1 min read

କାହିଁକି ଟ୍ରେନ ଅପହରଣ କଲେ ବେଲୋଚ୍ ବିଦ୍ରୋହୀ ?

ପାକିସ୍ତାନରେ ବେଲୁଚିସ୍ତାନ ମୁକ୍ତି ବାହିନୀ ବା ବିଏଲଏ ପକ୍ଷରୁ ଏକ ଯାତ୍ରିବାହୀ ଟ୍ରେନ ଅପହରଣ ଘଟଣା ସମଗ୍ର ବିଶ୍ବରେ ଚର୍ଚ୍ଚାର ବିଷୟ ହୋଇଛି । ଏହି ଘଟଣାକୁ ନେଇ ସମଗ୍ର ପାକିସ୍ତାନରେ ଆତଙ୍କ ଖେଳିଯାଇଛି । ତେବେ ଏଠାରେ ପ୍ରଶ୍ନ ଉଠେ କାହିଁକି ଟ୍ରେନ ଅପହରଣ କଲେ ବେଲୋଚ୍ ବିଦ୍ରୋହୀ ? କ୍ବେଟା /ନୂଆଦିଲ୍ଲୀ ୧୧-୦୩-୨୦୨୫(ପିପିଏସ ) : ପାକିସ୍ତାନରେ ବେଲୁଚିସ୍ତାନ ମୁକ୍ତି ବାହିନୀ ବା ବିଏଲଏ ପକ୍ଷରୁ ଏକ ଯାତ୍ରିବାହୀ ଟ୍ରେନ ଅପହରଣ ଘଟଣା ସମଗ୍ର […]

1 min read

ମୋଦୀଙ୍କୁ ମରିସସର ସର୍ବୋଚ୍ଚ ସମ୍ମାନ

ମରିସସ ସରକାର ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସେଠାକାର ସର୍ବୋଚ୍ଚ ସମ୍ମାନ ‘ଗ୍ରାଣ୍ଡ କମାଣ୍ଡର ଅଫ୍ ଦି ଅର୍ଡର ଅଫ୍ ଦି ଷ୍ଟାର ଆଣ୍ଡ କି ଅଫ ଇଣ୍ଡିଆନ ଓସେନ’ ପ୍ରଦାନ କରିବାକୁ ଘୋଷଣା କରିଛନ୍ତି । ନୂଆଦିଲ୍ଲୀ/ଭୁବନେଶ୍ୱର ୧୧-୦୩-୨୦୨୫(ପିପିଏସ ) : ମରିସସ ସରକାର ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସେଠାକାର ସର୍ବୋଚ୍ଚ ସମ୍ମାନ ‘ଗ୍ରାଣ୍ଡ କମାଣ୍ଡର ଅଫ୍ ଦି ଅର୍ଡର ଅଫ୍ ଦି ଷ୍ଟାର ଆଣ୍ଡ କି ଅଫ ଇଣ୍ଡିଆନ ଓସେନ’ ପ୍ରଦାନ କରିବାକୁ […]

1 min read

୧୮୫ ମଇଁଷିଙ୍କୁ ଉଦ୍ଧାର କଲା ପୁଲିସ

୬ ଗୋଚାଲାଣକାରୀ ଅଟକ ମୟୂରଭଞ୍ଜ ଜିଲ୍ଲା ଥାନା ମୋରଡ଼ା ଥାନା ଅଧୀନ ଖୁରୁଣ୍ଟିଆ ନିକଟରୁ ୧୮୫ ମଇଁଷିଙ୍କୁ ଉଦ୍ଧାର କରିଛି ପୁଲିସ। ଏହାପରେ ଥାନାକୁ ମୋରଡ଼ା ଥାନା ପୁଲିସ ଆଣିଛି। ଏହି ମାମଲାରେ ୬ ଜଣ ଗୋଚାଲାଣକାରୀଙ୍କୁ ଥାନାରେ ଅଟକ ରଖିଛି। ମୋରଡ଼ା/ଭୁବନେଶ୍ୱର ୧୧-୦୩-୨୦୨୫(ପିପିଏସ ) : ମୟୂରଭଞ୍ଜ ଜିଲ୍ଲା ଥାନା ମୋରଡ଼ା ଥାନା ଅଧୀନ ଖୁରୁଣ୍ଟିଆ ନିକଟରୁ ୧୮୫ ମଇଁଷିଙ୍କୁ ଉଦ୍ଧାର କରିଛି ପୁଲିସ। ଏହାପରେ ଥାନାକୁ ମୋରଡ଼ା ଥାନା ପୁଲିସ ଆଣିଛି। ଏହି ମାମଲାରେ […]

1 min read

ସାଇକେଲରେ ସାରା ଓଡ଼ିଶା ଭ୍ରମଣ

କୁଚିଣ୍ଡା ନିକଟ ଡିମିରିମୁଣ୍ଡା ଗ୍ରାମର ଯୁବକ ଶୁଭମ୍ ବାରିକ୍ ସାଇକେଲ ଯୋଗେ ସାରା ଓଡ଼ିଶା ଭ୍ରମଣ କରି ମଙ୍ଗଳବାର ଶେଷରେ କୁଚିଣ୍ଡା ପହଞ୍ଚି ନିଜର ସାଇକେଲ ଯାତ୍ରା ଶେଷ କରିଛନ୍ତି କୁଚିଣ୍ଡା/ଭୁବନେଶ୍ୱର ୧୧-୦୩-୨୦୨୫(ପିପିଏସ ) : କୁଚିଣ୍ଡା ନିକଟ ଡିମିରିମୁଣ୍ଡା ଗ୍ରାମର ଯୁବକ ଶୁଭମ୍ ବାରିକ୍ ସାଇକେଲ ଯୋଗେ ସାରା ଓଡ଼ିଶା ଭ୍ରମଣ କରି ମଙ୍ଗଳବାର ଶେଷରେ କୁଚିଣ୍ଡା ପହଞ୍ଚି ନିଜର ସାଇକେଲ ଯାତ୍ରା ଶେଷ କରିଛନ୍ତି। ଆଜିର ଆଧୁନିକ ଯୁଗରେ ଲୋକେ ପେଟ୍ରୋଲ ଓ ଡିଜେଲ୍ […]

1 min read

କୁଚିଣ୍ଡା ଉପଖଣ୍ଡରେ ପ୍ରଲୋଭନ ଦେଖାଇ ନିରୀହ ଆଦିବାସୀଙ୍କୁ ଧର୍ମାନ୍ତରୀକରଣ ପ୍ରତିବାଦରେ ଦାବିପତ୍ର ପ୍ରଦାନ

ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ବିଭିନ୍ନ ସ୍ଥାନରେ ହାଲୋଲିଆରେ‌ ରୋଗ ବ୍ୟାଧି ଠିକ ହେବା ସହ ଘର ଧନସମ୍ପଦର ଭରପୁର ହେବ ଆଦି ବିଭିନ୍ନ ପ୍ରଲୋଭନ ଦେଖାଇ ଆବଶ୍ୟକତା ସମୟରେ ସାହାଯ୍ୟ ଯୋଗାଇବା ଆଳରେ ଧର୍ମାନ୍ତରୀକରଣ କୁଚିଣ୍ଡା/ଭୁବନେଶ୍ୱର ୧୧-୦୩-୨୦୨୫(ପିପିଏସ ) : ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ବିଭିନ୍ନ ସ୍ଥାନରେ ହାଲୋଲିଆରେ‌ ରୋଗ ବ୍ୟାଧି ଠିକ ହେବା ସହ ଘର ଧନସମ୍ପଦର ଭରପୁର ହେବ ଆଦି ବିଭିନ୍ନ ପ୍ରଲୋଭନ ଦେଖାଇ ଆବଶ୍ୟକତା ସମୟରେ ସାହାଯ୍ୟ ଯୋଗାଇବା ଆଳରେ […]

1 min read

ରାଜ୍ୟର ୫,୦୦୦ରୁ ଅଧିକ ଗାଁରେ ସବୁଦିନିଆ ରାସ୍ତା ନାହିଁ

ପଞ୍ଚାୟତିରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ ମଙ୍ଗଳବାର ଦିନ ବିଧାନସଭାରେ ସୂଚନା ଦେଇଛନ୍ତି ଯେ, ରାଜ୍ୟର ୫,୧୯୭ଟି ଗ୍ରାମ ଏବଂ ପଡ଼ାରେ ସବୁଦିନିଆ ସଡ଼କ ସଂଯୋଗ ନାହିଁ ଭୁବନେଶ୍ୱର ୧୧-୦୩-୨୦୨୫(ପିପିଏସ ) : ପଞ୍ଚାୟତିରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ ମଙ୍ଗଳବାର ଦିନ ବିଧାନସଭାରେ ସୂଚନା ଦେଇଛନ୍ତି ଯେ, ରାଜ୍ୟର ୫,୧୯୭ଟି ଗ୍ରାମ ଏବଂ ପଡ଼ାରେ ସବୁଦିନିଆ ସଡ଼କ ସଂଯୋଗ ନାହିଁ।ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନର ଉତ୍ତରରେ […]

1 min read

୧୦ ବର୍ଷରେ ହାତୀ ଆକ୍ରମଣରେ ରାଜ୍ୟରେ ୧,୨୦୯ ଜଣଙ୍କ ମୃତ୍ୟୁ

ଓଡ଼ିଶା ସରକାର ମଙ୍ଗଳବାର ପ୍ରକାଶ କରିଛନ୍ତି ଯେ, ୨୦୧୪-୧୫ ରୁ ୨୦୨୪-୨୫ ଗତ ୧୦ ବର୍ଷ ମଧ୍ୟରେ ରାଜ୍ୟରେ ହାତୀ ଆକ୍ରମଣରେ ୧,୨୦୯ ଜଣଙ୍କର ମୃତ୍ୟୁ ହୋଇଛି। ପୀଡିତଙ୍କ ପରିବାର ପାଇଁ ସରକାରଙ୍କ ପକ୍ଷରୁ ୬ ଲକ୍ଷ ଟଙ୍କା କ୍ଷତିପୂରଣ ବ୍ୟବସ୍ଥା ରହିଛି ଭୁବନେଶ୍ୱର ୧୧-୦୩-୨୦୨୫(ପିପିଏସ ) : ଓଡ଼ିଶା ସରକାର ମଙ୍ଗଳବାର ପ୍ରକାଶ କରିଛନ୍ତି ଯେ, ୨୦୧୪-୧୫ ରୁ ୨୦୨୪-୨୫ ଗତ ୧୦ ବର୍ଷ ମଧ୍ୟରେ ରାଜ୍ୟରେ ହାତୀ ଆକ୍ରମଣରେ ୧,୨୦୯ ଜଣଙ୍କର ମୃତ୍ୟୁ ହୋଇଛି।ବିଜେପି […]

1 min read

ସିବିଏସଇ ଦ୍ୱାଦଶ ଶ୍ରେଣୀର ଇଂରାଜୀ ପ୍ରଶ୍ନପତ୍ର ପରିବର୍ତ୍ତନ

୩୨ ଜଣ ଛାତ୍ରଛାତ୍ରୀ କାନ୍ଦି କାନ୍ଦି ଫେରିଲେ ମଙ୍ଗଳବାର ସିବିଏସଇ ଦ୍ୱାଦଶ ଶ୍ରେଣୀର ପ୍ରଶ୍ନପତ୍ର ପରିବର୍ତ୍ତନ ହେବା ପରେ ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାର ବଡ଼ସାହି ଆଦର୍ଶ ବିଦ୍ୟାଳୟର ୩୨ ଜଣ ଛାତ୍ରଛାତ୍ରୀ କାନ୍ଦି କାନ୍ଦି ଫେରିଛନ୍ତି ମୟୂରଭଞ୍ଜ/ଭୁବନେଶ୍ୱର ୧୧-୦୩-୨୦୨୫(ପିପିଏସ ) : ଓଡ଼ିଶାରେ ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଏକ ବଡ଼ ଅନିୟମିତତା ସାମ୍ନାକୁ ଆସିଛି। ମଙ୍ଗଳବାର ମୟୂରଭଞ୍ଜ ଜିଲ୍ଲାର ବଡ଼ସାହି ଆଦର୍ଶ ବିଦ୍ୟାଳୟର ୩୨ ଜଣ ଛାତ୍ରଛାତ୍ରୀଙ୍କ ସିବିଏସଇ ଦ୍ୱାଦଶ ଶ୍ରେଣୀ ପ୍ରଶ୍ନପତ୍ର ପରିବର୍ତ୍ତନ ହେବା […]

1 min read

ଚୌଦ୍ୱାର ଦୁର୍ଗର ସୁରକ୍ଷା ଭର୍ତ୍ତୃହରିଙ୍କ ଦାବି

ନୂଆଦିଲ୍ଲୀ/ଭୁବନେଶ୍ୱର ୧୧-୦୩-୨୦୨୫(ପିପିଏସ ) : ନିଶ୍ଚିହ୍ନ ହେବାକୁ ବସିଥିବା ପ୍ରାଚୀନ ଚୌଦ୍ଵାର ଦୁର୍ଗର ସୁରକ୍ଷା ନିମନ୍ତେ ତୁରନ୍ତ ଦୃଷ୍ଟିଦେବାକୁ କେନ୍ଦ୍ର ସରକାରଙ୍କ ନିକଟରେ ଦୃଢ଼ ଦାବି ଉପସ୍ଥାପନ କରିଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ। ଶ୍ରୀ ମହତାବ ସୋମ‌ବାର ସଂସଦର ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉତ୍ଥାପନକରି କହିଥିଲେ, କଟକ ଜିଲ୍ଲାର ଚୌଦ୍ଵାରରେ ଏକଦା ଗଜପତିଙ୍କ ଶାସନକେନ୍ଦ୍ର ଥିଲା। ଅନେକଦିନ ଧରି ଏଠାରେ ଥିବା ଦୁର୍ଗରୁ ଗଜପତି ରାଜା ଶାସନ ଚଳାଉଥିଲେ। ପରବର୍ତୀ ସମୟରେ କଟକ ଓ ପରେ […]

1 min read

ତାରା ବାହିନୀପତି ୭ ଦିନ ପାଇଁ ନିଲମ୍ୱିତ

ଗୃହରେ ଅଶାଳୀନ ଆଚରଣ ପାଇଁ ବରିଷ୍ଠ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କୁ ବାଚସ୍ପତି ସାତ ଦିନ ପାଇଁ ବିଧାନସଭାରୁ ନିଲମ୍ବନ କରିଛନ୍ତି। ଗୃହରେ ଅନୁଶାସନହୀନତା ଯୋଗୁ ସରକାରୀ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ବାହିନୀପତିଙ୍କୁ ନେଇ ନିଲମ୍ବନ ପ୍ରସ୍ତାବ ଦେଇଥିଲେ ଭୁବନେଶ୍ୱର ୧୧-୦୩-୨୦୨୫(ପିପିଏସ ) : ଗୃହରେ ଅଶାଳୀନ ଆଚରଣ ପାଇଁ ବରିଷ୍ଠ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କୁ ବାଚସ୍ପତି ସାତ ଦିନ ପାଇଁ ବିଧାନସଭାରୁ ନିଲମ୍ବନ କରିଛନ୍ତି।ଗୃହରେ ଅନୁଶାସନହୀନତା ଯୋଗୁ ସରକାରୀ […]