February 2025
ସ୍ୱାମୀର ନିସ୍ତୁକ ମାଡ଼ରେ ସ୍ତ୍ରୀ ମୃତ
ଦେବଗଡ଼ ଜିଲ୍ଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଝରାଡିହ ଗ୍ରାମରେ ସ୍ୱାମୀର ମାଡ଼ରେ ସ୍ତ୍ରୀର ମୃତ୍ୟୁ ଘଟିଛି। ମୃତ୍ୟୁ ପରେ ସ୍ବାମୀ ଫେରାର ଥିବାବେଳେ ଖବର ପାଇ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ସଇତାନ ସ୍ବାମୀକୁ ଖୋଜୁଛି। ରିଆମାଳ/ଭୁବନେଶ୍ୱର ୨୮-୦୨-୨୦୨୫ (ପିପିଏସ ) : ଦେବଗଡ଼ ଜିଲ୍ଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଝରାଡିହ ଗ୍ରାମରେ ସ୍ୱାମୀର ମାଡ଼ରେ ସ୍ତ୍ରୀର ମୃତ୍ୟୁ ଘଟିଛି। ମୃତ୍ୟୁ ପରେ ସ୍ବାମୀ ଫେରାର ଥିବାବେଳେ ଖବର […]
ସୁଭଦ୍ରା ଶକ୍ତି ମେଳା ୨୦୨୫: ୬ ଦିନରେ ବ୍ୟବସାୟ ୨ କୋଟିରୁ ଅଧିକ
ଭୁବନେଶ୍ୱର ସ୍ଥିତ ଜନତା ମଇଦାନରେ ସୁଭଦ୍ରା ଶକ୍ତି ମେଳା ୨୦୨୫ ହଜାର ହଜାର ଦର୍ଶକଙ୍କ ପାଇଁ ପାରମ୍ପରିକ କଳା, ସଂସ୍କୃତି ଓ ଐତିହ୍ୟ ସହ ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ହାତ ତିଆରି ଉତ୍ପାଦର ଏକ କେନ୍ଦ୍ର ସାଜିଥିବା ବେଳେ, ମିଲେଟ୍-ଆଧାରିତ ସ୍ନାକ୍ସ୍ ଓ ନାନା ରକମର ଓଡ଼ିଆ ବ୍ୟଞ୍ଜନର ଭୁବନେଶ୍ୱର ୨୮-୦୨-୨୦୨୫ (ପିପିଏସ ) : ଭୁବନେଶ୍ୱର ସ୍ଥିତ ଜନତା ମଇଦାନରେ ସୁଭଦ୍ରା ଶକ୍ତି ମେଳା ୨୦୨୫ ହଜାର ହଜାର ଦର୍ଶକଙ୍କ ପାଇଁ ପାରମ୍ପରିକ କଳା, […]
ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରାର ଦ୍ଵିତୀୟ କିସ୍ତି
ଆସନ୍ତା ମାର୍ଚ୍ଚ ୮ରେ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ଟଙ୍କା ମିଳିବ | ବ୍ରହ୍ମପୁରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି କିସ୍ତି ଟଙ୍କା ମିଳିବ | ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା | ପାଖାପାଖି ୧ କୋଟି ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ | ଭୁବନେଶ୍ୱର ୨୮-୦୨-୨୦୨୫ (ପିପିଏସ ) : ଆସନ୍ତା ମାର୍ଚ୍ଚ ୮ରେ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ଟଙ୍କା ମିଳିବ | ବ୍ରହ୍ମପୁରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି କିସ୍ତି […]
ଉତ୍ତମଙ୍କ ବିୟୋଗରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ଅପୂରଣୀୟ କ୍ଷତି ହୋଇଛି: ରାଷ୍ଟ୍ରପତି
ରାଷ୍ଟ୍ରପତି ନିଜ ଶୋକବାର୍ତ୍ତାରେ କହିଛନ୍ତି ଯେ, ‘ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଶ୍ରୀ ଉତ୍ତମ ମହାନ୍ତିଙ୍କ ବିୟୋଗ ସମ୍ବାଦ ଜାଣି ମୁଁ ମର୍ମାହତ । ଶ୍ରୀ ମହାନ୍ତି ଅନେକ ଓଡ଼ିଆ ଚଳଚ୍ଚିତ୍ରରେ ନାୟକ ଭୂମିକାରେ ଅବତୀର୍ଣ୍ଣ ହୋଇ ଅସଂଖ୍ୟ ଦର୍ଶକଙ୍କ ହୃଦୟ ଜୟ କରିଥିଲେ । ଭୁବନେଶ୍ୱର ୨୮-୦୨-୨୦୨୫ (ପିପିଏସ ) : ଦୀର୍ଘ ୪ ଦଶନ୍ଧିରୁ ଅଧିକ ସମୟ ଧରି ଓଡ଼ିଆ ଚଳଚ୍ଚିତ୍ରରେ ଅଭିନୟ କରି ଦର୍ଶକଙ୍କର ମନ ଜିଣିଥିବା ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଆଉ […]
ପଞ୍ଚଭୂତରେ ବିଲୀନ ହେଲେ ଉତ୍ତମ ମହାନ୍ତି
ପୁଅ ବାବୁସାନ୍ ଦେଲେ ମୁଖାଗ୍ନି ଓଲିଉଡ୍ର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ପଞ୍ଚଭୂତରେ ବିଲୀନ ହୋଇଛନ୍ତି। ଅଶ୍ରୁଳ ଓ ଶୋକାକୁଳ ପରିବେଶ ମଧ୍ୟରେ ଶୁକ୍ରବାର ଅପରାହ୍ଣରେ ଭୁବନେଶ୍ବରର ସତ୍ୟନଗର ଶ୍ମଶାନରେ ସ୍ବର୍ଗତଃ ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀରକୁ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ କରାଯାଇଛି। ଭୁବନେଶ୍ୱର ୨୮-୦୨-୨୦୨୫ (ପିପିଏସ ) : ଓଲିଉଡ୍ର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ପଞ୍ଚଭୂତରେ ବିଲୀନ ହୋଇଛନ୍ତି। ଅଶ୍ରୁଳ ଓ ଶୋକାକୁଳ ପରିବେଶ ମଧ୍ୟରେ ଶୁକ୍ରବାର ଅପରାହ୍ଣରେ ଭୁବନେଶ୍ବରର ସତ୍ୟନଗର ଶ୍ମଶାନରେ […]
ଗ୍ରାମସଭା ପାଲଟିଲା ରଣକ୍ଷେତ୍ର
କମ୍ପାନି ସମର୍ଥକ, ବିସ୍ଥାପିତ ମୁହାମୁହିଁ ଆଦାନିକୁ ଆବଣ୍ଟିତ ସୁନ୍ଦରଗଡ଼ ହେମଗିର ବ୍ଲକ ବିଜାହାନ୍ କୋଇଲା ଖଣି ପାଇଁ ଆଜି ଡକା ଯାଇଥିବା ଜମି ଅଧିଗ୍ରହଣ ଗ୍ରାମସଭା ରଣକ୍ଷେତ୍ର ପାଲଟିଛି। ସଭା ଆରମ୍ଭ ହେଉଣୁ କମ୍ପାନି ସମର୍ଥକ ଓ ବିସ୍ଥାପିତଙ୍କ ମଧ୍ଯରେ ମାଡପିଟ, ଠେଲାପେଲା, ଚୌକି ଭଙ୍ଗାରୁଜା, ଟଣାଓଟରା ହୋଇଥିଲା। ଭୁବନେଶ୍ୱର ୨୮-୦୨-୨୦୨୫ (ପିପିଏସ ) : ଆଦାନିକୁ ଆବଣ୍ଟିତ ସୁନ୍ଦରଗଡ଼ ହେମଗିର ବ୍ଲକ ବିଜାହାନ୍ କୋଇଲା ଖଣି ପାଇଁ ଆଜି ଡକା ଯାଇଥିବା ଜମି ଅଧିଗ୍ରହଣ ଗ୍ରାମସଭା […]
ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ‘ବଜେଟ୍ର ୮୫% ଅର୍ଥ ଖର୍ଚ୍ଚ କର’
୨୦୨୪-୨୫ ଆର୍ଥିକ ବର୍ଷ ଶେଷ ହେବାକୁ ଆଉ ୧ ମାସ ଅଛି। ତେଣୁ ରାଜ୍ୟ ସରକାର ଚଳିତ ବଜେଟ୍ରେ ବିଭିନ୍ନ ବିଭାଗକୁ ଯେଉଁ ଅର୍ଥ ବରାଦ କରିଥିଲେ ଆର୍ଥିକ ବର୍ଷ ଶେଷ ସୁଦ୍ଧା ତା’ର ଅନ୍ୟୁନ ୮୫% ଖର୍ଚ୍ଚ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭାଗୀୟ ମନ୍ତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଭୁବନେଶ୍ୱର ୨୮-୦୨-୨୦୨୫ (ପିପିଏସ ) : ୨୦୨୪-୨୫ ଆର୍ଥିକ ବର୍ଷ ଶେଷ ହେବାକୁ ଆଉ ୧ ମାସ ଅଛି। ତେଣୁ ରାଜ୍ୟ ସରକାର ଚଳିତ […]
ବାସୁଦେବପୁରରେ ସଶସ୍ତ୍ର ଡକାୟତି
ମହିଳାଙ୍କୁ ଭୁଜାଲିରେ ହାଣି ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ ବାସୁଦେବପୁର/ଭୁବନେଶ୍ୱର ୨୭-୦୨-୨୦୨୫(ପିପିଏସ) : ଭଦ୍ରକ ଜ଼ିଲ୍ଲା ବାସୁଦେବପୁର ନାୟକାଣିଡିହିରେ ବିଳମ୍ବିତ ରାତିରେ ଘରେ ପଶି ସଶସ୍ତ୍ର ଡକାୟତି ହୋଇଥିବାର ଖବର ମିଳିଛି। ମହିଳାଙ୍କୁ ଭୁଜାଲିରେ ହାଣି ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ ମହିଳାଙ୍କୁ ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବେଳେ ପରେ ତାଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।ସୂଚନା ଅନୁଯାୟୀ, ନାୟକାଣିଡିହି ଗାଁରେ ରାତି ପ୍ରାୟ ୨ଟା […]
ମାଟ୍ରିକ ପରୀକ୍ଷାରେ ଅନିୟମିତତା, ୬ ଶିକ୍ଷକ ନିଲମ୍ବିତ
ମାଟ୍ରିକ ପରୀକ୍ଷାରେ ଅନିୟମିତତା ନେଇ ବଲାଙ୍ଗୀର ଜିଲ୍ଲାପାଳଙ୍କ ନିର୍ଦେଶରେ ଜିଲ୍ଲା ଶିକ୍ଷା ଅଧିକାରୀ ମୁରିବାହାଲ ବ୍ଲକ ହଦଳୀ ହାଇସ୍କୁଲ ପ୍ରଧାନଶିକ୍ଷକ ତଥା ପରୀକ୍ଷାକେନ୍ଦ୍ର ଅଧୀକ୍ଷକ ଉମେଶ ବିଶ୍ଵାଳ ଓ ସହକାରୀ ଶିକ୍ଷୟିତ୍ରୀ ବୈଜୟନ୍ତୀ ସୁବୁଦ୍ଧିଙ୍କୁ ନିଲମ୍ବିତ କରିଛନ୍ତି। କଣ୍ଟାବାଞ୍ଜି/ଭୁବନେଶ୍ୱର ୨୭-୦୨-୨୦୨୫(ପିପିଏସ) : ମାଟ୍ରିକ ପରୀକ୍ଷାରେ ଅନିୟମିତତା ନେଇ ବଲାଙ୍ଗୀର ଜିଲ୍ଲାପାଳଙ୍କ ନିର୍ଦେଶରେ ଜିଲ୍ଲା ଶିକ୍ଷା ଅଧିକାରୀ ମୁରିବାହାଲ ବ୍ଲକ ହଦଳୀ ହାଇସ୍କୁଲ ପ୍ରଧାନଶିକ୍ଷକ ତଥା ପରୀକ୍ଷାକେନ୍ଦ୍ର ଅଧୀକ୍ଷକ ଉମେଶ ବିଶ୍ଵାଳ ଓ ସହକାରୀ ଶିକ୍ଷୟିତ୍ରୀ ବୈଜୟନ୍ତୀ ସୁବୁଦ୍ଧିଙ୍କୁ […]
ଲିଙ୍ଗରାଜ ମନ୍ଦିରରେ ଅଘଟଣ: ମହାଦୀପ ସହ ଖସିପଡ଼ିଲେ ସେବାୟତ
ଗତକାଲି ମହାଦୀପ ଉଠିବା ବେଳେ ଶ୍ରୀଲିଙ୍ଗରାଜ ମନ୍ଦିରରେ ଘଟିଛି ବଡ଼ ଅଘଟଣ। ମହାଦୀପ ଧରି ଲୁହା ଶିକୁଳିରେ ମନ୍ଦିର ଚଢ଼ୁଥିବା ସେବାୟତ ଯୋଗେନ୍ଦ୍ର ସମର୍ଥା ତଳକୁ ଖସିପଡ଼ି ଗୁରୁତର ହୋଇଥିଲେ। ଭୁବନେଶ୍ୱର ୨୭-୦୨-୨୦୨୫(ପିପିଏସ) : ଗତକାଲିମହାଦୀପ ଉଠିବା ବେଳେ ଶ୍ରୀଲିଙ୍ଗରାଜ ମନ୍ଦିରରେ ଘଟିଛି ବଡ଼ ଅଘଟଣ। ମହାଦୀପ ଧରି ଲୁହା ଶିକୁଳିରେ ମନ୍ଦିର ଚଢ଼ୁଥିବା ସେବାୟତ ଯୋଗେନ୍ଦ୍ର ସମର୍ଥା ତଳକୁ ଖସିପଡ଼ି ଗୁରୁତର ହୋଇଥିଲେ। ତୁରନ୍ତ ତାଙ୍କୁ କ୍ୟାପିଟାଲ୍ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ […]