ବିମାନ ବାତିଲ: ଧାରଣାରେ ବସିଲେ ଯାତ୍ରୀ
1 min read

ବିମାନ ବାତିଲ: ଧାରଣାରେ ବସିଲେ ଯାତ୍ରୀ

ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ): ଭୁବନେଶ୍ବର ବିମାନ ବନ୍ଦରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଭୁବନେଶ୍ବର-ହାଇଦ୍ରାବାଦ ବିମାନ ବାତିଲ ହେବା ନେଇ ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି। ଏହାକୁ ନେଇ ଯାତ୍ରୀମାନେ ବିମାନ ବନ୍ଦରରେ ଧାରଣା ଦେଇଛନ୍ତି। 

ଲଗାତାର ବିମାନ ବାତିଲା ହେବା ନେଇ ଯାତ୍ରୀଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ବିମାନ ବନ୍ଦର କର୍ତ୍ତୃପକ୍ଷ ଯାତ୍ରୀଙ୍କୁ ବୁଝାସୁଝା ଜାରି ରଖିଛନ୍ତି।

Leave a Reply

Your email address will not be published. Required fields are marked *