ରାଜଧାନୀରେ ମୃଦୁ ଭୂମିକମ୍ପ ନେଇ ଚର୍ଚ୍ଚା, କୌଣସି କ୍ଷୟକ୍ଷତିର ସୂଚନା ନାହିଁ
1 min read

ରାଜଧାନୀରେ ମୃଦୁ ଭୂମିକମ୍ପ ନେଇ ଚର୍ଚ୍ଚା, କୌଣସି କ୍ଷୟକ୍ଷତିର ସୂଚନା ନାହିଁ

ରାଜଧାନୀରେ ଆଜି ସକାଳ ପ୍ରାୟ ୭ଟା ୧୫ ମିନିଟ୍ ସମୟରେ ମୃଦୁ ଭୂମିକମ୍ପ ହୋଇଥିବା ନେଇ ଚର୍ଚ୍ଚା ହେଉଛି। କେତେକ ସ୍ଥାନରେ ବଡ଼ ଶବ୍ଦ ହୋଇଥିବା ବେଳେ ଆଉ କେହି କେହି ଝଟକା ଅନୁଭବ କରିଥିବା କହୁଛନ୍ତି। ତେବେ  ସେସମୋଲୋଜି ବିଭାଗ ପାଖରେ ଏନେଇ କୌଣସି ସୂଚନା ନାହିଁ।

ଭୁବନେଶ୍ୱର ୦୩-୧୧-୨୦୨୪(ପିପିଏସ ) : ରାଜଧାନରେ ଆଜି ସକାଳ ପ୍ରାୟ ୭ଟା ୧୦ ମିନିଟ୍ ସମୟରେ ମୃଦୁ ଭୂମିକମ୍ପ ହୋଇଥିବା ନେଇ ଚର୍ଚ୍ଚା ହେଉଛି। କେତେକ ସ୍ଥାନରେ ବଡ଼ ଶବ୍ଦ ହୋଇଥିବା ବେଳେ ଆଉ କେହି କେହି ଝଟକା ଅନୁଭବ କରିଥିବା କହୁଛନ୍ତି। ତେବେ  ସେସମୋଲୋଜି ବିଭାଗ ପାଖରେ ଏନେଇ କୌଣସି ସୂଚନା ନାହିଁ। ତେଣେଏଥିରେ କୌଣସି କ୍ଷୟକ୍ଷତିର ବି ସୂଚନା ନାହିଁ।  ଏପରିକି ଏହି ମୃଦୁ ଭୂମିକମ୍ପର ତୀବ୍ରତା କେତେ ଥିଲା ଓ ଏହାର କେନ୍ଦ୍ରସ୍ଥଳ କେଉଁଠି ଥିଲା ତାରସୂଚନାକୁ ଅପେକ୍ଷା ରହିଛି।  

Leave a Reply

Your email address will not be published. Required fields are marked *