସେତେବେଳେ ଏ ତଥ୍ୟ ସାମ୍ନାକୁ ଆସିଲା। ବେଳେବେଳେ ପୁଅ ନାଁ ଓ ଝିଅଙ୍କ ନାଁ ଏକା ଭଳି ଥାଏ। ସେମାନେ ଭୁଲବଶତଃ  ଆବେଦନ କରିଦେଇଥିବେ। କିନ୍ତୁ […]

1 min read

ଷଷ୍ଠ ଅର୍ଥ ଆୟୋଗ ଗଠନ କଲେ ରାଜ୍ୟ ସରକାର: ଅରୁଣ କୁମାର ପଣ୍ଡା ଅଧ୍ୟକ୍ଷ

ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ଅରୁଣ କୁମାର ପଣ୍ଡାଙ୍କୁ ଅଧ୍ୟକ୍ଷ ଭାବେ ନିଯୁକ୍ତ କରି ଓଡ଼ିଶା ସରକାର ଷଷ୍ଠ ରାଜ୍ୟ ଅର୍ଥ ଆୟୋଗ ଗଠନ କରିଛନ୍ତି। ସଦସ୍ୟ ସଚିବଙ୍କ ସମେତ ଆୟୋଗର ଚେୟାରମ୍ୟାନ୍ ତଥା ଅନ୍ୟ ସଦସ୍ୟମାନେ ବିଜ୍ଞପ୍ତି ପ୍ରକାଶ ପାଇବା ଦିନଠାରୁ ୬ମାସ ପର୍ଯ୍ୟନ୍ତ କାର୍ଯ୍ୟ କରିବେ ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ଅରୁଣ କୁମାର ପଣ୍ଡାଙ୍କୁ ଅଧ୍ୟକ୍ଷ ଭାବେ ନିଯୁକ୍ତ କରି ଓଡ଼ିଶା ସରକାର ଷଷ୍ଠ ରାଜ୍ୟ ଅର୍ଥ ଆୟୋଗ ଗଠନ […]