ପ୍ରଜାତନ୍ତ୍ର ନ୍ୟୁଜ୍

ପ୍ରଜାତନ୍ତ୍ର ପ୍ରଚାର ସମିତି ପକ୍ଷରୁ ଏକ ନିରପେକ୍ଷ ନ୍ୟୁଜ୍ ପୋର୍ଟାଲ୍

Advertisement

କଟୁରୀ ଚୋଟରେ ପୁଲିସ କର୍ମଚାରୀ ଗୁରୁତର, ଅଭିଯୁକ୍ତ ଫେରାର

କଟୁରୀ ଚୋଟରେ ବିଞ୍ଝାରପୁର ପୁଲିସ କର୍ମଚାରୀ ଗୁରୁତର

ଅଭିଯୁକ୍ତକୁ ଧରିବା ପାଇଁ ପୁଲିସ ଉଦ୍ୟମ ଜାରି ରଖିଛି

ଯାଜପୁର/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): କଟୁରୀ ଚୋଟରେ ବିଞ୍ଝାରପୁର ଥାନାର ୨ ପୁଲିସ କର୍ମଚାରୀ ଗୁରୁତର। ଅଭିଯୁକ୍ତକୁ ଧରିବା ପାଇଁ ପୁଲିସ ଉଦ୍ୟମ ଜାରି ରଖିଛି। ସୂଚନା ଅନୁଯାୟୀ, ପାରିବାରିକ କଳହକୁ ନେଇ ଜଣେ ଲୋକ ୧୧୨କୁ କଲ୍ କରିଥିଲେ। ଏହାପରେ ବିଞ୍ଝାରପୁର ଥାନା ପୁଲିସ କର୍ମଚାରୀ ବାପା-ପୁଅଙ୍କ ଝଗଡ଼ା ତୁଟାଇବାକୁ ଯାଇଥିଲେ। ହେଲେ, ହନୁମାନ ଛକ ନିକଟରେ ସେମାନଙ୍କ ଉପରକୁ ଆକ୍ରମଣ ହୋଇଥିଲା। କଟୁରୀରେ ଆକ୍ରମଣ କରିବା ପରେ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ମାରିଥିଲା। 

Leave a Reply

Your email address will not be published. Required fields are marked *