1 min read

ଏସ୍‌ସିବିରେ ହେବ ବୃହତ୍‌ ଟ୍ରମା ସେଣ୍ଟର

ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲୋକଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ଆଉ ଏକ ବଡ଼ ପଦକ୍ଷେପ ହାତକୁ ନେଇଛନ୍ତି। କଟକର ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍ ପ୍ରତିଷ୍ଠା କରିବାକ ନିଷ୍ପତ୍ତି ନେଇଛନ୍ତି। ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଲୋକଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ଆଉ ଏକ ବଡ଼ ପଦକ୍ଷେପ ହାତକୁ ନେଇଛନ୍ତି। କଟକର ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ […]

1 min read

କପି ରୋକିବାକୁ ୫ସ୍ତରୀୟ ବ୍ୟବସ୍ଥା,

୪୫ ଦିନରେ ଆସିବ ଯୁକ୍ତ୨ ପରୀକ୍ଷା ଫଳ ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : ଯୁକ୍ତ ଦୁଇ ଥିଓରୀ ପରୀକ୍ଷା-୨୦୨୫ ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ଆସନ୍ତା ୧୮ ତାରିଖ ଠାରୁ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୩୦ଟି ଜିଲ୍ଲାର ୧୨୭୬ ସେଣ୍ଟରରେ ୩,୯୩,୬୧୮ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ସବୁ ସେଣ୍ଟରରେ ସିସିଟିଭି ବ୍ୟବସ୍ଥା ହୋଇଛି। ପରୀକ୍ଷାରେ ତ୍ରୁଟି ଶୂନ୍ୟ ପାଇଁ ବ୍ୟବସ୍ଥା କରାଯାଇଛି। ଯୁକ୍ତ ୨ ପରୀକ୍ଷା ସରିବାର ୪୫ […]

1 min read

ଏକ ସୁସ୍ଥ ସମାଜ ଗଠନରେ ଶିକ୍ଷାନୁଷ୍ଠାନର ଭୂମିକା ଯଥେଷ୍ଟ ଗୁରୁତ୍ଵପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ

ଜ୍ଞାନ ହେଉଛି ପ୍ରକୃତ ଶକ୍ତି। ଆଜିର ଦ୍ରୁତ ପରିବର୍ତ୍ତନଶୀଳ ସମାଜରେ ଜ୍ଞାନ ଆହରଣ ହିଁ ହେଉଛି ଏକ ମାତ୍ର ସମ୍ପତ୍ତି। ଛାତ୍ର ଜୀବନ ହେଉଛି ଜଣେ ବ୍ୟକ୍ତିର ସୃଜନଶୀଳ ଏବଂ ଉତ୍ପାଦନଶୀଳ ଜୀବନ। ଛାତ୍ର ଜୀବନର କିଛି ବର୍ଷ, ବ୍ୟକ୍ତିର ସାରା ଜୀବନର ଦଶା ଓ ଦିଶାକୁ ଦିଗ ଦେଇଥାଏ।  ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : ଏକ ସୁସ୍ଥ ସମାଜ ଗଠନରେ ଶିକ୍ଷାନୁଷ୍ଠାନର ଭୂମିକା ଯଥେଷ୍ଟ ଗୁରୁତ୍ଵପୂର୍ଣ୍ଣ। ଛାତ୍ରଛାତ୍ରୀଙ୍କ ଉଜ୍ଜ୍ଵଳ ଭବିଷ୍ୟତ ଗଠନ ସହ ସେମାନଙ୍କ ଆଶା ଓ […]

1 min read

ହାଇପ୍ରୋଫାଇଲ୍ ଠକ ଯୋଡ଼ି ହଂସିତା -ଅନିଲଙ୍କୁ ଆୟକର ବିଭାଗର ପକ୍ଷରୁ ଜେରା

ଝାରପଡ଼ା ଜେଲରେ ହାଇପ୍ରୋଫାଇଲ୍ ଠକ ଯୋଡ଼ି ହଂସିତା -ଅନିଲଙ୍କୁ  ଆୟକର ବିଭାଗର ପକ୍ଷରୁ ଜେରା କରାଯାଉଥିବାର ସୂଚନା ରହିଛି।.ବେନାମୀ ସମ୍ପତ୍ତି ନେଇ ଆୟକର ବିଭାଗର ଜେରା ଚାଲିଛି। ଆୟକର ବିଭାଗର ଦୁଇଟି ଟିମ୍ ଝାରପଡ଼ା ଜେଲରେ ପହଞ୍ଚି ଉଭୟଙ୍କୁ ଜେରା କରୁଛନ୍ତି। ଭୁବନେଶ୍ୱର ୦୩-୦୨-୨୦୨୫( ପିପିଏସ) : ଝାରପଡ଼ା ଜେଲରେ ହାଇପ୍ରୋଫାଇଲ୍ ଠକ ଯୋଡ଼ି ହଂସିତା -ଅନିଲଙ୍କୁ ଆୟକର ବିଭାଗର ପକ୍ଷରୁ ଜେରା କରାଯାଉଥିବାର ସୂଚନା ରହିଛି।.ବେନାମୀ ସମ୍ପତ୍ତି ନେଇ ଆୟକର ବିଭାଗର ଜେରା ଚାଲିଛି। ଆୟକର […]

1 min read

ଓଡ଼ିଶା ଗସ୍ତରେ ଆସିବେ ଷୋଡ଼ଶ ଅର୍ଥ କମିସନ

ଫେବ୍ରୁଆରୀ ୪ ରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ଷୋଡ଼ଶ ଅର୍ଥ କମିସନ । ଗସ୍ତ ସମୟରେ କମିସନଙ୍କ ଆଗରେ ରାଜ୍ୟ ସରକାର ଆଗାମୀ ୫ବର୍ଷ ଲାଗି କ’ଣ ଦାବି ରଖୁଛନ୍ତି ତାକୁ ନେଇ ଚର୍ଚ୍ଚା, ଆଲୋଚନା ଆରମ୍ଭ ହୋଇଛି ଭୁବନେଶ୍ୱର ୦୩-୦୨-୨୦୨୫( ପିପିଏସ) : ଫେବ୍ରୁଆରୀ ୪ ରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ଷୋଡ଼ଶ ଅର୍ଥ କମିସନ । ଗସ୍ତ ସମୟରେ କମିସନଙ୍କ ଆଗରେ ରାଜ୍ୟ ସରକାର ଆଗାମୀ […]

1 min read

ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ ବିଏମସି କମିସନରଙ୍କ କଡ଼ା ଚେତାବନୀ

ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ ବିଏମସି କମିସନର ରାଜେଶ ପ୍ରଭାକର ପାଟିଲ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଐତିହ ପରମ୍ପରା ମର୍ଯ୍ୟାଦା ଭିତରେ ଯାତ୍ରା ପରିବେଶ ପାଇଁ ନିର୍ଦେଶ ଦିଆଯାଇଛି। ସବୁ ଯାତ୍ରା କମିଟି ଏନେଇ ଅବଗତ ଅଛନ୍ତି। ଆଶା କରୁଛୁ ଗାଇଡଲାଇନ ଅନୁସାରେ ଯାତ୍ରା ଅନୁଷ୍ଠିତ ହେବ। ଭୁବନେଶ୍ୱର ୦୩-୦୨-୨୦୨୫( ପିପିଏସ) : ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ ବିଏମସି କମିସନର ରାଜେଶ ପ୍ରଭାକର ପାଟିଲ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଐତିହ ପରମ୍ପରା ମର୍ଯ୍ୟାଦା ଭିତରେ […]

1 min read

ଅଷ୍ଟମ ଅଭିଯୋଗ ଶୁଣାଣିରେ ୧୦୦୦ ଦରଖାସ୍ତ ପଞ୍ଜିକୃତ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଷ୍ଟମ ଅଭିଯୋଗ ଶୁଣାଣି ସୋମବାର ଅନୁଷ୍ଠିତ ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜି ୧୦୦୦ ଦରଖାସ୍ତ ପଞ୍ଜିକୃତ ହୋଇଛି। ୭୦୦ ଅଭିଯୋଗ ଶୁଣି କାର୍ଯ୍ୟକରି କରିବାକୁ ବିଭିନ୍ନ ବିଭାଗକୁ ପଠାଯାଇଛି ଭୁବନେଶ୍ୱର ୦୩-୦୨-୨୦୨୫( ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଷ୍ଟମ ଅଭିଯୋଗ ଶୁଣାଣି ସୋମବାର ଅନୁଷ୍ଠିତ ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ସୂଚନା ପ୍ରଦାନ କରିଛନ୍ତି।  ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି […]

1 min read

ରେଳବଜେଟରେ ଓଡ଼ିଶା ପାଇଁ ୧୦,୫୯୯ କୋଟିର ବ୍ୟୟବରାଦ: ଅଶ୍ବିନୀ ବୈଷ୍ଣବ

ଓଡ଼ିଶାରେ ୫୯ଟି ଅମୃତ ଷ୍ଟେସନ ପାଇଁ ବ୍ୟୟବରାଦ କରାଯାଇଛି ବୋଲି ରେଳମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି। ଏହା ଅନ୍ତର୍ଗତ ଅମୃତ ଷ୍ଟେସନ ପାଇଁ ୨ ହଜାର ୩୭୯ କୋଟି ଖର୍ଚ୍ଚ ହେବ ବୋଲି ସେ କହିଛନ୍ତି ନୂଆଦିଲ୍ଲୀ/ଭୁବନେଶ୍ୱର ୦୩-୦୨-୨୦୨୫( ପିପିଏସ) :  ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଦିଲ୍ଲୀରେ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଛନ୍ତି ଯେ, ଓଡ଼ିଶା ପାଇଁ ରେଳ ବଜେଟରେ ୧୦, ୫୯୯ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଗତ ୧୦ ବର୍ଷ ଭିତରେ ଓଡିଶାରେ […]

1 min read

ସମିତି ସଭ୍ୟାଙ୍କ ଇସ୍ତଫା

ଚନ୍ଦାହାଣ୍ଡି ବ୍ଲକ୍ ଅଧିନସ୍ଥ ଧୋଡ଼ିପାଣି ଏବଂ କୁହୁଡି ଗ୍ରାମ ପଞ୍ଚାୟତର ସମିତି ସଭ୍ୟା ସୋମବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ଚନ୍ଦାହାଣ୍ଡି ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ପ୍ରଦାନ କରିଛନ୍ତି ଚନ୍ଦାହାଣ୍ଡି/ଭୁବନେଶ୍ୱର ୦୩-୦୨-୨୦୨୫( ପିପିଏସ) : ନବରଙ୍ଗପୁର ଜିଲ୍ଲାର ଚନ୍ଦାହାଣ୍ଡି ବ୍ଲକ୍ ଅଧିନସ୍ଥ ଧୋଡ଼ିପାଣି ଏବଂ କୁହୁଡି ଗ୍ରାମ ପଞ୍ଚାୟତର ସମିତି ସଭ୍ୟା ଭାନୁମତି ମାଝୀ ସୋମବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ଚନ୍ଦାହାଣ୍ଡି ଗୋଷ୍ଠୀ ଉନ୍ନୟନ […]

1 min read

ଅଶ୍ଳୀଳ ନୃତ୍ୟ ରୋକିବ ବାବୁଙ୍କ ଠେଙ୍ଗା ବାହିନୀ

ଏକାମ୍ର ବିଧାୟକ ବାବୁ ସିଂ ଭୁବନେଶ୍ୱରର ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ବିରୋଧରେ ଏକ ‘ଠେଙ୍ଗା ଅଭିଯାନ’ ଆରମ୍ଭ କରିଛନ୍ତି। ଏହି ଅଭିଯାନ ଅନ୍ତର୍ଗତ ସେ ମହିଳାଙ୍କର ସ୍ୱତନ୍ତ୍ର ଦଳ ଗଠନ କରିଛନ୍ତି। ଯାହାକୁ ସେ ‘ଠେଙ୍ଗା ବାହିନୀ’ ନାମରେ ନାମିତ କରିଛନ୍ତି ଭୁବନେଶ୍ୱର ୦୩-୦୨-୨୦୨୫( ପିପିଏସ) : ଏକାମ୍ର ବିଧାୟକ ବାବୁ ସିଂ ଭୁବନେଶ୍ୱରର ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ବିରୋଧରେ ଏକ ‘ଠେଙ୍ଗା ଅଭିଯାନ’ ଆରମ୍ଭ କରିଛନ୍ତି।ଏହି ଅଭିଯାନ ଅନ୍ତର୍ଗତ ସେ […]