ଓଲଟି ପଡ଼ିଲା ସ୍କୁଲ ଭ୍ୟାନ୍, ୧୦ ଛାତ୍ରଛାତ୍ରୀ ଆହତ
1 min read

ଓଲଟି ପଡ଼ିଲା ସ୍କୁଲ ଭ୍ୟାନ୍, ୧୦ ଛାତ୍ରଛାତ୍ରୀ ଆହତ

ଭଦ୍ରକ/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ଚାନ୍ଦବାଲି-ଭଦ୍ରକ ରାସ୍ତାର ନାଲୁଗୁଣ୍ଡା ପାଖରେ ଏକ ସ୍କୁଲ ଭ୍ୟାନ୍ ଓଲଟି ପଡ଼ିବାରୁ ୧୦ ଜଣ ପିଲା ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଚାନ୍ଦବାଲି ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ଭ୍ୟାନ୍‌ଟି ଦ୍ବିଗୋଚ୍ଛିଆରୁ ସ୍କୁଲ୍‌ ପିଲାଙ୍କୁ ଆଣି ଆସୁଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା।

Leave a Reply

Your email address will not be published. Required fields are marked *