୨୪ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁବା ଆକଳନ
1 min read

୨୪ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁବା ଆକଳନ

ଭୁବନେଶ୍ୱର,୨୧-୧୦-୨୦୨୪(ପିପିଏସ):ବାତ୍ୟା ‘ଦାନା’କୁ ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗଏହା ପୁରୀ- ସାଗରଦୀପରେ ଲ୍ୟାଣ୍ଡଫଲ କରିବ ୨୪ ତାରିଖ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁବା ନେଇ ସୂଚନା ଦିଆଯାଇଛି।ଅତି ଭୀଷଣ ବାତ୍ୟା ରୂପ ନେଇ ସ୍ଥଳଭାଗ ଛୁଇଁବ ବାତ୍ୟା। ଏହି ସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିପାରେ ବୋଲି କୁହାଯାଇଛିଅତିବେଶିରେ ୧୨୦ କିଲୋମିଟର ଛୁଇାପାରେ ପବନର ଗତିବାତ୍ୟା ‘ଦାନା’ର ପ୍ରଭାବରେ ୨୪ ତାରିଖରେ ରାଜ୍ୟରେ ଅତି ପ୍ରବ ବର୍ଷା ନେଇ ୭ ଜିଲ୍ଲାକୁ ରହିଛି ରେଡ୍ ୱାର୍ଣ୍ଣିଂମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂପୁର, କଟକ ଓ ଯାଜପୁରକୁ ରେଡ ୱାର୍ଣ୍ଣିଂ ରହିଛି।

Leave a Reply

Your email address will not be published. Required fields are marked *