ପ୍ରଜାତନ୍ତ୍ର ନ୍ୟୁଜ୍

ପ୍ରଜାତନ୍ତ୍ର ପ୍ରଚାର ସମିତି ପକ୍ଷରୁ ଏକ ନିରପେକ୍ଷ ନ୍ୟୁଜ୍ ପୋର୍ଟାଲ୍

Advertisement

ତୃତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ଦିଆଯିବା ତାରିଖ ଖୁବ୍ ଶୀଘ୍ର ଘୋଷିତ ହେବ: ପ୍ରଭାତୀ ପରିଡ଼ା

ଭୁବନେଶ୍ୱର ୨୮-୧୦-୨୦୨୪ (ପିପିଏସ) : ‘ସୁଭଦ୍ରା’ ଯୋଜନା ନେଇ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବ୍ ଶୀଘ୍ର ତୃତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ଟଙ୍କା ଦିଆଯିବ। ଖୁବ୍ ଶୀଘ୍ର ଏନେଇ ତାରିଖ ଘୋଷଣା କରାଯିବ। 

Leave a Reply

Your email address will not be published. Required fields are marked *